ମେଟ୍ରୋ

ସ୍ବାଧୀନତା ଦିବସ ପାଇଁ ରେଳ ଷ୍ଟେଶନରେ ବଢ଼ିଲା ସୁରକ୍ଷା: ଯାତ୍ରୀଙ୍କ ଲଗେଜ୍‌, ଟ୍ରେନ୍‌ ବଗି ଯାଞ୍ଚ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ସ୍ବାଧୀନତା ଦିବସ ପାଇଁ ମଙ୍ଗଳବାର ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେଶନରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ରେଳ ସୁରକ୍ଷା ବଳ ଓ ସ୍ପେଶାଲ ଟାସ୍କ ଫୋର୍ସ ମିଶି ରେଳ ଷ୍ଟେଶନର କୋଣ ଅନୁକୋଣ ଯାଞ୍ଚ କରିଛନ୍ତି। ଯାତ୍ରୀଙ୍କଠାରୁ...

କମିଶନରେଟ ପୋଲିସ ମୁଖ୍ୟାଳୟ ସମ୍ମୁଖରେ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଜଣେ ମହିଳା ଘରକୁ ପାଣି ଓ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ କରାଯିବା ସହ ତାଙ୍କୁ ଆକ୍ରମଣ ହୋଇଛି। ଏହି ଘଟଣାରେ ପୋଲିସ ନ୍ୟାୟ ଦେବାରେ ଅବହେଳା ପ୍ରଦର୍ଶନ କରିବା ଓ ଅଭିଯୁକ୍ତଙ୍କ ବିରୋଧରେ...

ଶ୍ରୀଲିଙ୍ଗରାଜ ମନ୍ଦିରକୁ ଆଦର୍ଶ ପର୍ଯ୍ୟଟନସ୍ଥଳ ପାଇଁ ଦାବି

ପୁରୁଣା ଭୁବନେଶ୍ୱର, ୧୪। ୮(ଡି.ଏନ.ଏ.): ବିଶ୍ୱ ପ୍ରସିଦ୍ଧ ଶ୍ରୀଜଗନ୍ନାଥ ଓ ଅର୍କକ୍ଷେତ୍ର କୋଣାର୍କ ମନ୍ଦିରକୁ ଆଦର୍ଶ ପର୍ଯ୍ୟଟନସ୍ଥଳ ରୂପେ ପରିଗଣିତ କରିବାକୁ ନିକଟରେ କେତେଜଣ ବିଧାୟକ କେନ୍ଦ୍ର ପର୍ଯ୍ୟଟନ ବିଭାଗକୁ ବିଧାନସଭା ପ୍ରଶ୍ନୋତ୍ତର କାଳରେ ପତ୍ର ଲେଖିଛନ୍ତି। ଏହି ପରିପ୍ରେକ୍ଷୀରେ...

ପିଏଚ୍‌ଡି ମୁଖ୍ୟ ପାଇପ୍‌ ଲାଇନ୍‌ରେ ଫାଟ : ପାନୀୟ ଜଳରେ ମିଶୁଛି ଦୂଷିତ ପାଣି

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ରସୁଲଗଡ ଛକ ଦେଇଯାଇଛି ପିଏଚଡିର ମୁଖ୍ୟ ପାନୀୟ ଜଳ ପାଇପ ଲାଇନ। କୁଆଖାଇ ନଦୀରୁ ଉକ୍ତ ସର୍ଭିସ ପାଣି ପାଇପ ଲାଇନ ଆସିଛି। ଯାହାକି ରସୁଲଗଡ ଛକରୁ ପାଇପ ଲାଇନ କଟକରୋଡ, କଳ୍ପନା, ରାଜମହଲ ଧରି ପୁରୁଣା ଭୁବନେଶ୍ୱର...

ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା ଫି’ ପ୍ରସଙ୍ଗ: କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦଶମ ଓ ଦ୍ୱାଦଶ ପରୀକ୍ଷା ଫି’ ବୃଦ୍ଧିକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର କେନ୍ଦ୍ର ମାନବ ସମ୍ବଳ ମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ପରୀକ୍ଷା ଫି’ ବୃଦ୍ଧି ଯୋଗୁ ଅଭିଭାବକ...

ସ୍ତ୍ରୀଙ୍କୁ ହତ୍ୟା ମାମଲା: ଅଭିଯୁକ୍ତ ସ୍ବାମୀଙ୍କୁ ୭ବର୍ଷ ଜେଲ୍‌

କଟକ ଅଫିସ୍‌, ୧୪।୮: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ମାମଲାରେ କଟକ ଅତିରିକ୍ତ ଜିଲା ଦୌରାଜଜ୍‌-୩ ବନ୍ଦନା କର ମଙ୍ଗଳବାର ଅଭିଯୁକ୍ତ ସ୍ବାମୀଙ୍କୁ ୭ବର୍ଷ କାରାଦଣ୍ଡ ଓ ୧୦ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅଧିକ ୬ମାସ...

ସିିଲ୍କ ଇଣ୍ଡିଆ ଏକ୍ସପୋ-୨୦୧୯ : ଗୋଟିଏ ଛାତତଳେ ୧୭ ରାଜ୍ୟର ହସ୍ତତନ୍ତ

ଭୁବନେଶ୍ୱର,୧୪ା୮(ବ୍ୟୁରୋ): ଚନ୍ଦେରୀ, ମାହେଶ୍ୱରୀ, ବାନ୍ଧେଣୀ, ଜାମ୍‌ଦାନୀ, ଟସର୍‌, ଚିକନ୍‌କରି, ଭାଗଲପୁରୀ ସିଲ୍କ ଓ ମୁଙ୍ଗା ସିଲ୍କ। ଭାରତୀୟ ହସ୍ତତନ୍ତର ଏଭଳି ବିଭିନ୍ନତାକୁ ନେଇ ଭୁବନେଶ୍ୱରରେ ଆୟୋଜିତ ହୋଇଛି ସିିଲ୍କ ଇଣ୍ଡିଆ ଏକ୍ସପୋ ୨୦୧୯। ‘ହସ୍ତଶିଳ୍ପୀ’ ପକ୍ଷରୁ ଗତ ୯ ତାରିଖରୁ...

ଭାସୁଛି ୫କେଜିର ପଥର

ନିମାପଡ଼ା,୧୪ା୮(ଡି.ଏନ୍‌.ଏ.): ନିମାପଡ଼ା ବ୍ଲକ ଅନ୍ତର୍ଗତ ଡମ୍ପାଳୋ ଗ୍ରାମପଞ୍ଚାୟତର ଆଶାପୂରଣ ଗ୍ରାମରେ ଏକ ଆଶ୍ଚର୍ଯ୍ୟଜନିତ ଘଟଣା ଦେଖିବାକୁ ମିଳିଛି। ଗ୍ରାମର ଆରାଧ୍ୟ ଦେବତା ପ୍ରଭୁ ଆଖଣ୍ଡେଳଶ୍ୱର ମହାଦେବଙ୍କ ମନ୍ଦିର ବେଢ଼ାରେ ଥିବା ଏକ କୂଅରେ ପ୍ରାୟ ୫କେଜିର ଓଜନର ଏକ ସିମେଣ୍ଟ...

‘ଦି ରଥ’କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୮(ବ୍ୟୁରୋ): ବିଜୁ ପଟ୍ଟନାୟକ ପାର୍କରେ ସ୍ଥାପନ କରାଯାଇଥିବା ଇସ୍ପାତ ନିର୍ମିତ ସ୍ଥାପତ୍ୟକଳାକୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ଏବଂ ଟାଟା ଷ୍ଟିଲ୍‌ର ମିଳିତ ପ୍ରୟାସରେ ନିର୍ମିତ ଏହି ସ୍ଥାପତ୍ୟ ‘ଦି...

ପୂର୍ବତନ ପୋଲିସ ଏସ୍‌ଆଇଙ୍କୁ ୩ବର୍ଷ ଜେଲ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନାର ପୂର୍ବତନ ଏସ୍‌ଆଇ ରାମଚନ୍ଦ୍ର ସେଠୀଙ୍କୁ ମଙ୍ଗଳବାର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦଣ୍ଡିତ କରିଛନ୍ତି। ସେ ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ଉକ୍ତ ମାମଲାର ବିଚାର କରି ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଅମ୍ବୁଜ ମୋହନ...

ଏଥର ଗ୍ରୀନ୍‌ ରାଖୀପୂର୍ଣ୍ଣିମା

ଭୁବନେଶ୍ୱର,୧୪ା୮(ବ୍ୟୁରୋ): ପ୍ରଦୂଷଣମୁକ୍ତ ଗ୍ରୀନ୍‌ ଦୀପାବଳି ଓ ଗ୍ରୀନ୍‌ ହୋଲି ପରେ ଏଥର ଗ୍ରୀନ୍‌ ରକ୍ଷାବନ୍ଧନ। ପରିବେଶ ସୁରକ୍ଷା ପ୍ରତି ଧୀରେ ଧୀରେ ସଚେତନ ହେଉଥିବା ଲୋକେ ରାଖୀ ପୂର୍ଣ୍ଣିମାକୁ ନିଆରାଭାବେ ପାଳନ କରିବାକୁ ପ୍ରସ୍ତୁତ ହୋଇଛନ୍ତି। ପ୍ଲାଷ୍ଟିକ୍‌, ଜରି ଓ...

ସାଧାରଣତନ୍ତ୍ର ଦିବସରେ ପୁରସ୍କୃତ କରିବେ ରାଷ୍ଟ୍ରପତି : ତଦନ୍ତରେ ଉତ୍କର୍ଷ ପାଇଁ ପୁରସ୍କୃତ ହେବେ ୨ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧୪ା୮(ବ୍ୟୁରୋ): ତଦନ୍ତରେ ଉତ୍କର୍ଷ ପାଇଁ ରାଜ୍ୟରେ କାର୍ଯ୍ୟ କରୁଥିବା ଦୁଇ ଆଇପିଏସ୍‌ ଅଫିସର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ପୁରସ୍କୃତ ହେବେ। ସେମାନେ ହେଲେ କୋରାପୁଟ ଏସ୍‌ପି କନ୍‌ଓ୍ବର ବିଶାଲ ସିଂ ଓ କ୍ରାଇମ୍‌ବ୍ରାଞ୍ଚ ଏସ୍‌ପି ମାଡକର ସନ୍ଦୀପ ସମ୍ପତ। ବେଷ୍ଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri