ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରୀଙ୍କ ସହ ୟୁନିସେଫ୍ ମୁଖ୍ୟକ୍ଷେତ୍ର ଅଧିକାରୀଙ୍କ ଆଲୋଚନା
ଭୁବନେଶ୍ୱର,୨୯।୮(ବ୍ୟୁରୋ): ୟୁନିସେଫ୍ର ମୁଖ୍ୟ କ୍ଷେତ୍ର ଅଧିକାରୀ ମୋନିକା ନେଲ୍ସେନ୍ ଗୁରୁବାର ସଚିବାଳୟଠାରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରୀ ନବ କିଶୋର ଦାସଙ୍କ ସହିତ ଆଲୋଚନା କରିଛନ୍ତି। ରାଜ୍ୟରେ ଶିଶୁ ଓ ମାତୃ ମୃତ୍ୟୁହାର ହ୍ରାସ, କାର୍ଯ୍ୟକାରୀ ହେଉଥିବା ସମ୍ପୂର୍ଣ୍ଣା ଯୋଜନା...
ସେପ୍ଟେମ୍ବର ୬ରେ ଓଡ଼ିଶା ଆସିବେ ଜଗା-କାଳିଆ: ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର,୨୯।୮(ବ୍ୟୁରୋ): ସେପ୍ଟେମ୍ବର ୬ରେ ଓଡ଼ିଶା ଆସିବେ ଯୋଡ଼ାମୁଣ୍ଡ ଶିଶୁ ଜଗା ଓ କାଳିଆ। ଅସ୍ତ୍ରୋପଚାର ମାଧ୍ୟମରେ ଅଲଗା ହେବା ପରେ ଏଯାବତ ଦିଲ୍ଲୀ ଏମ୍ସରେ ଉଭୟ ଚିକିତ୍ସାଧୀନ ଥିବା ବେଳେ ଏବେ କଟକ ଏସ୍ସିବିରେ ତାଙ୍କ ଚିକିତ୍ସା କରାଯିବ। ତେବେ...
ବିଶୃଙ୍ଖଳିତ ସଦସ୍ୟଙ୍କ ପାଇଁ ଆସୁ ଆଇନ: ସୂର୍ଯ୍ୟ ପାତ୍ର
ଭୁବନେଶ୍ୱର,୨୯।୮(ବ୍ୟୁରୋ): ପାର୍ଲାମେଣ୍ଟ ତଥା ରାଜ୍ୟଗୁଡିକର ବିଧାନସଭା ଚାଲିଥିବା ସମୟରେ ଅନେକ ସଦସ୍ୟ ବିଶୃଙ୍ଖଳିତ ଆଚରଣ ପ୍ରଦର୍ଶନ କରିଥାଆନ୍ତି। ଏହାଦ୍ୱାରା ଭାରତୀୟ ଗଣତନ୍ତ୍ରର ମହାନ ସଂସଦୀୟ ପରମ୍ପରା ତାହାର ଗୁରୁତ୍ୱ ହରାଇଥାଏ, ତେଣୁ ଏଭଳି ସଦସ୍ୟମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ କରାଯାଉ।...
ବିଶ୍ବବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ, କୁଳସଚିବ ଓ ବିତ୍ତ ନିୟନ୍ତ୍ରକଙ୍କ ବୈଠକ: ୪୫ ଦିନରେ ପ୍ରକାଶ ପାଇବ ପରୀକ୍ଷାଫଳ
ଭୁବନେଶ୍ୱର, ୨୯।୮(ବ୍ୟୁରୋ): ପରୀକ୍ଷାରେ ସଂସ୍କାର ଆଣିବାକୁ ଅଣ୍ଟା ଭିଡିଛି ଉଚ୍ଚ ଶିକ୍ଷା ବିଭାଗ। ଠିକ୍ ସମୟରେ କୋର୍ସ ସାରିବା ସହ ପରୀକ୍ଷା ପରିଚାଳନା ଓ ଫଳ କିପରି ଶୀଘ୍ର ପ୍ରକାଶ ପାଇବ ସେଥିପାଇଁ ବିଭାଗ ତତ୍ପରତା ଦେଖାଇଛି। ଖାତା ଦେଖା...
ଜିପିଏଫ୍ ପାଇଁ ଆଉ ଦୌଡ଼ିବାକୁ ପଡ଼ିବ ନାହିଁ
ଭୁବନେଶ୍ୱର, ୨୯।୮ (ବ୍ୟୁରୋ): ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ଅବସର ପରେ ନିଜର ଜିପିଏଫ୍ (ଜେନେରାଲ ପ୍ରୋଭିଡେଣ୍ଟ ଫଣ୍ଡ) ପ୍ରାପ୍ୟ ପାଇବାରେ ଆଉ ଅସୁବିଧା ହେବ ନାହିଁ। ଏଣିକି ଏସବୁ ଇଲେକ୍ଟ୍ରୋନିକ(ଇ)-ଅଥରିଟି ମାଧ୍ୟମରେ ସମ୍ପାଦନ ହେବ। ପ୍ରଚଳିତ...
ଚାଷୀଙ୍କ ସାମାଜିକ, ଅର୍ଥନୈତିକ ଉନ୍ନତି ଚିନ୍ତା: ନବରଙ୍ଗପୁର ଜିଲାରୁ ଆରମ୍ଭ ହେଲା ନୂଆ ଯୋଜନା
ଭୁବନେଶ୍ୱର,୨୯।୮(ବ୍ୟୁରୋ): ସାରା ରାଜ୍ୟରେ ଚାଷୀଙ୍କ ଆୟ ବୃଦ୍ଧି ପାଇଁ ସରକାର ନୂଆ ଯୋଜନା ଆରମ୍ଭ କରିଛନ୍ତି। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକସେବା ଭବନରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଅପେକ୍ଷାକୃତ ପଛୁଆ ଜିଲାଭାବେ ପରିଚିତ...
ସ୍କୁଲ ଫାଟକରେ ତାଲା ପକାଇଲେ ଗ୍ରାମବାସୀ
ବାରଙ୍ଗ/ ନରାଜ, ୨୮।୮(ଡି.ଏନ୍.ଏ.): ବାରଙ୍ଗ ବ୍ଳକ ଶିକ୍ଷା ମଣ୍ଡଳ ଅଧୀନସ୍ଥ ପଞ୍ଚୁପାଳ ଉଚ୍ଚପ୍ରଥାମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଓ ଶିକ୍ଷା ଦାନରେ ବାଧାପ୍ରାପ୍ତ ହେଉଥିବା ପ୍ରତିବାଦରେ ବୁଧବାର ଗ୍ରାମବାସୀ ଓ ଗ୍ରାମ୍ୟ କମିଟି ପକ୍ଷରୁ ସ୍କୁଲ ଫାଟକରେ ତାଲା ପକାଇବା...
ଆର୍ପିଏଫ୍ର ‘ସକ୍ଷମ’ ଟ୍ରେନିଂ: ଯାତ୍ରୀଙ୍କୁ କରିବ ମାର୍ଜିତ ବ୍ୟବହାର
ଭୁବନେଶ୍ୱର, ୨୯।୮ (ବ୍ୟୁରୋ): ରେଳ ସୁରକ୍ଷା ବଳ(ଆରପିଏଫ୍) ପକ୍ଷରୁ ସୋମବାରଠାରୁ ୫ଦିନିଆ ‘ସକ୍ଷମ’ ତାଲିମ୍ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଆରପିଏଫ୍ ଯାତ୍ରୀଙ୍କ ସହ ଉତ୍ତମ ବ୍ୟବହାର ପ୍ରଦର୍ଶନ କରିବା ହେଉଛି ଏହି ତାଲିମର ମୂଳ ଲକ୍ଷ୍ୟ। ଏବେ ପୂର୍ବତଟ ରେଳପଥର...
ବେଆଇନ ପାର୍କିଂ ବିରୋଧରେ ଅଣ୍ଟା ଭିଡ଼ିଲା କମିଶନରେଟ୍ ପୋଲିସ: ଗାଡ଼ିରେ ତାଲା ପକାଇ ଜରିମାନା ଆଦାୟ
ଭୁବନେଶ୍ୱର, ୨୯।୮(ବ୍ୟୁରୋ): ରାଜଧାନୀରେ ଟ୍ରାଫିକ ସମସ୍ୟାକୁ ଦ୍ୱିଗୁଣିତ କରୁଛି ବେଆଇନ୍ ପାର୍କିଂ। ତେଣୁ ବେଆଇନ ପାର୍କିଂ ବିରୋଧରେ ଅଣ୍ଟା ଭିଡ଼ିଛି କମିଶନରେଟ୍ ପୋଲିସ। ଏଣିକି ଏଣେତେଣେ ମନଇଚ୍ଛା ଗାଡ଼ି ପାର୍କିଂ କରୁଥିବା ଲୋକଙ୍କୁ ଜରିମାନା ଗଣିବାକୁ ପଡ଼ିବ। ରାସ୍ତାରୁ ଆଉ...
ରାଜ୍ୟସ୍ତରୀୟ ଯୁବସଂସଦ ପ୍ରତିଯୋଗିତା: ‘ଗଣତନ୍ତ୍ର ଓ ସଂସଦ ସମ୍ପର୍କରେ ଛାତ୍ରୀଛାତ୍ର ଜାଣିବା ଉଚିତ’
ଭୁବନେଶ୍ୱର, ୨୯।୮(ବ୍ୟୁରୋ): ଶିକ୍ଷକ ଓ ଶିକ୍ଷା ନିର୍ଦ୍ଦେଶାଳୟ ଓ ରାଜ୍ୟ ଶିକ୍ଷା ଗବେଷଣା ଏବଂ ପ୍ରଶିକ୍ଷଣ ପରିଷଦ ଆନୁକୂଲ୍ୟରେ ବୁଧବାର ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଇଞ୍ଜିନିୟର୍ସ ସମ୍ମିଳନୀ କକ୍ଷରେ ରାଜ୍ୟସ୍ତରୀୟ ‘ଯୁବସଂସଦ ପ୍ରତିଯୋଗିତା’ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ...
ଲିଟିଲ୍ ମିସ୍ ପ୍ରତିଯୋଗିତା: ଓଡ଼ିଆ ଝିଅ ସରନ୍ୟାଙ୍କ କମାଲ
ଭୁବନେଶ୍ୱର,୨୯।୮(ବ୍ୟୁରୋ): ଜଣକ ପରେ ଜଣେ ଓଡ଼ିଆ ପ୍ରତିଭା ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଖ୍ୟାତି ଅର୍ଜନ କରି ରାଜ୍ୟ ପାଇଁ ଗୌରବ ଆଣୁଛନ୍ତି। ବିଶ୍ୱ ଯୁବ ସମ୍ମିଳନୀରୁ ଆରମ୍ଭକରି ଲିଟିଲ୍ ମିସ୍ ୟୁନିଭର୍ସ ପର୍ଯ୍ୟନ୍ତ ବିଭିନ୍ନ କ୍ଷେତ୍ରରେ ନିଜ ପ୍ରତିଭା ପ୍ରତିପାଦନ...
ଇତିହାସ ରଚିଲେ ଓଡ଼ିଆ ଛାତ୍ର ଅଶ୍ୱଥ ନାରାୟଣ
ଭୁବନେଶ୍ୱର, ୨୯।୮(ବ୍ୟୁରୋ): ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ଚଳିତବର୍ଷ ସର୍ବାଧିକ ପଦକ ଜିତି ସ୍ବତନ୍ତ୍ର ସ୍ଥାନ ଅଧିକାର କରିିଛି ଭାରତ। ରୁଷିଆର କାଜାନ୍ ସହରରେ ଅନୁଷ୍ଠିତ ୪୫ତମ ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ଭାରତ ଗୋଟିଏ ସ୍ବର୍ଣ୍ଣ ପଦକ ସହ ଗୋଟିଏ ରୌପ୍ୟ...
Archives


