ସାତପଡ଼ାରୁ କୋଣାର୍କ ପାଟ୍ରୋଲିଂ କଡ଼ାକଡ଼ି
ପୁରୀ ଅଫିସ, ୮ା୧୨ ପୁରୀ ସମେତ କୋଣାର୍କ, ଚିଲିକା, ଚନ୍ଦ୍ରଭାଗା ଆଦି ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ବର୍ଷତମାମ୍ ଦେଶ ବିଦେଶର ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟନ ଋତୁରେ ପର୍ଯ୍ୟଟକଙ୍କ ସଂଖ୍ୟା ଆହୁରି ବଢିଯାଏ। ତେବେ ବିଭିନ୍ନ ସମୟରେ ଏସବୁ ସ୍ଥାନରେ ଯାତ୍ରୀ, ପର୍ଯ୍ୟଟକ ଶୋଷଣ…
ଛାତ୍ରୀଛାତ୍ର ଦୃଢ଼ ଇଚ୍ଛାଶକ୍ତି, ସଂକଳ୍ପ ବଜାୟ ରଖନ୍ତୁ
ଭୁବନେଶ୍ୱର, ୮ା୧୨(ବ୍ୟୁରୋ) ପଟିଆସ୍ଥିତ ଓଡିଏମ୍ ପବ୍ଲିକ୍ ସ୍କୁଲ ପରିସରରେ ବାର୍ଷିକ ସାମାଜିକ ବିଜ୍ଞାନ ସମ୍ମିଳନୀ ‘ସୋ-ସାଇଟି-୨୦୧୯’ ଶନିବାର ଅନୁଷ୍ଠିତ ହୋଇଯାଇଛି। ଓଡିଏମ୍ ଶିକ୍ଷାନୁଷ୍ଠାନ ସମୂହର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ଡ. ସତ୍ୟବ୍ରତ ମୀନକେତନଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ…
ସିଭି ରମଣ ଛାତ୍ରୀଛାତ୍ରଙ୍କ ସଫଳତା
ଭୁବନେଶ୍ୱର,୮ା୧୨ ମଧ୍ୟପ୍ରଦେଶ ସରକାରଙ୍କ ଦ୍ୱାରା ଅନୁଷ୍ଠିତ ହୋଇଥିବା ଭୋପାଳ ସ୍ମାର୍ଟ ସିଟି ହାକାଥନରେ ସିଭି ରମଣ ଇଞ୍ଜିନିୟରିଂ କଲେଜର ଛାତ୍ରୀଛାତ୍ର ସଫଳତା ହାସଲ କରିଛନ୍ତି। ଡ୍ରୋନ ଟେକ୍ନୋଲୋଜି ଆପ୍ଲିକେଶନରେ ଏହି କଲେଜର ଛାତ୍ରୀଛାତ୍ର ୨ୟ ରନର୍ସ ଅପ୍ ହୋଇ ପାରିଛନ୍ତି। କମ୍ପ୍ୟୁଟର…
ଉଚ୍ଛେଦ ଆଶଙ୍କାରେ ଥରହର ଏକାମ୍ର:ଉଠାଦୋକାନୀଙ୍କ ମନ୍ଦିର ସମ୍ମୁଖରେ ପ୍ରତିବାଦ
ପୁରୁଣା ଭୁବନେଶ୍ୱର,୮ା୧୨ (ଡି.ଏନ.ଏ.)ସୌନ୍ଦର୍ଯ୍ୟକରଣ ଓ ବିକାଶ ପାଇଁ ଏକାମ୍ର କ୍ଷେତ୍ରର ବିଭିନ୍ନ ଜବରଦଖଲ ଉଚ୍ଛେଦ ଜାରି ରହିଛି। ଉଠାଦୋକାନୀଗୁଡିକୁ ହଟାଯାଇ ଶ୍ରୀଲିଙ୍ଗରାଜ ମନ୍ଦିର କ୍ଷେତ୍ରକୁ ବିଶ୍ୱ ଐତିହ୍ୟ ପାଇଁ ପ୍ରଶାସନ ନୀଳନକ୍ସା ପ୍ରସ୍ତୁତ ହୋଇଛି। ଏ ନେଇ ପ୍ରଶାସନ ପକ୍ଷରୁ ତତ୍ତ୍ପରତା…
କେନ୍ଦ୍ରୀୟ ବିଦ୍ୟାଳୟ ଛାତରୁ ଛାତ୍ରୀ ଡେଇଁପଡ଼ିବା ଘଟଣା:ଖେଳ ଶିକ୍ଷୟିତ୍ରୀ, ପ୍ରିନ୍ସିପାଲଙ୍କ ନିଲମ୍ବନ ଦାବି ତେଜିଲା
ଭୁବନେଶ୍ୱର,୮ା୧୨(ବ୍ୟୁରୋ) ଖେଳ ଶିକ୍ଷୟିତ୍ରୀଙ୍କ ନିର୍ଯାତନାରେ ଅତିଷ୍ଠ ହୋଇ ମଞ୍ଚେଶ୍ୱର ଗାଡ଼କଣସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୩ର ଜଣେ ଛାତ୍ରୀ ତୃତୀୟ ମହଲା ଛାତ ଉପରୁ ଶୁକ୍ରବାର ତଳକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କର ଦୁଇ ଗୋଡ଼ ହାଡ଼ ଭାଙ୍ଗି ଯାଇଥିବାବେଳେ ମୁଣ୍ଡ, ହାତ…
ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି
ଭୁବନେଶ୍ୱର,୭।୧୨(ବ୍ୟୁରୋ) : ଶନିବାର ସନ୍ଧ୍ୟାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତିଙ୍କୁ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆନ୍ଧ୍ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଏମ୍ପି ଜୁଏଲ…
ଚିଠି ଲେଖିଲେ ସ୍ବରାଷ୍ଟ୍ର ସଚିବ: ନାରୀ ସୁରକ୍ଷା ଦିଗରେ ଖିଲାପ କଲେ ଦଣ୍ଡିତ ହେବେ ପୋଲିସ
ଭୁବନେଶ୍ୱର,୭।୧୨(ବ୍ୟୁରୋ): ସାରା ଦେଶରେ ଏବେ ନାରୀ ନିର୍ଯାତନା ପ୍ରମୁଖ ପ୍ରସଙ୍ଗ ହୋଇ ଉଭା ହେଲାଣି। ରାଜ୍ୟଗୁଡ଼ିକରେ ମଧ୍ୟ ମହିଳା ଏବଂ ଶିଶୁମାନଙ୍କ ପ୍ରତି ବଳାତ୍କାର, ଅପହରଣ ପରି ଘଟଣା ବଢ଼ିବାରେ ଲାଗିଛି। ଏନେଇ ଶନିବାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ…
‘ମୋ ସରକାର’ ଟିମ୍ର ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ୬ ଜିଲାର ସ୍ବାସ୍ଥ୍ୟ ଭିତ୍ତିଭୂମିର ହେବ ଉନ୍ନତିକରଣ
ଭୁବନେଶ୍ୱର,୭।୧୨(ବ୍ୟୁରୋ): ସ୍ବାସ୍ଥ୍ୟସେବା କ୍ଷେତ୍ରରେ ‘ମୋ ସରକାର’ କାର୍ଯ୍ୟକ୍ରମକୁ ଅଧିକ ଦକ୍ଷ ଓ ଉତ୍ତରଦାୟୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କେତେକ ଘୋଷଣା କରିଛନ୍ତି। ଏହି ଘୋଷଣାନୁଯାୟୀ, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦ୍ରାପଡ଼ା ଓ ସୋନପୁର ଜିଲାର ସଦର ମହକୁମା…
କାଳିଆ-କିଷାନ ମିଶ୍ରଣ ପ୍ରସଙ୍ଗରେ ନିରଞ୍ଜନଙ୍କ କଟାକ୍ଷ: ଅର୍ଥାଭାବରୁ ଭାଜପାର ଶରଣ ପଶିଛନ୍ତି
ଭୁବନେଶ୍ୱର,୭।୧୨(ବ୍ୟୁରୋ): ରାଜ୍ୟ ସରକାର ପିଏମ୍ କିଷାନ ନିଧି ଯୋଜନାରେ କାଳିଆ ଯୋଜନାକୁ ସାମିଲ କରିବାକୁ ଯାଉଛନ୍ତି। ଏହାକୁ ନେଇ ଉଭୟ ଭାଜପା ଓ କଂଗ୍ରେସ ପକ୍ଷରୁ କଟାକ୍ଷ କରାଯାଉଛି। ଏହି କ୍ରମରେ ଶନିବାର କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ ରାଜ୍ୟ ସରକାରଙ୍କ…
କେନ୍ଦ୍ରୀୟ ବିଦ୍ୟାଳୟ ଛାତ ଉପରୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା: କର୍ତ୍ତୃପକ୍ଷଙ୍କ ଅଫିସ ଘେରାଉ କଲେ ଅଭିଭାବକ
ଭୁବନେଶ୍ୱର,୭।୧୨(ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅଧୀନ ଗାଡ଼କଣସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୩ର ଜଣେ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରିବା ଘଟଣାରେ ଶନିବାର ଅଭିଭାବକମାନେ ଡେପୁଟି କମିଶନରଙ୍କ ଅଫିସ ଘେରାଉ କରିଛନ୍ତି। ପିଲାଙ୍କୁ ସ୍କୁଲରେ ମାନସିକ ନିର୍ଯାତନା ଦିଆଯାଉଥିବା ସେମାନେ ଅଭିଯୋଗ କରିବା ସହ ଏହାର…
ପିସିସି ସଭାପତି ପରିବର୍ତ୍ତନକୁ ନେଇ ଧାଁଦୌଡ଼
ଭୁବନେଶ୍ୱର, ୭।୧୨(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଦାୟିତ୍ୱଶୂନ୍ୟ କରିବା ଲାଗି ଦଳ ଭିତରେ କନ୍ଦଳ ଉଗ୍ରରୂପ ନେଲାଣି। ନିରଞ୍ଜନଙ୍କ ବିରୋଧରେ ଗୋଟିଏ ଗୋଷ୍ଠୀ ପୂରା ଦମ୍ରେ ଲାଗିପଡିଛନ୍ତି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଦଳଦଳ ହୋଇ ନେତାମାନେ…
୨୦ ଖଣି ପାଇଁ ସାନି ଟେଣ୍ଡର ବିଜ୍ଞପ୍ତି ଜାରି କଲେ ସରକାର
ଭୁବନେଶ୍ୱର, ୭।୧୨(ବ୍ୟୁରୋ): ରାଜ୍ୟ ସରକାର ୨୦ଟି ଖଣି ନିଲାମ ପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏ ନେଇ ଶୁକ୍ରବାର ଖଣି ନିର୍ଦ୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ୧୨ ଲୁହାପଥର, ୨ ମାଙ୍ଗାନିଜ୍ ଓ ୬…

