ମେଟ୍ରୋ

୯ ଜିଲାରେ ପ୍ରବଳ ବର୍ଷା, ୩ ଦିନ ଯାଏ ଜାରି ରହିବ

ଭୁବନେଶ୍ୱର, ୧୨।୮(ବ୍ୟୁରୋ): ଆସନ୍ତା ୩ ଦିନ ଯାଏ ରାଜ୍ୟରେ ବର୍ଷା ଜାରି ରହିବ। ଉତ୍ତର ପୂର୍ବ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର...

ସିବିଏସ୍‌ଇ ବୋର୍ଡ ପରୀକ୍ଷା ଫି ବୃଦ୍ଧି ପ୍ରସଙ୍ଗ: ଓଡ଼ିଶା ଅଭିଭାବକ ମହାସଂଘ ପକ୍ଷରୁ ବିରୋଧ

ଭୁବନେଶ୍ୱର, ୧୨।୮(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଫି ବୃଦ୍ଧି କରିଛନ୍ତି। ହଠାତ୍‌ ଏପରି ପରୀକ୍ଷା ଫି ବୃଦ୍ଧିକୁ ଓଡ଼ିଶା ଅଭିଭାବକ ମହାସଂଘ ସୋମବାର ବିରୋଧ କରିବା ସହ ମୁଖ୍ୟମନ୍ତ୍ରୀ...

ବଢ଼ୁଛି ହୀରାକୁଦ ଜଳସ୍ତର

ଭୁବନେଶ୍ୱର, ୧୨।୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଆଉ ଏକ ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଲଗାଣ ବର୍ଷା କାରଣରୁ ହୀରାକୁଦ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଉଛି। ଡ୍ୟାମ୍‌ର ଜଳଧାରଣ କ୍ଷମତା...

ନନ୍ଦନକାନନରେ ବାଘୁଣୀର ମୃତ୍ୟୁ

ଭୁବନେଶ୍ୱର, ୧୨।୮(ବ୍ୟୁରୋ): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ସୋମବାର ଏକ ବାଘୁଣୀର ମୃତ୍ୟୁ ହୋଇଛି। ‘ପ୍ରିୟଙ୍କା’ ନାମ୍ନୀ ଏହି ବାଘୁଣୀର ବୟସ ୧୯ ବର୍ଷ ୫ ମାସ ହେବ। ବୟସାଧିକ ଯୋଗୁ ବାଘୁଣୀର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଗତ ୨ ବର୍ଷ...

୧୫ ଜିଲାକୁ ବଜ୍ରପାତ ସତର୍କତା

ଭୁବନେଶ୍ୱର, ୧୨।୮(ବ୍ୟୁରୋ): ସୋମବାର ରାଜ୍ୟର ଅନେକ ଜିଲାରେ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଛି। ଏଥିପାଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଅପରାହ୍ନ ସାଢ଼େ ଗୋଟାଏ ପର୍ଯ୍ୟନ୍ତ ସତର୍କ ରହିବାକୁ ୧୫ଟି ଜାଲାବାସୀଙ୍କୁ...

ଇଦ୍‌-ଉଲ୍‌-ଜୁହା : ଜମୁଛି ଖାଦ୍ୟର ଆସର

ମୁସଲମାନ ସମ୍ପ୍ରଦାୟର ପ୍ରମୁଖ ଦୁଇ ପର୍ବ ହେଉଛି ଇଦ୍‌-ଉଲ-ଫିତର ଓ ଇଦ୍‌-ଉଲ-ଜୁହା। ସୋମବାର ଇଦ-ଉଲ-ଜୁହା। ପବିତ୍ର ରମଜାନ ମାସର ଶେଷ ଦିନ ପରେ ଇଦ୍‌-ଉଲ-ଫିତର ପାଳନ କରାଯାଉଥିବା ବେଳେ ଏହାର ପ୍ରାୟ ଦୁଇ ମାସ ପରେ ଇଦ୍‌-ଉଲ-ଜୁହା ପର୍ବ ଆସେ।...

ନାବାଳକଙ୍କୁ ସାବାଳକ ଦର୍ଶାଇ କୋର୍ଟଚାଲାଣ ଘଟଣା : ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ମାଗିଲେ ସିପି

ଭୁବନେଶ୍ୱର,୧୨ା୮(ବ୍ୟୁରୋ) : କ୍ୟାପିଟାଲ ଥାନା ପୋଲିସର ଖାମଖିତ୍ଆଲ ତଦନ୍ତ ପାଇଁ ଜଣେ ନାବାଳକ ଛାତ୍ରଙ୍କୁ ଜେଲ୍‌ ଯିବାକୁ ପଡିଛି। ସମ୍ପୃକ୍ତ ଛାତ୍ରଙ୍କ ବୟସ ୧୭ବର୍ଷ ୪ମାସ ୧୭ ଦିନ ହୋଇଥିବାବେଳେ ପୋଲିସ ଏକ ମାମଲାରେ ତାଙ୍କୁ ଗିରଫ କରି କୋର୍ଟରେ...

ଲୋକଙ୍କ ସମସ୍ୟା ବୁଝିଲେ ଜିଲାପାଳ

କଟକ ଅଫିସ,୧୨ା୮: ଗୋପଦ ଅଭିଯାନରେ ରବିବାର ସକାଳୁ ଜିଲାପାଳ ଭବାନୀ ଶଙ୍କର ଚୟନୀ, କଟକ ମହାନଗର ନିଗମ(ସିଏମ୍‌ସି) କମିଶନର ଅନନ୍ୟା ଦାସଙ୍କ ସମେତ ସିଡିଏମଓ କଟକ ସହରର ବିଭିନ୍ନ ସ୍ଥାନ ବୁଲି ଦେଖିଥିଲେ। ସହରର କନିକା ଛକଠାରୁ ବାହାରି ସିଦ୍ଧେଶ୍ୱର...

ଏମ୍‌ଭି ପଡ଼ିଆ ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ୪ ଗିରଫ

କଟକ ଅଫିସ,୧୨ା୮: ବାଦାମବାଡ଼ି ଥାନା ଅନ୍ତର୍ଗତ ଖାନ୍‌ନଗର ଏମ୍‌ଭି ପଡିଆରେ ଗତ ଜୁଲାଇ ୧ରେ ଘଟିଥିବା ଶୁଭ୍ରାଂଶୁ ଶତପଥୀ ହତ୍ୟାକାଣ୍ଡର ରବିବାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ଘଟଣାରେ ପୋଲିସ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟଚାଲାଣ...

କମ୍ପାନୀରୁ ଚୋରି, ୨ କର୍ମଚାରୀ ଗିରଫ

ଭୁବନେଶ୍ୱର,୧୨ା୮(ବ୍ୟୁରୋ): ଖାରବେଳ ନଗର ଥାନା ଏକ ଘରୋଇ କମ୍ପାନୀରୁ ଲୁହା ଓ ଆଲୁମିନିୟମ ଚ୍ୟାନେଲ ଚୋରି କରୁଥିବାବେଳେ ୨ କର୍ମଚାରୀଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ମୟୂରଭଞ୍ଜ ଜିଲା ରାୟଘର ଅଞ୍ଚଳର ସୁଶାନ୍ତ କୁମାର ବେହେରା ଓ ଭଦ୍ରକ...

୨୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ, ମହିଳା ଗିରଫ

ଭୁବନେଶ୍ୱର,୧୨ା୮(ବ୍ୟୁରୋ): କେତେକ ସ୍ବୟଂ ସହାୟକ ଗୋଷ୍ଠୀ ଓ ମହିଳାଙ୍କଠାରୁ ୨୧ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଅଭିଯୋଗରେ ନୟାପଲ୍ଲୀ ଥାନା ପୋଲିସ ଜଣେ ମହିଳାଙ୍କୁ ରବିବାର ଗିରଫ କରିଛି। ସେ ହେଲେ ସାଲିଆ ସାହି ନୀଳକଣ୍ଠ ବସ୍ତି ଅଞ୍ଚଳରେ ରହୁଥିବା କନ୍ଧମାଳ...

କ୍ୟାପିଟାଲ ହସ୍ପିଟାଲ ଫାଣ୍ଡିରେ ପୋଲିସକୁ ମାଡ଼ ଘଟଣା : ପୋଲିସକୁ ଘାରିଛି ଆନ୍ଦୋଳନ ଭୟ

ଭୁବନେଶ୍ୱର,୧୨ା୮(ବ୍ୟୁରୋ) : ସଂଘବଦ୍ଧ ଆକ୍ରମଣର ଶିକାର ହୋଇଥିବା କ୍ୟାପିଟାଲ ହସ୍ପିଟାଲ ପାଣ୍ଡିର କନଷ୍ଟେବଳ ଅଜିତ କୁମାର ସ୍ବାଇଁଙ୍କୁ ମିଳୁନି ନ୍ୟାୟ। ଘଟଣାର ୫ଦିନ ବିତିଯାଇଛି। ନ୍ୟାୟ ପାଇଁ ସେ ଥାନା ଅଧିକାରୀଙ୍କଠାରୁ ଆରମ୍ଭ କରି ଡିସିପି ଓ ପୋଲିସ କମିଶନରଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri