ମେଟ୍ରୋ

ଫେକ୍‌ ଆପ୍‌, ଫ୍ରି ଓ୍ବାଇଫାଇ ପ୍ରତି ସାବଧାନ: ଅପରାଧୀଙ୍କ ଟାର୍ଗେଟରେ ମହିଳା, ଛାତ୍ର ଓ ବୟସ୍କ

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ଆପଣ ସ୍ପାର୍ଟ ଫୋନ୍‌ ବ୍ୟବହାର କରୁଛନ୍ତି କି? ସତର୍କ ନ ହେଲେ ନିମିଷକରେ ସାଇବର ଅପରାଧୀମାନେ ଆପଣଙ୍କ ମୋବାଇଲ୍‌ରୁ ତଥ୍ୟ ଚୋରିକରି ଟଙ୍କା ଲୁଟିନେବେ। କେବଳ ପ୍ଲେ ଷ୍ଟୋର୍‌ରୁ ହିଁ ଆବଶ୍ୟକୀୟ ଆପ୍‌କୁ ଡାଉନ୍‌ଲୋଡ୍‌ କରନ୍ତୁ। ଫେକ୍‌ ଆପ୍‌ ଡାଉନ୍‌…

କମୁଛି ଅଭିବୃଦ୍ଧି, ବଢୁଛି ଋଣ ଭାର: ଆନ୍ଧ୍ର, ତେଲଙ୍ଗାନା, ପଶ୍ଚିମବଙ୍ଗଠାରୁ ପଛରେ ଓଡ଼ିଶା

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ଗତ ଦୁଇ ଦଶନ୍ଧି ମଧ୍ୟରେ ରାଜ୍ୟର ମୁଣ୍ଡପିଛା ଋଣ ୩ ଗୁଣା ହୋଇଛି। ଚଳିତବର୍ଷ ରାଜ୍ୟ ସରକାର ବିଭିନ୍ନ ଉତ୍ସରୁ ୨୩ ହଜାର ୫୮୪ କୋଟି ଟଙ୍କାର ଋଣ କରିଛନ୍ତି। ପ୍ରତ୍ୟେକ ବର୍ଷ ହାରାହାରି ୧୦ ହଜାର କୋଟି ଟଙ୍କାର…

ବୀଭତ୍ସ ହତ୍ୟା ପଛରେ ଛଳ ପ୍ରେମ: ଶହୀଦନଗର ଥାନାଧିକାରୀ ବିରଞ୍ଚି ନାରାରଣ ପତି

ଅପରାଧ ଘଟାଇବା ପରେ ଅପରାଧୀ ଆଇନ ଆଖିରୁ ଖସିଯିବା ପାଇଁ ପ୍ରମାଣ ନଷ୍ଟ କରିବାକୁ ଉଦ୍ୟମ କରେ। ହେଲେ କୌଣସି ନା କୌଣସି ସ୍ଥାନରେ ସେ ତା’ର ଅପରାଧର ପ୍ରମାଣ ଛାଡ଼ି ଦେଇଥାଏ। ଠିକଣା ଢଙ୍ଗରେ ତଦନ୍ତ ହେଲେ ପୋଲିସ ଅପରାଧୀ…

ଆଜି ୫ ଜିଲାରେ ବର୍ଷା ସମ୍ଭାବନା: ତିନିଦିନ ପ୍ରବଳ କୁହୁଡ଼ି, ୧୬ରୁ ଖସିବ ପାରଦ

ଭୁବନେଶ୍ୱର, ୧୫।୧୨(ବ୍ୟୁରୋ): ଡିସେମ୍ବର ଅଧା ହେଲାଣି। ଏଯାଏ ରାଜ୍ୟରେ ଶୀତର ପ୍ରକୋପ ନାହିଁ। ରବିବାର ୫ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଆଗକୁ ପାରଦ ଖସିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସୁନ୍ଦରଗଡ଼, ଦେବଗଡ଼,…

ରାଷ୍ଟ୍ରୀୟ ଲୋକ ଅଦାଲତ : ୧୫,୭୭୬ ମାମଲାର ସମାଧାନ ୭୧ କୋଟି ୪୨ ଲକ୍ଷ ଆଦାୟ ନିର୍ଦ୍ଦେଶ

କଟକ ଅଫିସ,୧୫।୧୨- ରାଜ୍ୟର ବିଭିନ୍ନ ସ୍ଥାନରେ ଶନିବାର ଅନୁଷ୍ଠିତ ରାଷ୍ଟ୍ରୀୟ ଲୋକ ଅଦାଲତରେ ୧୫,୭୭୬ ମାମଲାର ସମାଧାନ କରାଯାଇଛି। ଏଥିସହ ଏ ବାବଦରେ ୭୧ କୋଟି ୪୨ ଲକ୍ଷ ଟଙ୍କା ଆଦାୟ ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି। ପକ୍ଷମାନଙ୍କଠାରୁ ଏହି ଟଙ୍କା ଆଦାୟ…

ଶକ୍ତି ସଂରକ୍ଷଣ କରାଗଲେ ଉତ୍ତାପ ବୃଦ୍ଧି ହ୍ରାସ ପାଇବ

ଭୁବନେଶ୍ୱର,୧୪ା୧୨(ବ୍ୟୁରୋ)- ମନୁଷ୍ୟର ଦୈନନ୍ଦିନ ଜୀବନଯାପନ ପାଇଁ ଶକ୍ତିର ଜରୁରୀ ଆବଶ୍ୟକତା ରହିଛି। ପେଟ୍ରୋଲ, ଡିଜେଲ, କୋଇଲା, ଜୈବ ଇନ୍ଧନରୁ ଶକ୍ତି ଉତ୍ପାଦନ ଯୋଗୁ ବହୁ ମାତ୍ରାରେ ଅଙ୍ଗାରକାମ୍ଳ ନିର୍ଗତ ହୋଇ ବାୟୂମୁଣ୍ଡଳକୁ ପ୍ରଦୂଷିତ କରୁଛି। ଫଳରେ ତାପମାତ୍ରା ବୃଦ୍ଧି ପାଉଛି। ଏଥିପ୍ରତି…

ପୁରୀର ବିକାଶ ପାଇଁ ଓଏମ୍‌ସିକୁ ୬ ଖଣି ପ୍ରଦାନ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ପୁରୀର ବିକାଶ ପାଇଁ ଆଗେଇ ଆସିଛି ଖଣି ଓ ଇସ୍ପାତ ବିଭାଗ। ଏହି ଉପଲକ୍ଷେ ବିଭାଗ ପକ୍ଷରୁ ୬ଟି ଖୋଣ୍ଡାଲାଇଟ୍‌ ଖଣିକୁ ଓଡ଼ିଶା ଖଣି ନିଗମ(ଓଏମ୍‌ସି)କୁ ପ୍ରଦାନ କରାଯାଇଛି। ସମ୍ପୃକ୍ତ ୬ଟି ଖଣି ମଧ୍ୟରେ ଯାଜପୁରର ୩ଟି, ଖୋର୍ଦ୍ଧାର ୨ଟି…

ସିଏଏକୁ ନେଇ ପଶ୍ଚିମବଙ୍ଗ ଅଶାନ୍ତ: ହାଓଡା-ଓଡ଼ିଶା ମଧ୍ୟରେ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ଏସବୁ ଟ୍ରେନ୍‌ ବାତିଲ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନକୁ ନେଇ ପଶ୍ଚିମବଙ୍ଗରେ ଉତ୍ତେଜନା ପ୍ରକାଶ ପାଇଛି। ଏହାକୁ ନେଇ ଓଡ଼ିଶା- ହାଓଡା ମଧ୍ୟରେ ରେଳ ଚଳାଚଳ ବ୍ୟାହାତ ହୋଇଛି। ବିଶେଷକରି ପଶ୍ଚିମବଙ୍ଗର ଦକ୍ଷିଣ-ପୂର୍ବ ରେଳପଥର ଖଡଗପୁର ଓ ହାଓଡା ରେଳ ସେକ୍ସନ ମଧ୍ୟରେ ସଂକ୍ରାଏଲ, ମେରିଗ୍ରାମ,…

ମନ୍ତ୍ରୀ ସୁଶାନ୍ତଙ୍କ ବିରୋଧରେ ଭାଜପାର ଅଭିଯୋଗ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ରାଜ୍ୟ ଭାଜପା ପକ୍ଷରୁ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ବିରୋଧରେ ଅଭିଯୋଗ ଅଣାଯାଇଛି। ଶନିବାର ଏକ ଖବରଦାତା ସମ୍ମିଳନୀରେ ଭାଜପା ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ମନ୍ତ୍ରୀ ସିଂ ବରଗଡ଼ର ୯ଜଣ ଜିଲା ପରିଷଦ ସଭ୍ୟଙ୍କୁ ବିଜେଡିକୁ ନେବା ପାଇଁ…

ଫେବୃୟାରୀ ୧କୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ଓଡ଼ିଶା ଓ ପଡ଼ୋଶୀ ଛତିଶଗଡ଼ ମଧ୍ୟରେ ଲାଗି ରହିଥିବା ମହାନଦୀ ଜଳ ବିବାଦ ମାମଲାର ଶୁଣାଣି ଶନିବାର ଟ୍ରିବ୍ୟୁନାଲ କରିଛନ୍ତି। ଏଥିରେ ପରବର୍ତ୍ତୀ ଶୁଣାଣିକୁ ଫେବୃୟାରୀ ୧କୁ ଘୁଞ୍ଚାଇ ଦିଆଯାଇଛି। ପ୍ରକଳ୍ପ ଅଞ୍ଚଳ ଅନୁଧ୍ୟାନ କରି ଉଭୟ ଛତିଶଗଡ଼ ଓ…

ରାଜ୍ୟ ବନ୍ୟପ୍ରାଣୀ ବୋର୍ଡ ଷ୍ଟାଣ୍ଡିଂ କମିଟି ବୈଠକ: ଶ୍ରୀମନ୍ଦିର, ସ୍ବର୍ଗଦ୍ୱାରକୁ ଯିବ ବାଲୁଖଣ୍ଡ କାଠ

ଭୁବନେଶ୍ୱର, ୧୪ା୧୨(ବ୍ୟୁରୋ): ବାତ୍ୟା ‘ଫନୀ’ରେ ବାଲୁଖଣ୍ଡ-କୋଣାର୍କ ଅଭୟାରଣ୍ୟ ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିଲା। ବାତ୍ୟାରେ ନଷ୍ଟ ହୋଇଥିବା ପ୍ରାୟ ୨୦ ଲକ୍ଷ ବୃକ୍ଷରୁ ମାତ୍ର ୨ ଲକ୍ଷ ଗଛ ଏ ପର୍ଯ୍ୟନ୍ତ ସଫା ହୋଇପାରିଛି। ଏହା ଦ୍ୱାରା ହରିଣମାନଙ୍କ ଚଳପ୍ରଚଳରେ ସମସ୍ୟା ସୃଷ୍ଟି…

ଆଜିଠାରୁ ‘ଇକୋ ରିଟ୍ରିଟ୍‌’:ଗ୍ଲାମରସ୍‌ କ୍ୟାମ୍ପିଂ- ଫୁଡ୍‌-ଫନ୍‌

ଭୁବନେଶ୍ୱର,୧୪ା୧୨(ବ୍ୟୁରୋ): ଲକ୍‌ଜ୍ୟୁରି କଟେଜ୍‌, ଆଡ୍‌ଭେଞ୍ଚର ସ୍ପୋର୍ଟସ, ଓ୍ବାଟର୍‌ ସ୍ପୋର୍ଟସ, ବିଚ୍‌ ଭଲିବଲ୍‌, ଥେରାପ୍ୟୁଟିକ୍‌ ଓ୍ବାକ, ବିଚ୍‌ ସ୍ପା, ସେଲିବ୍ରିଟି ଡିଜେ, ଖ୍ୟାତନାମା ବ୍ୟାଣ୍ଡ୍‌ ଓ ମନପସନ୍ଦର ଖାଦ୍ୟ। ଗୋଟିଏ ସ୍ଥାନରେ ସବୁକିଛିର ଅନୁଭବ ନେଇପାରିବେ ପର୍ଯ୍ୟଟକ। ଏଥିପାଇଁ ଶନିବାରଠାରୁ ଆରମ୍ଭ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?