ମେଟ୍ରୋ

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ମାମଲା: ସରକାରଙ୍କ ନୂତନ କମିଟିକୁ ରଦ୍ଦ ପାଇଁ ଆବେଦନ

କଟକ ଅଫିସ,୩।୧୨:ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନିମନ୍ତେ ରାଜ୍ୟ ସରକାର ୫ବର୍ଷ ତଳେ ଏକ କମିଶନ ଗଠନ କରିଥିଲେ। ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ସି.ଆର୍‌. ପାଲ୍‌ଙ୍କ ଅଧ୍ୟକ୍ଷତାରେ ଏହି କମିଶନ ଗଠନ କରାଯାଇଥିଲା। ମାତ୍ର ସରକାର ଗତ…

୩ ମାସରେ ୮୫୮୩ ମଦ୍ୟପ ଡ୍ରାଇଭର ଗିରଫ

ଭୁବନେଶ୍ୱର, ୩।୧୨:(ବ୍ୟୁରୋ): ନୂଆ ମୋଟରଯାନ ଆଇନ ଲାଗୁହେବା ପରଠୁ ରାଜ୍ୟ ପୋଲିସ ପକ୍ଷରୁ ଧରପଗଡ ଜୋରଦାର କରାଯାଉଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ପୋଲିସ ବିଭାଗ ପକ୍ଷରୁ ମଦ୍ୟପ ଡ୍ରାଇଭରଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଶେଷ ୩ ମାସରେ…

ପ୍ରଥମ ଦିନରେ ୬୩୩ଜଣଙ୍କୁ ଧରାଗଲା ଚାଲାଣ: ଏଣିକି ଅନ୍‌ଲାଇନରେ ଲର୍ନିଂ ଲାଇସେନ୍ସ, ଫିଟ୍‌ନେସ

ଭୁବନେଶ୍ୱର,୩।୧୨:(ବ୍ୟୁରୋ): ଆଗକୁ ଆଉ ଲର୍ନିଂ ଲାଇସେନ୍ସ କାଗଜରେ ଦିଆଯିବ ନାହିଁ। ଏଥର ଏହା ଅନ୍‌ଲାଇନ ମାଧ୍ୟମରେ ମିଳିବ। ଆର୍‌ଟିଓ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ସେହିପରି ଫିଟ୍‌ନେସ ସାର୍ଟିଫିକେଟ ମଧ୍ୟ ଆଉ କାଗଜ ମାଧ୍ୟମରେ ଦିଆ ନ ଯାଇ ଅନ୍‌ଲାଇନ ମାଧ୍ୟମରେ…

ନଦୀକୁ ବିପଦ ବର୍ଜ୍ୟପାଣି

ଭୁବନେଶ୍ୱର,୩।୧୨: (ବ୍ୟୁରୋ): ଓଡ଼ିଶାରେ ବଡ଼ ନଦୀ ସମେତ ଉପନଦୀକୁ ମିଶାଇ ପ୍ରାୟ ୩୩ଟି ନଦୀ ବିଭିନ୍ନ ଜିଲା ଦେଇ ପ୍ରବାହିତ ହେଉଛି। ଜଳବାୟୁ ପରିବର୍ତ୍ତନ ସହ ଅନ୍ୟାନ୍ୟ କାରଣରୁ ଏହି ନଦୀଗୁଡ଼ିକ ମଧ୍ୟରୁ ଅଧିକାଂଶରେ ଜଳ ପ୍ରବାହ ହ୍ରାସ ପାଇଗଲାଣି। ଏପରିକି…

ନିରଞ୍ଜନଙ୍କ ବିରୋଧରେ ଦିଲ୍ଲୀ ଗଲେ ୬ ନେତ୍ରୀ

ଭୁବନେଶ୍ୱର, ୩।୧୨:(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ପଦବୀରୁ ହଟାଇବା ପାଇଁ ଦଳର କେତେଗୁଡ଼ିଏ ଗୋଷ୍ଠୀ ସମ୍ପୂର୍ଣ୍ଣ ସକ୍ରିୟ ହୋଇପଡ଼ିଛନ୍ତି। ନିକଟରେ ଗୋଟିଏ ଗୋଷ୍ଠୀ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟି ନିରଞ୍ଜନଙ୍କୁ ନ ହଟାଇଲେ ଦଳ ଆଗକୁ…

ଆଜି ଗଣଶିକ୍ଷା ବିଭାଗ ଆଣିବ ମଧୁ ଆପ୍‌

ଭୁବନେଶ୍ୱର,୩।୧୨(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତୁତ କରାଯାଇଥିବା ମଧୁ ଆପ୍‌କୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉଦ୍‌ଘାଟନ କରାଯିବ। ଉତ୍କଳମଣି ମଧୁସୂଦନ ଦାସଙ୍କ ନାମରେ ଏହି ଆପ୍‌ଟିକୁ ନାମିତ କରାଯାଇଛି। ଏହି ଆପ୍‌ ପ୍ରଥମେ ଗଞ୍ଜାମ ଜିଲା…

ମାର୍ଚ୍ଚ ୩୧ ସୁଦ୍ଧା ନିଲାମ ହେବ ୨୦ ଖଣି

ଭୁବନେଶ୍ୱର/ଯୋଡ଼ା,୩।୧୨(ବ୍ୟୁରୋ/ଡି.ଏନ୍‌.ଏ. ): ୨୦୨୦ ମାର୍ଚ୍ଚ ୩୧ ସୁଦ୍ଧା ଲିଜ୍‌ ଅବଧି ଶେଷ ହେଉଥିବା ୨୦ ଖଣିର ପୁନଃ ଟେଣ୍ଡର କରାଯିବ। ଏ ନେଇ ଖଣି ଓ ଇସ୍ପାତ ବିଭାଗ ଯୁଗ୍ମ ସଚିବ ମଞ୍ଜୁଲତା ସ୍ବାଇଁ ସୋମବାର ଖଣି ନିର୍ଦ୍ଦେଶକଙ୍କୁ ଚିଠି (ସଂଖ୍ୟା-…

ସୁଷମା ସଙ୍ଗୀତ ସଦନର ସଙ୍ଗୀତ ସନ୍ଧ୍ୟା ରୋଜା ଜାନେମନ.., ୟେ ହସିଁ ୱାଦିୟାଁ..

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ରୋଜା ଜାନେମନ.., ୟେ ହସିଁ ୱାଦିୟାଁ.., ଝୋଙ୍କା ହୱା କା.., ତୁମ୍‌ ବିନ୍‌ ଜିୟା ଯାଏ.., ଚନ୍ଦାରେ ଚନ୍ଦାରେ.., ଘୁଙ୍ଘଟ ମେ ଚେହେରା.., ମେରେ ୟାରା ଦିଲ୍‌ ଦାରା.., ସାଥିୟାଁ ତୁନେ କ୍ୟା କିୟା.., ତୁମ୍ସେ ମିଲ୍ନେ କି.., ୟେ…

ଭଉଣୀଙ୍କୁ ମାଡ଼ମାରି ଭାଇ ଗିରଫ

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ସମ୍ପର୍କୀୟ ଭଉଣୀକୁ ମାଡମାରିବା ଓ ଅସଦାଚାରଣ କରିଥିବା ଅଭିଯୁକ୍ତ ଭାଇଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ ସୋମବାର ଗିରଫ କରିଛି। ସେ ହେଲେ ଯାଜପୁର ଜିଲା ମଙ୍ଗରାଜପୁର ଅଞ୍ଚଳର ଲାକୁନ ମଲ୍ଲିକ। ସୂଚନା ମୁତାବକ ଏହି ଥାନା ଅଞ୍ଚଳରେ ଅଭିଯୁକ୍ତ ଲାକୁନାଙ୍କ…

୨୩ରୁ ତ୍ରୟୋଦଶ ଯୋଗିନୀ ମହୋତ୍ସବ ଅରୁଣା ମହାନ୍ତି ପାଇବେ ନୃତ୍ୟ ପ୍ରତିଭା ସମ୍ମାନ

ବାଳକାଟୀ,୩ା୧୨(ଡି.ଏନ୍‌.ଏ)- ଆସନ୍ତା ୨୩ତାରିଖରେ ତ୍ରୟୋଦଶ ଯୋଗିନୀ ମହୋତ୍ସବ ରାଜଧାନୀ ଉପକଣ୍ଠ ପ୍ରସିଦ୍ଧ ତନ୍ତ୍ରପୀଠ ବାଳକାଟୀର ମହାମୟୀ ଚଉଷଠି ଯୋଗିନୀଙ୍କ ମନ୍ଦିର ପ୍ରାଙ୍ଗଣରେ ୩ଦିନ ଧରି ଅନୁଷ୍ଠିତ ହେବ। ଭୁବନେଶ୍ୱର ନୃତ୍ୟ ପ୍ରତିଭା ଅନୁଷ୍ଠାନ ଏବଂ ବାଲିଅନ୍ତା ପଞ୍ଚୟତ ସମିତି ଆନୁକୂଲ୍ୟରେ ଆୟୋଜିତ…

ରାଜ୍ୟରେ ବଳାତ୍କାର ମାମଲା ବଢିଚାଲିଛି, ମୁଖ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ: ପ୍ରଦୀପ୍ତ ନାୟକ

ଭୁବନେଶ୍ୱର, ୩।୧୨(ବ୍ୟୁରୋ): ପୁରୀରେ ଘଟିଥିବା ଲଜ୍ଜାଜନକ ଘଟଣାକୁ ନେଇ ବିରୋଧୀ କଂଗ୍ରେସ ଏବଂ ଭାଜପା ରାଜ୍ୟ ସରକାରଙ୍କୁ ଘେରିଛନ୍ତି। କଂଗ୍ରେସ ନବୀନ ନିବାସ ଘେରାଉ କରିଥିବାବେଳେ ଭାଜପା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଇସ୍ତଫା ଦାବି କରିଛି। ବିରୋଧୀ ଦଳ ନେତା ପ୍ରଦୀପ୍ତ…

ଭାରତୀ ନନ୍ଦୀ ପାଇବେ ‘ଯୁଗଳ କିଶୋର ଦତ୍ତ ଅନୁବାଦ ପୁରସ୍କାର’

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ଲେଖାଲେଖି ପତ୍ରିକା ତରଫରୁ ଚଳିତବର୍ଷ ଲାଗି ‘ଯୁଗଳ କିଶୋର ଦତ୍ତ ଅନୁବାଦ ପୁରସ୍କାର’ ଘୋଷଣା କରାଯାଇଛି। ଖ୍ୟାତନାମା ଅନୁବାଦିକା ଭାରତୀ ନନ୍ଦୀ ୨୦୧୯ ମସିହା ଲାଗି ଏହି ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଆସନ୍ତା ୨୪ ତାରିଖରେ ବିଶିଷ୍ଟ ଅନୁବାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?