ଖଣ୍ଡଗିରି ଅଞ୍ଚଳର ଯୁବତୀଙ୍କୁ ବଳାତ୍କାର ଘଟଣା: ପୀଡ଼ିତାଙ୍କୁ ଭେଟିଲେ ମହିଳା କମିଶନ ଅଧ୍ୟକ୍ଷା
ଭୁବନେଶ୍ୱର,୫।୧୨(ବ୍ୟୁରୋ): ଖଣ୍ଡଗିରି ଥାନା ଅଞ୍ଚଳର ବଳାତ୍କାର ପୀଡ଼ିତାଙ୍କୁ ମହିଳା କମିଶନ ଅଧ୍ୟକ୍ଷା ମିନତୀ ବେହେରା ଗୁରୁବାର ଭେଟିଛନ୍ତି। ପ୍ରଥମେ ଖଣ୍ଡଗିରି ଥାନାରେ ପହଞ୍ଚିବା ପରେ ପୀଡ଼ିତାଙ୍କ ଘରକୁ ଯାଇ ତଥ୍ୟ ସଂଗ୍ରହ କରିବା ସହ ବିଭିନ୍ନ ବିଷୟ ଅନୁଧ୍ୟାନ କରିଥିବା ଜଣାପଡ଼ିଛି।…
‘କିଷାନ’ ସହ ମିଶ୍ରଣ ପରେ ବି ‘କାଳିଆ’ ଯୋଜନା ଚାଲୁ ରହିବ: କୃଷି ମନ୍ତ୍ରୀ
ଭୁବନେଶ୍ୱର,୫।୧୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ କିଷାନ ଯୋଜନା ସହ ‘କାଳିଆ’ର ମିଶ୍ରଣ ପ୍ରସଙ୍ଗ ନେଇ ମୁହଁ ଖୋଲିଛନ୍ତି କୃଷି ମନ୍ତ୍ରୀ ଅରୁଣ ସାହୁ। ସେ କହିଛନ୍ତି, କାଳିଆ ଲାଭ ଲୋକଙ୍କ ପାଖକୁ ଯିବ। କାଳିଆ-କିଷାନର ମିଶ୍ରଣ ହେବ। କାଳିଆ ଯୋଜନା ଚାଲୁ ରହିବ। ଏପରିକି…
ଲଘୁ ଖଣିଜ ଚୋରି ରୋକିବାକୁ ଆସିବ ନୂଆ ନିୟମ
ଭୁବନେଶ୍ୱର,୫ା୧୨ (ବ୍ୟୁରୋ): କେବଳ ବଡ଼ ବଡ଼ ଖଣି ନୁହେଁ, ଲଘୁ ଖଣିଜ ପଦାର୍ଥ ଚୋରି ମଧ୍ୟ ରାଜ୍ୟରେ ଅତିମାତ୍ରାରେ ବୃଦ୍ଧି ପାଉଛି। ଏହାକୁ ନେଇ ଅନେକ ସମୟରେ ବିରୋଧୀ ଦଳ ସଦସ୍ୟମାନେ ବିଧାନଭାରେ ଉଦ୍ବେଗ ପ୍ରକାଶ କରିଆସୁଛନ୍ତି। ରାଜ୍ୟ ସରକାର ଏହି…
ବାହାରୁ ଔଷଧ ଲେଖି ଶିଶୁରୋଗ ବିଶେଷଜ୍ଞ ନିଲମ୍ବିତ
ଭୁବନେଶ୍ୱର, ୫ା୧୨(ବ୍ୟୁରୋ)/ ବଲାଙ୍ଗୀର ଅଫିସ/ପାଟଣାଗଡ, (ଡି.ଏନ୍.ଏ.): ଶିଶୁରୋଗୀଙ୍କ ପାଇଁ ବାହାରୁ ଔଷଧ ଲେଖିବା ଶିଶୁରୋଗ ବିଶେଷଜ୍ଞଙ୍କୁ ମହଙ୍ଗା ପଡ଼ିଛି। ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡ ଚିକିତ୍ସାଳୟର ଶିଶୁରୋଗ ବିଶେଷଜ୍ଞ ଡା. ବିଜୁ ଅଗ୍ରୱାଲଙ୍କୁ ଏଭଳି ଅପରାଧ ଲାଗି ରାଜ୍ୟ ସରକାର ବୁଧବାର…
ଖରିଫ୍ ଋତୁ ଧାନ ସଂଗ୍ରହ ୨୦୧୯-୨୦: ୧୩୦୦ରୁ ଅଧିକ ଚାଷୀଙ୍କ ସହ ଫୋନ୍ ଯୋଗେ କଥାବାର୍ତ୍ତା
ଭୁବନେଶ୍ୱର,୫ା୧୨(ବ୍ୟୁରୋ): ଧାନ ସଂଗ୍ରହ କିପରି ଚାଲୁଛି, ସେ ସମ୍ପର୍କରେ ପ୍ରତ୍ୟକ୍ଷ ଖବର ନେବା ପାଇଁ ଏଯାବତ୍ ୧୩୦୦ରୁ ଅଧିକ ଚାଷୀଙ୍କ ସହ କଲ୍ସେଣ୍ଟର ଜରିଆରେ କଥାବାର୍ତ୍ତା କରାଯାଇଥିବା ଜଣାପଡିଛି। ଚଳିତ ଖରିଫ୍ ଋତୁ ୨୦୧୯-୨୦ରେ ଧାନ ସଂଗ୍ରହ କାର୍ଯ୍ୟ ଗତ ନଭେମ୍ବରରୁ…
୩୧,୧୮୮ ଚାଷୀ ୨୧,୧୯,୫୦୧ କୁଇଣ୍ଟାଲ ଧାନ ବିକିଲେ
ଭୁବନେଶ୍ୱର, ୫ା୧୨(ବ୍ୟୁରୋ): ୨୦୧୯-୨୦ ଖରିଫ୍ ଧାନ ସଂଗ୍ରହ ବର୍ଷର ମଙ୍ଗଳବାର ସୁଦ୍ଧା ୩୧ ହଜାର ୧୮୮ ଜଣ ଚାଷୀ ମୋଟ ୨୧ ଲକ୍ଷ ୧୯ ହଜାର ୫୦୧ କୁଇଣ୍ଟାଲ୍ ବିଭିନ୍ନ ଧାନ ସଂଗ୍ରହ କେନ୍ଦ୍ରରେ ବିକ୍ରି କରିଛନ୍ତି, ଯାହାକି ଗତବର୍ଷ ତୁଳନାରେ…
ମିଶନ୍ ସୁବିଦ୍ୟା କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୫ା୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଲୋକସେବା ଭବନରୁ ମିଶନ୍ ସୁବିଦ୍ୟା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ରାଜ୍ୟର ଅନୁସୂଚିତ ଜାତି(ଏସ୍ସି), ଅନୁସୂଚିତ ଜନଜାତି(ଏସ୍ଟି) ହଷ୍ଟେଲଗୁଡିକରେ ସର୍ବନିମ୍ନ ସୁବିଧା ଉପଲବ୍ଧ କରାଇବା ପାଇଁ ଏହା କାର୍ଯ୍ୟ କରିବ। ଏଥିପାଇଁ ସଂପୃକ୍ତ ବିଭାଗ ପକ୍ଷରୁ…
ରେକର୍ଡ ଭାଙ୍ଗିଲା ପିଆଜ ଦର: ଛତ୍ରବଜାରରେ ୧୪୦ ଛୁଇଁଲା
କଟକ ଅଫିସ୍,୫।୧୨: ପିଆଜ ଦର ବୃଦ୍ଧି ରୋକିବାକୁ ସରକାର ଯେତେ ପଦକ୍ଷେପ ନେଉଥିଲେ ମଧ୍ୟ ତାହା କମିବାର ନାଁ ନେଉନି। ଦେଶର ଅଧିକାଂଶ ସ୍ଥାନରେ ପିଆଜ ଦର କିଲୋ ପିଛା ୧୫୦ ଟଙ୍କାରେ ପହଞ୍ଚିଛି। ଗଲା କିଛି ଦିନ ଧରି ପିଆଜର…
୪ଜଣଙ୍କୁ ବଞ୍ଚାଇଥିବା ଟ୍ରାଫିକ୍ କନ୍ଷ୍ଟେବଳ ପୁରସ୍କୃତ
ଭୁବନେଶ୍ୱର,୫ା୧୨(ବ୍ୟୁରୋ): ୪ଜଣଙ୍କ ଜୀବନ ବଞ୍ଚାଇଥିବା ଜଣେ ଟ୍ରାଫିକ କନ୍ଷ୍ଟେବଳଙ୍କୁ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ପୁରସ୍କୃତ କରିଛନ୍ତି। କନ୍ଷ୍ଟେବଳ ଜଣକ ହେଲେ ଲଳିତ ମୋହନ ରାଉତ। ଗତ ୩୦ ତାରିଖ ରାତି ସାଢେ ୮ଟାବେଳେ ଲଳିତ କଟକ ଶିଖରପୁର ଟ୍ରାଫିକ ପୋଷ୍ଟରେ…
ଡ୍ରାଇଭରଙ୍କ ମୃତଦେହ ମିଳିବା ଘଟଣା: ହତ୍ୟା ମାମଲା ରୁଜୁକଲା ପୋଲିସ
ଭୁବନେଶ୍ୱର, ୫ା୧୨(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଶ୍ରୀବିହାରସ୍ଥିତ ଏକ ଆପାର୍ଟମେଣ୍ଟ ନିକଟ ପାଚେରୀ କଡ଼ରୁ ସନ୍ଦେହଜନକ ଅବସ୍ଥାରେ ଜଣେ କାର୍ ଡ୍ରାଇଭରଙ୍କ ମୃତଦେହକୁ ପୋଲିସ ସୋମବାର ଉଦ୍ଧାର କରିଥିଲା। ମୃତକ ଜଣକ ହେଲେ ପୁରୀ ଜିଲା ବ୍ରହ୍ମଗିରି ଅଞ୍ଚଳର ସୁନୀଲ୍ ସେଠୀ। ପ୍ରାଥମିକ…
ପ୍ରହଲ୍ଲାଦ ନାଟକର ଶାସ୍ତ୍ରୀୟ ଉପସ୍ଥାପନାରେ ଦର୍ଶକ ମନ୍ତ୍ରମୁଗ୍ଧ
କୋଣାର୍କ,୫ା୧୨(ଡି.ଏନ.ଏ.): ସୂର୍ଯ୍ୟମନ୍ଦିର ପାଦଦେଶ ମୁକ୍ତାକାଶ ରଙ୍ଗମଞ୍ଚରେ ଚାଲିଥିବା କୋଣାର୍କ ଉତ୍ସବର ଚତୁର୍ଥ ସାରେ କଳାକାରମାନେ କୁଚିପୁଡ଼ି ଓ ଓଡ଼ିଶୀରେ ଦେଶଭକ୍ତି ଓ ପୁରାଣର ପ୍ରସଙ୍ଗ ନିଖୁଣ ଉପସ୍ଥାପନ କରିଥିଲେ। ସାର ପ୍ରଥମ ପ୍ରସ୍ତୁତି ଥିଲା କୁଚୁପୁଡ଼ି ଶାସ୍ତ୍ରୀୟ ନୃତ୍ୟରେ ଭାରତ-ଭାରତୀ। ସୁପ୍ରସିଦ୍ଧ…
ସ୍ମାର୍ଟ ସିଟିରେ ଡିଜିଟାଲ କିଓସ୍କ: ଗୋଟିଏ ସ୍ଥାନରେ ଏକାଧିକ ନାଗରିକ ସେବା
ଭୁବନେଶ୍ୱର, ୫ା୧୨ (ବ୍ୟୁରୋ): ରାଜଧାନୀରେ ନାଗରିକଙ୍କୁ ଗୋଟିଏ ସ୍ଥାନରେ ସମସ୍ତ ସେବା ଯୋଗାଇ ଦେବାକୁ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ (ବିଏସ୍ସିଏଲ) ପକ୍ଷରୁ ସହରର ୭୫ଟି ସ୍ଥାନରେ ସ୍ଥାପନ ହେବ ଡିଜିଟାଲ କିଓସ୍କ। ଜନଗହଳିପୂର୍ଣ୍ଣ ପ୍ରମୁଖ ସ୍ଥାନରେ ୨୫ଟି ଓ ବିଭିନ୍ନ…

