ଖାଦ୍ୟ ସୁରକ୍ଷା ଯୋଜନାରେ ଅଧିକ ଲୋକଙ୍କୁ ସାମିଲ ସୁଯୋଗ: ଯୋଡ଼ିହେଲା ଆଉ ୫ ମାନଦଣ୍ଡ
ଭୁବନେଶ୍ୱର,୨୧।୮(ବ୍ୟୁରୋ): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍ଏଫ୍ଏସ୍ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ହେବାକୁ ରାଜ୍ୟ ସରକାର ନୂତନ ଗାଇଡ୍ଲାଇନ୍ ଜାରି କରିଛନ୍ତି। ଏଥିରୁ ବାଦ୍ ପଡୁଥିବା ଅଧିକ ଲୋକଙ୍କୁ ଏହି ଯୋଜନାରେ ସାମିଲ କରିବା ପାଇଁ...
ରାଜ୍ୟର ସହରାଞ୍ଚଳ ବର୍ଜ୍ୟବସ୍ତୁ ପରିଚାଳନା: ସରକାରଙ୍କ ଉପରେ ଏନ୍ଜିଟି କ୍ଷୁବ୍ଧ
ଭୁବନେଶ୍ୱର,୨୧।୮(ବ୍ୟୁରୋ): ସହରାଞ୍ଚଳରୁ ବାହାରୁଥିବା କୁଢ଼କୁଢ଼ ବର୍ଜ୍ୟବସ୍ତୁ ନେଇ ଜାତୀୟ ଗ୍ରୀନ୍ ଟ୍ରିବ୍ୟୁନାଲ (ଏନ୍ଜିଟି) କ୍ଷୁବ୍ଧ ହୋଇଛନ୍ତି। ବର୍ଜ୍ୟବସ୍ତୁ ପରିଚାଳନା ପାଇଁ କୌଣସି ଦୀର୍ଘମିଆଦୀ ଯୋଜନା କରୁ ନ ଥିବାରୁ ରାଜ୍ୟ ସରକାରଙ୍କୁ ଏନ୍ଜିଟି କଡ଼ା ଭର୍ତ୍ସନା କରିଛନ୍ତି। ତୁରନ୍ତ ଏ...
ଇ-ବିଧାନ କାର୍ଯ୍ୟକାରୀ ନେଇ ଅଧ୍ୟୟନ କରିବ ଗୃହ କମିଟି, ବାଚସ୍ପତିଙ୍କ ନେତୃତ୍ୱରେ ଗସ୍ତ କଲା ଦଳ
ଭୁବନେଶ୍ୱର,୨୦।୮(ବ୍ୟୁରୋ)- ଓଡ଼ିଶା ବିଧାନସଭା ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ନେତୃତ୍ୱରେ କମ୍ପ୍ୟୁଟରୀକରଣ ସମ୍ପର୍କିତ ଗୃହ କମିଟି ଅଧ୍ୟୟନ ଗସ୍ତରେ ମଙ୍ଗଳବାର ହିମାଚଳ ପ୍ରଦେଶ ଯାତ୍ରା କରିଛନ୍ତି। ଶିମ୍ଲାଠାରେ ହିମାଚଳପ୍ରଦେଶ ବିଧାନସଭାର ବାଚସ୍ପତିଙ୍କୁ ସାକ୍ଷାତ୍ କରିବା ସହ ବିଧାନସଭାର ପଦାଧିକାରୀଙ୍କ ସହିତ...
ଫିଲ୍ମ ପୋଷ୍ଟର ବିବାଦ: ଭାଇରାଲ ଅଡିଓକୁ ନେଇ ଧମକ ଦେଲେ ଦୂତି, ମକଦ୍ଦମା କରିବାକୁ ଫେସ୍ବୁକ୍ରେ ପୋଷ୍ଟ କଲେ
ଭୁବନେଶ୍ୱର,୨୦ା୮(ବ୍ୟୁରୋ)- ଗଣେଶ ପୂଜାରେ ରିଲିଜ ହେବାକୁ ଥିବା ଫିଲ୍ମ ‘ମିଷ୍ଟର କହ୍ନେୟା’ ପୋଷ୍ଟରକୁ ନେଇ ବିବାଦ ଥମି ନ ଥିବାବେଳେ ପୁଣି ଆଉ ଏକ ବିବାଦ ଆରମ୍ଭ ହୋଇଛି। ଅଭିଯୋଗକାରିଣୀ ତଥା ଦୌଡରାଣୀ ଦୂତି ଚାନ୍ଦଙ୍କ ବିରୋଧରେ ବିଶୋଦାଗାର କରାଯାଇଥିବା...
ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟରସିଟି ଏକ୍ସପ୍ରେସ ସମୟ ପରିବର୍ତ୍ତନ:ସେପ୍ଟେମ୍ବର ପହିଲାରୁ ଲାଗୁ
ଭୁବନେଶ୍ୱର, ୨୦ା୮(ବ୍ୟୁରୋ): ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟରସିଟି ଏକ୍ସପ୍ରେସ ନଂ.୧୨୮୯୪ର ସମୟକୁ ପରିବର୍ତ୍ତନ କରାଯାଇଛି। କେବଳ ବଲାଙ୍ଗୀରରୁ ଭୁବନେଶ୍ୱର ଯାତ୍ରା ସମୟରେ ପରିବର୍ତ୍ତନ କରାଯାଇଥିବାବେଳେ ଭୁବନେଶ୍ୱରରୁ ବଲାଙ୍ଗୀର ଯାତ୍ରା ସମୟକୁ ସ୍ଥିର ରଖାଯାଇଛି। ଆସନ୍ତା ସେପ୍ଟେମ୍ବର ପହିଲାରୁ ପରିବର୍ତ୍ତିତ ସମୟରେ ଏହି ଏକ୍ସପ୍ରେସ...
ଦେବୀ ନଦୀ ଶଯ୍ୟା ଖନନ: ସ୍ଥିତି ଅନୁଧ୍ୟାନ କଲେ ବୁର୍ଲା ଜଳସମ୍ପଦ ବିଭାଗ ବିଶେଷଜ୍ଞ
କାକଟପୁର, ୨୦।୮(ଡି.ଏନ୍.ଏ.)-ପୋତି ହୋଇପଡ଼ିଥିବା ଦେବୀ ନଦୀ ଶଯ୍ୟା ଖନନ ହେବ। ଏଥିପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏହି କ୍ରମରେ ସମ୍ବଲପୁରର ବୁର୍ଲାସ୍ଥିତ ଜଳସମ୍ପଦ ବିଭାଗର ରିସର୍ଚ୍ଚ ଆଣ୍ଡ କ୍ୱାଲିଟି କଣ୍ଟ୍ରୋଲ ବିଭାଗ ନିର୍ଦ୍ଦେଶକ ତଥା ବିଶେଷଜ୍ଞ ସୁବାସଚନ୍ଦ୍ର...
ଓଡ଼ିଶାକୁ ମିଳିବ ଆଇକନିକ ଐତିହ୍ୟ ମାନ୍ୟତା
ଭୁବନେଶ୍ୱର,୨୦।୮(ବ୍ୟୁରୋ): ଓଡ଼ିଶା ଓ ଓଡ଼ିଆବାସୀଙ୍କ ପାଇଁ ଖୁସି ଖବର। କାରଣ ଓଡ଼ିଶା ଏବେ ଆଇକନିକ ଐତିହ୍ୟସ୍ଥଳ ତାଲିକାରେ ସ୍ଥାନ ପାଇବାକୁ ଯାଉଛି। ଏ ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲ। ମଙ୍ଗଳବାର ଦିଲ୍ଲୀରେ ଅନୁଷ୍ଠିତ...
‘ମିଷ୍ଟର କହ୍ନେୟା’ ପୋଷ୍ଟର ବିବାଦ ଘଟଣାରେ ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଉ: ମିନତି ବେହେରା
ଭୁବନେଶ୍ୱର,୨୦।୮(ବ୍ୟୁରୋ): ଓଡ଼ିଆ ଫିଲ୍ମ ‘ମିଷ୍ଟର କହ୍ନେୟା’ ପୋଷ୍ଟରରେ ନାରୀଙ୍କୁ ଅସମ୍ମାନ କରାଯାଇଛି। ଏ ନେଇ ନବନିଯୁକ୍ତ ମହିଳା କମିଶନ ଅଧ୍ୟକ୍ଷା ମିନତି ବେହେରା ମଙ୍ଗଳବାର ପ୍ରତିକ୍ରିୟା ରଖିଛନ୍ତି। ପୋଷ୍ଟରରେ ନାରୀଙ୍କୁ ଅସମ୍ମାନ ନେଇ ତୀବ୍ର ନିନ୍ଦାକରିବା ସହ ଏଥିପ୍ରତି ପୋଲିସ...
ଫନୀ ସହାୟତା: ଓଡ଼ିଶାକୁ ମିଳିଲା ୩୩୩୮ କୋଟି
ଭୁବନେଶ୍ୱର,୨୦।୮(ବ୍ୟୁରୋ): ଓଡ଼ିଶାକୁ ‘ଫନୀ’ ସହାୟତା ଦେଲେ କେନ୍ଦ୍ର ସରକାର। ଓଡ଼ିଶାକୁ ମିଳିଲା ୩୩୩୮.୨୨ କୋଟି ସହାୟତା। ଫନୀ ପରବର୍ତ୍ତୀ ଥଇଥାନ ପାଇଁ ମଙ୍ଗଳବାର ଏହି ସହାୟତା ରାଶି ଘୋଷଣା କରାଯାଇଛି। ପୂର୍ବରୁ ଓଡ଼ିଶାକୁ ଫନୀ ପାଇଁ ଅଗ୍ରୀମ ୩୪୦ କୋଟି...
‘ମିଷ୍ଟର କହ୍ନେୟା’ ପୋଷ୍ଟର ବିବାଦ: ପ୍ରଯୋଜକଙ୍କୁ ନୋଟିସ
ଭୁବନେଶ୍ୱର,୨୦।୮(ବ୍ୟୁରୋ): ଓଡ଼ିଆ ଫିଲ୍ମ ‘ମିଷ୍ଟର କହ୍ନେୟା’ର ପୋଷ୍ଟରରକୁ ନେଇ ବିବାଦ ଲାଗିରହିଛି। ଫିଲ୍ମ ପ୍ରଯୋଜକ ସୀତାରାମ ଅଗ୍ରଓ୍ବାଲଙ୍କୁ ମଙ୍ଗଳବାର ଭୁବନେଶ୍ୱର ମହିଳା ଥାନା ପକ୍ଷରୁ ନୋଟିସ ଜାରି କରାଯାଇଛି। ପ୍ରକାଶ ଯେ, ଉକ୍ତ ଫିଲ୍ମର ପୋଷ୍ଟରରେ ହାସ୍ୟ ଅଭିନେତା ପପୁ...
୨୨ରେ ଦିଲ୍ଲୀ ଯିବେ ରାଜ୍ୟ କଂଗ୍ରେସ ନେତା: ତାରା କହିଲେ ‘ପିସିସି ସଭାପତି ପରିବର୍ତ୍ତନ ନ କରିବାକୁ କହିବୁ’
ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟ କଂଗ୍ରେସର ସମସ୍ତ ନେତାଙ୍କୁ ଦିଲ୍ଲୀରୁ ଡାକରା ଆସିଛି। ଆସନ୍ତା ୨୨ରେ ନେତାମାନେ ଦିଲ୍ଲୀ ଯିବେ। ଦଳର ହାଇକମାଣ୍ଡଙ୍କ ପାଖରୁ ଏହି ଡାକରା ଆସିଥିବା ପରିପ୍ରେକ୍ଷୀରେ ମଙ୍ଗଳବାର କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ପ୍ରତିକ୍ରିୟା ରଖିଛନ୍ତି। ସେ...
ହଷ୍ଟେଲରେ ଛାତ୍ରଙ୍କୁ ମାଡ଼ ମାରିବା ଘଟଣା: ଗିରଫ ହେଲେ ଓ୍ବାର୍ଡେନ
ଭୁବନେଶ୍ୱର,୨୦।୮(ବ୍ୟୁରୋ): ଖଣ୍ଡଗିରି ଥାନା ଅଞ୍ଚଳରେ ଥିବା ଏକ ଆବାସିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ସ୍କୁଲର ହଷ୍ଟେଲରେ ଛାତ୍ରଙ୍କୁ ମାଡ଼ ମାରିବା ଘଟଣାରେ ଅଭିଯୁକ୍ତ ଓ୍ବାର୍ଡେନ୍ଙ୍କୁ ପୋଲିସ ମଙ୍ଗଳବାର ଗିରଫ କରିଛି। ସେ ହେଲେ ବିଶ୍ୱରଞ୍ଜନ ରଣା। ବିଶ୍ୱରଞ୍ଜନ ୨ ଛାତ୍ରଙ୍କୁ...
Archives


