ବିଶ୍ୱକୁ ଶାନ୍ତିର ବାର୍ତ୍ତା ଦେଇଛି ଓଡ଼ିଶା, ଭୂଖଣ୍ଡରେ ଛିଡ଼ା ହୋଇ ନିଜକୁ ଭାଗ୍ୟବାନ ମନେ କରୁଛି: ରାଷ୍ଟ୍ରପତି
ଭୁବନେଶ୍ୱର, ୮।୧୨(ବ୍ୟୁରୋ): ବାଣୀବିହାରର ପ୍ଲାଟିନମ୍ ଜୁବିଲିିର ଉଦ୍ଯାପନୀ ଉତ୍ସବରେ ଯୋଗଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଏହି ଅବସରରେ ବକ୍ତବ୍ୟ ରଖି ରାଷ୍ଟ୍ରପତି କହିଛନ୍ତି, ଓଡ଼ିଶା ସାରା ଜଗତକୁ ଶାନ୍ତିର ବାର୍ତ୍ତା ଦେଇଛି। ଏହି ଭୂଖଣ୍ଡରେ ଛିଡ଼ା ହୋଇ ମୁଁ ନିଜକୁ ଭାଗ୍ୟବାନ…
ବାଣୀବିହାର ପ୍ଲାଟିନମ୍ ଜୁବିଲି ଉଦ୍ଯାପନୀ ଉତ୍ସବରେ ଯୋଗଦେଲେ ରାଷ୍ଟ୍ରପତି
ଭୁବନେଶ୍ୱର,୮।୧୨(ବ୍ୟୁରୋ): ବାଣୀବିହାରର ପ୍ଲାଟିନମ୍ ଜୁବିଲିିର ଉଦ୍ଯାପନୀ ଉତ୍ସବରେ ଯୋଗଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ତାଙ୍କ ସହ ରାଜ୍ୟପାଳ ଗଣେଶୀ ଲାଲ, କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ କୃଷି ମନ୍ତ୍ରୀ ଅରୁଣ ସାହୁ ପ୍ରମୁଖ ମଞ୍ଚାସୀନ…
ପରଲୋକରେ ପୂର୍ବତନ ମନ୍ତ୍ରୀ ଭାଗବତ ମହାନ୍ତି
ଭୁବନେଶ୍ୱର,୮।୧୨(ବ୍ୟୁରୋ): କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଭାଗବତ ପ୍ରସାଦ ମହାନ୍ତିଙ୍କ ଶନିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ୯୩ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଭାଗବତ କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନିର୍ବାଚନମଣ୍ଡଳୀରୁ…
ଆରମ୍ଭ ହେଲା ‘ପୁରୀ ପଢ଼େ, ପୁରୀ ବଢ଼େ’ କାର୍ଯ୍ୟକ୍ରମ ବହି ହେଉଛି ବନ୍ଧୁ: ଚିତ୍ରା ଅରୁମୁଗମ୍
ପୁରୀ ଅଫିସ, ୮ା୧୨: ଆଗକୁ ଯିବାର ଏକମାତ୍ର ରାସ୍ତା ହେଉଛି ଶିକ୍ଷା। ଯାହା ପାଖରେ ଶିକ୍ଷା ଅଛି ତାଙ୍କୁ କେହି ଅଟକାଇ ପାରିବେ ନାହିଁ। ସ୍କୁଲ ଶିକ୍ଷା ଜଣଙ୍କ ପାଇଁ ପର୍ଯ୍ୟାପ୍ତ ନୁହେଁ। ସ୍କୁଲରେ ଯାହା ପଢା ହେଉଛି ତାହାକୁ ଭଲ…
ଅଗ୍ନିକାଣ୍ଡରେ ୧୨ ବଖରା ଭସ୍ମୀଭୂତ
ବ୍ରହ୍ମଗିରି, ୮ା୧୨(ଡି.ଏନ୍.ଏ.) ବ୍ରହ୍ମଗିରି ବ୍ଲକ ଚଣ୍ଡପଡ଼ା ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି ୧୨ ବଖରା ଭସ୍ମୀଭୂତ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ଗ୍ରାମରେ ସମସ୍ତେ ଶୋଇଯିବା ପରେ ବିଳମ୍ବିତ ରାତିରେ ହଠାତ୍ ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିକାଣ୍ଡରେ…
ବନ୍ଦ ହେଲା ଅଦିନିଆ ରଥଯାତ୍ରା
ପୁରୀ ଅଫିସ, ୮ା୧୨: ବହୁ ବାଦବିବାଦ ପରେ ବନ୍ଦ ହୋଇଛି ଅଦିନିଆ ରଥଯାତ୍ରା। ଅସମୟରେ ରଥଯାତ୍ରା କରିବା ଲାଗି ପ୍ରସ୍ତୁତି ଚଳାଇଥିବା ଉତ୍ତରପ୍ରଦେଶର ଗାଜିଆବାଦସ୍ଥିତ ଶ୍ରୀମଦ୍ ନାରଦୀୟ ଭାଗବତ ନିକୁଞ୍ଜ ଟ୍ରଷ୍ଟ ଶେଷରେ ନିଜ ନିଷ୍ପତ୍ତିରୁ ଓହରି ଯାଇଛି। ସବୁଆଡୁ ତୀବ୍ର…
ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ କ୍ଷେତ୍ର ପରିଦର୍ଶନ, ସମୀକ୍ଷା କଲେ ପର୍ଯ୍ୟଟନ ସଚିବ
କୋଣାର୍କ, ୮ା୧୨(ଡି.ଏନ୍.ଏ.) ଗୁଜରାଟର ରଣ ଉତ୍ସବ ଢାଞ୍ଚାରେ ପ୍ରଥମ ଥର ପାଇଁ କୋଣାର୍କର ଚନ୍ଦ୍ରଭାଗା ସାହୁଖଣତା ବେଳାମାର୍ଗଠାରେ ଆସନ୍ତା ୧୪ରୁ ଆୟୋଜନ ହେବ ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଶନିବାର ପୂର୍ବାହ୍ନରେ ପର୍ଯ୍ୟଟନ ବିଭାଗ…
ଫନୀ କ୍ଷତିଗ୍ରସ୍ତ ସ୍କୁଲ ସ୍ଥିତିର ସମୀକ୍ଷା ପ୍ରତି ବ୍ଲକରେ ହେବ ମଡେଲ ହାଇସ୍କୁଲ
ପୁରୀ ଅଫିସ, ୮ା୧୨: ବାତ୍ୟା ଫନୀରେ ପୁରୀ ଜିଲାରେ ବହୁ ସ୍କୁଲ କ୍ଷତିଗ୍ରସ୍ତ ହୋଇଥିଲା। ସେହି ସ୍କୁଲଗୁଡ଼ିକର ବର୍ତ୍ତମାନ ସ୍ଥିତି ଏବଂ କ’ଣ ଆବଶ୍ୟକତା ରହିଛି ତା’ର ସମୀକ୍ଷା କରିଛନ୍ତି ଜିଲାପାଳ। ଏ ନେଇ ଶନିବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ପୁରୀ ଜିଲାର…
ପୁସ୍ତକ ବିନା ମାନବ ସମାଜର ବିକାଶ ଅସମ୍ଭବ
ଭୁବନେଶ୍ୱର, ୮ା୧୨(ବ୍ୟୁରୋ) ପୁସ୍ତକ ପୂର୍ବରୁ ଥିଲା, ବର୍ତ୍ତମାନ ରହିଛି ଏବଂ ଭବିଷ୍ୟତରେ ରହିବ। ଏବେ ଆମେ ପେପରଲେସ୍ନେସ୍ ବା କାଗଜହୀନତା ଆଡକୁ ଗତି କରୁଛେ। ଯେଉଁ ରୂପରେ ହେଉ ନା କାହିଁକି ବହି ପୁସ୍ତକ ନିଶ୍ଚୟ ତିଷ୍ଠି ରହିବ। ଜ୍ଞାନ, ବିଜ୍ଞାନ,…
ରୋଗୀଙ୍କ ସହ ଫୋନ୍ରେ କଥା ହେଲେ ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, ୮ା୧୨(ବ୍ୟୁରୋ): ‘ମୋ ସରକାର’ ଏବଂ ‘୫-ଟି’ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଶନିବାର ରୋଗୀଙ୍କ ସହ ଫୋନ୍ରେ କଥା ହୋଇଥିଲେ। ଡାକ୍ତର, ନର୍ସ ଓ ଅନ୍ୟ କର୍ମଚାରୀଙ୍କ ବ୍ୟବହାର, ନିରାମୟ ଯୋଜନାରେ ମାଗଣା ଔଷଧ,…
ନୌବାଦ୍ୟରେ ଦେଶକୁ ସଲାମ
ଭୁବନେଶ୍ୱର, ୮ା୧୨(ବ୍ୟୁରୋ) ନୌସେନା ଦିବସ ପାଳନ ଅବସରରେ ଶନିବାର ନୌସେନା ପ୍ରଭାରୀ (ଓଡ଼ିଶା) ଓ ଭାରତୀୟ ନୌସେନା ଆଇଏନ୍ଏସ୍ ଚିଲିକା ପକ୍ଷରୁ ଉତ୍କଳ ମଣ୍ଡପଠାରେ ନୌବାଦ୍ୟ ପରିବେଷଣ କରାଯାଇଥିଲା। ନୌସେନାର ବୃନ୍ଦ ବାଦ୍ୟ ଓ ସଙ୍ଗୀତରେ ଦେଶକୁ ସଲାମ କରିଥିଲେ ନୌସେନା।…
ନନ୍ଦନକାନନରୁ ଚନ୍ଦକା ଗଲେ ୭ ହରିଣ
ବାରଙ୍ଗ,୮ା୧୨(ଡି.ଏନ୍.ଏ) ପ୍ରାଣୀ ଉଦ୍ୟାନ ନନ୍ଦନକାନନରୁ ଶନିବାର ୭ଟି ଚିତ୍ରାହରିଣ ଚନ୍ଦକା ଜଙ୍ଗଲରେ ଛଡ଼ାଯାଇଛି। ଚନ୍ଦକାରେ ଛଡ଼ାଯିବାର ଏହା ହେଉଛି ତୃତୀୟ ପର୍ଯ୍ୟାୟ। ଇତି ମଧ୍ୟରେ ପ୍ରାୟ ୧୯ଟି ଚିତ୍ରାହରିଣ ଛଡ଼ାଗଲାଣି। ନନ୍ଦନକାନନରେ ଥିବା ଏନକ୍ଲୋଜର ସାଙ୍ଗକୁ ଏହାର ପରିସରରେ ଅଧିକ ପରିମାଣର…

