ମାଣ ବସେଇଲେ ୧୦୦ ମହିଳା
ଭୁବନେଶ୍ୱର,୬।୧୨(ବ୍ୟୁରୋ):ଲକ୍ଷ୍ମୀପୁରାଣର ବାର୍ତ୍ତାକୁ ବିଶ୍ୱସ୍ତରରେ ପହଞ୍ଚାଇବା ଏବଂ ଯୁବପିଢ଼ି ତଥା ସହରବାସୀଙ୍କ ମଧ୍ୟରେ ମାଣବସା ଗୁରୁବାରର ଲୋକପ୍ରିୟତା ବୃଦ୍ଧି କରିବା ଉଦ୍ଦେଶ୍ୟରେ ‘ଶ୍ରୀ ଉତ୍ସବ’ ଅନୁଷ୍ଠାନ ପକ୍ଷରୁ ସାର୍ବଜନୀନ ମହାଲକ୍ଷ୍ମୀ ପୂଜା ଅନୁଷ୍ଠିତ ହୋଇଯାଇଛି। ଗୁରୁବାର ଶହୀଦନଗର ଦୁର୍ଗାପୂଜା ମଣ୍ଡପଠାରେ ଆୟୋଜିତ ଏହି…
ଚାଷୀଙ୍କୁ ଠକିଛନ୍ତି ରାଜ୍ୟ ସରକାର: ୧୬ରେ ସବୁ ଜିଲାରେ ଦିଆଯିବ ଏତଲା
ଭୁବନେଶ୍ୱର,୬।୧୨(ବ୍ୟୁରୋ): ଚାଷୀଙ୍କୁ ଠକିଛନ୍ତି ରାଜ୍ୟ ସରକାର ା ଏହି ଅଭିଯୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୋଧରେ ଆସନ୍ତା ୧୬ରେ ରାଜ୍ୟର ସବୁ ଜିଲାର ଏସ୍ପିଙ୍କ ନିକଟରେ ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଏତଲା ଦାଏର କରାଯିବ। ନବ ନିର୍ମାଣ କୃଷକ…
ଦେବାଳିଆ ହେଉଛି ଗ୍ରୀଡ୍କୋ
ଭୁବନେଶ୍ୱର, ୬।୧୨ (ବ୍ୟୁରୋ):ରାଜ୍ୟର ବିଦ୍ୟୁତ୍ ଭିତ୍ତିଭୂମି ଅତ୍ୟନ୍ତ ଦୟନୀୟ ଅବସ୍ଥା ଦେଇ ଗତି କରୁଛି। ଋଣଭାର ସାଙ୍ଗକୁ ବିଦ୍ୟୁତ୍ ସଙ୍କଟ ସମଗ୍ର ବ୍ୟବସ୍ଥାକୁ ଦୋହଲାଇ ଦେଲାଣି। ରାଜ୍ୟର ବିଦ୍ୟୁତ୍ ଭିତ୍ତିଭୂମି, ଉତ୍ପାଦନ ଖର୍ଚ୍ଚ, ଶୁଳ୍କ ଆଦାୟ, ଋଣ ବୋଝ, ବିଦ୍ୟୁତ୍ ବିତରଣ…
ନାରୀ ନିର୍ଯାତନାକୁ ବିରୋଧ କରି କଂଗ୍ରେସର ଶୋଭାଯାତ୍ରା
ଭୁବନେଶ୍ୱର, ୬।୧୨ (ବ୍ୟୁରୋ):ରାଜ୍ୟରେ ନାରୀ ନିର୍ଯାତନା, ବଳାତ୍କାର, ହତ୍ୟା ଓ ଅସଦାଚରଣ ପ୍ରସଙ୍ଗ ବୃଦ୍ଧି ପାଉଥିବା ଘଟଣାକୁ ପିସିସି ପକ୍ଷରୁ ତୀବ୍ର ନିନ୍ଦା କରାଯାଇଛି। ରାଜ୍ୟ ସରକାର ମା’କୁ ସମ୍ମାନ ଡିଣ୍ଡିମ ପିଟୁଥିଲା ବେଳେ ପ୍ରତିଦିନ ନାରୀ ନିର୍ଯାତନା ବଢ଼ିଚାଲିଛି। ଦୋଷୀକୁ…
ମିଶିଲା କାଳିଆ-ପିଏମ୍ କିଷାନ ଯୋଜନା
ଭୁବନେଶ୍ୱର,୬।୧୨ (ବ୍ୟୁରୋ):ରାଜ୍ୟ ସରକାର କାଳିଆ ଯୋଜନାରେ ଲୋକମାନଙ୍କୁ ପ୍ରଥମ କିସ୍ତି ପ୍ରଦାନ କରିସାରିଥିବା ବେଳେ ଏବେ ଦ୍ୱିତୀୟ କିସ୍ତି ପ୍ରଦାନ କରୁଛନ୍ତି। ତେବେ କାଳିଆ ଯୋଜନା ଆରମ୍ଭ ହେବା ପରେ କେନ୍ଦ୍ର ସରକାର ପିଏମ୍ କିଷାନ ଯୋଜନା ଚାଷୀଙ୍କ ପାଇଁ ଆରମ୍ଭ…
ବ୍ୟାଙ୍କ ମ୍ୟାନେଜର ରଞ୍ଜିତାଙ୍କ ରହସ୍ୟଜନକ ମୃତ୍ୟୁ
ଭୁବନେଶ୍ୱର,୬।୧୨ (ବ୍ୟୁରୋ):ଖଣ୍ଡଗିରି ଥାନା ବରମୁଣ୍ଡା ହାଉସିଂବୋର୍ଡ କଲୋନୀର ପ୍ଲଟ୍ ନଂ.ଏମ୍ଆଇଜି-୫୧ରେ ଜଣେ ମହିଳା ବ୍ୟାଙ୍କ ମ୍ୟାନେଜରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ନବରଙ୍ଗପୁରର ଆର୍. ରଞ୍ଜିତା ରାଓ(୩୧)। ରଞ୍ଜିତା ଅଶୋକ ନଗର ୟୁକୋ ବ୍ୟାଙ୍କର ସିନିୟର ମ୍ୟାନେଜର ଭାବେ କାର୍ଯ୍ୟ…
ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା:ସାମିଲ ହେବେ ଆହୁରି ୨ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀ
ଭୁବନେଶ୍ୱର,୬।୧୨ (ବ୍ୟୁରୋ):ରାଜ୍ୟ ସରକାରଙ୍କ ନିଜସ୍ବ ଖାଦ୍ୟ ସୁରକ୍ଷା ଯୋଜନାରେ ଆଉ ୨ ଲକ୍ଷ ୨ ହଜାର ୮୦୯ ଅନ୍ତର୍ଭୁକ୍ତ କରାଯିବ। ଯେଉଁ ଯୋଗ୍ୟ ହିତାଧିକାରୀ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ହୋଇପାରିନାହାନ୍ତି, ସେମାନଙ୍କୁ ଏହି ତାଲିକାରେ ଅନ୍ତର୍ଭୁକ୍ତ କରିବା ପାଇଁ…
ରାଜଧାନୀ ମଡେଲ ସ୍କୁଲ ଲାଗି ଖଣ୍ଡଗିରି ନିକଟରେ ଜାଗା ଚିହ୍ନଟ
ଭୁବନେଶ୍ୱର,୬।୧୨ (ବ୍ୟୁରୋ):ରାଜ୍ୟର ବର୍ତ୍ତମାନ ୨୧୪ଟି ବ୍ଲକରେ ମଡେଲ ସ୍କୁଲ ରହିଛି। ଏହିସବୁ ମଡେଲ ସ୍କୁଲରେ ଛାତ୍ରୀନିବାସ ରହିଥିବାବେଳେ ଛାତ୍ର ନିବାସ ଏବଂ ଖେଳପଡ଼ିଆ ବ୍ୟବସ୍ଥା ରହିନାହିଁ। ତେଣୁ ଆଗକୁ ରାଜଧାନୀ ଭୁବନେଶ୍ୱରରେ ଏକ ଇଣ୍ଟିଗ୍ରେଟେଡ ମଡେଲ ସ୍କୁଲ ଖୋଲିବା ଲାଗି ରାଜ୍ୟ…
ସଂସଦୀୟ ବ୍ୟାପାର ବିଭାଗରେ କାର୍ଯ୍ୟକାରୀ ହେବ ୫-ଟି
ଭୁବନେଶ୍ୱର,୬।୧୨ (ବ୍ୟୁରୋ): ସଂସଦୀୟ ବ୍ୟାପାର ବିଭାଗରେ ୫-ଟି କାର୍ଯ୍ୟକାରୀ କରାଯିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି କ୍ରମରେ ୫-ଟି ଆଧାରରେ ବିଭାଗରେ କେତେକ ପଦକ୍ଷେପ ଗ୍ରହଣ କରିବାକୁ ପ୍ରସ୍ତାବ ରହିଛି। ବିଧାନସଭାରେ ଏକକାଳୀନ ବ୍ୟାଖ୍ୟାକରଣ ଓ ସେବାପ୍ରଦାନ ବ୍ୟବସ୍ଥାକୁ ଇଂଲିଶରୁ…
ବାଲୁକାକଳାରେ ସୁଦର୍ଶନଙ୍କ ବାର୍ତ୍ତା: ‘ମହିଳାଙ୍କୁ ସମ୍ମାନ ଦିଅ’
ଭୁବନେଶ୍ୱର, ୫।୧୨(ବ୍ୟୁରୋ): ଦେଶ ତଥା ରାଜ୍ୟରେ ଏବେ ନାରୀ ନିର୍ଯାତନା, ବଳାତ୍କାର, ହତ୍ୟା ଭଳି ଘଟଣା ଦିନକୁ ଦିନ ବଢ଼ିଚାଲିଥିବା ବେଳେ ମହିଳାମାନଙ୍କୁ ସମ୍ମାନ ଦେବାକୁ ବାର୍ତ୍ତା ଦେଇଛନ୍ତି ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ପୁରୀ ବେଳାଭୂମିରେ ଭାରତ ମାନଚିତ୍ରରେ ମହିଳାଙ୍କୁ ସ୍ଥାନ…
କିଷାନ ସହ ମିଶ୍ରଣ ପ୍ରସଙ୍ଗରେ ବର୍ଷିଲା ନବ ନିର୍ମାଣ କୃଷକ ସଂଗଠନ: କହିଲା ‘ଭୋଟ ହାତେଇବା ପାଇଁ ‘କାଳିଆ’ ଏକ ଚାଲ୍ ଥିଲା’
ଭୁବନେଶ୍ୱର,୫।୧୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ‘କିଷାନ’ ଯୋଜନା ଓ ରାଜ୍ୟ ସରକାରଙ୍କ ‘କାଳିଆ’ ଯୋଜନା ମିଶ୍ରଣ ସୁନିଶ୍ଚିତ ହୋଇଛି। ଆସନ୍ତା ଆର୍ଥିକ ବର୍ଷରୁ ଏହା ଲାଗୁ ହେବାକୁ ଯାଉଛି। ଏହାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି ନବ ନିର୍ମାଣ କୃଷକ ସଂଗଠନ। ନିର୍ବାଚନ…
ଆଜି ଶେଷ ହେବ କୋଣାର୍କ ଉତ୍ସବ: ବିଦେଶାଗତ ବାଲୁକାଶିଳ୍ପୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୫।୧୨(ବ୍ୟୁରୋ): ଚନ୍ଦ୍ରଭାଗା ବେଳାଭୂମିରେ କୋଣାର୍କ ଉତ୍ସବ ଅବସରରେ ଭାଗ ନେବାକୁ ଆସିଥିବା ବିଦେଶୀ ବାଲୁକାଶିଳ୍ପୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଆମେରିକା, କାନାଡ଼ା, ରୁଷିଆ, ଆୟାର୍ଲାଣ୍ଡ, ଡେନମାର୍କ ଓ ଟୋଗୋର ୬ଜଣ ଶିଳ୍ପୀଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି।…

