ଡିସେମ୍ବର ୧ରୁ ଦୁଇଦିନିଆ ସବୁଜ ସମାରୋହ : ଯୋଗଦେବେ ୫୦ ଦେଶର ପ୍ରତିନିଧି
ଭୁବନେଶ୍ୱର,୩୦।୮(ବ୍ୟୁରୋ) : ପରିବେଶ ପ୍ରଦୂଷଣ, ଜଳବାୟୁ ପରିବର୍ତ୍ତନ, ଉତ୍ତାପ ବୃଦ୍ଧି, ଅତିବୃଷ୍ଟି, ଅନାବୃଷ୍ଟି ଆଦି ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଆସନ୍ତା ଡିସେମ୍ବର ୧ରୁ ଦୁଇଦିନିଆ ସବୁଜ ସମାରୋହ ଅନୁଷ୍ଠିତ ହେବ। ପ୍ରେରଣା ଗ୍ରୀନ୍ ଆର୍ମି ପକ୍ଷରୁ ଆୟୋଜିତ...
ପୂର୍ବ ଯୋଜନାର ଫଳ ଏମିତି
ସହରାଞ୍ଚଳ ବିକାଶ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ପ୍ରତିବର୍ଷ ମାଳମାଳ ଯୋଜନା ଓ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଉଛି। ବିଶେଷକରି ସ୍ବାୟତ୍ତଶାସନ ଦିବସରେ ସର୍ବାଧିକ ପ୍ରକଳ୍ପ ଘୋଷଣା ସହ ବହୁ ଆଡ଼ମ୍ବରପୂର୍ଣ୍ଣ ଭାବେ ଉଦ୍ଘାଟନ ତଥା ଶିଳାନ୍ୟାସ...
ଯୁକ୍ତ ୨ ବହି ଆଉ ଛାପିବନି ଟେକ୍ଷ୍ଟ ବୁକ୍ ଅଫ ବ୍ୟୁରୋ
ଭୁବନେଶ୍ୱର,୩୦।୮(ବ୍ୟୁରୋ): ଟେକ୍ଷ୍ଟ ବୁକ୍ ଅଫ ବ୍ୟୁରୋ ଅଫିସ୍ କାର୍ଯ୍ୟାଳୟଠାରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କ ଅଧ୍ୟକ୍ଷତାରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଉଚ୍ଚଶିକ୍ଷା ବିଭାଗ ସଚିବ, ଟେକ୍ଷ୍ଟ ବୁକ୍ ଅଫ୍ ବ୍ୟୁରୋର ନିର୍ଦ୍ଦେଶକ ଏବଂ ସଦସ୍ୟମାନେ...
ବିଳମ୍ବରେ ପହଞ୍ଚୁଥିବା କର୍ମଚାରୀଙ୍କ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୩୦।୮(ବ୍ୟୁରୋ) : ରାଜ୍ୟ ସରକାର କର୍ମଚାରୀଙ୍କ ପାଇଁ କାର୍ଯ୍ୟାଳୟରେ ପହଞ୍ଚିବା ଲାଗି ସକାଳ ୧୦ଟା ଏବଂ ଫେରିବା ସମୟ ଅପରାହ୍ନ ୫ଟା ୩୦ ମିନିଟ ଧାର୍ଯ୍ୟ କରିଛନ୍ତି। ଏହି ସମୟ ପରେ ଆସୁଥିବା ଏବଂ ପୂର୍ବରୁ ଯାଉଥିବା କାର୍ମଚାରୀମାନଙ୍କୁ ଅନୁପସ୍ଥିତ...
ଆଜିଠାରୁ ଯୁକ୍ତ ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା
ଭୁବନେଶ୍ୱର,୩୦-୮(ବ୍ୟୁରୋ):ପ୍ରଥମ ପର୍ଯ୍ୟାୟ ନାମଲେଖା ପରେ ଯୁକ୍ତ ୨ କଲେଜଗୁଡିକରେ ଖାଲିଥିବା ସିଟ୍ ପୂରଣ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଅନୁଷ୍ଠିତ ହେବ। ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇଥିବା ବେଳେ ଯୋଗ୍ୟ ବିବେଚିତ ଛାତ୍ରୀଛାତ୍ର ଶୁକ୍ରବାର ପୂର୍ବାହ୍ନ...
ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗ:ଗଠନ ହେଲା ସଚିବସ୍ତରୀୟ କମିଟି
ଭୁବନେଶ୍ୱର,୩୦-୮(ବ୍ୟୁରୋ):ଦୀର୍ଘଦିନ ଧରି ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ ଦାବି ଜୋର୍ ଧରିଛି। ପଶ୍ଚିମ, ଦକ୍ଷିଣ ଏବଂ ଉତ୍ତର ଓଡିଶାରେ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରିବା ଲାଗି ବାରମ୍ବାର ଦାବି କରାଯାଉଛି। ତୁରନ୍ତ ପଦକ୍ଷେପ ନେବା ପାଇଁ ବିଭିନ୍ନ ପ୍ରାନ୍ତରୁ...
୩ ଶୀର୍ଷ ପ୍ରଶାସନିକ ଅଧିକାରୀଙ୍କ ମଧ୍ୟରେ ବିଭାଗ ବଣ୍ଟନ: ମୁଖ୍ୟ ଶାସନ ସଚିବଙ୍କୁ ୨୦, ଉନ୍ନୟନ କମିଶନର ୧୫ ଏବଂ ଏପିସିଙ୍କୁ ୫ ବିଭାଗ ଦାୟିତ୍ୱ
ଭୁବନେଶ୍ୱର,୩୦-୮(ବ୍ୟୁରୋ):ରାଜ୍ୟ ପ୍ରଶାସନର ଶୀର୍ଷସ୍ତରରେ ସରକାରୀ କାର୍ଯ୍ୟକୁ ଉତ୍ତମ ରୂପେ ତର୍ଜମା କରାଯିବ। ବିଭାଗୀୟ ଅନୁଶୀଳନ ପରେ ଜଣେ ମୁଖ୍ୟ ଶାସନ ସଚିବ ପାହ୍ୟାର ଅଧିକାରୀ ଫାଇଲଗୁଡିକ ତଦାରଖ କରିବେ। ଏହା ପରେ ଚୂଡ଼ାନ୍ତ ନିଷ୍ପତ୍ତି ପାଇଁ ଫାଇଲ ସିଧା ମୁଖ୍ୟମନ୍ତ୍ରୀଙ୍କ...
ଉଚ୍ଚଶିକ୍ଷା ନିର୍ଦ୍ଦେଶାଳୟରେ ଅଚାନକ ପହଞ୍ଚିଲେ ମନ୍ତ୍ରୀ
ଭୁବନେଶ୍ୱର, ୩୦-୮(ବ୍ୟୁରୋ):ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଗୁରୁବାର ଉଚ୍ଚଶିକ୍ଷା ନିର୍ଦ୍ଦେଶାଳୟ ପରିଦର୍ଶନ କରିଛନ୍ତି ା ମନ୍ତ୍ରୀ ସାହୁ ପୂର୍ବାହ୍ନ ୧୦ଟାରେ ନିର୍ଦ୍ଦେଶାଳୟରେ ଅଚାନକ ପହଞ୍ଚତ୍ଥିଲେ। ମନ୍ତ୍ରୀ ଉକ୍ତ କାର୍ଯ୍ୟାଳୟରେ ଲାଗିଥିବା ବାୟୋମେଟ୍ରିକ୍ ଏବଂ କର୍ମଚାରୀମାନଙ୍କ ଉପସ୍ଥାନ ଯାଞ୍ଚ କରିଥିଲେ...
ଦିଲ୍ଲୀ ଏମ୍ସରୁ ସ୍ଥାନାନ୍ତର ହେବେ ଜଗା-କାଳିଆ:୭ରୁ ଏସ୍ସିବିରେ ଚିକିତ୍ସା
ଭୁବନେଶ୍ୱର,୩୦-୮(ବ୍ୟୁରୋ):ଅପରେଶନ ମାଧ୍ୟମରେ ଅଲଗା ହୋଇଥିବା କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଦିଲ୍ଲୀ ଏମ୍ସରୁ ସ୍ଥାନାନ୍ତର ହେବେ। ଆସନ୍ତା ୭ ତାରିଖରେ ଓଡ଼ିଶାରେ ପହଞ୍ଚତ୍ବା ପରେ ସେମାନଙ୍କୁ ସିଧା କଟକ ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲକୁ ନିଆଯାଇ ଚିକିତ୍ସା ଆରମ୍ଭ...
ଆଜି ମେଡିକାଲ କାଉନ୍ସେଲିଂ
ଭୁବନେଶ୍ୱର,୩୦-୮(ବ୍ୟୁରୋ): ରାଜ୍ୟରେ ଥିବା ସରକାରୀ ମେଡିକାଲ କଲେଜରେ ଖାଲିଥିବା ଏମ୍ବିବିଏସ୍ ସିଟ୍ଗୁଡ଼ିକ ଲାଗି ଶୁକ୍ରବାର ପୁଣି ଥରେ କାଉନସେଲିଂ ହେବ। ୧୦ଟି ଏମ୍ବିବିଏସ୍ ସିଟ୍ରେ ନାମଲେଖା ପାଇଁ ଅନୁଷ୍ଠିତ ହେବାକୁ ଥିବା ଏହି କାଉନସେଲିଂରେ ରାଜ୍ୟ ସରକାରଙ୍କ ଅଧୀନରେ ଥିବା...
ପକ୍କାଘର: ପୂରଣ ହୋଇପାରୁନି ଧାର୍ଯ୍ୟଲକ୍ଷ୍ୟ
ଭୁବନେଶ୍ୱର,୩୦-୮(ବ୍ୟୁରୋ):ରାଜ୍ୟରେ କଚ୍ଚାଘର ରହିବ ନାହିଁ। ସମସ୍ତଙ୍କୁ ଯୋଗାଇ ଦିଆଯିବ ପକ୍କାଘର। ୨୦୧୯ ଡିସେମ୍ବର ସୁଦ୍ଧା ରାଜ୍ୟ ସରକାର ଏବଂ ୨୦୨୨ ସୁଦ୍ଧା ସମସ୍ତଙ୍କୁ ପକ୍କାଘର ଦେବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଛନ୍ତି। ପ୍ରତିବର୍ଷ ୫ ଲକ୍ଷ ପକ୍କାଘର ନିର୍ମାଣ କରିବାକୁ...
୨ରେ ଲଘୁଚାପ, ଅଧିକ ବର୍ଷିବ ନାହିଁ
ଭୁବନେଶ୍ୱର, ୨୯।୮(ବ୍ୟୁରୋ): ଆସନ୍ତା ସେପ୍ଟେମ୍ବର ୨ ତାରିଖରେ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କେତେକ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।...
Archives


