ମେଟ୍ରୋ

ଅଧାରେ ଲଟକିଛି ସାଗରମାଳା ପ୍ରକଳ୍ପ: ୭୦୦ କୋଟି ଟଙ୍କାର ପ୍ରକଳ୍ପକୁ ମିଳୁନି କେନ୍ଦ୍ରର ଅନୁମୋଦନ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ସମୁଦ୍ର ଉପକୂଳର ବିକାଶ କରାଯିବ। ବନ୍ଦରଗୁଡ଼ିକର ଆଧୁନିକୀକରଣ, ଭିତ୍ତିଭୂମିର ଉନ୍ନତି, ବନ୍ଦରକୁ ଯୋଗାଯୋଗର ବିକାଶ, ମତ୍ସ୍ୟଜୀବୀ, ଉପକୂଳବର୍ତ୍ତୀ ଅଞ୍ଚଳଗୁଡ଼ିକରେ ରହୁଥିବା ଲୋକ ଏବଂ ସମୁଦ୍ରକୂଳ ଶିଳ୍ପାଞ୍ଚଳର ବିକାଶ କରିବାକୁ କେନ୍ଦ୍ର ସରକାର ସାଗରମାଳା କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ୨୦୧୫ ମାର୍ଚ୍ଚ…

ସ୍ତ୍ରୀଙ୍କ ଶାଢ଼ିରେ ଝୁଲି ଆତ୍ମହତ୍ୟା କଲେ ସ୍ବାମୀ: ଦ୍ୱିତୀୟ ବିବାହକୁ କେନ୍ଦ୍ରକରି ଲାଗି ରହିଥିଲା ଅଶାନ୍ତି

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ସ୍ବାମୀଙ୍କ ଦ୍ୱିତୀୟ ବିବାହକୁ କେନ୍ଦ୍ର କରି ପରିବାରରେ ଲାଗି ରହିଥିବା ଅଶାନ୍ତି ଶେଷରେ ଉଗ୍ର ରୂପ ନେଇଛି। ସ୍ତ୍ରୀଙ୍କ ପିନ୍ଧା ଶାଢ଼ୀରେ ଝୁଲି ଆତ୍ମହତ୍ୟା କରିଛନ୍ତି ସ୍ବାମୀ। ଶହୀଦନଗର ଥାନା ତ୍ରିନାଥ ବସ୍ତି ଅଞ୍ଚଳରେ ଏମିତି ଏକ ଅଭାବନୀୟ ଘଟଣା…

ଡିଏଭି ଆଞ୍ଚଳିକ ନିର୍ଦ୍ଦେଶକଙ୍କୁ ନୋଟିସ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ(ଓଏସ୍‌ସିପିସିଆର୍‌) ପକ୍ଷରୁ ବୁଧବାର ଡିଏଭି ଆଞ୍ଚଳିକ ନିର୍ଦ୍ଦେଶକ କେସି ଶତପଥୀଙ୍କୁ ନୋଟିସ ଜାରି କରାଯାଇଛି। ୨୦୧୮-୧୯, ୨୦୧୯-୨୦ ବର୍ଷରେ ଆର୍‌ଟିଇ ଆକ୍ଟ ଉଲ୍ଲଂଘନ ନେଇ ଏହି ନୋଟିସ ଜାରି କରାଯାଇଛି। ଇଡବ୍ଲୁ/ଡିଜି କାଟାଗୋରିରେ…

ଶିକ୍ଷାଦାନ ଏକ ମହାନ୍‌ ବୃତ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଶିକ୍ଷାଦାନ ଏକ ମହାନ୍‌ ବୃତ୍ତି। ଶ୍ରେଣୀକକ୍ଷରେ ହିଁ ଦେଶର ଭବିଷ୍ୟତ ଗଠନ କରାଯାଇଥାଏ। ତେଣୁ କେବଳ ପୁସ୍ତକଗତ ଶିକ୍ଷାଦାନ ଉପରେ ସୀମିତ ନ ରହି ଛାତ୍ରୀଛାତ୍ରଙ୍କ ଚରିତ୍ର ଗଠନ ଓ ସେମାନଙ୍କ ମଧ୍ୟରେ ନୈତିକ ମୂଲ୍ୟବୋଧର ବିକାଶ ଉପରେ ଶିକ୍ଷକମାନେ…

କଂଗ୍ରେସର କଟାକ୍ଷ: ଅନ୍ଧ ଭାବେ ବିଜେଡି ନାଗରିକତା ସଂଶୋଧନ ବିଲ୍‌କୁ ସମର୍ଥନ ଦେଉଛି

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଲୋକ ସଭାରେ ନାଗରିକତା ସଂଶୋଧନ ବିଲ୍‌-୨୦୧୯ ପାସ୍‌ ହେବା ପରେ ବୁଧବାର ରାଜ୍ୟ ସଭାରେ ଆଗତ କରାଯାଇଛି। ଏହାକୁ ବିଜେଡି ପକ୍ଷରୁ ସମର୍ଥନ କରାଯିବା ପରେ କଂଗ୍ରେସ ପକ୍ଷରୁ ବିଜେଡିକୁ ସମାଲୋଚନା କରାଯାଇଛି। ଏହି ପରିପ୍ରେକ୍ଷୀରେ କଂଗ୍ରେସର ରାଷ୍ଟ୍ରୀୟ ସମ୍ପାଦକ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ଗୃହମନ୍ତ୍ରୀ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଛତିଶଗଡ଼ ଗୃହମନ୍ତ୍ରୀ ତାମ୍ରଧ୍ୱଜ ସାହୁ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଛତିଶଗଡ଼ରେ ଅନୁଷ୍ଠିତ ହେବାକୁ ଥିବା ଜାତୀୟ ଜନଜାତି ନୃତ୍ୟ ଉତ୍ସବରେ ଯୋଗଦେବାକୁ ଗୃହମନ୍ତ୍ରୀ ସାହୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣପତ୍ର ଦେଇଛନ୍ତି। ଆସନ୍ତା ୨୭ ତାରିଖରୁ ଛତିଶଗଡ଼ରେ ୩ ଦିନିଆ…

ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ ଜାରି ରହିବ: ବିଏମ୍‌ସି କମିଶନର

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ ଜାରି ରହିବ। ଏହା କହିଛନ୍ତି ବିଏମ୍‌ସି କମିଶନର। ଉଚ୍ଛେଦ ନେଇ ଗଠିତ ୧୦ଜଣିଆ କମିଟି ସହ ବୈଠକ ପରେ କମିଶନର ଏହି ସୂଚନା ଦେଇଛନ୍ତି। ସ୍ଥିତିବାନ ସମ୍ପତ୍ତି ଯାହାର ରହିଛି, ସେଥିପାଇଁ ଆଇନ ଅନୁଯାୟୀ…

ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ବବ୍‌ଲୁ ଆହତ

କଟକ ଅଫିସ୍‌, ୧୧।୧୨: କଟକ ନାରାଜରେ ବୁଧବାର ସକାଳେ ପୋଲିସ ଏନକାଉଣ୍ଟର କରିଛି। ଚୌଦ୍ୱାର ପୋଲିସ ଓ ସ୍ପେଶାଲ ସ୍କ୍ବାଡର ମିଳିତ ଭାବେ କରାଯାଇଥିବା ଏହି ଏନକାଉଣ୍ଟରରେ କୁଖ୍ୟାତ ଡକାୟତ ସଚିନ ପାୱାର ଓରଫ ବବୁଲ ଆହତ ହୋଇଛନ୍ତି। ବବୁଲଙ୍କ ଡାହାଣ…

ଘୁଞ୍ଚିଲା ଯୁକ୍ତ ୩ ସେମିଷ୍ଟର ପରୀକ୍ଷା

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନ ଡିଗ୍ରୀ ମହାବିଦ୍ୟାଳୟଗୁଡିକରେ ସେମିଷ୍ଟର ପରୀକ୍ଷା ତାରିଖ ଘୁଞ୍ଚାଇବା ଦାବି ନେଇ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ପରେ ପରୀକ୍ଷା ତାରିଖକୁ ପରିବର୍ତ୍ତନ କରାଯାଇଛି। ବର୍ଷକ ମଧ୍ୟରେ ୩ଟି ସେମିଷ୍ଟରକୁ ବିରୋଧ କରି ଗତ ୫ତାରିଖରେ ଛାତ୍ରୀଛାତ୍ର କୁଳପତିଙ୍କ କାର୍ଯ୍ୟାଳୟକୁ ଘେରିଥିଲେ।…

ନାବାଳିକା ବଳାତ୍କାରୀଙ୍କୁ ୧୦ବର୍ଷ କାରାଦଣ୍ଡ: ୨୦ ହଜାର ଟଙ୍କା ଜରିମାନା

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ଜଣେ ୧୨ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ମାମଲାର ବିଚାର କରି ମଙ୍ଗଳବାର ଭୁବନେଶ୍ୱର ଏଡିଜେ-୪ ତଥା ପୋକ୍‌ସୋ କୋର୍ଟ ଅଭିଯୁକ୍ତଙ୍କୁ ୧୦ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ଏହାସହ ୨୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ହେଲେ…

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର-୨୦୧୮:ପୁରସ୍କାର ଦୌଡ଼ରେ ୨୦ ଫିଲ୍ମ

ଭୁବନେଶ୍ୱର, ୧୧ା୧୨(ବ୍ୟୁରୋ):ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର-୨୦୧୮ ପାଇଁ ମୋଟ ୨୦ଟି ଫିଲ୍ମ ଆବେଦନ କରିଥିବାବେଳେ ବିଭିନ୍ନ ବିଭାଗରେ ଏହି ଫିଲ୍ମଗୁଡ଼ିକ ମଧ୍ୟରେ ପ୍ରତିଯୋଗିତା ହୋଇଥିଲା। ଓଡ଼ିଆ ଫିଲ୍ମର ମୌଳିକତାକୁ ନେଇ ଏଥର ମଧ୍ୟ ପ୍ରଶ୍ନ ଉଠିଥିବାବେଳେ ଶ୍ରେଷ୍ଠ ଚଳଚ୍ଚିତ୍ର, ଶ୍ରେଷ୍ଠ ନିର୍ଦ୍ଦେଶକ, ଶ୍ରେଷ୍ଠ…

ପୁରୁଷଙ୍କ ଭଳି ମହିଳାଙ୍କୁ ସମାନ ଅଧିକାର ମିଳିଛି

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):ସମଗ୍ର ବିଶ୍ୱରେ ମାନବିକ ଅଧିକାରର ସୁରକ୍ଷା ସବୁଠୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ହୋଇଛି। ଆଜି ପୁରୁଷମାନଙ୍କ ଭଳି ମହିଳାଙ୍କୁ ମଧ୍ୟ ସମାନ ଅଧିକାର ମିଳିପାରିଛି। ମାନବିକ ଅଧିକାର କର୍ମୀମାନେ ଏ କ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?