ମେଟ୍ରୋ

ଆସନ୍ତା ଶିକ୍ଷାବର୍ଷରୁ ପିଜି ପାଠ୍ୟକ୍ରମ ପାଇଁ ହେବ ଏକକ ପ୍ରବେଶିକା ପରୀକ୍ଷା: ମନ୍ତ୍ରୀ

ଭୁବନେଶ୍ୱର, ୧୦ା୧୨(ବ୍ୟୁରୋ)- ପିଜି ପାଠ୍ୟକ୍ରମ ପାଇଁ ଆସନ୍ତା ଶିକ୍ଷା ବର୍ଷରୁ ରାଜ୍ୟରେ ଏକକ ପ୍ରବେଶିକା ପରୀକ୍ଷା ହେବ। ଏହା ସହିତ ଜୁନ୍‌ ୧୫ ସୁଦ୍ଧା ସବୁ ବିଶ୍ୱବିଦ୍ୟାଳୟ ଯୁକ୍ତ୩ ପରୀକ୍ଷା ଫଳ ପ୍ରକାଶ କରିବେ। ମଙ୍ଗଳବାର ଇମେଜ୍‌ଠାରେ ଆୟୋଜିତ ବିଶ୍ୱବିଦ୍ୟାଳୟ କୁଳପତି…

ବିଦ୍ୟୁତ୍‌ ବକେୟା ପୈଠ ନ କଲେ ଜାନୁୟାରୀ ୧୫ରୁ ଲାଇନ୍‌ ବନ୍ଦ: ସେସୁ ସିଇଓ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ସେସୁର ଆର୍ଥିକ ସ୍ଥିତି ବର୍ତ୍ତମାନ ସେତେ ଭଲ ନାହିଁ। ଲୋକଙ୍କୁ ଗୁଣାତ୍ମକ ମାନଯୁକ୍ତ ବିଦ୍ୟୁତ୍‌ ଦେବାକୁ ହେଲେ ଆମକୁ ଅର୍ଥ ଦରକାର। ଏହାକୁ ନେଇ ଉପଭୋକ୍ତାମାନଙ୍କୁ ବକେୟା ବିଦ୍ୟୁତ୍‌ ବିଲ୍‌ ପୈଠ କରିବାକୁ ପଡ଼ିବ। ବକେୟା ବିଲ୍‌ ସମ୍ପର୍କରେ ଖାଉଟିଙ୍କ…

ପିଆଜର ଦରଦାମ ବୃଦ୍ଧି ପ୍ରତିବାଦ: ଯୋଗାଣ ମନ୍ତ୍ରୀଙ୍କ ଘର ଉପରକୁ ପିଆଜ ମାଡ଼ କଲା ଛାତ୍ର କଂଗ୍ରେସ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ପିଆଜର ଦରଦାମ ବୃଦ୍ଧି ପ୍ରତିବାଦରେ ଛାତ୍ର କଂଗ୍ରେସ ପକ୍ଷରୁ ରାଜ୍ୟ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ସରକାରୀ ବାସଭବନ ଉପରେ ପିଆଜ ମାଡ଼ କରାଯାଇଛି। ମଙ୍ଗଳବାର କଂଗ୍ରେସର ଶତାଧିକ ଯୁବକର୍ମୀ ଏକ ରାଲିରେ କଂଗ୍ରେସ ଭବନରୁ…

ଶ୍ରୀ ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ସାମୟିକ ସ୍ଥଗିତ

ପୁରୁଣା ଭୁବନେଶ୍ୱର, ୧୦।୧୨(ଡି.ଏନ.ଏ): ଶ୍ରୀ ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରକ୍ରିୟାକୁ ମଙ୍ଗଳବାର ସାମୟିକ ଭାବେ ସ୍ଥଗିତ ରଖାଯାଇଛି। କ୍ଷୁଦ୍ର ବ୍ୟବସାୟୀ ଉଠା ଦୋକାନୀମାନଙ୍କୁ ପ୍ରଥମେ ଥଇଥାନ କରିବା ପାଇଁ ଯେଉଁ ବ୍ଲୁ-ପ୍ରିଣ୍ଟ୍‌ ପ୍ରସ୍ତୁତ କରାଯାଇଛି, ତାହାକୁ ସର୍ବସାଧାରଣରେ ପ୍ରକାଶ କରାଯାଉ…

ରାଜ୍ୟରେ ପ୍ରତିଷ୍ଠା ହେବ ୪୫ ଫାଷ୍ଟ ଟ୍ରାକ କୋର୍ଟ

ଭୁବନେଶ୍ୱର, ୧୦।୧୨(ବ୍ୟୁରୋ): ରାଜ୍ୟରେ ପ୍ରତିଷ୍ଠା ହେବ ୪୫ଟି ଫାଷ୍ଟ ଟ୍ରାକ କୋର୍ଟ ପ୍ରତିଷ୍ଠା କରାଯିବ। ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପ୍ରତାପ ଜେନା। ୪୫ଟି ଫାଷ୍ଟ ଟ୍ରାକ କୋର୍ଟ ମଧ୍ୟରୁ ୨୧ଟି ମହିଳାଙ୍କ ପାଇଁ ରହିବ ୨୪ଟିରେ ପୋକ୍ସୋ ମାମଲାର…

ରାଜ୍ୟ ଫିଲ୍ମ ପୁରସ୍କାର ଘୋଷିତ: ମିହିର ଦାସ, ଅର୍ଚ୍ଚିତା ଶ୍ରେଷ୍ଠ

ଭୁବନେଶ୍ୱର,୯ା୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଉଥିବା ୩୦ତମ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଶ୍ରେଷ୍ଠ ଅଭିନେତ୍ରୀ ଏବଂ ମିହିର ଦାସଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ମିଳିଛି। ଭିଜା ମାଟିର ସ୍ବର୍ଗ ଫିଲ୍ମ ପାଇଁ ଶ୍ରେଷ୍ଟ ନିର୍ଦ୍ଦେଶକ…

ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗ: ଆଗ ଥଇଥାନ କର, ପରେ ଉଚ୍ଛେଦ, ଥାନା ଘେରାଉ କଲେ ଦୁଇ ସଂଘ

ଭୁବନେଶ୍ୱର, ୧୦।୧୨(ବ୍ୟୁରୋ): ସୌନ୍ଦର୍ଯ୍ୟକରଣ ସହ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁଙ୍କ ଯାତାୟାତ ସହଜ ହେବା ଲାଗି ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ପାଇଁ ସୋମବାରଠାରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ୩ଦିନ ଧରି ଚାଲିବାକୁ ଥିବା ଏହି ଉଚ୍ଛେଦର ଦ୍ୱିତୀୟ ଦିନରେ ଜନଅସନ୍ତୋଷ…

ଲିଙ୍ଗଭିତ୍ତିକ ହିଂସାର ବିଲୋପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପଠାଗଲା ପୋଷ୍ଟକାର୍ଡ

ଭୁବନେଶ୍ୱର, ୧୦।୧୨(ବ୍ୟୁରୋ):ସହର ହେଉ ବା ଗ୍ରାମାଞ୍ଚଳ, ସବୁଠାରେ ମହିଳା ଓ ଯୁବତୀମାନଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପ୍ରାୟ ପ୍ରତ୍ୟେକ ଦିନ କେଉଁଠି ନା କେଉଁଠି ମହିଳା, ଯୁବତୀ ତଥା ବାଳିକାଙ୍କ ସହ ନିର୍ଯାତନା ଓ ପାଶବିକ ଅତ୍ୟାଚାର ହେଉଛି।…

କଲେଜ ଛାତ୍ରଙ୍କ କମାଲ:ବାଇକ୍‌ ପରି ଗଡୁଛି ସାଇକେଲ

ଖୋର୍ଦ୍ଧା ଅଫିସ,୧୦।୧୨:ବାଇକ୍‌ ପରି ଗଡୁଛି ସାଇକେଲ। ଷ୍ଟାର୍ଟ ହେଉଛି। ଆକ୍ସିଲେଟର ମୋଡ଼ିଲେ ବେଗ ବଢୁଛି। ହର୍ନ ମଧ୍ୟ ବାଜୁଛି। ପେଟ୍ରୋଲ ପଡ଼ିବା ବଦଳରେ ବ୍ୟାଟେରୀ ସଂଯୋଗ ରହିଛି। ୩ ଘଣ୍ଟା ବ୍ୟାଟେରୀ ଚାର୍ଜ ହେଲେ ୪୦ କି.ମି. ପର୍ଯ୍ୟନ୍ତ ଯାଉଛି। ମୋବାଇଲ…

ଭଙ୍ଗାଗଲା ମଙ୍ଗୁ ମଠ

ପୁରୀ ଅଫିସ, ୧୦।୧୨:ବହୁ ବାଦ ବିବାଦ ପରେ ଶେଷରେ ଉଚ୍ଛେଦ ହୋଇଛି ମଙ୍ଗୁ ମଠ। ସୋମବାର ମଠର ବ୍ୟବସାୟିକ କୋଠା ଭଙ୍ଗା କାର୍ଯ୍ୟ ଆରମ୍ଭ ହୋଇଛି। ଏହି ମଠକୁ ସୁରକ୍ଷା ଦେବା ପାଇଁ ବିଭିନ୍ନ ସ୍ତରରେ ଉଦ୍ୟମ ହୋଇଥିଲା। ଏମିତି କି…

ଟାଣିନେଲା ୩୩ କେଭି ବିଦ୍ୟୁତ୍‌: ଜଳିଗଲେ ରଙ୍ଗମିସ୍ତ୍ରି, ଅନ୍ୟ ଜଣେ ଗୁରୁତର

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶିଶୁ ବିହାରରେ ସୋମବାର ଘଟିଛି ଏକ ଦୁଃଖଦ ଘଟଣା। ଏକ ଘରର ରଙ୍ଗ କାମ ଚାଲିଥିବାବେଳେ ଜଣେ ଯୁବକଙ୍କୁ ଯମ ଭଳି ଟାଣି ନେଇଥିଲା ୩୩ କେଭି ବିଦ୍ୟୁତ୍‌ ତାର। କେହି କିଛି ବୁଝିବା ପୂର୍ବରୁ ସେ…

ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ଆରମ୍ଭ

ଭୁବନେଶ୍ୱର (ବ୍ୟୁରୋ)/ପୁରୁଣା ଭୁବନେଶ୍ୱର (ଡି.ଏନ୍‌.ଏ):ଶ୍ରୀମନ୍ଦିର ଭଳି ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ହଟିବ ଜବରଦଖଲ। ସୌନ୍ଦର୍ଯ୍ୟକରଣ ସହ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁଙ୍କ ଯାତାୟାତ ସହଜ ହେବ। ଏଥିପାଇଁ ସୋମବାରଠାରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ୩ଦିନ ଧରି ଚାଲିବାକୁ ଥିବା ଏହି ଉଚ୍ଛେଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?