କଟକ ରୋଡ୍ରେ ଠପ୍ ହୋଇଗଲା ଯାତାୟାତ
ଭୁବନେଶ୍ୱର,୨୪।୮ (ବ୍ୟୁରୋ): ବର୍ଷା ପାଣି ଜମି ରହିବା ଯୋଗୁ ସବୁଠୁ ଚଳଚଞ୍ଚଳ କଟକ ରୋଡ୍ରେ ଅସ୍ବାଭାବିକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଲକ୍ଷ୍ମୀସାଗର ଛକ, ବମିଖାଲ ଫ୍ଲାଏ ଓଭର ଓ ଏସ୍ପ୍ଲାନେଡ଼ ମଲ୍ ସାମ୍ନାରେ ପାଣି ବହୁ ସମୟ ଧରି ଜମି...
ରାଜଧାନୀ ପାଣି ପାଣି
ଭୁବନେଶ୍ୱର,୨୪।୮ (ବ୍ୟୁରୋ): ଶୁକ୍ରବାର ଦେଢ଼ଘଣ୍ଟାର ବର୍ଷା ସ୍ମାର୍ଟସିଟିର ଜନଜୀବନକୁ ପୂରା ଅସ୍ତବ୍ୟସ୍ତ କରିଦେଇଥିଲା। ଜନପଥ, ଜାତୀୟ ରାଜପଥଠାରୁ ଆରମ୍ଭ କରି ଚନ୍ଦ୍ରଶେଖରପୁର, ପୁରୁଣା ଭୁବନେଶ୍ୱର, ଇସ୍କନ ମନ୍ଦିର ଅଞ୍ଚଳ, ବେହେରାସାହି, ରସୁଲଗଡ଼, କଟକ ରୋଡ୍, ମାଉସୀମା ଛକ, ୟୁନିଟ-୮ ଅଞ୍ଚଳ,...
ଗ୍ରାହକଙ୍କୁ ଲୁଟୁଛନ୍ତି ଖୁଚୁରା ବ୍ୟବସାୟୀ
ଭୁବନେଶ୍ୱର, ୨୪।୮(ବ୍ୟୁରୋ): ରାଜ୍ୟରେ ପିଆଜ ଦର ବଢ଼ିଚାଲିଛି। ଗତ ଦୁଇ ସପ୍ତାହ ମଧ୍ୟରେ ପିଆଜ କିଲୋରେ ୧୦ରୁ ୧୫ ଟଙ୍କା ବୃଦ୍ଧି ହେଲାଣି। ଆଗକୁ ଦର ଆହୁରି ଆକାଶଛୁଆଁ ହେବା ନେଇ ଆଶଙ୍କା ପ୍ରକାଶ ପାଇଛି। ଗୋଦାମରେ ପିଆଜ କୁଇଣ୍ଟାଲ...
ବର୍ଷାରେ ବେହାଲ ରାଜଧାନୀ: ଇସ୍କନ ମନ୍ଦିର ଆଗରେ ପୁଣି ଭାସିଲା କାର୍, ବାଇକ୍; ରାସ୍ତାରେ କୃତ୍ରିମ ହ୍ରଦର ଭ୍ରମ
ଭୁବନେଶ୍ୱର,୨୩।୮(ବ୍ୟୁରୋ): ଯୋଜନା ଉପରେ ଯୋଜନା। ବର୍ଷା ଦିନେ ସ୍ମାର୍ଟ ସିଟି ବାସିନ୍ଦାଙ୍କ ଅବସ୍ଥା ସୁଧାରିବା ଲାଗି ସରକାରୀସ୍ତରରେ ଅନେକ ପ୍ରତିଶ୍ରୁତି। ହେଲେ ଫଳାଫଳ ଶୂନ। ବିଗତ ବର୍ଷ ପରି ଚଳିତ ବର୍ଷ ମଧ୍ୟ ସ୍ମାର୍ଟସିଟିରେ ସମାନ ଅବସ୍ଥା ଭୋଗୁଛନ୍ତି ରାଜଧାନୀବାସିନ୍ଦା।...
ନୂତନ ଜିଲା ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କେଉଁ ଜିଲା ପାଇଁ କାହାକୁ ମିଳିଲା ଦାୟିତ୍ୱ..
ଭୁବନେଶ୍ୱର,୨୩।୮(ବ୍ୟୁରୋ): ଶାସକ ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ନୂତନ ଜିଲା ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ଦେଇଛନ୍ତି। ଜିଲା: କାହାକୁ ମିଳିଲା ଦାୟିତ୍ୱ ନବରଙ୍ଗପୁର : ସଞ୍ଜୟ କୁମାର ଦାସବର୍ମା ରାୟଗଡ଼ା : ସଞ୍ଜୟ କୁମାର...
କାଲିଠୁ ଓଡ଼ିଆରେ ମିଳିବ ରେଳ ଟିକେଟ
ଭୁବନେଶ୍ୱର,୨୩।୮(ବ୍ୟୁରୋ): ଏଣିକି ଓଡ଼ିଆ ଭାଷାରେ ମିଳିବ ରେଳ ଟିକେଟ । ଅଣସଂରକ୍ଷିତ ରେଳ ଟିକେଟ ମଧ୍ୟ ଓଡ଼ିଆ ଭାଷାରେ ମିଳିବ। ଏହାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ରେଳ ସଦନରେ ଉଦ୍ଘାଟନ କରିବା ପରେ ଯାତ୍ରୀମାନଙ୍କୁ ଏହି ସୁବିଧା ଉପଲବ୍ଧ...
ଶ୍ରୀମନ୍ଦିରର ସୁରକ୍ଷା ଲାଗି ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ: ସୁପାରିଶ କାର୍ଯ୍ୟକାରୀ କରିବା ଜରୁରୀ, ମହାପ୍ରଭୁଙ୍କ ସେବା ଭାବି ସହଯୋଗ କରନ୍ତୁ; କ୍ଷତିଗ୍ରସ୍ତଙ୍କୁ ଥଇଥାନ କରାଯିବ
ଭୁବନେଶ୍ୱର,୨୩।୮(ବ୍ୟୁରୋ): ଶୁକ୍ରବାର ପବିତ୍ର ଜନ୍ମାଷ୍ଟମୀ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ପୁରୀର ବିକାଶ ପାଇଁ ୫ଶହ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କରିଛନ୍ତି। ବାତ୍ୟା ଫନୀରେ ଭୁଷୁଡ଼ି ପଡ଼ିଥିବା ବିଭିନ୍ନ ଭିତ୍ତିଭୂମିର ବିକାଶ ସାଙ୍ଗକୁ...
ପୁରୀର ବିକାଶ ପାଇଁ ୫୦୦ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା; ସରକାରଙ୍କ ଉଦ୍ୟମରେ ସହଯୋଗ କରିବାକୁ ପୁରୀବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ: ଜାଣନ୍ତୁ ସବିଶେଷ ତଥ୍ୟ
ଭୁବନେଶ୍ୱର,୨୩।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀର ବିକାଶ ପାଇଁ ୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଘୋଷଣା କରିଛନ୍ତି। ସହରରେ ଭିତ୍ତିଭୂମି ବିକାଶ, ନୂତନ ବହୁ ଥାକିଆ ରାସ୍ତା, ସେତୁ, ପାର୍କିଂ ସୁବିଧା, ମୁଷା ନଦୀର ପୁନରୁଦ୍ଧାର, ସିକ୍ୟୁରିଟି ଜୋନ୍ରେ...
ବିନା ଟିକେଟ୍ରେ ମୋ ବସ୍ ଯାତ୍ରା: ସେପ୍ଟେମ୍ବର ୧ରୁ ଜରିମାନା
ଭୁବନେଶ୍ୱର,୨୩।୮(ବ୍ୟୁରୋ): କ୍ୟାପିଟାଲ୍ ରିଜନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ (କ୍ରୁଟ) ବିନା ଟିକେଟ୍ ଯାତ୍ରୀଙ୍କ ଉପରେ ଆସନ୍ତା ୧ ସେପ୍ଟେମ୍ବରରୁ ଜରିମାନା ଜାରି କରିବ। ଯାତ୍ରୀମାନେ ଟିକେଟ୍ ନିରୀକ୍ଷକ ଦଳ ସହ ସହଯୋଗ କରନ୍ତୁ ଏବଂ ଉପଯୁକ୍ତ ଟିକେଟ୍ ଓ ମାସିକ ପାସ୍...
ଆଜି ପବିତ୍ର ଜନ୍ମାଷ୍ଟମୀ, ଗାଁଠୁ ସହର ଉତ୍ସବ ମୁଖର
ଭୁବନେଶ୍ୱର,୨୩।୮(ବ୍ୟୁରୋ): ଆଜି ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥି। ଏହିଦିନରେ ଧରାପୃଷ୍ଠରେ ଜନ୍ମ ନେଇଥିଲେ ପ୍ରଭୁ ଶ୍ରୀକୃଷ୍ଣ। ଏଥିପାଇଁ ଗାଁଠୁ ସହର ଉତ୍ସବମୁଖର ହୋଇଉଠିଛି। ରାଜଧାନୀର ଇସ୍କନ ମନ୍ଦିର ହେଉ କି, ପୁରୀ ଶ୍ରୀମନ୍ଦିର ସବୁଠି ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି।...
ବାତ୍ୟା ତିତ୍ଲି ଯିବାର ୧୦ ମାସ : କ୍ଷତିଗ୍ରସ୍ତ ଚାଷୀ ପାଇଲେନି ବୀମା ରାଶି
ଖୋର୍ଦ୍ଧା ଅଫିସ,୨୩ା୮:ପ୍ରାକୃତିକ ବିପର୍ଯ୍ୟୟ ଓ ଅନ୍ୟ କୌଣସି କାରଣରୁ ଫସଲ ନଷ୍ଟ ହେଲେ କ୍ଷତିପୂରଣ ପାଇବା ଲକ୍ଷ୍ୟ ନେଇ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଚାଷୀ କରିଥିଲେ। ହେଲେ ତିତ୍ଲି ବାତ୍ୟା ଯିବାର ୧୦ ମାସ ବିତି ଯାଇଥିଲେ ହେଁ...
ଅନ୍ଧାରରେ ୯୫ କର୍ମଚାରୀଙ୍କ ଭବିଷ୍ୟତ
କଟକ ଅଫିସ,୨୩ା୮: ଅସ୍ଥାୟୀ ଭାବେ କାର୍ଯ୍ୟ କରୁଥିବା ରେଭେନ୍ଶା ବିଶ୍ୱବିଦ୍ୟାଳୟର ୯୫ଜଣ କର୍ମଚାରୀଙ୍କୁ ନେଇ ଏବେ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଏମାନେ ହେଲେ ଦୈନିକ ମଜୁରିପ୍ରାପ୍ତ କର୍ମଚାରୀ। ଆଗାମୀ ଦିନରେ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆଉଟ୍ସୋର୍ସିଂ ନିଯୁକ୍ତି ପ୍ରକ୍ରିୟା ଜରିଆରେ...
Archives


