ମୁଖ୍ୟ ଶାସନ ସଚିବଙ୍କୁ ବିଦାୟ ସମ୍ବର୍ଦ୍ଧନା
ଭୁବନେଶ୍ୱର,୧୮।୮(ବ୍ୟୁରୋ): ସରକାରୀ ଅଧିକାରୀ ଜନସାଧାରଣଙ୍କ ବିଶ୍ୱାସର ମାର୍ଫତଦାର। ତେଣୁ ଅଧିକାରୀଟିଏ ସେବା ମନୋଭାବ ରଖି ସହୃଦୟତାର ସହ କାର୍ଯ୍ୟ କରିବା ଉଚିତ ବୋଲି ବିଦାୟୀ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ କହିଛନ୍ତି। ଲୋକସେବା ଭବନରେ ସାଧାରଣ ପ୍ରଶାସନ...
ଏସ୍ସିବି ଆସିବେ ଜଗା-କାଳିଆ
ଭୁବନେଶ୍ୱର, ୧୮।୮(ବ୍ୟୁରୋ): ଅପରେଶନ ମାଧ୍ୟମରେ ଅଲଗା ହୋଇଥିବା କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା ଓ କାଳିଆ ଓଡ଼ିଶା ଆସିବା ପାଇଁ ସ୍ଥିର ହୋଇଛି। ଦିଲ୍ଲୀ ଏମ୍ସରୁ ଏହି ଦୁଇଭାଇଙ୍କୁ କଟକ ଏସ୍ସିବି ମେଡିକାଲକୁ ଅଣାଯିବ। ତେବେ କେବେ ଆସିବେ ତାହା...
ପପୁଙ୍କ ଫିଲ୍ମ ପୋଷ୍ଟରକୁ ନେଇ ବିବାଦ: ୭ ଯୁବତୀଙ୍କୁ ନେଇ ଆପତ୍ତିଜନକ ପୋଜ୍; ପ୍ରଯୋଜକ ସଂସ୍ଥା ନାଁରେ ମାମଲା
ଭୁବନେଶ୍ୱର,୧୮।୮(ବ୍ୟୁରୋ): ପୁଣି ଅଡୁଆରେ ରଙ୍ଗିଲା ଟୋକା ପପୁ ପମ୍ପମ୍। କେତେବେଳେ କାଷ୍ଟିଂ କାଉଚ ତ ଆଉ କେତେବେଳେ ମହିଳାଙ୍କୁ ଅଶାଳୀନ ବ୍ୟବହାର ପାଇଁ ବିବାଦରେ ରହିଥିଲେ ପପୁ। ଏବେ ଏକ ଫିଲ୍ମ ପୋଷ୍ଟରରେ ମହିଳାଙ୍କୁ ଅସମ୍ମାନ କରାଯାଇଥିବା ଅଭିଯୋଗକୁ ନେଇ...
ନବୀନଙ୍କ କଡ଼ା ଆଭିମୁଖ୍ୟ: ୧୫ ଦୁର୍ନୀତିଗ୍ରସ୍ତ ଅଧିକାରୀ ବରଖାସ୍ତ, ୨ ଜଣଙ୍କ ପେନ୍ସନ୍ ବନ୍ଦ
ଭୁବନେଶ୍ୱର,୧୮।୮(ବ୍ୟୁରୋ): ଦୁର୍ନୀତି ଅଭିଯୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୧୫ ଜଣ ଅଧିକାରୀଙ୍କୁ ସରକାରୀ ଚାକିରିରୁ ବରଖାସ୍ତ କରିଛନ୍ତି। ଏଥିସହିତ ଦୁଇଜଣ ପୂର୍ବତନ ଅଧିକାରୀଙ୍କ ପେନସନ୍ ସୁବିଧା ସମ୍ପୂର୍ଣ୍ଣରୂପେ ବନ୍ଦ କରିଛନ୍ତି। ଏହି ଅଧିକାରୀମାନେ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ...
ଗ୍ରହଣ ହେଲାନି ଇସ୍ତଫା: ଗଗନ ଧଳ ଓଏଫ୍ଡିସି ଅଧ୍ୟକ୍ଷ
ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟ ସରକାର ପ୍ରଶାସନର ଶୀର୍ଷସ୍ତରରେ ଶନିବାର ଅଦଳବଦଳ କରିଛନ୍ତିି। କୃଷି ଉତ୍ପାଦନ କମିଶନର(ଏପିସି)ଥିବା ଗଗନ ଧଳଙ୍କୁ ଓଡ଼ିଶା ବନ ଉନ୍ନୟନ ନିଗମ ଲିଃ(ଓଏଫ୍ଡିସି) ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି। ଏହି ପଦବୀ ମୁଖ୍ୟ ଶାସନ ସଚିବ ପାହ୍ୟା ସହ...
ଅସିତଙ୍କ ନିଯୁକ୍ତି ନେଇ ବିଧିବଦ୍ଧ ବିଜ୍ଞପ୍ତି
ଭୁବନେଶ୍ୱର,୧୭।୮(ବ୍ୟୁରୋ): ରାଜ୍ୟ ପ୍ରଶାସନର ଶୀର୍ଷସ୍ତରରେ ଶନିବାର ଅଦଳବଦଳ କରାଯାଇଛି। ଉନ୍ନୟନ କମିଶନର ଥିବା ଅସିତ କୁମାର ତ୍ରିପାଠୀଙ୍କୁ ମୁଖ୍ୟ ଶାସନ ସଚିବ ନିଯୁକ୍ତି ସମ୍ପର୍କିତ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ମୁଖ୍ୟ ଶାସନ ସଚିବ ହୋଇଥିବାରୁ ଅସିତ ରାଜ୍ୟ ମୁଖ୍ୟ...
ଚାଷୀଙ୍କ ଲାଗି ୬ ପ୍ରସ୍ତାବ ଦେଇଛି ରାଜ୍ୟ: ମନ୍ତ୍ରୀ
ଭୁବନେଶ୍ୱର,୧୭।୮(ବ୍ୟୁରୋ): ଦିଲ୍ଲୀ ନୀତି ଆୟୋଗ ବୈଠକରେ କୃଷକର ଅଧିକାର ଓ ଉନ୍ନତି ଦିଗରେ ଓଡ଼ିଶା ୬ଟି ପ୍ରସ୍ତାବ ଦେଇଛି। କୃଷିମନ୍ତ୍ରୀ ଅରୁଣ ସାହୁ ବୈଠକରୁ ଫେରିବା ପରେ ଶନିବାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଭାଗଚାଷୀ ଯେପରି ସହଜରେ...
ଗାନ୍ଧୀ ଜୟନ୍ତୀରୁ କର୍କଟରୋଗୀଙ୍କୁ ଉପଶମ ଚିକିତ୍ସା
ଭୁବନେଶ୍ୱର,୧୭।୮(ବ୍ୟୁରୋ): ଆସନ୍ତା ଗାନ୍ଧୀ ଜୟନ୍ତୀରୁ କର୍କଟ ରୋଗୀଙ୍କୁ ରାଜ୍ୟ ସରକାର ଜିଲାସ୍ତରରେ ଉପଶମ ଚିକିତ୍ସା ଯୋଗାଇଦେବେ। ପ୍ରଥମ ପର୍ଯ୍ୟାୟରେ କ୍ୟାପିଟାଲ ହସ୍ପିଟାଲ ସମେତ ୭ଟି ଜିଲାରେ ଏହି ସେବା ଆରମ୍ଭ ହେବ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ...
ରସୁଲଗଡ଼ ଛକରେ ଯୁବକଙ୍କ ଦାଦାଗିରି: ବନ୍ଧୁକ ଦେଖାଇ ଡରାଇଲେ, କାବୁ କଲା ପୋଲିସ
ଭୁବନେଶ୍ୱର,୧୭।୮(ବ୍ୟୁରୋ): ମଞ୍ଚେଶ୍ୱର ଥାନା ରସୁଲଗଡ଼ ଛକରେ ଶନିବାର ଜଣେ ଯୁବକଙ୍କ ଦାଦାଗିରି ଦେଖିବାକୁ ମିଳିଛି। ଗାଡ଼ି ଓଭରଟେକ କରିବାକୁ ନେଇ ଦୁଇ ଚାଳକଙ୍କ ମଧ୍ୟରେ କିଛି ସମୟ ଧରି ଯୁକ୍ତିତର୍କ ହେବା ସହ ହାତାହାତି ପର୍ଯ୍ୟନ୍ତ କଥା ଯାଇଥିଲା। ଏଥିରେ...
ଚଳଚ୍ଚିତ୍ର ପୋଷ୍ଟରକୁ ନେଇ ବିବାଦରେ ପପୁ ପମ୍ପମ୍
ଭୁବନେଶ୍ୱର, ୧୭।୮(ବ୍ୟୁରୋ): ଓଡ଼ିଆ ହାସ୍ୟ ଅଭିନେତା ପପୁ ପମ୍ପମ୍ ପୁଣି ଥରେ ବିବାଦକୁ ଟାଣିହୋଇ ଆସିଛନ୍ତି। ଏଥର ସେ ନିଜର ଆଗାମୀ ଚଳଚ୍ଚିତ୍ର ପୋଷ୍ଟରକୁ ନେଇ ବିବାଦରେ ପଡ଼ିଛନ୍ତି। ଗଣେଶ ପୂଜା ଅବସରରେ ମୁକ୍ତିଲାଭ କରିବାକୁ ଯାଉଥିବା ପପୁଙ୍କର ଆଗାମୀ...
ଚିଲିକା ପାଇଁ ୧୫୮ କୋଟି: ଉପକୃତ ହେବେ ୨ ଲକ୍ଷ ମତ୍ସ୍ୟଜୀବୀ
ଭୁବନେଶ୍ୱର, ୧୭।୮(ବ୍ୟୁରୋ): ରାଜ୍ୟର ପ୍ରମୁଖ ୩ଟି ଆର୍ଦ୍ରଭୂମି ପାଇଁ ବିଭିନ୍ନ ଯୋଜନାକୁ ଅନୁମୋଦନ କରାଯାଇଛି। ରାଜ୍ୟ ଆର୍ଦ୍ରଭୂମି ପ୍ରାଧିକରଣ ବୈଠକରେ ବିଭିନ୍ନ ଯୋଜନାକୁ ଏହି ମଞ୍ଜୁରୀ ମିଳିଛି। ଏହି ଅବସରରେ ଚିଲିକା ହ୍ରଦର ସମନ୍ବିତ ପରିଚାଳନା ପାଇଁ ୧୫୮ କୋଟିର...
ରାଜ୍ୟ କ୍ୟାବିନେଟ: ଶ୍ରୀମନ୍ଦିର ସୁରକ୍ଷା ଓ ଚତୁଃପାର୍ଶ୍ୱ ଉନ୍ନୟନକୁ ଗୁରୁତ୍ୱ
ଭୁବନେଶ୍ୱର,୧୬।୮(ବ୍ୟୁରୋ): ସଚିବାଳୟରେ ଶୁକ୍ରବାର ରାଜ୍ୟ କ୍ୟାବିନେଟ ବୈଠକରେ ପୁରୀ ଶ୍ରୀମନ୍ଦିରକୁ ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ ମନ୍ଦିର ସୁରକ୍ଷା ଓ ଚତୁଃପାର୍ଶ୍ୱ ଉନ୍ନୟନକୁ ଗୁରୁତ୍ୱ ଦିଆଯାଇଛି। ଜଷ୍ଟିସ ବିପି ଦାସ କମିଶନ ଦେଇଥିବା ପ୍ରସ୍ତାବ ଅନୁସାରେ ପଦକ୍ଷେପ...
Archives


