ମେଟ୍ରୋ

ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ହତ୍ୟା ମାମଲା: ହାଇକୋର୍ଟରେ ଅଭିଯୁକ୍ତ ଦଣ୍ଡସେନାଙ୍କ ଜାମିନ ଖାରଜ

କଟକ ଅଫିସ୍‌, ୧୪।୮: ବହୁ ଚର୍ଚ୍ଚିତ ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନ ହତ୍ୟା ମାମଲାରେ ନିମ୍ନ ଅଦାଲତରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ କାରାଦଣ୍ଡ ଭୋଗୁଥିବା ଅଭିଯୁକ୍ତ ନେତ୍ରାନନ୍ଦ ଦଣ୍ଡସେନାଙ୍କ ଜାମିନ ଆବେଦନକୁ ମଙ୍ଗଳବାର ହାଇକୋର୍ଟ ଖାରଜ କରିଦେଇଛନ୍ତି। ସ୍ବାସ୍ଥ୍ୟଗତ...

ଡେଙ୍ଗୁ ନେଲା ମହିଳାଙ୍କ ଜୀବନ: ଏସ୍‌ସିବିରେ ଚଳିତବର୍ଷର ପ୍ରଥମ ଡେଙ୍ଗୁଜନିତ ମୃତ୍ୟୁ

କଟକ ଅଫିସ,୧୪ା୮: ଏସ୍‌ସିବି ମେଡିକାଲରେ ମଙ୍ଗଳବାର ଜଣେ ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ବାଳକାଟୀ ଅଞ୍ଚଳର ଦେବକୀ ବେହେରା (୬୦)। ସେ ଗତ ୧୫ଦିନ ହେଲା ମେଡିିସିନ ବିଭାଗ ଆଇସିୟୁରେ...

ବର୍ଷା ପାଇଁ ସମ୍ବଲପୁର-ଟିଟିଲାଗଡ଼ ସେକ୍ସନରେ ସେବା ବ୍ୟାହତ: ୯ ଟ୍ରେନ ବାତିଲ, ୧୧ଟିର ଗତିପଥ ବଦଳିଲା

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ସୋମବାର ରାତିରୁ ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ଅବିରତ ବର୍ଷା ଯୋଗୁ ବିଶେଷକରି ପଶ୍ଚିମ ଓଡ଼ିଶାରେ ବନ୍ୟା ପରିସ୍ଥିତି ଉପୁଜିଛି। ଫଳରେ ସମ୍ବଲପୁର-ଟିଟିଲାଗଡ଼ ରେଳ ସେକ୍ସନରେ ସେବା ବ୍ୟାହତ ହୋଇଛି। ଅଧିକାଂଶ ସ୍ଥାନରେ ରେଳ ଧାରଣା ଉପରେ ପାଣି...

୫ ଜିଲାରେ ବନ୍ୟା, ୯ ମୃତ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ଲଘୁଚାପଜନିତ ଲଗାଣ ବର୍ଷାରେ ଦକ୍ଷିଣ-ପଶ୍ଚିମ ଓଡ଼ିଶା ସ୍ଥିତି ସଙ୍ଗିନ ହୋଇପଡ଼ିଛି। ବିଶେଷ କରି ୫ ଜିଲା ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି, ସୁବର୍ଣ୍ଣପୁର ଓ କନ୍ଧମାଳରେ ଅଧିକ ବର୍ଷା ହୋଇ ବନ୍ୟା ସୃଷ୍ଟି ହୋଇଛି। କଳାହାଣ୍ଡି ଜିଲାର କର୍ଲାମୁଣ୍ଡା...

ଆଖଣ୍ଡେଳଶ୍ୱର ମହାଦେବଙ୍କ ମନ୍ଦିର ବେଢ଼ାରେ ଆଶ୍ଚର୍ଯ୍ୟଜନିତ ଘଟଣା: କୂଅ ଓ ପୋଖରୀରେ ଭାସୁଛି ୫କେଜିର ପଥର

ନିମାପଡ଼ା,୧୩ା୮(ଡି.ଏନ୍‌.ଏ.)- ନିମାପଡ଼ା ବ୍ଲକ ଅନ୍ତର୍ଗତ ଡମ୍ପାଳୋ ଗ୍ରାମପଞ୍ଚାୟତର ଆଶାପୂରଣ ଗ୍ରାମରେ ଏକ ଆଶ୍ଚର୍ଯ୍ୟଜନିତ ଘଟଣା ଦେଖିବାକୁ ମିଳିଛି। ଗ୍ରାମର ଆରାଧ୍ୟ ଦେବତା ପ୍ରଭୁ ଆଖଣ୍ଡେଳଶ୍ୱର ମହାଦେବଙ୍କ ମନ୍ଦିର ବେଢ଼ାରେ ଥିବା ଏକ କୂଅରେ ପ୍ରାୟ ୫କେଜିର ଓଜନର ଏକ ସିମେଣ୍ଟ...

ଆସନ୍ତା ୨୭ ପର୍ଯ୍ୟନ୍ତ ବଢ଼ିଲା କାଳିଆ ଯାଞ୍ଚ ଅବଧି

ଭୁବନେଶ୍ୱର, ୧୩।୮(ବ୍ୟୁରୋ): କାଳିଆ ଯୋଜନା ପାଇଁ ଯୋଗ୍ୟ ହିତାଧିକାରୀଙ୍କ ତାଲିକା ଯାଞ୍ଚ ପାଇଁ ଅବଧି ବୃଦ୍ଧି ପାଇଛି। ବୁଧବାର ଏହି ଯାଞ୍ଚର ଶେଷ ତାରିଖ ଥିବାବେଳେ ଏହାକୁ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। କାଳିଆ ଯୋଜନାର ସମୀକ୍ଷା...

ବଢ଼ୁଛି ହୀରାକୁଦ ଜଳସ୍ତର, ବୁଧବାର ନିଷ୍କାସନ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ୨ ଦିନ ଧରି ଲଗାଣ ବର୍ଷା କାରଣରୁ ହୀରାକୁଦ ଜଳସ୍ତର ବଢ଼ିବାରେ ଲାଗିଛି। ହୀରାକୁଦ ଡ୍ୟାମ୍‌କୁ ବନ୍ୟା ଜଳ ଅଧିକ ମାତ୍ରାରେ ପ୍ରବେଶ କରୁଛି। ତେଣୁ ବୁଧବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହେବ। ହୀରାକୁଦ...

ସ୍କୁଲ ଓ ଗଣଶିକ୍ଷା ବିଭାଗର ନୂଆ ନିଷ୍ପତ୍ତି: ଇଂରାଜୀ, ଗଣିତ, ବିଜ୍ଞାନକୁ ଗୁରୁତ୍ୱ; ୪୫ ମିନିଟ ପରିବର୍ତ୍ତେ ଏଣିକି ଦେଢ଼ ଘଣ୍ଟା ପଢ଼ାଯିବ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଶିକ୍ଷାର ଉନ୍ନତି ପାଇଁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାର ଏକ ନୂଆ ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତ୍ତି ଅନୁଯାୟୀ, ସ୍କୁଲରେ ଇଂରାଜୀ, ଗଣିତ ଓ ବିଜ୍ଞାନ ବିଷୟକୁ ଅଧିକ ସମୟ ପଢ଼ାଯିବ। ପ୍ରତି ବିଷୟକୁ...

ଟ୍ରାକ୍‌ରେ ପାଣି: ରାଉରକେଲା-ଜଗଦଲପୁର ଏକ୍ସପ୍ରେସ୍‌ ବାତିଲ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଜନଜୀବନ ପ୍ରଭାବିତ ହେଉଛି। ଟ୍ରେନ୍‌ ଲାଇନ୍‌ରେ ପାଣି ଚାଲିବାରୁ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଫଳରେ ମଙ୍ଗଳବାର ରାଉରକେଲା-ଜଗଦଲପୁର ଏକ୍ସପ୍ରେସ୍‌କୁ ବାତିଲ କରାଯାଇଛି। ସମ୍ବଲପୁର ଓ ଟିଟିଲାଗଡ଼ ମଧ୍ୟରେ ଟ୍ରାକ୍‌ରେ...

କାହିଁକି ଏତେ ଦାୟିତ୍ୱହୀନତା? ଜୀବନ ନେଇଯିବ ବିପଜ୍ଜନକ ଖୁଣ୍ଟ

ଭୁବନେଶ୍ୱର,୧୩।୮(ବ୍ୟୁରୋ): ବାତ୍ୟା ଫନୀରେ ରାଜଧାନୀରେ ଶହ ଶହ ବିଦ୍ୟୁତ୍‌, ଟେଲିଫୋନ୍‌ ଓ କେବୁଲ ଖୁଣ୍ଟ ଭାଙ୍ଗିପଡିଥିବାବେଳେ ଆଉକିଛି ନଇଁଯାଇ ଝୁଲି ରହିଥିଲା। ବିଦ୍ୟୁତ୍‌ କର୍ମଚାରୀମାନେ ତରବରିଆ ଭାବେ ମରାମତି କରି ବିଦ୍ୟୁତ୍‌ ସଂଯୋଗଦେଇଥିଲେ। କେତେକ ସ୍ଥାନରେ ଅସ୍ଥାୟୀ ଭାବେ ମରାମତି...

ବର୍ଷା ଅଘଟଣରେ ୮ ମୃତ: ଏସ୍‌ଆର୍‌ସି

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ରାଜ୍ୟରେ ବର୍ଷା ଓ ବନ୍ୟା ଜନିତ ଅଘଟଣରେ ବର୍ତ୍ତମାନ ପର୍ଯ୍ୟନ ମୋଟ ୮ ଜଣଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ଆୟୋଜିତ ଏକ ସ୍ବତନ୍ତ୍ର ଖବରଦାତା ସମ୍ମିଳନୀରେ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ବିଷ୍ଣୁପଦ ସେଠୀ ସୂଚନା ଦେଇଛନ୍ତି। ତାଙ୍କ...

ଆହୁରି ୨ ଦିନ ବର୍ଷିବ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଲଘୁଚାପ ପ୍ରଭାବରେ ଆଗାମୀ ୨ ଦିନ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୪ ଜିଲାରେ ବର୍ଷା ଓ ବଜ୍ରପାତର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉକ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri