ମେଟ୍ରୋ

ଆଇନରେ ପରିଣତ ହେଲା ସିଏବି: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଭଦ୍ରକର ମୁସଲମାନ ପ୍ରତିନିଧି ଦଳ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ନାଗରିକତ୍ୱ(ସଂଶୋଧନ) ବିଲ୍‌(ସିଏବି) ଆଇନରେ ପରିଣତ ହୋଇଛି। ଏନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭଦ୍ରକ ଜିଲା ଚଉଦ ମହଲା ମୁସଲମାନ ପ୍ରତିନିଧି ଦଳ ଭେଟିଛନ୍ତି। ସେମାନେ ଆଇନକୁ ନେଇ ଭୟଭୀତ ବୋଲି ଜଣାଇଛନ୍ତି। ତେବେ ଏନେଇ ଭୟ ନ କରିବାକୁ…

ଶ୍ରୀମନ୍ଦିର ଯିବ ବାଲୁଖଣ୍ଡ ଅଭୟାରଣ୍ୟ କାଠ: ମନ୍ତ୍ରୀ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ପୁରୀ ଜିଲା ବାଲୁଖଣ୍ଡ ଅଭୟାରଣ୍ୟର କାଠ ଏବେ ସ୍ବର୍ଗଦ୍ୱାର ଓ ଶ୍ରୀମନ୍ଦିର ରୋଷଘର ପାଇଁ ଯିବ। ବାତ୍ୟା ‘ଫନୀ’ରେ ନଷ୍ଟ ହୋଇଥିବା ୧୫ ଲକ୍ଷ କୁଇଣ୍ଟାଲ କାଠ ଶ୍ରୀମନ୍ଦିର ଯିବା ସ୍ଥିର ହୋଇଛି। ଏନେଇ ରାଜ୍ୟ ବନ୍ୟପ୍ରାଣୀ ବୋର୍ଡ ବୈଠକରେ…

ସାଇକେଲ ଚଢି ଅଫିସ୍‌ ଆସିଲେ ବିଏମ୍‌ସି, ବିଡିଏ କର୍ମଚାରୀ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ଭୁବନେଶ୍ୱର ସହରରେ ବୃଦ୍ଧି ପାଉଥିବା ପରିବେଶ ପ୍ରଦୂଷଣକୁ ରୋକିବା ପାଇଁ ଭୁବନେଶ୍ୱର ସ୍ମାର୍ଟସିଟି ଲିଃ(ବିଏସସିଏଲ) କର୍ତ୍ତୃପକ୍ଷ ଅଭିନବ ପଦକ୍ଷେପ ନେଇଛନ୍ତି। ପରିବେଶ ପ୍ରଦୂଷଣ ହ୍ରାସ ନିମନ୍ତେ ଅଣମୋଟର ଯାନ ଉପଯୋଗକୁ ପ୍ରୋତ୍ସାହିତ କରିବା ପାଇଁ ପ୍ରତି ଶୁକ୍ରବାର ନିଶ୍ଚିତ ଭାବେ…

ଦକ୍ଷିଣ ଓଡ଼ିଶାରେ ହେବ ହସ୍ତୀ ଅଭୟାରଣ୍ୟ

ଭୁବନେଶ୍ୱର, ୧୩।୧୨(ବ୍ୟୁରୋ):ରାଜ୍ୟରେ ହାତୀ ଓ ମଣିଷଙ୍କ ମଧ୍ୟରେ ଲଢ଼େଇ ଏବେ ସରକାରଙ୍କ ନିଦ ହଜାଇଛି। ଏଥିରେ କେତେବେଳେ ମଣିଷର ମୃତ୍ୟୁ ହେଉଛି ତ’ ଆଉ କେତେବେଳେ ହାତୀଙ୍କ ପ୍ରାଣ ଯାଉଛି। ତେଣୁ ଏହା ଉପରେ ରୋକ୍‌ ଲଗାଇବାକୁ ଓ ଏହାର ସ୍ଥାୟୀ…

ଡିସେମ୍ବର ୧୫ରୁ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା:ଗୋଟିଏ ସ୍ଥାନରେ ଦେଶର ଉତ୍କୃଷ୍ଟ ହସ୍ତଶିଳ୍ପ, ହସ୍ତତନ୍ତ

ଭୁବନେଶ୍ୱର,୧୩ା୧୨(ବ୍ୟୁରୋ) :ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଡିସେମ୍ବର ୧୫ରୁ ୨୭ ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଅନୁଷ୍ଠିତ ହେବାକୁ ଯାଉଛି ଚତୁର୍ଦ୍ଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା। ରାଜ୍ୟ ତଥା ରାଜ୍ୟ ବାହାରୁ ୩୫୦ରୁ ଊର୍ଦ୍ଧ୍ୱ କାରିଗର…

୨୪% ଭୁବନେଶ୍ୱରବାସୀ ଜୀବନସାଥୀଙ୍କୁ ବିଶ୍ୱାସଘାତକ ଭାବନ୍ତି

ଭୁବନେଶ୍ୱର,୧୩ା୧୨(ବ୍ୟୁରୋ):ବିବାହିତ ଦମ୍ପତିଙ୍କ ମଧ୍ୟରେ ଅସୁରକ୍ଷିତ ଭାବନା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏପରି କି ନିଜ ଜୀବନସାଥିଙ୍କ ଉପରେ ଲୋକଙ୍କ ଭରସା କମିଯାଉଥିବା ବେଳେ ନିଜ ସନ୍ଦେହ ଦୂରକରିବା ପାଇଁ ସେମାନେ ଯାଞ୍ଚ ଆବଶ୍ୟକ କରୁଛନ୍ତି। ୪୫% ଭାରତୀୟ ନିଜ ଜୀବନସାଥୀଙ୍କ…

ବଜାରରେ ଡିଜାଇନ୍‌ ପାଇନ ଟ୍ରି

ଭୁବନେଶ୍ୱର, ୧୩ା୧୨(ବ୍ୟୁରୋ):ଆରମ୍ଭ ହୋଇଯାଇଛି କ୍ରିସ୍‌ମାସ ପ୍ରସ୍ତୁତି। ବଡ଼ଦିନକୁ ଆଉମାତ୍ର କିଛିଦିନ ବାକି ରହିଥିବାବେଳେ ଚାରିଆଡେ ଉତ୍ସବର ମାହୋଲ ଦେଖିବାକୁ ମିଳିଲାଣି। ସହରର ଛକ, ବଜାରରେ କ୍ରିସ୍‌ମାସ ପାଇଁ ଆକର୍ଷଣୀୟ ସାମଗ୍ରୀକୁ ନେଇ ଖୋଲିଲାଣି ଏକାଧିକ ସିଜିନ ସେଣ୍ଟର। ସେହିପରି ବଡ଼ ବଡ଼…

ବକେୟା ମହଙ୍ଗା ଭତ୍ତା, ବର୍ଦ୍ଧିତ ଦରମା ପ୍ରସଙ୍ଗ: ମିଳିବା ନେଇ କର୍ମଚାରୀ ଆଶାବାଦୀ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ରାଜ୍ୟ ସରକାରୀ କର୍ମଚାରୀ ବକେୟା ମହଙ୍ଗା ଭତ୍ତା ଏବଂ ବର୍ଦ୍ଧିତ ଦରମା ପାଇବାକୁ ରହିଛି। ବିଶେଷ କରି ଲୋକସେବା ଭବନରେ କାର୍ଯ୍ୟରତ କର୍ମଚାରୀ ମହଲରେ ଏହାକୁ ନେଇ ପ୍ରତିକ୍ରିୟା ପ୍ରକାଶ ପାଇଛି। ସପ୍ତମ ବେତନ କମିଶନଙ୍କ ସୁପାରିସ ଆଧାରରେ କର୍ମଚାରୀଙ୍କୁ ଗତ…

ଓଡ଼ିଶା ଗୃହ ନିର୍ମାଣ ସଂସ୍ଥାର ଅନୁଗୋଳ ପ୍ରକଳ୍ପ କାର୍ଯ୍ୟାଳୟ ଉଦ୍‌ଘାଟିତ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ଓଡିଶା ରାଜ୍ୟ ଗୃହ ନିର୍ମାଣ ସଂସ୍ଥା ଦ୍ୱାରା ନିର୍ମାଣ ହେବାକୁ ଥିବା ଅନୁଗୋଳ ଏନ୍‌କ୍ଲେଭ ପ୍ରକଳ୍ପ ପାଇଁ ଓଡିଶା ରାଜ୍ୟ ଗୃହ ନିର୍ମାଣ ସଂସ୍ଥାର ଏକ ନୂତନ ପ୍ରକଳ୍ପ କାର୍ଯ୍ୟାଳୟ ଅନୁଗୋଳ ସହରର ହେମସରପଡା ଛକଠାରେ ଉଦ୍‌ଘାଟିତ ହୋଇଯାଇଛି। ଓଡିଶା ରାଜ୍ୟ…

‘ମୋ ସରକାର’ରେ ସାମିଲ ହେଲା କୃଷି ବିଭାଗ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ‘ମୋ ସରକାର’ କାର୍ଯ୍ୟକ୍ରମରେ ସାମିଲ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନୁଷ୍ଠାନିକ ଭାବେ ଗୁରୁବାର ଲୋକସେବା ଭବନରେ ଏହାର ଶୁଭାରମ୍ଭ କରିଛନ୍ତି। କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ପ୍ରକୃତ ମାଲିକ…

୩ ରେଳ ଷ୍ଟେଶନରେ ହେବ ବାୟୋଗ୍ୟାସ୍‌ ପ୍ଲାଣ୍ଟ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ବର୍ଜ୍ୟ ପରିଚାଳନା ପାଇଁ ପୁରୀ, କଟକ ଓ ଭୁବନେଶ୍ୱର ରେଳ ଷ୍ଟେଶନରେ ବାୟୋଗ୍ୟାସ୍‌ ପ୍ଲାଣ୍ଟ ସ୍ଥାପନ ହେବ। ଷ୍ଟେଶନରୁ ବାହାରୁଥିବା କଠିନ ବର୍ଜ୍ୟବସ୍ତୁକୁ ପ୍ରକ୍ରିୟାକରଣ କରି ତାହାକୁ ବ୍ୟବହାରଯୋଗ୍ୟ କରାଯିବ। ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ରଙ୍କ ପ୍ରଶ୍ନରେ ରେଳମନ୍ତ୍ରୀ ପୀୟୂଷ…

ପ୍ରତାରିତ ନ କରି ସରକାର ବସ୍ତିବାସିନ୍ଦାଙ୍କୁ ଜାଗା ଦିଅନ୍ତୁ: ଭାଜପା

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):‘ଜାଗା ମିଶନ’କୁ ୱାଲର୍‌ଡ ହାବିଟାଟ୍‌ ଆୱାର୍ଡ ମିଳିଥିବା ନେଇ ରାଜ୍ୟ ସରକାର ଦାବି କରୁଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବୟଂ ଏନେଇ ଟୁଇଟ୍‌ କରିବା ପରେ ମନ୍ତ୍ରୀ ପ୍ରତାପ ଜେନା ଗଣମାଧ୍ୟମକୁ ସୂଚନା ଦେଇଥିଲେ। କିନ୍ତୁ ଏହି ଆୱାର୍ଡ ପ୍ରଦାନ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?