ଆୟୋଗ ବିରୋଧରେ ଅପପ୍ରଚାରକୁ ଓପିଏସ୍ସିର ଖଣ୍ଡନ: -ଅପପ୍ରଚାର କଲେ ପରବର୍ତ୍ତୀ ପରୀକ୍ଷାରୁ ବଞ୍ଚିତ ହେବେ
ଭୁବନେଶ୍ୱର,୮।୮(ବ୍ୟୁରୋ)- ଓଡିଶା ସିଭିଲ୍ ସର୍ଭିସ୍-୨୦୧୫ ଏବଂ ସହକାରୀ ଉପବିଭାଗ ଅଧିକାରୀ-୨୦୧୮(ଏ.ଏସ୍.ଓ) ପରୀକ୍ଷାରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ହେଲେ ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଗୁରୁବାର ଏହାକୁ ଖଣ୍ଡନ କରାଯାଇଛି। ଆୟୋଗ ପକ୍ଷରୁ କୁହାଯାଇଛି ଯେ, କେତେକ ପ୍ରାର୍ଥୀ ଗଣମାଧ୍ୟମ...
ପେଣ୍ଠକଟାର ସ୍ବଚ୍ଛତା ଉପରେ ଜିଲାପାଳଙ୍କ ଗୁରୁତ୍ୱ
ପୁରୀ ଅଫିସ, ୮ା୮: ବାତ୍ୟା ଫନୀରେ ପୁରୀ ସହରସ୍ଥ ବସ୍ତିଗୁଡ଼ିକ ମଧ୍ୟରୁ ସମୁଦ୍ର ଉପକୂଳ ପେଣ୍ଠକଟା ବସ୍ତି ଅଧିକ କ୍ଷତିଗ୍ରସ୍ତ ହୋଇଥିଲା। ଏଠାରେ ବ୍ୟାପକ ସଂଖ୍ୟାରେ ଘର ଭାଙ୍ଗିଥିଲା। ତେଣୁ ଏହି ଅଞ୍ଚଳର ସ୍ବଚ୍ଛତା ଓ ପରିମଳ ଉପରେ ଗୁରୁତ୍ୱ...
କାର୍ଯ୍ୟକ୍ଷମ ହେବ ଜୟପୁର ‘ସେବା ପେପର ମିଲ୍’: ମିଳିବ ସରକାରୀ ସହାୟତା
ଭୁବନେଶ୍ୱର,୮।୮(ବ୍ୟୁରୋ)- କୋରାପୁଟ ଜିଲାର ଜୟପୁର ନିକଟସ୍ଥ ସେବା ପେପର ମିଲ୍କୁ କାର୍ଯ୍ୟକ୍ଷମ କରାଯିବ। ଏ ନେଇ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଗୁରୁବାର ସଚିବାଳୟରେ ଅନୁଷ୍ଠିତ ହୋଇଯାଇଛି। ଶିଳ୍ପ ଓ ଏମ୍ଏସ୍ଏମ୍ଇ ଏବଂ ଗୃହ ବିଭାଗୀୟ ମନ୍ତ୍ରୀ କ୍ୟାପ୍ଟେନ ଦିବ୍ୟଶଙ୍କର...
ଲୋକାୟୁକ୍ତ ସଦସ୍ୟଭାବେ ଦାୟିତ୍ୱ ନେଲେ ରାଜେନ୍ଦ୍ର ଶର୍ମା
ଭୁବନେଶ୍ୱର, ୮।୮(ବ୍ୟୁରୋ): ନୂଆ ଦାୟିତ୍ୱ ଗ୍ରହଣ କଲେ ବିଦାୟୀ ଡିଜିପି ରାଜେନ୍ଦ୍ର ପ୍ରସାଦ ଶର୍ମା। ଲୋକାୟୁକ୍ତ ସଦସ୍ୟ ଭାବେ ସେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବାହ୍ନରେ ଡିଜିପି ଦାୟିତ୍ୱ ହସ୍ତାନ୍ତର କରିଥିଲେ ରାଜେନ୍ଦ୍ର ପ୍ରସାଦ।
୧୨ କୋଟି ଜିଏସ୍ଟି ଠକି ବ୍ୟବସାୟୀ ଗିରଫ
କଟକ ଅଫିସ, ୮।୮: ଜିଏସ୍ଟି ଠକେଇ ମାମଲାରେ ବଲାଙ୍ଗୀରର ଜଣେ ବ୍ୟବସାୟୀଙ୍କୁ ଗୁରୁବାର ଗିରଫ କରାଯାଇଛି। ସେ ହେଲେ ଟିଟଲାଗଡ଼ର ତୀର୍ଥଙ୍କର ପଟେଲ। ତୀର୍ଥଙ୍କର ୧୨ କୋଟି ୮୪ ଲକ୍ଷ ଟଙ୍କା ଠକେଇ କରିଥିବା ଜଣାପଡ଼ିଛି। ରାଜ୍ୟ ଜିଏସ୍ଟି କମିଶନଙ୍କ...
ଉପବାଚସ୍ପତି ରଜନୀକାନ୍ତ ସିଂହ ଆହତ
ଭୁବନେଶ୍ୱର, ୮।୮(ବ୍ୟୁରୋ): ଓଡ଼ିଶା ବିଧାନସଭାର ଉପବାଚସ୍ପତି ରଜନୀକାନ୍ତ ସିଂହ ଗୁରୁବାର ଆହତ ହୋଇଛନ୍ତି। ଝୁଣ୍ଟିପଡ଼ିବାରୁ ତାଙ୍କ ଆଣ୍ଠୁରେ ଗୁରୁତର ଆଘାତ ଲାଗିଥିବା ସୂଚନା ମିଳିଛି।
ପୋଲିସ ଡିଜି ଭାବେ ଦାୟିତ୍ୱ ଗ୍ରହଣକଲେ ବି.କେ. ଶର୍ମା
ଭୁବନେଶ୍ୱର, ୮।୮(ବ୍ୟୁରୋ): ବରିଷ୍ଠ ଆଇପିଏସ୍ ଅଧିକାରୀ ବିଜୟ କୁମାର ଶର୍ମା ଗୁରୁବାର ପୋଲିସ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ଡିଜିପି ଥିବା ଡା. ରାଜେନ୍ଦ୍ର ପ୍ରଶାଦ ଶର୍ମା ଲୋକାୟୁକ୍ତ ସଦସ୍ୟ ଭାବେ ମନୋନୀତ ହେବା ପରେ...
ଅବପାତର ରୂପ ନେଲା ଲଘୁଚାପ: ୬ଟି ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର, ୮।୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ଓଡିଶାର ୬ଟି ଜିଲାରେ ଗୁରୁବାର ପ୍ରବଳରୁ ୍ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ...
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୨୨ ପ୍ରକଳ୍ପ ଉଦ୍ଘାଟିତ: ‘ପୁଞ୍ଜିନିବେଶରେ ଶୀର୍ଷ ୩ କ୍ଷେତ୍ରରେ ସ୍ଥାନ ପାଇବ ଓଡ଼ିଶା’
ଭୁବନେଶ୍ୱର, ୮ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୨୨ ନୂତନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ସଚିବାଳୟରୁ ମେକ୍ ଇନ୍ ଓଡ଼ିଶା କାର୍ଯ୍ୟକ୍ରମ ଜରିଆରେ ମୁଖ୍ୟମନ୍ତ୍ରୀ ୧୦ଟି ପ୍ରକଳ୍ପର ଉଦ୍ଘାଟନ କରିଥିବା ବେଳେ ୧୨ଟିର ଗ୍ରାଉଣ୍ଡ ବ୍ରେକିଙ୍ଗ ହୋଇଛି। ପ୍ରକଳ୍ପ ଉଦ୍ଘାଟନ...
ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ବିରୋଧ
ଭୁବନେଶ୍ୱର, ୮ା୮(ବ୍ୟୁରୋ): କେନ୍ଦ୍ର ସରକାର କଶ୍ମୀରରୁ ଧାରା ୩୭୦କୁ ଉଚ୍ଛେଦ କରି ଏକ କେନ୍ଦ୍ର ଶାସିତ ଅଞ୍ଚଳ କରିଛନ୍ତି। ଫଳରେ କଶ୍ମୀରବାସୀଙ୍କୁ ଆତ୍ମନିର୍ଣ୍ଣୟର ଅଧିକାରରୁ ବଞ୍ଚତ୍ତ କରିଛନ୍ତି। ଏ ନେଇ ସିପିଆଇ (ଏମ୍-ଏଲ୍) ରେଡ୍ଷ୍ଟାର ସମେତ ବିଭିନ୍ନ ଗଣତାନ୍ତ୍ରିକ ମାନବିକ...
୬ ମାସରେ ୫୨୧ଥର ଅଯଥା ଚେନ୍ ପୁଲିଂ
ଭୁବନେଶ୍ୱର,୮ା୮(ବ୍ୟୁରୋ): ଭାରତୀୟ ରେଲଓ୍ବେ ସର୍ବଦା ବିଳମ୍ବରେ ପହଞ୍ଚତ୍ବା ଲାଗି ସମାଲୋଚିତ ହୋଇ ଆସିଛି। କିନ୍ତୁ ଏମିତି ଏକ ତଥ୍ୟ ମିଳିଛି, ଯେଉଁଥିରେ ଟ୍ରେନ ବିଳମ୍ବ ହେବାରେ ମୁଖ୍ୟ କାରଣ କେତେକ ଅସଚେତନ ଯାତ୍ରୀ ହଁ ଦାୟୀ। ଭୁବନେଶ୍ୱର ରେଳ ଷ୍ଟେଶନ...
ମାଇଁ ସିଟି ଆୱାର୍ଡସ୍ର ଦ୍ୱିତୀୟ ସଂସ୍କରଣ: ୮ ବିଶିଷ୍ଟ ବ୍ୟକ୍ତି ସମ୍ବର୍ଦ୍ଧିତ
ଭୁବନେଶ୍ୱର, ୮ା୮(ବ୍ୟୁରୋ): ଓଡିଶାର ପ୍ରଥମ ଇଂରାଜୀ ପ୍ରକାଶନ ମାଇଁ ସିଟି ଲିଙ୍କସ୍ ପକ୍ଷରୁ ମାଇଁ ସିଟି ଆୱାର୍ଡସ୍ର ଦ୍ୱିତୀୟ ସଂସ୍କରଣ ବୁଧବାର ସ୍ଥାନୀୟ ହୋଟେଲ ସ୍ବସ୍ତି ପ୍ରିମିୟମଠାରେ ଆୟୋଜିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର, କଟକ ଓ ପୁରୀକୁ ନେଇ...
Archives


