ମେଟ୍ରୋ

ସରିଲା ମିଶନ ଶକ୍ତି ମେଳା:୬ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,,୧୭ା୧୨(ବ୍ୟୁରୋ): ମିଶନ ଶକ୍ତି ନିର୍ଦ୍ଦେଶାଳୟ, ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ପକ୍ଷରୁ ପ୍ରଥମଥର ପାଇଁ ରାଜଧାନୀରେ ଆୟୋଜିତ ‘ମିଶନ ଶକ୍ତି ମେଳା’ ସୋମବାର ଉଦ୍‌ଯାପିତ ହୋଇଯାଇଛି। ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକ ଦ୍ୱାରା ପ୍ରସ୍ତୁତ ଦ୍ରବ୍ୟର ବିକ୍ରୟ…

ଭିଡ଼, ଜରିମାନାକୁ ଦୂରେଇବ ଫାଷ୍ଟାଗ୍‌ ବ୍ୟବସ୍ଥା

ଭୁବନେଶ୍ୱର,,୧୭ା୧୨(ବ୍ୟୁରୋ): ସାରା ଦେଶର ଜାତୀୟ ରାଜପଥଗୁଡ଼ିକରେ ଥିବା ଟୋଲ୍‌ଗେଟରେ ରବିବାରଠାରୁ ଫାଷ୍ଟାଗ୍‌ ବ୍ୟବସ୍ଥା ଲାଗୁ ହୋଇଛି। ଓଡ଼ିଶା ଦେଇ ଯାଇଥିବା ଜାତୀୟ ରାଜପଥରେ ୧୧ଟି ଟୋଲ୍‌ ଗେଟ୍‌ରେ ଫାଷ୍ଟାଗ୍‌ ବ୍ୟବସ୍ଥା ଲାଗୁ ସହ ପୂର୍ବପରି ମାନୁଆଲ୍‌ ବ୍ୟବସ୍ଥା ମଧ୍ୟ ଚାଲୁ ରହିଛି।…

ଧନଞ୍ଜୟନ୍‌ ଦମ୍ପତିଙ୍କୁ ‘ଭରତମୁନୀ ସମ୍ମାନ’

ଭୁବନେଶ୍ୱର, ,୧୭ା୧୨(ବ୍ୟୁରୋ): ଏକାଦଶ ଭରତମୁନୀ ମହୋତ୍ସବ ସୋମବାର ରବୀନ୍ଦ୍ର ମଣ୍ଡପଠାରେ ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ମୁଖ୍ୟଅତିଥି ଭାବେ ଯୋଗଦେଇ ନାଟ୍ୟଶାସ୍ତ୍ର ପ୍ରଣେତା ଭରତମୁନୀଙ୍କ ଅବଦାନରେ ଗାନ୍ଧର୍ବ କଳା ବିଶ୍ୱମୁଖୀ ହୋଇଛି ବୋଲି ମତବ୍ୟକ୍ତ କରିଛନ୍ତି।…

ମିଶନରେଟ ପୋଲିସକୁ ମହିଳାଙ୍କ ସୁରକ୍ଷା ଚିନ୍ତା: ଛାତ୍ରୀ, ମହିଳା ହେବେ ସ୍ପେଶାଲ ପୋଲିସ ଅଫିସର

ଭୁବନେଶ୍ୱର,,୧୭ା୧୨(ବ୍ୟୁରୋ): ଓଡ଼ିଶା ସମେତ ସାରା ଦେଶରେ ଏବେ ମହିଳାମାନେ ଅସୁରକ୍ଷିତ ହୋଇପଡୁଛନ୍ତି। ବଳାତ୍କାର ଓ ନିର୍ଯାତନା ସୀମା ଟପିଛି। ବିଶେଷକରି ହାଇଦ୍ରାବାଦ ମହିଳା ଡାକ୍ତର ଏବଂ ଉନ୍ନାଓ ଗଣବଳାତ୍କାର ଓ ହତ୍ୟା ଘଟଣା ପରେ ଭୁବନେଶ୍ୱର-କଟକ କମିଶନରେଟ ପୋଲିସର ଚିନ୍ତା ବଢ଼ିଛି।…

ପ୍ଲାଷ୍ଟିକ ଦେଇ ‘ଆହାର’ ଖାଇଲେ

ଭୁବନେଶ୍ୱର, ,୧୭ା୧୨ (ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଦେଶର ସ୍ବଚ୍ଛ ସର୍ବେକ୍ଷଣ ତାଲିକାର ଶୀର୍ଷରେ ପହଞ୍ଚାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଉଦ୍ୟମ ଜାରି ରଖିଛି। ଇତିମଧ୍ୟରେ ଅନେକ ବୃହତ୍‌ ଯୋଜନା ହାତକୁ ନିଆଯାଇଥିବାବେଳେ ଏବେ ଆଉଏକ ଅଭିନବ ପ୍ରୟାସ କରିଛି…

ନାଲ୍‌କୋ ଅଧ୍ୟକ୍ଷ ହେଲେ ଶ୍ରୀଧର ପାତ୍ର

ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): ରାଷ୍ଟ୍ରାୟତ୍ତ ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ(ନାଲ୍‌କୋ)ର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଭାବେ ଶ୍ରୀଧର ପାତ୍ର ନିୟୁକ୍ତ ହୋଇଛନ୍ତି। କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ଏ ନେଇ ସୋମବାର ଏକ ଅର୍ଡର ଜାରି ହୋଇଛି। ପାତ୍ର ବର୍ତ୍ତମାନ ନାଲ୍‌କୋର ବିତ୍ତ ନିର୍ଦ୍ଦେଶକ…

ଖୋଲିଲା ସ୍ବତନ୍ତ୍ର ଅତ୍ୟାଧୁନିକ ହୃଦ୍‌ରୋଗ ଚିକିତ୍ସା କେନ୍ଦ୍ର

ଭୁବନେଶ୍ୱର, ୧୭।୧୨(ବ୍ୟୁରୋ): ଏଣିକି କ୍ୟାପିଟାଲ୍‌ ହସ୍ପିଟାଲରେ ମିଳିବ ଉନ୍ନତ ମାନର ହୃଦରୋଗ ଚିକିତ୍ସା ସେବା। ଏଥି ଲାଗି ରୋଗୀଙ୍କୁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡ଼ିବ ନାହିଁ। ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଏଥିପାଇଁ ସୋମବାର ହସ୍ପିଟାଲରେ…

ଇଡ୍‌କୋ ଉଦ୍ୟୋଗ ସଂଶୋଧନ ଯୋଜନାର ସମୀକ୍ଷା କଲେ ଶକ୍ତିମନ୍ତ୍ରୀ

ଭୁବନେଶ୍ୱର,୧୭।୧୨(ବ୍ୟୁରୋ):ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ସୋମବାର ପୂର୍ବାହ୍ନରେ ଇଡ୍‌କୋଠାରେ ଉଦ୍ୟୋଗ ସଂଶୋଧନ ଯୋଜନା(ଏଣ୍ଟରପ୍ରାଇଜ୍‌ ରିସୋର୍ସ ପ୍ଲାନିଂ)ର ସମୀକ୍ଷା କରିଛନ୍ତି । ରାଜ୍ୟରେ ଶିଳ୍ପ ଉନ୍ନୟନ ସଂସ୍ଥା(ଇଡ୍‌କୋ) ଦ୍ବାରା ଆରମ୍ଭ କରାଯାଇଥିବା ଆଇଟି ଗୋ-ଆଇ ପାସ୍‌ ସମ୍ପର୍କରେ ଉଦ୍ୟୋଗୀମାନଙ୍କ ଆବେଦନର ଆବଣ୍ଟନ ବିଷୟରେ ଅବଗତ…

ଗଜପତିଙ୍କ ମନ୍ତବ୍ୟକୁ କଂଗ୍ରେସର ନିନ୍ଦା

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ପୁରୀ ଗଜପତି ମହାରାଜାଙ୍କ ପ୍ରତି ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ଭାରତ ବର୍ଷର ସମସ୍ତ ଜନସାଧାରଣଙ୍କ ସମ୍ମାନ ରହିଛି। ତାଙ୍କ ସ୍ଥାନ ସ୍ବତନ୍ତ୍ର ଏବଂ ବହୁ ଉଚ୍ଚରେ ବୋଲି ବିଧାୟକ ସୁରେଶ କୁମାର ରାଉତରାୟ କହିଛନ୍ତି। ମାତ୍ର ପୁରୀର ବିକାଶ…

ହାଓ୍ବଡାକୁ ସ୍ବାଭାବିକ ହେଉଛି ଟ୍ରେନ୍‌ ସେବା

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ଦେଶରେ ଆନ୍ଦୋଳନ ଓ ହିଂସା ଜାରି ରହିଥିବାରୁ ଟ୍ରେନ୍‌ ସେବା ଗୁରୁତର ପ୍ରଭାବିତ ହୋଇଛି। ତେବେ ଆସାମ ସ୍ଥିତିରେ ସେପରି ସୁଧାର ଆସି ନ ଥିବାବେଳେ ପଶ୍ଚିମବଙ୍ଗରେ କ୍ରମଶଃ ସ୍ବାଭାବିକ ହେଉଛି ଟ୍ରେନ୍‌…

ପୁଣି ବଢ଼ିଲା ପିଆଜ ଦର

ଭୁବନେଶ୍ୱର, ୧୬ା୧୨(ବ୍ୟୁରୋ): ରାଜ୍ୟରେ ପୁଣି ପିଆଜ ଦର ବଢ଼ିଲା। ପାଖାପାଖି ଦୁଇମାସ ଧରି ପିଆଜ ଦର ଆକାଶଛୁଆଁ ରହିଥିବାବେଳେ କିଛିଦିନ ହେବ ଦର ହ୍ରାସ ପାଇଥିଲା। ଅଳ୍ପ ଦିନର ସାମାନ୍ୟ ଆଶ୍ୱସ୍ତି ପରେ ଏବେ ପୁଣିଥରେ ଦର ବୃଦ୍ଧି ଖାଉଟିଙ୍କ ଚିନ୍ତା…

ଲୋକଙ୍କ ବିଶ୍ୱାସ ଜିତିଛି ଛାପା ଗଣମାଧ୍ୟମ

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ଗଣମାଧ୍ୟମ ଗଣତନ୍ତ୍ରର ୪ର୍ଥ ସ୍ତମ୍ଭ ନୁହେଁ। ଆମ ଦେଶର ଗଣତନ୍ତ୍ର ୩ଟି ସ୍ତମ୍ଭ ଉପରେ ଛିଡ଼ାହୋଇଛି। ହେଲେ ଦେଶର ଏବେକାର ପରିସ୍ଥିତିରେ ଗଣମାଧ୍ୟମର ଭୂମିକା ବଢ଼ିଯାଇଛି। ଯେଉଁଠି ଖୋଦ୍‌ ସରକାର ଇଣ୍ଟରନେଟ୍‌ ସେବା ବନ୍ଦ କରି କଶ୍ମୀର ଓ ଆସାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?