ମହିଳାଙ୍କଠାରୁ ୧.୭ଲକ୍ଷ ଟଙ୍କା ଠକେଇ, ହତ୍ୟା ଧମକ ୨ ଅଭିଯୁକ୍ତ ଗିରଫ
ଭୁବନେଶ୍ୱର,୭।୧୨(ବ୍ୟୁରୋ): ଚାକିରି କରାଇଦେବା ଆଳରେ ଜଣେ ମହିଳାଙ୍କଠାରୁ ୧ ଲକ୍ଷ ୭୦ ହଜାର ଟଙ୍କା ଠକେଇ କରିବା ସହ ହତ୍ୟା ଧମକ ଦେବା ଅଭିଯୋଗରେ କ୍ୟାପିଟାଲ ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ କନ୍ଧମାଳ ଜିଲାର ଗଣେଶ…
‘ମୋ ବସ୍’ ଷ୍ଟପ୍ରେ ପାର୍କିଂ, କାର୍ ନମ୍ବରରେ ଚାଲାଣ
ଭୁବନେଶ୍ୱର,୭।୧୨(ବ୍ୟୁରୋ): ସହରରେ ଥିବା ବିଭିନ୍ନ ‘ମୋ ବସ୍’ ଷ୍ଟପ୍ ଓ ଏହା ସମ୍ମୁଖରେ ଲୋକେ ବେଆଇନ ଭାବେ ଗାଡ଼ି ପାର୍କିଂ କରୁଛନ୍ତି। ଏଥିଯୋଗୁ ବସ୍ ଚଳାଚଳ ଓ ଯାତ୍ରୀମାନେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏ ସଂକ୍ରାନ୍ତରେ ମୋ ବସ୍ ପରିଚାଳନା କରୁଥିବା…
ଛାତ୍ର କଂଗ୍ରେସ ସୁପରିଚାଳନା ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି, ଦେବାଶିଷ ହେଲେ ଅଧ୍ୟକ୍ଷ
ଭୁବନେଶ୍ୱର,୬।୧୨(ବ୍ୟୁରୋ): ଛାତ୍ର କଂଗ୍ରେସର ସୁପରିଚାଳନା ପାଇଁ ଶୁକ୍ରବାର ଉଚ୍ଚସ୍ତରୀୟ କମିଟି ଗଠନ ହୋଇଛି। ଏଥିରେ ପୂର୍ବତନ ବିଧାୟକ ଦେବାଶିଷ ପଟ୍ଟନାୟକ କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତି କରାଯାଇଛି। ସେହିଭଳି ସ୍ବାଗତିକା ପଟ୍ଟନାୟକ, ଜିନେଶ ଦାସ କମିଟି ସଦସ୍ୟ ଭାବେ ନିଯୁକ୍ତ ହୋଇଛନ୍ତି।…
ଉଡାନ-୪ ଯୋଜନାରେ ସାମିଲ ହେବ ଓଡ଼ିଶାର ୩ ଏୟାରପୋର୍ଟ
ଭୁବନେଶ୍ୱର,୬।୧୨(ବ୍ୟୁରୋ): ଉଡାନ-୪ ଯୋଜନାରେ ରାଜ୍ୟର ୩ ଏୟାରପୋର୍ଟ ସାମିଲ ହେବ। ଜୟପୁର, ରାଉରକେଲା ଏବଂ ଉତ୍କେଲା ଏୟାରପୋର୍ଟ ଏହି ଯୋଜନାରେ ସାମିଲ ହେବା ନେଇ ମୁଖ୍ୟ ସଚିବଙ୍କ ସହ କେନ୍ଦ୍ର ବିମାନ ଚଳାଚଳ ସଚିବଙ୍କ ମିଟିଂ ନିଷ୍ପତ୍ତି ହୋଇଛି। ତେବେ ପୂର୍ବରୁ…
କାଳିଆ-ପିଏମ୍ କିଷାନ ଯୋଜନା ମିଶି ପାରିବ ନାହିଁ: ଭାଜପା
ଭୁବନେଶ୍ୱର,୬।୧୨(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପିଏମ୍ କିଷାନ ଯୋଜନା ସହ ରାଜ୍ୟ ସରକାରଙ୍କ କାଳିଆ ଯୋଜନା ମିଶିପାରିବ ନାହିଁ। ରାଜ୍ୟ ଭାଜପା ପକ୍ଷରୁ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଭାଜପା ନେତା ସମୀର ମହାନ୍ତି ଏବଂ ଗୋଲକ ମହାପାତ୍ର ଏହା କହିଛନ୍ତି। ସେମାନେ…
ହାଇଦ୍ରାବାଦରେ ଅଭିଯୁକ୍ତଙ୍କୁ ଏନ୍କାଉଣ୍ଟର ଘଟଣାକୁ ଆଇନ୍ ମନ୍ତ୍ରୀଙ୍କ ସମର୍ଥନ: କହିଲେ ‘ଯାହା ହୋଇଛି ଉଚିତ୍ ହୋଇଛି’
ଭୁବନେଶ୍ୱର,୬।୧୨(ବ୍ୟୁରୋ): ନଭେମ୍ବର ୨୭ରେ ହାଇଦ୍ରାବାଦରେ ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା ପରେ ତାଙ୍କ ମୃତଦେହକୁ ଜାଳିଦେବା ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି ପୋଲିସ। ଶୁକ୍ରବାର ଏହି ଘଟଣା ଜଣାପଡ଼ିବା ପରେ ସାଧାରଣ ଜନତାଙ୍କ ସହ ବହୁ…
ମେଧାବୀ ଛାତ୍ରୀଛାତ୍ରଙ୍କୁ ଲାପ୍ଟପ୍ ବଣ୍ଟନ କାର୍ଯ୍ୟର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୬।୧୨(ବ୍ୟୁରୋ): ୨୦୧୯-୨୦ ବର୍ଷ ପାଇଁ ମେଧାବୀ ଛାତ୍ରୀଛାତ୍ରଙ୍କୁ ଲାପ୍ଟପ୍ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଲୋକସେବା ଭବନରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୁକ୍ତ-୨ର ୧୦ଜଣ ମେଧାବୀ ଛାତ୍ରୀଛାତ୍ରଙ୍କୁ ଲାପ୍ଟପ୍ ପ୍ରଦାନ କରି ସେମାନଙ୍କ ଉଜ୍ଜଳ ଭବିଷ୍ୟତ କାମନା କରିଛନ୍ତି। ତେବେ…
ମଦ ପିଇ ସ୍କୁଲକୁ ଆସିଲେ ଶିକ୍ଷକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ, ଯାଇପାରେ ଚାକିରି: ମନ୍ତ୍ରୀ
ଭୁବନେଶ୍ୱର,୬।୧୨(ବ୍ୟୁରୋ): ମଦ ପିଇ ସ୍କୁଲକୁ ଆସିଲେ ଶିକ୍ଷକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଓସିଏସ୍(ସିସିଏ ରୁଲ୍ସ)୧୯୬୨ ରୁଲ-୧୬ ଅନୁଯାୟୀ ସେମାନଙ୍କୁ ବହିଷ୍କାର କରାଯାଇପାରେ। କୌଣସି ପରିସ୍ଥିତିରେ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ଭବିଷ୍ୟତ ସହ ଖେଳୁଥିବା ବ୍ୟକ୍ତିବିଶେଷଙ୍କ କାର୍ଯ୍ୟକଳାପଙ୍କୁ ବରଦାସ୍ତ କରାଯିବ ନାହିଁ। କ୍ୟାମ୍ପସ୍ରେ…
ବିଜୁ ଯୁବ ବାହିନୀ ଆରମ୍ଭ କରିବ ‘ନନ୍ଦିନୀ’
ଭୁବନେଶ୍ୱର, ୬।୧୨(ବ୍ୟୁରୋ):ବାଲ୍ୟବିବାହ, ଯୌତୁକ ଏବଂ ଘରୋଇ ହିଂସା ବିରୋଧରେ ସଚେତନତା ପାଇଁ ବିଜୁ ଯୁବ ବାହିନୀ ପକ୍ଷରୁ ସାମାଜିକ କାର୍ଯ୍ୟକ୍ରମ ‘ନନ୍ଦିନୀ’ ଆରମ୍ଭ କରାଯିବ। ଯୁବ ବାହିନୀ ସ୍ବେଚ୍ଛାସେବୀମାନେ ୩୧୪ଟି ବ୍ଲକ ଅଧୀନରେ ଥିବା ପ୍ରତ୍ୟେକ ଗ୍ରାମ ଓ ଓ୍ବାର୍ଡରେ ଏହି…
ପିଆଜ ଦର ଏବେ ଆକାଶଛୁଆଁ: ପୁରୁଣା ବାଲୁକାକଳାରେ ସ୍ଥିତିକୁ ଦର୍ଶାଇଲେ ସୁଦର୍ଶନ
ଭୁବନେଶ୍ୱର,୬।୧୨(ବ୍ୟୁରୋ): ପିଆଜଦର ଏବେ ଆକାଶଛୁଆଁ ହୋଇଥିବା ବେଳେ ହାଣ୍ଡିଶାଳରୁ ଆରମ୍ଭ କରି ହୋଟେଲ ପର୍ଯ୍ୟନ୍ତ ପିଆଜ ଉଭାନ ହୋଇଯାଇଛି। ଏବେ ଖୁଚୁରା ବଜାରରେ କେଜି ପିଛା ପିଆଜ ୧୪୦ ଟଙ୍କାରେ ବିକ୍ରି ହେଉଛି। ଆଗାମୀ ଦିନରେ ଏହି ଦର ଦେଢ଼ଶହ ଛୁଇଁବ…
‘ଦିଲ୍ଲୀ ହାଟ୍’ ଭଳି ଭୁବନେଶ୍ୱରରେ ହେବ ସ୍ବତନ୍ତ୍ର ହାଟ
ଭୁବନେଶ୍ୱର, ୬।୧୨(ବ୍ୟୁରୋ):ରାଜ୍ୟରେ ଥିବା ମହିଳା ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍ଏଚ୍ଜି) ଦ୍ୱାରା ଉତ୍ପାଦିତ ସାମଗ୍ରୀର ବିକ୍ରିବଟା ପାଇଁ ଭୁବନେଶ୍ୱରରେ ଖୋଲିବ ସ୍ବତନ୍ତ୍ର ହାଟ। ଦିଲ୍ଲୀର ଅର୍ବାନ ହାଟ୍ ଢାଞ୍ଚାରେ ଏହି ହାଟ ପ୍ରତିଷ୍ଠା ହେବ। ବର୍ଷକ ୧୨ମାସ ଏଠାରୁ ଲୋକେ ଗ୍ରାମୀଣ ଉତ୍ପାଦିତ…
ଭୁଲ ଚାଲାଣ କଟିଥିଲେ ଫେରସ୍ତ ମିଳିବ ଟଙ୍କା: ମନ୍ତ୍ରୀ
ଭୁବନେଶ୍ୱର,୬।୧୨(ବ୍ୟୁରୋ): ସଂଶୋଧିତ ଟ୍ରାଫିକ୍ ନିୟମ କଡ଼ାକଡ଼ି କରାଯିବା ପରେ ଉଲ୍ଲଂଘନକାରୀଙ୍କଠାରୁ ଚାଲାଣ କରାଯାଇ ମୋଟା ଅଙ୍କର ଜରିମାନା ଆଦାୟ କରାଯାଉଛି। ହେଲେ କେତେକ କ୍ଷେତ୍ରରେ ଚାଲାଣ କାଟିବାରେ ତ୍ରୁଟି ପରିଲକ୍ଷିତ ହେବାର ନଜିର ରହିଛି। ଅଭିଯୋଗଗୁଡ଼ିକ ଉପରେ ଆଲୋଚନା କରିବା ପରେ…

