ମେଟ୍ରୋ

ଶୁକ୍ରବାର କଟକ ବଦଳରେ ନରାଜ ଦେଇ ଯିବ ୪ ଟ୍ରେନ

ଭୁବନେଶ୍ୱର, ୧୯।୧୨ (ବ୍ୟୁରୋ): ଗୁରୁଡ଼ିଝାଟିଆ ରେଳ ଷ୍ଟେଶନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପାଇଁ ଶୁକ୍ରବାର ୪ଟି ଟ୍ରେନ ନରାଜ ଷ୍ଟେଶନ ଦେଇ ଚଳାଚଳ କରିବ। ୧୮୪୨୫ ପୁରୀ-ଦୁର୍ଗ ଏକ୍ସପ୍ରେସ, ୧୨୮୩୨ ଭୁବନେଶ୍ୱର-ଧାନବାଦ ଗରିବ ରଥ ଏକ୍ସପ୍ରେସ, ୧୮୪୫୨ ପୁରୀ-ହାଟିଆ ତପସ୍ବିନୀ…

୨୦୧୯-୨୦ ଆର୍ଥିକ ବର୍ଷର ଖରିଫ ଧାନ ସଂଗ୍ରହ: ଚାଷୀଙ୍କଠାରୁ କିଣା ହେଲା ୯୬,୧୧,୦୨୪ କୁଇଣ୍ଟାଲ ଧାନ

ଭୁବନେଶ୍ୱର,୧୯।୧୨ (ବ୍ୟୁରୋ): ଓଡ଼ିଶା ସରକାରଙ୍କ ଦ୍ୱାରା ୨୦୧୯-୨୦ ବର୍ଷ ନିମନ୍ତେ ବୁଧବାର ସୁଦ୍ଧା ୧ଲକ୍ଷ ୪୧ ହଜାର ୫୪୦ ଜଣ ଚାଷୀ ବିଭିନ୍ନ ଧାନ ସଂଗ୍ରହ କେନ୍ଦ୍ର ଜରିଆରେ ମୋଟ ୯୬ ଲକ୍ଷ ୧୧ ହଜାର ୨୪ କୁଇଣ୍ଟାଲ ଧାନ ବିକ୍ରି…

ଓଡ଼ିଶାରେ ନିବେଶ ପାଇଁ ଆଇଟି କମ୍ପାନୀଙ୍କୁ ଆମନ୍ତ୍ରଣ

ଭୁବନେଶ୍ୱର,୧୯।୧୨(ବ୍ୟୁରୋ):ଓଡ଼ିଶାକୁ ସୂଚନା ପ୍ରଯୁକ୍ତି ବିଦ୍ୟା(ଆଇଟି) ହବ୍‌ରେ ପରିଣତ କରିବା ପାଇଁ ରାଜ୍ୟ ସରକାର ଉଦ୍ୟମ କରୁଛନ୍ତି। ବିଭିନ୍ନ ଦେଶୀ ଏବଂ ବିଦେଶୀ କମ୍ପାନୀଗୁଡ଼ିକୁ ଓଡ଼ିଶାରେ ନିବେଶ ପାଇଁ ଆମନ୍ତ୍ରଣ ଓ ଉତ୍ସାହିତ କରାଯାଉଛି। ଏହି କ୍ରମରେ ରାଜ୍ୟ ଇଲେକ୍‌ଟ୍ରୋନିକ୍ସ ଏବଂ ସୂଚନା…

ନୂଆ ମୋଟର ଯାନ ଆଇନ ପରେ କମିଛି ଦୁର୍ଘଟଣା

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ରାଜ୍ୟରେ ମୋଟର ଯାନ ଆଇନ କଡାକଡି ହେବା ପରେ ସଡ଼କ ଦୁର୍ଘଟଣା ହ୍ରାସ ପାଇଛି। ଗତବର୍ଷ ତୁଳନାରେ ଚଳିତବର୍ଷ ୪.୭ ପ୍ରତିଶତ କମିଛି। ମୃତ୍ୟୁହାର ୧୨% କମିଛି। ସଡ଼କ ସୁରକ୍ଷା ନେଇ ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟ ସଡ଼କ ସୁରକ୍ଷା…

ହରଦୀପ ସିଂ ପୁରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ: ‘ଓଡ଼ିଶାକୁ ଅନ୍ତର୍ଜାତୀୟ ବିମାନ ସଂଖ୍ୟା ବୃଦ୍ଧି କରାଯାଉ’

ଭୁବନେଶ୍ୱର, ୧୯।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାକୁ ଅଧିକ ଅନ୍ତର୍ଜାତୀୟ ବିମାନ ସଂଯୋଗ ଓ ଘରୋଇ ବିମାନ ଚଳାଚଳକୁ ଆହୁରି ବ୍ୟାପକ କରିବା ପାଇଁ ମଙ୍ଗଳବାର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଚିଠି ଲେଖିଛନ୍ତି। ଅନ୍ତର୍ଜାତୀୟ ବିମାନ…

ଏନ୍‌ଆର୍‌ସିକୁ ନବୀନଙ୍କ ନା

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ରାଜ୍ୟ ସରକାର ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆରସି)କୁ ସମର୍ଥନ କରନ୍ତି ନାହିଁ। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ଏହା ସ୍ପଷ୍ଟ କରିଛନ୍ତି। ୫ ଦିନିଆ ଦିଲ୍ଲୀ ଗସ୍ତର କେଇ ଘଣ୍ଟା ପୂର୍ବରୁ ଏନ୍‌ଆରସି ସମ୍ପର୍କରେ ନବୀନ ନିବାସରେ…

ହୋଲ୍ଡିଂ ଟ୍ୟାକ୍ସ ଆଦାୟ କରିବେ କିନ୍ନର

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ସାଧାରଣ ଲୋକଙ୍କ ଭଳି ଏଣିକି କିନ୍ନରମାନେ ମଧ୍ୟ ଉଚ୍ଛେଦରେ ସାମିଲ ହେବା ସହ ହୋଲ୍ଡିଂ ଟ୍ୟାକ୍ସ ଓ ଟ୍ରେଡ଼ ଲାଇସେନ୍ସ ଆଦାୟ କରିବେ। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ସହ ବୁଧବାର ଟିଜି ସ୍ବୀକୃତି ଏସ୍‌ଏଚ୍‌ଜିର ଏକ…

‘ଲାକ୍‌ମେ ଫ୍ୟାଶନ ୱିକ୍‌’: ସେଟ୍‌ ଡିଜାଇନ୍‌ କରିବେ ଓଡ଼ିଆ ଛାତ୍ରୀ

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ଦେଶର ପ୍ରମୁଖ ଫ୍ୟାଶନ ଓ ଲାଇଫ୍‌ଷ୍ଟାଇଲ ଶୋ ‘ଲାକ୍‌ମେ ଫ୍ୟାଶନ ୱିକ୍‌’ରେ ଡିଜାଇନ୍‌ ପ୍ରଦର୍ଶନ କରିବେ ଜଣେ ଓଡ଼ିଆ ଛାତ୍ରୀ। ଇଣ୍ଟେରିୟର ଡିଜାଇନ୍‌ ବର୍ଗରେ ‘ଲାକ୍‌ମେ ଫ୍ୟାଶନ ୱିକ୍‌’ର ମୁଖ୍ୟ ଶୋ ଏରିଆରେ ଜଣେ ଖ୍ୟାତନାମା ଡିଜାଇନରଙ୍କ ଶୋ’ର ସେଟ୍‌…

ଭବାନୀପାଟଣା ହାତୀଦାନ୍ତ ଓ ବାଘଛାଲ ଜବତ ଘଟଣା: ଆଉ ଜଣଙ୍କୁ ଗିରଫ କଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୧୯।୧୨ (ବ୍ୟୁରୋ): ଭବାନୀପାଟଣାରୁ ଗତମାସ ୭ତାରିଖରେ ହାତୀଦାନ୍ତ ଓ ବାଘଛାଲ ଜବତ ଘଟଣାରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌ ବୁଧବାର ଆଉ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ନାଁ ହେଉଛି ପରମାନନ୍ଦ ଧାରୁଆ ଓରଫ ଶାଖା(୨୯)। ତାଙ୍କ ଘର ବରଗଡ଼ ଜିଲା ଭଟଲି ଥାନା…

ତରୁଣକାନ୍ତି ମିଶ୍ର ପାଇବେ ‘କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର’

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ୨୦୧୯ ମସିହା ଲାଗି ଓଡ଼ିଶାରୁ ସମ୍ମାନଜନକ ‘କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର’ ପାଇବେ ଖ୍ୟାତନାମା ଲେଖକ ତରୁଣକାନ୍ତି ମିଶ୍ର। ସେ ତାଙ୍କ ରଚିତ କ୍ଷୁଦ୍ରଗଳ୍ପ ସଙ୍କଳନ ‘ଭାସ୍ବତୀ’ ପାଇଁ ଏକାଡେମୀ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। କେନ୍ଦ୍ର ସାହିତ୍ୟ ଏକାଡେମୀ…

ଚତୁର୍ଦ୍ଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା: ଦିନରେ ଲୋକକଳା, ରାତିରେ ନୃତ୍ୟ, ସଙ୍ଗୀତ

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଜନତା ମଇଦାନଠାରେ ଚାଲିଥିବା ଚତୁର୍ଦ୍ଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାରେ ଆକର୍ଷଣ ସାଜୁଛି ମନଛୁଆଁ ସାଂସ୍କୃତିକ କାର୍ଯ୍ୟକ୍ରମ। କେବଳ ସନ୍ଧ୍ୟାରେ ନୁହେଁ, ଦିନତମାମ ମେଳା ପରିସରରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଉପଭୋଗ…

ବଙ୍ଗୀୟ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ମାଡ଼ ଘଟଣା: ହୋଟେଲ ପରିଚାଳକ, କର୍ମଚାରୀ ଗିରଫ

କଟକ ରୋଡ,୧୯।୧୨ (ଡି.ଏନ୍‌.ଏ.): ହୋଟେଲରେ ଜଣେ ବଙ୍ଗୀୟ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ଓ ମାଡ଼ ଘଟଣାରେ ଲକ୍ଷ୍ମୀସାଗର ପୋଲିସ ବୁଧବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ହୋଟେଲ ପରିଚାଳକ ମିଥୁନ ସ୍ବାଇଁ ଓ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?