ମେଟ୍ରୋ

ମୟୂର, ହରିଣ, ବାର୍‌ହା ପାଇଁ ଟ୍ରାଫିକ ଜାମ୍‌

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ମୟୂର ଓ ହରିଣ ପାଇଁ ରାଜଧାନୀରେ ସୃଷ୍ଟି ହେଉଛି ଟ୍ରାଫିକ ଜାମ୍‌। ଭରତପୁର-ଡମପଡ଼ା ଅଭୟାରଣ୍ୟକୁ ଲାଗି ରହିଥିବା ରେଣ୍ଟାଲ ଛକରୁ କଳିଙ୍ଗ ଷ୍ଟୁଡିଓ ଛକ ମଧ୍ୟରେ କିଛିଦିନ ହେବ ଦେଖିବାକୁ ମିଳୁଛି ଏହି ସ୍ଥିତି। ପ୍ରତିଦିନ ସକାଳ ଓ ଅପରାହ୍ନରେ…

ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଆଜିଠୁ ପୁଣି ଉଚ୍ଛେଦ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାଶର୍‌ବରୁ ଉଚ୍ଛେଦ ପ୍ରକ୍ରିୟା ଜାରି ରହିବ। ଯେପର୍ଯ୍ୟନ୍ତ ସମସ୍ତ ଚିହ୍ନଟ ଜବରଦଖଲଗୁଡ଼ିକୁ ହଟା ନ ଯାଇଛି ସେପର୍ଯ୍ୟନ୍ତ ଉଚ୍ଛେଦ କରାଯିବ ବୋଲି ବିଡିଏ ଉପାଧ୍ୟକ୍ଷ ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି। ଲିଙ୍ଗରାଜ ମନ୍ଦିର ପାର୍ଶ୍ୱରେ ୨୦୦ରୁ ଊର୍ଦ୍ଧ୍ୱ ଜବରଦଖଲ…

ବଜ୍ରକାପ୍ତା ଚାଲାଣ ରୋକିବାକୁ ପ୍ରୟାସ: ସୂଚନା ଦେଲେ ମିଳିବ ୧୦ହଜାର

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ବଜ୍ରକାପ୍ତା ଚୋରାଚାଲାଣ ବନବିଭାଗର ନିଦ ହଜାଇ ଦେଇଛି। ବନ୍ୟପ୍ରାଣୀ ଚୋରାଚାଲାଣରେ ବଜ୍ରକାପ୍ତାର ସବୁଠାରୁ ଅଧିକ କାରବାର ହୋଇଥାଏ। ଗତ କିଛିମାସ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ଚୋରା କାରବାରରେ ବଜ୍ରକାପ୍ତା ଉଦ୍ଧାର କରାଯାଇ ଅଭିଯୁକ୍ତକୁ ଗିରଫ କରାଯାଇଛି। ତେବେ ଏହାକୁ…

ଧ୍ୱଂସାଭିମୁଖୀ ମନ୍ଦିର କାରୁକାର୍ଯ୍ୟ

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଓଡ଼ିଶାରେ ଐତିହ୍ୟର ସଂରକ୍ଷଣ ଏବେ ସବୁଠାରୁ ବଡ଼ ଚ୍ୟାଲେଞ୍ଜ। ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା(ଏଏସ୍‌ଆଇ) ଅଧୀନରେ ରାଜ୍ୟର ୭୯ କୀର୍ତ୍ତିରାଜି ରହିଥିବାବେଳେ ଓଡ଼ିଶା ରାଜ୍ୟ ପ୍ରତ୍ନତତ୍ତ୍ୱ ସଂସ୍ଥା ଅଧୀନରେ ରହିଛି ୨୧୮ ଐତିହ୍ୟସ୍ଥଳୀ। ମାତ୍ର ଏଗୁଡ଼ିକର ସଂରକ୍ଷଣ, ରକ୍ଷଣାବେକ୍ଷଣ ଏବଂ…

ସ୍ବାଭିମାନ ଅଞ୍ଚଳରେ ପ୍ରତିଷ୍ଠା ହେବ ଶିକ୍ଷକ କ୍ଲଷ୍ଟର

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ସ୍ବାଭିମାନ ଅଞ୍ଚଳରେ ଶିକ୍ଷକ କ୍ଲଷ୍ଟର ପ୍ରତିଷ୍ଠା ଲାଗି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି ଅଞ୍ଚଳର ୭ଟି ପଞ୍ଚାୟତର ସ୍କୁଲ ଉପକୃତ ହେବ। ଏଥିପାଇଁ ୮କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ସ୍କୁଲ ଓ ଗଣଶିକ୍ଷା ବିଭାଗ…

ଆଜି ୭ ଜିଲାକୁ ୟେଲୋ ଓ୍ବାର୍ନିଂ: ଦୁଇଦିନ ପ୍ରବଳ କୁହୁଡ଼ି

ଭୁବନେଶ୍ୱର,୧୬।୧୨(ବ୍ୟୁରୋ) : ରାଜ୍ୟରେ ଶୀତର ପ୍ରଭାବ ଅନୁଭୂତ ହେଉ ନ ଥିବାବେଳେ ଆସନ୍ତା ଦୁଇଦିନ ରାଜ୍ୟରେ ପ୍ରବଳ କୁହୁଡ଼ି ହେବ ବୋଲି ପାଣିପାଗ ବିଭାଗ ସତର୍କ ସୂଚନା ଦେଇଛି। ଉତ୍ତର-ଓଡ଼ିଶା ଓ ପୁରୀ, ଖୋର୍ଦ୍ଧା, କଳାହାଣ୍ଡି, କୋରାପୁଟ ଜିଲାର କିଛି ସ୍ଥାନରେ…

ଡାକ୍ତରଙ୍କ ଉପରକୁ ଗୁଳିମାଡ

ଖୋର୍ଦ୍ଧା ଅଫିସ୍‌, ୧୫।୧୨: ରବିବାର ଏକ ଘରୋଇ କ୍ଲିନିକର ଶିଶୁରୋଗ ବିଶେଷଜ୍ଞ ଡାକ୍ତର ମାନସ ଦାସଙ୍କ ଉପରକୁ ଗୁଳିମାଡ ହୋଇଥିବା ସୂଚନା ମିଳିଛି। ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟ ନିକଟସ୍ଥ ବଲାଙ୍ଗୀର-ଖୋର୍ଦ୍ଧା ୫୭ ଜାତୀୟ ରାଜପଥର ପାର୍ଶ୍ୱରେ ଥିବା ଏକ ଘରୋଇ…

ଏକାମ୍ର କ୍ଷେତ୍ରରେ ଆମ୍‌ସାର ଆକ୍ଟ କଡ଼ାକଡ଼ି ଲାଗୁ ହେବ: ଏଡିଜି ଏଏସ୍‌ଆଇ

ପୁରୁଣା ଭୁବନେଶ୍ୱର, ୧୫।୧୨(ଡି.ଏନ.ଏ.): ଏକାମ୍ର କ୍ଷେତ୍ର ସହ ଅନ୍ୟ ଐତିହ୍ୟସ୍ଥଳରେ କଡ଼ାକଡ଼ି ଭାବେ ଆମ୍‌ସାର ଆକ୍ଟ ଲାଗୁ କରାଯିବ। ଏ ନେଇ ଖୁବ୍‌ଶୀଘ୍ର ରାଜ୍ୟ ସରକାରଙ୍କୁ ଅବଗତ କରାଯିବା ସହ କାର୍ଯ୍ୟାନୁଷ୍ଠାନ ନିଆଯିବ। ଅବୈଧ ନିର୍ମାଣଗୁଡ଼ିକୁ ଭାଙ୍ଗିବାକୁ ଆବଶ୍ୟକ ସ୍ଥଳେ ଅଦାଲତ…

ଜବରଦଖଲ ଉଚ୍ଛେଦ ବେଳେ ଉଦ୍ଧାର ହେଲା ମା’ ମଙ୍ଗଳାଙ୍କ ପ୍ରତିମୂର୍ତ୍ତି

ପୁରୁଣା ଭୁବନେଶ୍ୱର,୧୫।୧୨(ଡି.ଏନ.ଏ.)- ଶ୍ରୀଲିଙ୍ଗରାଜ ମନ୍ଦିର ଦକ୍ଷିଣ ଦ୍ୱାର ହାଟ ପାଖକୁ ଥିବା ତାରିଣୀ ମନ୍ଦିର ମିଳିତ ଉଚ୍ଛେଦ ଟିମ୍‌ ଭାଙ୍ଗିବା ସମୟରେ ଶୁକ୍ରବାର ସେଠାରୁ ମା’ ମଙ୍ଗଳାଙ୍କ ଏକ ପ୍ରତିମୂର୍ତ୍ତି ଉଦ୍ଧାର ହୋଇଥିଲା। ଏହି ପ୍ରତିମୂର୍ତ୍ତିକୁ ପୋଲିସ ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ…

‘ଆସ୍କ୍‌ ମି ଏନିଥିଂ’: ଲୋକଙ୍କ ଉତ୍ତର ରଖିଲେ ପୋଲିସ କମିଶନର

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ଆସ୍କ ମି ଏନିଥିଂ କାର୍ଯ୍ୟକ୍ରମ ଜରିଆରେ ଲୋକେ ଟୁଇଟ୍‌ରେ ପଚାରିଥିବା ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇଛନ୍ତି ପୋଲିସ କମିଶନର। ଗତ ୧୨ତାରିଖ ସୁଦ୍ଧା ପ୍ରାୟ ୩୦୦ ପ୍ରଶ୍ନ ପଚରାଯାଇଥିଲା। ଶନିବାର ଅପରାହ୍ନ ୫ଟାରେ ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ ଫେସ୍‌ବୁକ…

ସ୍ବଚ୍ଛ ଭୁବନେଶ୍ୱର ପାଇଁ ଅଭିନବ ନିଷ୍ପତ୍ତି: ୫ଶହ ଗ୍ରାମ୍‌ ପ୍ଲାଷ୍ଟିକ୍‌ ଦେଲେ ‘ଆହାର’ ମିଲ୍‌

ଭୁବନେଶ୍ୱର, ୧୫।୧୨(ବ୍ୟୁରୋ): ସ୍ବଚ୍ଛ ସହର ତାଲିକାରେ ଭୁବନେଶ୍ୱରକୁ ଶୀର୍ଷରେ ପହଞ୍ଚାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଜୋର୍‌ଦାର ଉଦ୍ୟମ ଚଳାଇଛି। ଶୁକ୍ରବାର ସହରବାସୀଙ୍କୁ ସଚେତନ କରିବାକୁ ସ୍ବଚ୍ଛତା ରଥ ପରିକ୍ରମା ଆରମ୍ଭ କରିଥିବାବେଳେ ସହରକୁ ପ୍ଲାଷ୍ଟିକମୁକ୍ତ ରଖିବାକୁ ଶନିବାର ଆଉଏକ…

ଟୋଲ୍‌ଗେଟ୍‌ରେ ଆଉ ଅପେକ୍ଷା କରିବାକୁ ପଡ଼ିବନି: ଆଜିଠୁ ଫାଷ୍ଟାଗ୍‌ ବ୍ୟବସ୍ଥା

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ଟୋଲ୍‌ଗେଟ୍‌ରେ ଟିକସ ଦେବା ପାଇଁ ଆଉ ଘଣ୍ଟା ଘଣ୍ଟା ଧରି ଛିଡାହେବାକୁ ପଡିବନାହିଁ। ଫାଷ୍ଟାଗ୍‌ ଜରିଆରେ ଗାଡି ଚାଳକ ଟୋଲ ଟିକସ ଭରିପାରିବେ । ରବିବାରଠାରୁ ଏହି ବ୍ୟବସ୍ଥାକୁ ସମଗ୍ର ଦେଶରେ ଲାଗୁ କରାଯିବ। କେନ୍ଦ୍ର ସଡ଼କ ପରିବହନ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?