ଆଜି ରାଜ୍ୟସ୍ତରୀୟ ସତ୍ସଙ୍ଗ କର୍ମୀ ସମ୍ମିଳନୀ: ଯୋଗଦେବେ ପୂଜନୀୟ ବାବାଇଦା
ଭୁବନେଶ୍ୱର,୧୧।୮(ବ୍ୟୁରୋ): ସ୍ଥାନୀୟ ସତ୍ସଙ୍ଗ ବିହାରଠାରେ ରବିବାର ରାଜ୍ୟସ୍ତରୀୟ ସତ୍ସଙ୍ଗ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହେବ। ଏଥିରେ ସତ୍ସଙ୍ଗର ପ୍ରଶାସକ ପୂଜନୀୟ ଅର୍କଦ୍ୟୁତି ଚକ୍ରବର୍ତ୍ତୀ ‘ବାବାଇଦା’ଙ୍କର ଉଦ୍ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ସୂଚନାଯୋଗ୍ୟ, ସତ୍ସଙ୍ଗର ଆଚାର୍ଯ୍ୟଦେବ ଶ୍ରୀଶ୍ରୀଦାଦାଙ୍କ ଆଶୀର୍ବାଦକ୍ରମେ ଆସନ୍ତା ନଭେମ୍ବର...
ଫାସେଟ ପକ୍ଷରୁ ଆରମ୍ଭ ହେଲା କାର୍ଯ୍ୟକ୍ରମ ‘ନକ୍ସା’: ସ୍ବଳ୍ପ ଖର୍ଚ୍ଚରେ ହେବ ସୁନ୍ଦର ଘର
ଭୁବନେଶ୍ୱର, ୧୧।୮(ବ୍ୟୁରୋ): ସ୍ବଳ୍ପ ଖର୍ଚ୍ଚରେ ଘର ତିଆରି କରିବାକୁ ଚାହଁୁଥିବା ଲୋକେ ଯେପରି ସମସ୍ୟା ଅନୁଭବ ନ କରନ୍ତି ସେଥିପାଇଁ ଫାସେଟ୍ ସଂସ୍ଥା ପକ୍ଷରୁ ବ୍ୟବସ୍ଥା କରାଯାଇଛି। ଶନିବାର ଏ ନେଇ ପୁରୁଣାଭୁବନେଶ୍ୱର ସ୍ଥିତ ଭଜନମଣ୍ଡପରେ ଏକ କାର୍ଯ୍ୟକ୍ରମ ‘ନକ୍ସା’ର...
ନୂଆ ରୂପ ନେଲା ରୂପାଲି ହାଟ, ୨୨୦ ପିଣ୍ଡିକୁ ମିଳିଲା ସ୍ମାର୍ଟ ଲୁକ୍
ଭୁବନେଶ୍ୱର, ୧୧।୮(ବ୍ୟୁରୋ): ବାତ୍ୟା ‘ଫନୀ’ରେ ସମ୍ପୂର୍ଣ୍ଣ ଭାବେ ଭାଙ୍ଗିଯାଇଥିବା ଶହୀଦନଗର ରୂପାଲି ହାଟର ପୁନରୁଦ୍ଧାର ହୋଇଛି। ଇଟା, ସିମେଣ୍ଟରେ ସ୍ବତନ୍ତ୍ର ପିଣ୍ଡି ତିଆରି କରାଯିବା ସହ ଆଲୁମିନିୟମ ପାଇପ୍, ଲୁହା ଆଙ୍ଗେଲ ଓ ନୂଆ ଆଜ୍ବେଷ୍ଟସ୍ ଦ୍ୱାରା ଛପର କରାଯାଇଛି।...
ବସନ୍ତପୁର ପ୍ରାଥମିକ ବିଦ୍ୟାଳୟ: ଶିକ୍ଷକ ନ ଥିବାରୁ ତାଲା ପକାଇଲେ ଗ୍ରାମବାସୀ
ପୁରୁଣା ଭୁବନେଶ୍ୱର,୧୧।୮(ଡି.ଏନ.ଏ.): ଭୁବନେଶ୍ୱର ଉପକଣ୍ଠ ବସନ୍ତପୁର ଶାସନର ଗ୍ରାମବାସୀ ବସନ୍ତପୁର ପ୍ରାଥମିକ ବିଦ୍ୟାଳୟରେ ପିଲାଙ୍କ ପାଠ ପଢାଇବାକୁ ଶିକ୍ଷକଙ୍କ ସଂଖ୍ୟା କମ୍ ଥିବାରୁ ଶନିବାର ତାଲା ପକାଇଥିଲେ। ୧୯୧୨ମସିହାରେ ସ୍ଥାପିତ ଏହି ବିଦ୍ୟାଳୟଟି ନାନା ସମସ୍ୟା ଦେଇ ଗତି କରୁଛି।...
ରାଜଧାନୀରେ ୩୦ ମହିଳାଙ୍କଠାରୁ ଲୁଟ୍ ଘଟଣା: ଧରାପଡ଼ିଲା ୨ଜଣିଆ ଲୁଟେରା ଗ୍ୟାଙ୍ଗ୍; ୧୫ ମୋବାଇଲ, ୩୦ ଭ୍ୟାନିଟି, ସୁନା ଅଳଙ୍କାର, ବାଇକ୍ ଜବତ
ଭୁବନେଶ୍ୱର, ୧୧।୮(ବ୍ୟୁରୋ): ରାଜଧାନୀରେ ଗତ କିଛିମାସ ହେବ ମାତିଥିବା ଭ୍ୟାନିଟି ଓ ମୋବାଇଲ୍ ଫୋନ୍ ଲୁଟେରା ଗ୍ୟାଙ୍ଗ୍କୁ ଠାବ କରିଛି କମିଶନରେଟ ପୋଲିସ। ଏହି ୨ଜଣିଆ ଗ୍ୟାଙ୍ଗ୍ର ସଦସ୍ୟ କଳା ପଲ୍ସରରେ ଆସି ମହିଳାଙ୍କଠାରୁ ଲୁଟ୍ପାଟ କରୁଥିଲେ। ଇତିମଧ୍ୟରେ ୩୦...
ଆଜି ଉତ୍ତର, ପଶ୍ଚିମ ଓଡ଼ିଶାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର, ୧୧।୮(ବ୍ୟୁରୋ)- ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହୋଇଛି। ଏହା ଫଳରେ ରାଜ୍ୟରେ ବର୍ଷାର ପରିମାଣ କମିଯାଇଛି। ଶନିବାର ବଲାଙ୍ଗୀରରେ ସର୍ବାଧିକ ୧୨ ମିଲିମିଟର ବର୍ଷା ହୋଇଥିବାବେଳେ ଅନୁଗୋଳ, ମାଲକାନଗିରି, ସୋନପୁର, ଗୋପାଳପୁର, ସମ୍ବଲପୁର, ଝାରସୁଗୁଡ଼ାରେ ମଧ୍ୟ ବର୍ଷା...
ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ଆରମ୍ଭ ହେବ ପୁସ୍ତକ ପ୍ରକାଶନ ସମ୍ବନ୍ଧୀୟ ସାର୍ଟିଫିକେଟ କୋର୍ସ
ଭୁବନେଶ୍ୱର, ୧୧।୮(ବ୍ୟୁରୋ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ଏକ ନୂତନ ପାଠ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି। ଚଳିତ ଶିକ୍ଷାବର୍ଷରୁ ପୁସ୍ତକ ପ୍ରକାଶନ ସମ୍ବନ୍ଧୀୟ ଏକ ସାର୍ଟିଫିକେଟ କୋର୍ସ ଆରମ୍ଭ ହେବ। ଏହି ୪ମାସିଆ ପାଠ୍ୟକ୍ରମ ପାଇଁ ୩୦ସିଟ୍ ରହିଥିବାବେଳେ କୋର୍ସ ଫି’...
ଜଳପଥରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା: ହାଇଆଲର୍ଟରେ ୭ ଜିଲାର ମେରାଇନ ଥାନା, ପାଟ୍ରୋଲିଂ କଡ଼ାକଡ଼ି ନିର୍ଦ୍ଦେଶ
ଭୁବନେଶ୍ୱର,୧୧।୮(ବ୍ୟୁରୋ): ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟିବା ପରେ ପାକିସ୍ତାନ ରକ୍ତ ଚାଉଳ ଚୋବାଇଛି। ଭାରତ ସହ କୂଟନୈତିକ, ବାଣିଜି୍ୟକ ଆଦି ସମ୍ପର୍କ ଛିନ୍ନ କରିବା ସହ ବିମାନ, ଟ୍ରେନ, ବସ୍ ଚଳାଚଳ ବନ୍ଦ କରିଛି। ପ୍ରତିଶୋଧ ନେବା ପାଇଁ ଭାରତରେ...
ସୁପ୍ରିମକୋର୍ଟ ନିର୍ଦ୍ଦେଶର ଓଲଟା ରାସ୍ତାରେ ସରକାର
ଭୁବନେଶ୍ୱର,୧୧।୮(ବ୍ୟୁରୋ): ନାଗରିକଙ୍କ ସବୁ ଅନ୍ତରଙ୍ଗ ତଥ୍ୟ ଆଧାର କାର୍ଡରେ ଲିପିବଦ୍ଧ। ଏହାକୁ ସରକାରୀ କିମ୍ବା ବେସରକାରୀ ସଂସ୍ଥା ଅପବ୍ୟବହାର କରୁଥିବାର ବହୁ ଦୃଷ୍ଟାନ୍ତ ରହିଛି। ତେଣୁ ବ୍ୟକ୍ତି ବିଶେଷଙ୍କ ଗୋପନୀୟ ତଥ୍ୟଗୁଡ଼ିକୁ କୌଣସି ପରିସ୍ଥିତିରେ ଜନକଲ୍ୟାଣକାରୀ ଯୋଜନାରେ ଦେବାକୁ ବାଧ୍ୟତାମୂଳକ...
ନାବାଳକଙ୍କୁ ସାବାଳକ କଲା ପୋଲିସ
ଭୁବନେଶ୍ୱର, ୧୧ା୮(ବ୍ୟୁରୋ): ପୋଲିସର ଖାମଖିଆଲି ତଦନ୍ତ ପାଇଁ ଦୋଷୀ ଖସି ଯାଉଥିବାବେଳେ ଅନେକ ନିର୍ଦ୍ଦୋଷ ସଜା କାଟୁଥିବା ନଜିର ରହିଛି। ଏଭଳି କାର୍ଯ୍ୟଧାରାକୁ ନେଇ ଓଡ଼ିଶା ପୋଲିସ ବାରମ୍ବାର ନିନ୍ଦିତ ହେଉଛି। ଏବେ ଖୋଦ୍ ଭୁବନେଶ୍ୱର କମିଶନରେଟ ପୋଲିସ ଅଞ୍ଚଳରେ...
ସ୍ବାଧୀନତା ଦିବସ ପାଳନ ସ୍ଥାନ ପରିବର୍ତ୍ତନ ପ୍ରସଙ୍ଗ; ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ବିରୋଧୀ ଯାହା କହୁଛନ୍ତି ୧୦ ବର୍ଷ ଧରି ଶୁଣୁଛୁ: ବିଜେଡି
ଭୁବନେଶ୍ୱର,୧୦।୮(ବ୍ୟୁରୋ): ସ୍ବାଧୀନତା ଦିବସ ପାଳନ ଲାଗି ସ୍ଥାନ ପରିବର୍ତ୍ତନ କରିବା ଏବଂ ବିନା କାରଣରେ ଗଣପ୍ୟାରେଡ୍ ବନ୍ଦ କରିବା ନିଷ୍ପତ୍ତି ନେଇ ରାଜ୍ୟ ସରକାରଙ୍କୁ ଭାଜପା ପ୍ରଶ୍ନ କରିବା ନେଇ ପ୍ରତିକ୍ରିୟା ରଖିଛନ୍ତି ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ...
ସ୍ବାଧୀନତା ଦିବସ ପାଳନ ଲାଗି ସ୍ଥାନ ପରିବର୍ତ୍ତନ, ଗଣପ୍ୟାରେଡ୍ ବନ୍ଦ ନିଷ୍ପତ୍ତି ଦୁର୍ଭାଗ୍ୟଜନକ; କାରଣ କ’ଣ ଉତ୍ତର ରଖନ୍ତୁ: ଭାଜପା
ଭୁବନେଶ୍ୱର,୧୦।୮(ବ୍ୟୁରୋ): ସ୍ବାଧୀନତା ଦିବସ ପାଳନ ଲାଗି ସ୍ଥାନ ପରିବର୍ତ୍ତନ କରିବା ଏବଂ ବିନା କାରଣରେ ଗଣପ୍ୟାରେଡ୍ ବନ୍ଦ କରିବା ନିଷ୍ପତ୍ତି ନେଇ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରିଛି ଭାଜପା। ୭୨ ବର୍ଷ ଧରି ଚାଲି ଆସୁଥିବା ଏହି ପରମ୍ପରା ଭଙ୍ଗ...
Archives


