ବଢ଼ିଲା ନଦୀ ଜଳସ୍ତର
ଭୁବନେଶ୍ୱର, ୨୦।୮(ବ୍ୟୁରୋ):ଦୁଇଦିନ ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ରାଜ୍ୟରେ ପୁଣି ବନ୍ୟା ପରିସ୍ଥିତି ଜଟିଳ ହେବାରେ ଲାଗିଛି। ଉପରମୁଣ୍ଡରେ ବର୍ଷା ହେବାରୁ ହୀରାକୁଦର ଜଳସ୍ତର ପୁଣି ବୃଦ୍ଧି ପାଇବାରେ ଲାଗିଛି। ସେଥିପାଇଁ ସୋମବାର ଆଉ ୭ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ...
ହାଇକୋର୍ଟରେ ନବୀନ ନିବାସ ବିବାଦ ମାମଲା: ୨ମାସ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ନେବାକୁ ରାଜସ୍ବ ସଚିବଙ୍କୁ ନିର୍ଦ୍ଦେଶ
କଟକ ଅଫିସ, ୨୦।୮: ନବୀନ ନିବାସକୁ ନେଇ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାର ଶୁଣାଣି ସୋମବାର ହୋଇଥିଲା। ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ କେ.ଏସ୍. ଝାବେରୀ ଏହାର ଶୁଣାଣି କରି ଆସନ୍ତା ୨ମାସ ମଧ୍ୟରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ...
ଭୁବନେଶ୍ୱରରୁ ଜଗଦଲପୁର, ଜୁନାଗଡ଼କୁ ଚାଲିବ ପୃଥକ୍ ଟ୍ରେନ୍
ଭୁବନେଶ୍ୱର,୨୦।୮(ବ୍ୟୁରୋ):ଆଗକୁ ଭୁବନେଶ୍ୱରରୁ ଜୁନାଗଡ ଏବଂ ଭୁବନେଶ୍ୱରରୁ ଜଗଦଲପୁରକୁ ୨ଟି ପୃଥକ ଟ୍ରେନ୍ ଚଳାଚଳ କରିବ। ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରେଳମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ କରିଥିବା ଅନୁରୋଧକୁ ରକ୍ଷା କରି ସେ ଏହାକୁ ସ୍ବୀକୃତି ଦେଇଛନ୍ତି। ରେଳମନ୍ତ୍ରୀଙ୍କ ସ୍ବୀକୃତି ମିଳିବାପରେ...
ଆଇପିଏସ୍ ଅଫିସର ସ୍ତରରେ ଅଦଳବଦଳ:ବଦଳିଲେ ୧୩ ଏସ୍ପି
ଭୁବନେଶ୍ୱର,୨୦।୮(ବ୍ୟୁରୋ) : ରାଜ୍ୟର ବିଭିନ୍ନ ଜିଲାରେ କାର୍ଯ୍ୟ କରୁଥିବା ୩୯ଜଣ ଆଇପିଏସ୍ ଅଫିସରଙ୍କୁ ରାଜ୍ୟ ସରକାର ସୋମବାର ଅଦଳବଦଳ କରିଛନ୍ତି। ଜେଲ ଏଡିଜି ଥିବା ୧୯୯୦ ବ୍ୟାଚ୍ର ଆଇପିଏସ୍ ଅଫିସର ମହେନ୍ଦ୍ର ପ୍ରତାପଙ୍କୁ କଟକ ପ୍ରିଣ୍ଟିଂ ପ୍ରେସ୍ ଏବଂ ଷ୍ଟେସନାରିର...
ରାଶନ ପାଇଁ ଆଧାର ବାଧ୍ୟତାମୂଳକ: ସବୁ ପିଡିଏସ୍ରୁ ନେଇପାରିବେ ଖାଦ୍ୟ ସାମଗ୍ରୀ
ଭୁବନେଶ୍ୱର,୨୦।୮(ବ୍ୟୁରୋ): ରଜାତୀୟ ଖାଦ୍ୟ ନିରାପତ୍ତା ଯୋଜନା ଏବଂ ରାଜ୍ୟ ଖାଦ୍ୟ ନିରାପତ୍ତା ସ୍କିମ୍ ହିତାଧିକାରୀମାନେ ଏଣିକି ରାଜ୍ୟର ଯେକୌଣସି ସାଧାରଣ ଖାଉଟି ବଣ୍ଟନ କେନ୍ଦ୍ର(ପିଡିଏସ୍)ରୁ ଚାଉଳ, ଗହମ ଓ କିରୋସିନ ନେଇପାରିବେ। ସେମାନଙ୍କୁ ଆଉ କେବଳ ଜଣେ ଡିଲର ଉପରେ...
ସୁଧାଂଶୁ ଷଡ଼ଙ୍ଗୀ ପୋଲିସ କମିଶନର: ସତ୍ୟଜିତ୍ ମହାନ୍ତି ହେଲେ ଜେଲ ଏଡିଜି
ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟ ସରକାର ସୋମବାର ଆଇପିଏସ୍ ଅଫିସର ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। କଟକ-ଭୁବନେଶ୍ୱର ଟ୍ବିନ୍ ସିଟି ପୋଲିସ କମିଶନର ଥିବା ୧୯୮୮ ବ୍ୟାଚର ଆଇପିଏସ୍ ଅଫିସର ସତ୍ୟଜିତ୍ ମହାନ୍ତିଙ୍କୁ ଜେଲ ଏଡିଜି ଭାବେ ବଦଳି କରାଯାଇଥିବା ବେଳେ ରାଜ୍ୟ...
ରାଜ୍ୟରେ ୨ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ: ଉଚ୍ଚସ୍ତରୀୟ କ୍ଲିୟରାନ୍ସ କମିଟିର ଅନୁମୋଦନ
ଭୁବନେଶ୍ୱର, ୧୯।୮ (ବ୍ୟୁରୋ)-ରାଜ୍ୟରେ ୨ଲକ୍ଷ ୦୪,୦୬୯ କୋଟି ଟଙ୍କାର ପୁଞ୍ଜି ନିବେଶ ହେବ। ସୋମବାର ଅପରାହ୍ନରେ ଖାରବେଳ ଭବନଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ଉଚ୍ଚ କ୍ଷମତା ସମ୍ପନ୍ନ କ୍ଲିୟରାନ୍ସ ଅଥରିଟି(ଏଚଏଲସିଏ)ବୈଠକରେ ୫ଟି ପ୍ରକଳ୍ପକୁ ଅନୁମୋଦନ...
ବିଦ୍ୟୁତ୍ ଚୋରି: କ୍ଷତି ରୋକିବ ସ୍ମାର୍ଟ ମିଟର; ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ଉପଭୋକ୍ତା ହେବେ ସ୍ମାର୍ଟ ମିଟର ପରିସରଭୁକ୍ତ
ଭୁବନେଶ୍ୱର, ୧୯।୮ (ବ୍ୟୁରୋ): ଘରେ ଲାଗିଥିବା ପୁରୁଣା ବିଦ୍ୟୁତ୍ ମିଟର ବଦଳିଯିବ। ଲାଗିବ ନୂଆ ପ୍ରିପେଡ୍ ଓ ସ୍ମାର୍ଟ ମିଟର। ରାଜ୍ୟର ସମସ୍ତ ଘରୋଇ ଉପଭୋକ୍ତାଙ୍କୁ ଏହି ମିଟର ଯୋଗାଇ ଦିଆଯିବ। ଏହାଦ୍ୱାରା ବିଦ୍ୟୁତ୍ ଚୋରି ଏବଂ ବୈଷୟିକ ଓ...
ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର, ୧୯।୮ (ବ୍ୟୁରୋ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏଥିଯୋଗୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା, ଗଞ୍ଜାମ, ଗଜପତି ଆଦି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଗଞ୍ଜାମ...
ମୁମ୍ବାଇଠାରେ ଚିକିତ୍ସିତ ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ରଙ୍କୁ ଭେଟିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ
ଭୁବନେଶ୍ୱର,୧୯।୮(ବ୍ୟୁରୋ): ମୁମ୍ବାଇଠାରେ ଚିକିତ୍ସିତ ହେଉଥିବା ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ରଙ୍କୁ ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରୀ ନବ କିଶୋର ଦାସ ଭେଟି ତାଙ୍କର ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି। ତାଙ୍କ ସହିତ ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦେବ...
ରାଜ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ଆଦିତ୍ୟ ପାଢ଼ୀ
ଭୁବନେଶ୍ୱର, ୧୯।୮(ବ୍ୟୁରୋ): ରାଜ୍ୟ ନିର୍ବାଚନ କମିଶନର ଭାବେ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି ଆଦିତ୍ୟ ପ୍ରସାଦ ପାଢ଼ୀ। ଦାୟିତ୍ୱ ଗ୍ରହଣ ପରେ ପାଢ଼ୀ ନିଜ ପ୍ରତିକ୍ରିୟାରେ କହିଛନ୍ତି, ଆଗକୁ ପୌର ଓ ପଞ୍ଚାୟତ ନିର୍ବାଚନ ଆସୁଛି। ମୁଁ ଏହାକୁ ସୂଚାରୁ...
ଦାୟିତ୍ୱ ନେଲେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ
ଭୁବନେଶ୍ୱର, ୧୯।୮(ବ୍ୟୁରୋ): ରାଜ୍ୟ ମୁଖ୍ୟ ଶାସନ ସଚିବ ଭାବେ ସୋମବାର ଦାୟିତ୍ୱ ନେଇଛନ୍ତି ଅସିତ ତ୍ରିପାଠୀ। କିଛି ଦିନ ତଳେ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ସ୍ଥାନରେ ତାଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ରାଜ୍ୟ ସରକାର ନିଯୁକ୍ତି ଦେଇଥିଲେ ।...
Archives


