ମେଟ୍ରୋ

ମଧ୍ୟପ୍ରଦେଶ ଫେରିଯିବ ‘ସୁନ୍ଦରୀ’

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):ସାତକୋଶିଆରୁ ମଧ୍ୟପ୍ରଦେଶ ଫେରିଯିବ ବାଘୁଣୀ ‘ସୁନ୍ଦରୀ’। ଯଥାଶୀଘ୍ର ଫେରାଇ ଦେବାକୁ ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ(ଏନ୍‌ଟିସିଏ) ରାଜ୍ୟ ସରକାରଙ୍କୁ ଚିଠି ଲେଖିଛନ୍ତି। ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପରେ ମହାବୀର ବାଘର ମୃତ୍ୟୁ ଏବଂ ସୁନ୍ଦରୀ ବାଘୁଣୀକୁ ପରିଚାଳନାରେ ବିଫଳତା ପାଇଁ ଓଡ଼ିଶା…

ଓଟିଡିସି କରିବ ଡେଷ୍ଟିନେଶନ ଓ୍ବେଡିଂ

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):ଗୋଆ, ମସୌରୀ, ଉଦୟପୁର ଭଳି ଓଡ଼ିଶାରେ ବି ହେବ ଡେଷ୍ଟିନେଶନ ଓ୍ବେଡିଂ। ମେହେନ୍ଦି, ସଙ୍ଗୀତ ସେରିମନିରୁ ଆରମ୍ଭ କରି ବିବାହ ପର୍ଯ୍ୟନ୍ତ ସବୁକିଛି ମହାଆଡ଼ମ୍ବରରେ ହେବ। ଏପରି କି ଚାହିଁଲେ ଓଲିଉଡ୍‌ ଓ ବଲିଉଡ୍‌ କଳାକାରଙ୍କୁ ମଧ୍ୟ ନିମନ୍ତ୍ରଣ କରାଯିବ।…

ନାଗରିକତ୍ୱ ସଂଶୋଧନ ଆଇନ ପ୍ରତ୍ୟାହାର ଦାବି:ଓଡ଼ିଶାରେ ତେଜିଲା ବିରୋଧର ସ୍ବର

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଓ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ (ଏନ୍‌ଆରସି) ବିରୋଧୀ ଆନ୍ଦୋଳନ ଦେଶର ବିଭିନ୍ନ ରାଜ୍ୟକୁ ବ୍ୟାପିବାରେ ଲାଗିଛି। ଆସାମ, ପଶ୍ଚିମବଙ୍ଗ, ଉତ୍ତରପ୍ରଦେଶ, ଦିଲ୍ଲୀ ସମେତ ଦେଶର ବିଭିନ୍ନ ପ୍ରାନ୍ତରରେ ହିଂସା ଲାଗି ରହିଥିବାବେଳେ ଓଡ଼ିଶାରେ…

ସିଏଏ ନିଆଁରେ ଓଡ଼ିଆ ଯୁବକ ପ୍ରସଙ୍ଗ:ଚର୍ଚ୍ଚାରେ ‘ପାଗଳ କାର୍ତ୍ତିକ’ ପୋଷ୍ଟ

ବରଗଡ଼ ଅଫିସ/ପଦ୍ମପୁର, ୨୦।୧୨:ନୂଆଦିଲ୍ଲୀରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ଆନ୍ଦୋଳନ ଚାଲିଥିବା ବେଳେ ବୁଧବାର ଇଣ୍ଡିଆ ଗେଟ୍‌ ନିକଟରେ କାର୍ତ୍ତିକ ମେହେର ନାମକ ଜଣେ ଓଡ଼ିଆ ଯୁବକ ନିଜ ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିଲେ। ତାଙ୍କ ଶରୀର…

ଆଉ ଦୁଇଦିନ ହେବ ଥଣ୍ଡା:ଦାରିଙ୍ଗବାଡ଼ିରେ ପାରଦ ୧୦ ଡିଗ୍ରୀ ତଳକୁ ଖସିଲା

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ): ଡିସେମ୍ବର ଶେଷ ହେବାକୁ ବସିଲାଣି। ଶୀତର ନାଁଗନ୍ଧ ନ ଥିଲା। ଗୁରୁବାର ହଠାତ୍‌ ପାରଦ ୨ରୁ ୩ ଡିଗ୍ରୀ ତଳକୁ ଖସିଯିବାରୁ ରାଜ୍ୟରେ ଶୀତ ବଢିଯାଇଛି। ଦାରିଙ୍ଗବାଡ଼ିରେ ପାରଦ ୧୦ ଡିଗ୍ରୀ ତଳକୁ ଖସିଯାଇଛି। ଆସନ୍ତା ୨୩ ତାରିଖ…

ଏପ୍ରିଲରୁ ସବୁ ଯୋଜନା ପାଇଁ ଡିବିଟି

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):ଏଣିକି ସବୁ ଯୋଜନାରେ ହିତାଧିକାରୀମାନଙ୍କୁ ରାଜ୍ୟ ସରକାର ସିଧା ସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ଦେବେ। ଡାଇରେକ୍ଟ ବେନିଫିଟ ଟ୍ରାନ୍ସଫର (ଡିବିଟି) ମାଧ୍ୟମରେ ଏହି ପେମେଣ୍ଟ ଦିଆଯିବ। ଇଣ୍ଟିଗ୍ରେଟେଡ ଫାଇନାନ୍ସିଆଲ ମ୍ୟାନେଜମେଣ୍ଟ ସିଷ୍ଟମ (ଆଇଏଫ୍‌ଏମ୍‌ଏସ୍‌) ଏବଂ ଇ-କୁବେର ଜରିଆରେ…

ସମ୍ବିଧାନ ମୁଖବନ୍ଧରେ ‘ଅହିଂସା’କୁ ସ୍ଥାନ ଦିଆଯାଉ: ଦାବି ଦୋହରାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୦।୧୨(ବ୍ୟୁରୋ):ଭାରତୀୟ ସମ୍ବିଧାନର ମୁଖବନ୍ଧରେ ଅହିଂସା ଶବ୍ଦକୁ ରଖିବା ଦାବିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ଥରେ ଦୋହରାଇଛନ୍ତି। ସେ କହିଛନ୍ତି ଯେ ଅହିଂସା ବିଶ୍ୱକୁ ଭାରତର ସବୁଠାରୁ ଶକ୍ତିଶାଳୀ ବାର୍ତ୍ତା ଦେଉଛି। ଅହିଂସା ହିଁ ଆମ ସ୍ବାଧୀନତା ସଂଗ୍ରାମକୁ ବିଶ୍ୱର…

ରାଜ୍ୟର ୧୩ ସ୍ବାସ୍ଥ୍ୟ ଅନୁଷ୍ଠାନକୁ ଅଙ୍ଗ ପ୍ରତ୍ୟାରୋପଣ ଅନୁମତି

କଟକ ଅଫିସ,୧୯ା୧୨- ଏସ୍‌ସିବି ମେଡିକାଲ ସମେତ ରାଜ୍ୟର ୧୩ଟି ସ୍ବାସ୍ଥ୍ୟ ଅନୁଷ୍ଠାନକୁ ଅଙ୍ଗ ପ୍ରତ୍ୟାରୋପଣ ନିମନ୍ତେ ମେଡିକାଲ ଶିକ୍ଷା ଓ ତାଲିମ ନିର୍ଦ୍ଦେଶକ(ଡିଏମ୍‌ଇଟି)ଙ୍କ ପକ୍ଷରୁ ଅନୁମତି ପ୍ରଦାନ କରାଯାଇଛି। ଏହି କେନ୍ଦ୍ରଗୁଡ଼ିକୁ ଅର୍ଗାନ ହାର୍ଭେଷ୍ଟିଂ ସେଣ୍ଟର ଭାବେ ମାନ୍ୟତା ଦିଆଯାଇଛି। ଏହି…

ପୁରୀ ଗଣବଳାତ୍କାର ଘଟଣା: ହାଇକୋର୍ଟରେ ମିସ୍‌ କେସ୍‌ ଦାଏର

କଟକ ଅଫିସ,୧୯ା୧୨- ରାଜ୍ୟର ବହୁଚର୍ଚ୍ଚିତ ପୁରୀ ଗଣବଳାତ୍କାର ଘଟଣାରେ ଗୁରୁବାର ହାଇକୋର୍ଟରେ ଏକ ମିସ୍‌ କେସ୍‌ ଦାଏର କରାଯାଇଛି। ଉକ୍ତ ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତ ରାଜେଶ କୁମାର ସେଠୀଙ୍କ ପକ୍ଷରୁ ଏହି କେସ୍‌ ଦାଏର କରାଯାଇଛି। ପିଟିଶନରେ ଆବେଦନକାରୀ ଦର୍ଶାଇଛନ୍ତି,…

ଗୁଳିକରି ବିଲେଇକୁ ମାରିବା ଘଟଣା: ବ୍ୟବଚ୍ଛେଦ ପରେ ବାହାରିଲା ୨ଟି ପେଲେଟ

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ସ୍ଥାନୀୟ ଖାରବେଳ ନଗର ଥାନା ଅନ୍ତର୍ଗତ ୟୁନିଟ-୪ ଅଞ୍ଚଳରେ ଏକ ପୋଷା ବିଲେଇକୁ ଗୁଳି କରି ମାରି ଦିଆଯାଇଥିଲା। ଗୁରୁବାର ବିଲେଇର ମୃତଦେହ ବ୍ୟବଚ୍ଛେଦ କରାଯାଇଛି। ତା’ର ଦେହରୁ ୨ଟି ପେଲେଟ ବାହାରିଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ବୁଧବାର ପୂର୍ବାହ୍ନରେ…

ବିନା ହେଲମେଟରେ ଗାଡ଼ି ଚଳାଇବା ଯୋଗୁ ବାବୁସାନଙ୍କୁ ହଜାରେ ଟଙ୍କାର ଜରିମାନା, ଭିଡିଓ ଭାଇରାଲ ପରେ କଟିଲା ଚାଲାଣ

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ବିନା ହେଲମେଟ୍‌ରେ ଗାଡ଼ି ଚଳାଇବା ଓଡ଼ିଆ ସିନେ ଅଭିନେତା ତନ୍ମୟ ମହାନ୍ତି ଓରଫ ବାବୁସାନଙ୍କୁ ମହଙ୍ଗା ପଡ଼ିଛି। ଏନେଇ ଭିଡିଓ ଭାଇରାଲ ହେବା ପରେ କମିଶନରେଟ୍‌ ପୋଲିସ ପକ୍ଷରୁ ତାଙ୍କୁ ଏକ ହଜାର ଟଙ୍କାର ଜରିମାନା ଲଗାଯାଇଛି। ଏନେଇ କମିଶନରେଟ୍‌…

ପ୍ରେମରେ ବିଫଳତାରୁ ଆତ୍ମହତ୍ୟା: ଷଷ୍ଠ ସ୍ଥାନରେ ଓଡ଼ିଶା

ଭୁବନେଶ୍ୱର, ୧୯।୧୨ (ବ୍ୟୁରୋ): ପ୍ରେମ ସମ୍ପର୍କରେ ବିଫଳ ହେବା ବା ପ୍ରତାରଣାର ଶିକାର ହେବା ପରେ ଅନେକେ ଆତ୍ମହତ୍ୟାର ପନ୍ଥା ବାଛି ନେଉଛନ୍ତି। ଏକ୍ଷେତ୍ରରେ ଓଡ଼ିଶାରେ ସ୍ଥିତି ଉଦ୍‌ବେଗଜନକ ରହିଛି। ଏନ୍‌ସିଆର୍‌ବି ରିପୋର୍ଟ ଅନୁଯାୟୀ, ସମଗ୍ର ଦେଶରେ ଓଡ଼ିଶା ଷଷ୍ଠ ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?