ଆଜି ଖାରବେଳ ଭବନ ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୫ା୮(ବ୍ୟୁରୋ):ଗୁରୁବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଓ୍ବାର ହାଉସ ଛକଠାରେ ନବନିର୍ମିତ ଖାରବେଳ ଭବନର ଉଦ୍ଘାଟନ କରିବେ। ଏହା ଦ୍ୱିତୀୟ ଲୋକସେବା ଭବନ ଭାବେ କାର୍ଯ୍ୟ କରିବ। ଉଦ୍ଘାଟନର ସପ୍ତାହେ ମଧ୍ୟରେ ସରକାରଙ୍କ ୧୧ଟି ବିଭାଗ ସମ୍ପୂର୍ଣ୍ଣ ଖାରବେଳ ଭବନକୁ...
ଅଚଳ ମାଲେସିଆ ଜାହାଜରୁ ତେଲ ଲିକ୍ ଆଶଙ୍କା: ଚିଲିକାକୁ ବିପଦ
ଭୁବନେଶ୍ୱର,୧୫ା୮(ବ୍ୟୁରୋ): ମାଲେସିଆର ଏକ ପଣ୍ୟବାହୀ ଜାହାଜ ଅଚଳ ହୋଇପଡିବାରୁ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ୍ ଅନ୍ତର୍ଗତ ଚିଲିକା ମୁହାଣର ରାଜହଂସ ଓ ଖିରିସାହି ଗାଁ ନିକଟ ବଙ୍ଗୋପସାଗର ଉପକୂଳରେ ୮ଦିନ ହେବ ଅଟକି ରହିଛି। ଏବେ ଏଥିରୁ ତେଲ ଲିକ୍...
ମହାନଦୀରେ ବନ୍ୟା
ଭୁବନେଶ୍ୱର, ୧୫ା୮(ବ୍ୟୁରୋ): ଲଗାଣ ବର୍ଷା ଓ ବନ୍ୟାରେ ପଶ୍ଚିମ ଓଡ଼ିଶାରେ ସଙ୍ଗିନ ସ୍ଥିତି ସୃଷ୍ଟି ହୋଇଥିବାବେଳେ ବିଭିନ୍ନ ନଦୀରେ ବନ୍ୟାଜଳ ପ୍ରବାହିତ ହେଉଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ଗୋଟିଏ...
ଆଦିତ୍ୟ ପ୍ରସାଦ ପାଢ଼ୀଙ୍କୁ ନୂତନ ନିଯୁକ୍ତି, ହେବେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର
ଭୁବନେଶ୍ୱର,୧୪।୮(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ ହେବେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର। ଏନେଇ ନିଯୁକ୍ତି ପ୍ରସ୍ତାବକୁ ବୁଧବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅନୁମୋଦନ ପ୍ରଦାନ କରିଛନ୍ତି। ପ୍ରକାଶଯୋଗ୍ୟ, ସ୍ବେଚ୍ଛାକୃତ ଅବସର ନେବା ଲାଗି ପାଢ଼ୀ...
ଏଣିକି ସ୍ବାଧୀନତା ସଂଗ୍ରାମୀମାନଙ୍କୁ ‘ମାନ୍ୟବର’ ସମ୍ବୋଧନ
ଭୁବନେଶ୍ୱର,୧୪।୮(ବ୍ୟୁରୋ): ଏଣିକି ସ୍ବାଧୀନତା ସଂଗ୍ରାମୀମାନଙ୍କୁ ‘ମାନ୍ୟବର’ ସମ୍ବୋଧନ କରାଯିବ। ସ୍ବାଧୀନତା ସଂଗ୍ରାମରେ ସେମାନଙ୍କ ମହନୀୟ ଅବଦାନକୁ ସମ୍ମାନ ଜଣାଇ ରାଜ୍ୟ ସରକାର ସ୍ବାଧୀନତା ସଂଗ୍ରାମୀମାନଙ୍କୁ ସଭାସମିତିରେ ସମ୍ବୋଧନ କରିବା ସମୟରେ ‘ମାନ୍ୟବର’ ଭାବେ ସମ୍ବୋଧନ କରିବା ଲାଗି ନିଷ୍ପତ୍ତି ନେଇଛନ୍ତି।...
ରାଜ୍ୟରେ ‘ଗାର୍ଡ ଅଫ୍ ଅନର୍’ ବ୍ୟବସ୍ଥା ଉଚ୍ଛେଦ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪।୮(ବ୍ୟୁରୋ): ରାଜ୍ୟରେ ‘ଗାର୍ଡ ଅଫ୍ ଅନର୍’ ବ୍ୟବସ୍ଥା ଉଚ୍ଛେଦ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ୱାରା ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ସରକାରୀ ପଦାଧିକାରୀମାନଙ୍କୁ ଦିଆଯାଉଥିବା ‘ଗାର୍ଡ ଅଫ୍ ଅନର୍’/ହାଉସ୍ ଗାର୍ଡକୁ ଉଚ୍ଛେଦ କରାଯାଇଛି। କେବଳ...
ଲଗାଣ ବର୍ଷା: ୨ ଲକ୍ଷ ଲୋକ ପ୍ରଭାବିତ
ଭୁବନେଶ୍ୱର, ୧୪।୮(ବ୍ୟୁରୋ): ଗତ କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଲାଗି ରହିଥିବା ଯୋଗୁ ବେହାଲ୍ ହୋଇପଡ଼ିଛି ଜୀବନଯାତ୍ରା। ଯୋଗାଯୋଗ ଓ ଗମନାଗମନ ଏକପ୍ରକାର ଠପ୍ ହୋଇଯାଇଛି। ବିଶେଷକରି ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି ପରି ତଳିଆ...
ଜୋତାରୁ ବାହାରିଲା ତମ୍ପ ଛୁଆ
ଭୁବନେଶ୍ୱର, ୧୪।୮(ବ୍ୟୁରୋ): ଭୁବନେଶ୍ୱର ପଞ୍ଚସଖା ନଗର ପ୍ଲଟ ନମ୍ବର ଏଲ୍-୨୧/୪୯ରେ ରହୁଥିବା ରବୀନ୍ଦ୍ର ନାଥ ଦାଶଙ୍କ ପୁଅ ରାକେଶଙ୍କ ଜୋତାରୁ ବୁଧବାର ସକାଳେ ଏକ ସାପ ଛୁଆ ଉଦ୍ଧାର କରାଯାଇଛି। ଏ ନେଇ ସ୍ନେକ ହେଲ୍ପଲାଇନକୁ ଖବର ଦେବାପରେ ଏହାର...
ସେସୁ ସିଇଓ ଭାବେ ଦାୟିତ୍ୱ ନେଲେ ବୋଥ୍ରା
ଭୁବନେଶ୍ୱର,୧୪।୮(ବ୍ୟୁରୋ): ଆଇପିଏସ୍ ଅଫିସର ଅରୁଣ ବୋଥ୍ରା ସେସୁର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ)ଭାବେ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ନିକଟରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଶାସନିକ ସ୍ତରରେ ଅଦଳବଦଳ କରାଯାଇଥିଲା। ଏହି ସମୟରେ ଆଇଏଏସ୍ ଅଫିସର ମହମ୍ମଦ ସିଦ୍ଦିକ୍ ଆଲାମଙ୍କ ସ୍ଥାନରେ...
ପଶ୍ଚିମ ଓଡ଼ିଶାରେ ବନ୍ୟା: ଏସ୍ଆର୍ସି, ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲା ଭାଜପା ଟିମ୍
ଭୁବନେଶ୍ୱର,୧୪ା୮(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ବଲାଙ୍ଗୀର, ସୁବର୍ଣ୍ଣପୁର, କଳାହାଣ୍ଡି, କନ୍ଧମାଳ, ବରଗଡ ଆଦି ଜିଲାରେ ଗତ ୩ ଦିନରେ ପ୍ରବଳ ବର୍ଷା ହୋଇଛି। ଏବେ ସେହି ଅଞ୍ଚଳଗୁଡିକରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିର ମୁକାବିଲା କରିବାସହ ପ୍ରଭାବିତ ଲୋକଙ୍କୁ ଉଦ୍ଧାର କରି...
ହକି ବିଶ୍ୱକପ୍ ଖର୍ଚ୍ଚର ପ୍ରାଥମିକ ହିସାବ: ୮୨.୫ କୋଟିରୁ ୫୯ କୋଟିର ହିସାବ ଆସିଛି
ଭୁବନେଶ୍ୱର,୧୪ା୮(ବ୍ୟୁରୋ): ଓଡ଼ିଶାରେ ଗତବର୍ଷ ହୋଇଥିବା ହକି ବିଶ୍ୱକପ୍ ପାଇଁ ରାଜ୍ୟ ସରକାର ୮୨.୫ କୋଟି ଟଙ୍କାର ବ୍ୟୟବରାଦ କରିଥିଲେ। ଏଥିମଧ୍ୟରୁ ୫୯.୫୯ କୋଟି ଟଙ୍କାର ହିସାବ ସାମ୍ନାକୁ ଆସିଛି। ୨୫ କୋଟି ଟଙ୍କା କେବଳ ବିଶ୍ୱକପର ଆୟୋଜକ, ଅନ୍ତର୍ଜାତୀୟ ହକି...
ସ୍ବାଧୀନତା ଦିବସ ସୁରକ୍ଷାକୁ ନେଇ ଡିଜିପିଙ୍କ ସମୀକ୍ଷା: ମାଓବାଦୀପ୍ରବଣ ଅଞ୍ଚଳରେ ସଜାଗ ରହିବାକୁ ନିର୍ଦ୍ଦେଶ
କଟକ ଅଫିସ, ୧୪।୮: ଆଗାମୀ ସ୍ବାଧୀନତା ଦିବସରେ କୌଣସି ଅପ୍ରୀତିକର ପରିସ୍ଥିତି ଓ ଆତଙ୍କବାଦୀ ଆକ୍ରମଣ ଏଡ଼ାଇବା ଲାଗି ରାଜ୍ୟ ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ମଙ୍ଗଳବାର ରାଜ୍ୟ ପୋଲିସ ମୁଖ୍ୟାଳୟରେ ସୁରକ୍ଷା ସଂକ୍ରାନ୍ତ ସମୀକ୍ଷା...
Archives


