ମେଟ୍ରୋ

ରାଜ୍ୟର ୧୨ ହସ୍ପିଟାଲରେ ଏଲ୍‌ଇଡି ଡିସ୍‌ପ୍ଲେ ବୋର୍ଡ ଉନ୍ମୋଚିତ: ସ୍ବାସ୍ଥ୍ୟସେବା ସଂକ୍ରାନ୍ତ ସୂଚନା ପାଇବେ ଜନସାଧାରଣ

ଭୁବନେଶ୍ୱର, ୯ା୮(ବ୍ୟୁରୋ): ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସଚେତନତା ବୃଦ୍ଧି ତଥା ସ୍ବାସ୍ଥ୍ୟସେବା ସମ୍ପର୍କିତ ସମସ୍ତ ଅପ୍‌ଡେଟ୍‌ ସୂଚନା ଲୋକଙ୍କ ନିକଟରେ ପହଞ୍ଚାଇବା ଉଦ୍ଦେଶ୍ୟରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଶୁକ୍ରବାର କ୍ୟାପିଟାଲ ହସ୍ପିଟାଲ ପରିସରରେ ଏଲ୍‌ଇଡି ଡିସପ୍ଲେ...

ଆଜି ସୁଆର ମହାସୁଆର ନିର୍ବାଚନ

ପୁରୀ ଅଫିସ, ୯ା୮: ଶ୍ରୀମନ୍ଦିରର ସୁଆର ମହାସୁଆର ନିଯୋଗ ନିର୍ବାଚନ ଶନିବାର ଅନୁଷ୍ଠିତ ହେବ। ମୋଟ ୩୭ ଜଣ ପ୍ରାର୍ଥୀ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବେଳେ ୧୫ ଜଣ ନିର୍ବାଚିତ ହେବେ। କୋଇଲି ବୈକୁଣ୍ଠ ପରିସରରେ ଥିବା ନିଯୋଗ କାର୍ଯ୍ୟାଳୟରେ...

ବାଡ଼ି ନୃସିଂହଙ୍କ ଚାରି ଆଶ୍ରମ ବିଜେ

ପୁରୀ ଅଫିସ, ୯ା୮: ପବିତ୍ର ଶ୍ରାବଣ ଶୁକ୍ଳ ନବମୀ ତିଥିରେ ଶୁକ୍ରବାର ବାଡ଼ି ନୃସିଂହ ଶ୍ରୀକ୍ଷେତ୍ରର ଚାରି ଆଶ୍ରମ ବିଜେ କରିଛନ୍ତିି। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ବଢିବା ପରେ ନୃସିଂହ ଠାକୁର ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଝୁଲଣ ମଣ୍ଡପ ତଳେ...

ଆଜିଠୁ ଶ୍ରୀମନ୍ଦିରରେ ଝୁଲଣ ଯାତ୍ରା: ଚଳଚଞ୍ଚଳ ଶ୍ରୀକ୍ଷେତ୍ରର ମଠ ମନ୍ଦିର

ପୁରୀ ଅଫିସ, ୯ା୮: ଶ୍ରାବଣ ଶୁକ୍ଳ ଦଶମୀ ତିଥି ଅର୍ଥାତ୍‌ ଶନିବାରଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଝୁଲଣ ଯାତ୍ରା। ୭ ଦିନ ବ୍ୟାପୀ ଏହି ଝୁଲଣ ଯାତ୍ରା ଚାଲିବ। ଏଥିସହ ଶ୍ରୀକ୍ଷେତ୍ରର ଅନ୍ୟାନ୍ୟ ମଠ, ମନ୍ଦିରରେ ମଧ୍ୟ ଝୁଲଣ ଯାତ୍ରା...

ଶ୍ରୀଲୋକନାଥ ମନ୍ଦିର: ବେଢ଼ାରେ ଜମିଛି ପାଣି, ଭକ୍ତଙ୍କ ଦର୍ଶନରେ ବାଧା

ପୁରୀ ଅଫିସ, ୯ା୮: ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିରରେ ପାଣି ଜମିଛିି। ପ୍ରାୟ ଫୁଟେ ଉଚ୍ଚର ପାଣି ଭିତର ବେଢ଼ାରେ ଜମି ଥିବାରୁ ଭକ୍ତଙ୍କ ଦର୍ଶନରେ ବାଧା ଉପୁଜିଛି। ବର୍ଷା ପାଣି ଜମି ରହିଥିବାରୁ ଏଣେତେଣେ ଅଳିଆ ଆବର୍ଜନା ଭାସି...

ଶ୍ରୀନଗର ବିମାନବନ୍ଦରରେ ୟେଚୁରୀ, ଡି.ରାଜାଙ୍କୁ ଅଟକ ପ୍ରସଙ୍ଗ: ଓଡ଼ିଶା ରାଜ୍ୟ କମିଟିର ପ୍ରତିବାଦ

ଭୁବନେଶ୍ୱର,୯।୮(ବ୍ୟୁରୋ): ସିପିଆଇ(ଏମ୍‌) ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ ଏବଂ ସିପିଆଇ ସାଧାରଣ ସମ୍ପାଦକ ଡି.ରାଜାଙ୍କୁ ଶ୍ରୀନଗର ବିମାନବନ୍ଦରରେ ଅଟକ ରଖିବାକୁ ବିରୋଧ କରିଛି ଦଳର ଓଡ଼ିଶା ରାଜ୍ୟ କମିଟି। ଏହା ଭାଜପାର ବେଆଇନ୍‌, ଅଗଣତାନ୍ତ୍ରିକତା, ଏକଛତ୍ରବାଦୀ ନୀତିକୁ ପ୍ରତିଫଳନ କରୁଛି...

ଜାଣନ୍ତୁ..ଅଗଷ୍ଟ ୧୫ରେ କିଏ କେଉଁଠି ପତାକା ଉତ୍ତୋଳନ କରିବେ

ଭୁବନେଶ୍ୱର,୯।୮(ବ୍ୟୁରୋ): ଅଗଷ୍ଟ ୧୫, ସ୍ବାଧୀନତା ଦିବସ ଉପଲକ୍ଷେ ଶୁକ୍ରବାର ବିଭିନ୍ନ ସ୍ଥାନରେ ମନ୍ତ୍ରୀମାନଙ୍କ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ସ୍ଥିର ହୋଇଛି। ଭୁବନେଶ୍ୱରସ୍ଥ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହେବାକୁ ଥିବା ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ଉତ୍ତୋଳନ...

ଅଗଷ୍ଟ ୧୬ରେ ପାଳିତ ହେବ ପ୍ରଫେସର ମନମୋହନ ମହାନ୍ତିଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ

ଭୁବନେଶ୍ୱର,୯।୮(ବ୍ୟୁରୋ): ଆସନ୍ତା ୧୬ ତାରିଖରେ ସ୍ଥାନୀୟ ରୋଟାରୀ ଭବନରେ ‘ହୋପ୍‌ ଫାଉଣ୍ଡେଶନ’ ପକ୍ଷରୁ ସ୍ବର୍ଗତ ପ୍ରଫେସର ମନମୋହନ ମହାନ୍ତିଙ୍କର ପ୍ରଥମ ଶ୍ରାଦ୍ଧବାର୍ଷିକୀ ପାଳନ କରାଯିବ। ଏନେଇ ସ୍ପେଶାଲ ସର୍କିଟ ହାଉସ୍‌ରେ ଶୁକ୍ରବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ...

ହସ୍‌ପିଟାଲରେ ଏଲ୍‌ଇଡି ଡିସ୍‌ପ୍ଲେ ବୋର୍ଡ ଉନ୍ମୋଚିତ, ମିଳିବ ସ୍ବାସ୍ଥ୍ୟ ସେବା ସମ୍ପର୍କିତ ସୂଚନା

ଭୁବନେଶ୍ୱର,୯।୮(ବ୍ୟୁରୋ): ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଜନସଚେତନତା ବୃଦ୍ଧି ତଥା ସ୍ବାସ୍ଥ୍ୟ ସେବା ସମ୍ପର୍କିତ ସମସ୍ତ ଅପ୍‌ଡେଟ୍‌ ସୂଚନା ଲୋକଙ୍କ ନିକଟରେ ପହଞ୍ଚିବ। ଏଥି ନିମନ୍ତେ କ୍ୟାପିଟାଲ୍‌ ହସ୍ପିଟାଲ ସମେତ ରାଜ୍ୟର ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ଅନ୍ୟ...

ଭୁବନେଶ୍ୱରକୁ ୫୦ ଇ-ବସ୍‌ ଦେବ କେନ୍ଦ୍ର

ଭୁବନେଶ୍ୱର,୯।୮(ବ୍ୟୁରୋ) : କେନ୍ଦ୍ର ସରକାରଙ୍କ ଭାରୀ ଉଦ୍ୟୋଗ ବିଭାଗ ପକ୍ଷରୁ ‘ଫେମ୍‌ ଇଣ୍ଡିଆ ଯୋଜନା’ର ଦ୍ୱିତୀୟ ପର୍ଯ୍ୟାୟରେ ଦେଶରେ ୫୫୯୫ ବିଦ୍ୟୁତ୍‌ ଚାଳିତ ବସ୍‌ (ଇ-ବସ୍‌) ଚଳାଚଳ ପାଇଁ ମଞ୍ଜୁରି ମିଳିଛି। ସହର ଭିତରେ ଓ ଗୋଟିଏ ସହରରୁ ଅନ୍ୟ...

ରାଜଧାନୀରେ ଏନ୍‌କାଉଣ୍ଟର ମାମଲା : ଗ୍ୟାଙ୍ଗ୍‌ର ୯ ସଦସ୍ୟ ଗିରଫ

ଭୁବନେଶ୍ୱର,୯।୮(ବ୍ୟୁରୋ) : ଲୁଟପାଟ ଓ ଡକାୟତି ଗ୍ୟାଙ୍ଗ୍‌ର ୯ ସଦସ୍ୟଙ୍କୁ ପୋଲିସ ଗିରଫ କରିଛି। ୫ଜଣଙ୍କୁ ଏନ୍‌କାଉଣ୍ଟର କରିଥିବାବେଳେ ଅନ୍ୟ ୪ଜଣଙ୍କୁ ବିଭିନ୍ନ ସ୍ଥାନରୁ ଗିରଫ କରିଛି। ଏନ୍‌କାଉଣ୍ଟରରେ ଆହତ ୫ଜଣ କଟକ ବଡ ମେଡିକାଲରେ ଚିକିସତ୍ିତ ହେଉଛନ୍ତି। ଅନ୍ୟ...

ଜ୍ୟୋତିର୍ମୟୀ ମହାନ୍ତିଙ୍କୁ ଶିଶୁ ବିଜ୍ଞାନ ସମ୍ମାନ

କଟକ ଅଫିସ, ୯।୮: ଲୋକପ୍ରିୟ ବିଜ୍ଞାନ ଲେଖିକା ତଥା ଶିଶୁ ସାହିତି୍ୟକା ଡ. ଜ୍ୟୋତିର୍ମୟୀ ମହାନ୍ତିଙ୍କୁ ଶିଶୁ ବିଜ୍ଞାନ ସାହିତ୍ୟ ସମ୍ମାନରେ ସମ୍ମାନିତ କରାଯାଇଛି। ତାଙ୍କୁ ବିଜ୍ଞାନ ପ୍ରଚାର ସମିତିର ୭୧ତମ ପ୍ରତିଷ୍ଠା ଦିବସ ଅବସରରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ଉଦ୍ଭିଦ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri