ଭୁବନେଶ୍ୱର ସାହିତ୍ୟ ସମାଜ ଅଧିବେଶନ: ଗୁଣାତ୍ମକତା ଉପରେ ଗୁରୁତ୍ୱ ଦିଅନ୍ତୁ ସମ୍ପାଦକ
ଭୁବନେଶ୍ୱର,୩ା୧୨(ବ୍ୟୁରୋ): ଓଡ଼ିଶାରେ ପତ୍ରିକା ସଂପାଦନା ଅନେକ ସମ୍ଭାବନା ଓ ସ୍ବପ୍ନକୁ ସାକାର କରିବା କ୍ଷେତ୍ରରେ ତତ୍ପର ହେବା ଆବଶ୍ୟକ। ପତ୍ରିକାର ଗୁଣାତ୍ମକ ମାନ ତାହାର ସଫଳ ସଂପାଦନା ଉପରେ ନିର୍ଭର କରେ। ପାଠକୀୟ ଆଦୃତି, ଲେଖକୀୟ ଆକର୍ଷଣ ଓ ପ୍ରକାଶକୀୟ ଆନ୍ତରିକତା…
୭ରୁ ଡଗ୍ ଶୋ ଭାଗନେବେ ୩୦ପ୍ରଜାତିର ୩୦୦ କୁକୁର ପ୍ରଥମଥର ପାଇଁ ହେବ ‘ବିଗଲ ସ୍ପେଶିଆଲିଟି’
ଭୁବନେଶ୍ୱର,୩ା୧୨(ବ୍ୟୁରୋ): ଓଡ଼ିଶା କେନେଲ କ୍ଲବ ପକ୍ଷରୁ ‘ଡଗ୍ ଶୋ’ ଆସନ୍ତା ୭ ତାରିଖଠାରୁ ଆରମ୍ଭ ହେବ। ଏନେଇ କ୍ଲବ୍ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଲାଣି। ପ୍ରତିଯୋଗିତାର କାର୍ଯ୍ୟସୂଚୀ ଏବଂ କେଉଁ ବିଚାରକ ଆସିବେ ସ୍ଥିର ହୋଇସାରିଲାଣି। ଦୁଇଦିନ…
ଅନ୍ଲାଇନ୍ରେ ଶମ୍ବର ଶିଙ୍ଗ ବିକ୍ରି, ଜଣେ ଗିରଫ
ଭୁବନେଶ୍ୱର, ୩ା୧୨(ବ୍ୟୁରୋ): ଅନ୍ଲାଇନ୍ରେ ଶମ୍ବର ଶିଙ୍ଗ ବିକ୍ରି କରୁଥିବା ଜଣେ ଯୁବକକୁ ଗିରଫ କରିଛି ଓ୍ବାଇଲ୍ଡ ଲାଇଫ୍ କ୍ରାଇମ କଣ୍ଟ୍ରୋଲ ବ୍ୟୁରୋ (ଡବ୍ଲ୍ୟୁସିସିବି)। ଗିରଫ ଯୁବକ ଜଣକ ହେଲେ ଯାଜପୁର ବ୍ରହ୍ମବରଦାର ଦେବୀ ପ୍ରସନ୍ନ ବେହେରା। ଦେବୀ ପ୍ରସନ୍ନ ଶମ୍ବର ଶିଙ୍ଗ…
ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ‘ମୁଁ ବି ସକ୍ଷମ’
ଭୁବନେଶ୍ୱର,୩ା୧୨(ବ୍ୟୁରୋ): ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଅବସରରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଆନୁକୂଲ୍ୟରେ ଇଡ୍କଲ୍ ଅଡିଟୋରିୟମ୍ରେ ୨ ଦିନିଆ ଚଳଚ୍ଚିତ୍ର ଉତ୍ସବ ଏବଂ ଫଟୋଚିତ୍ର ପ୍ରଦର୍ଶନୀ ସୋମବାରଠାରୁ ଆରମ୍ଭ ହୋଇଛି। ବିଭାଗୀୟ ଶାସନ ସଚିବ ଭାସ୍କରଜ୍ୟୋତି ଶର୍ମାଙ୍କ ଦ୍ୱାରା…
ଶ୍ରୀମନ୍ଦିର ନିରାପତ୍ତା ବଳୟ ପାଇଁ ଅଭୂତପୂର୍ବ ସମର୍ଥନ: ୪୦ ଦିନରେ ୭୫ ପ୍ରତିଶତ ଜମି ସଂଗ୍ରହ
ଭୁବନେଶ୍ୱର,୩।୧୨(ବ୍ୟୁରୋ): ଶ୍ରୀମନ୍ଦିର ନିମନ୍ତେ ନିରାପତ୍ତା ବଳୟ ସୃଷ୍ଟି ପାଇଁ ଏହାର ୭୫ ମିଟର ପରିସରରେ ଥିବା ସ୍ଥାବର ସମ୍ପତ୍ତି ତ୍ୟାଗ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ଜନ୍ମାଷ୍ଟମୀ ଦିନ ଜନସାଧାରଣଙ୍କୁ ନିବେଦନ କରିଥିଲେ। ଏହାପରେ ଆରମ୍ଭ ହୋଇଥିଲା ଜମି ଅଧିଗ୍ରହଣ…
୨୫ କଂଗ୍ରେସ କର୍ମୀ ଗିରଫ
ଭୁବନେଶ୍ୱର,୩।୧୨(ବ୍ୟୁରୋ): ପୁରୀରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣାରେ ରାଜ୍ୟ କଂଗ୍ରେସ ପକ୍ଷରୁ ତୀବ୍ର ନିନ୍ଦା କରାଯିବା ସହ ରାତିରେ ନବୀନ ନିବାସ ଘେରାଉ ଉଦ୍ୟମ କରାଯାଇଥିଲା। ମାଷ୍ଟରକ୍ୟାଣ୍ଟିନସ୍ଥିତ କଂଗ୍ରେସ ଭବନରୁ ଶତାଧିକ କର୍ମୀ ରାତି ପ୍ରାୟ ୧୧ଟାରେ କ୍ୟାଣ୍ଡେଲ ଧରି ନବୀନ ନିବାସ…
ଥଇଥାନ୍ ଦାବିରେ ବ୍ୟବସାୟୀ ଅଟଳ: ଫେରିଲା ଉଚ୍ଛେଦକାରୀ ଟିମ୍
କଟକରୋଡ଼,୨।୧୨(ଡି.ଏନ୍.ଏ.): ଥଇଥାନ ଦାବିରେ ବ୍ୟବସାୟୀ ଅଟଳ, ଉଚ୍ଛେଦକାରୀ ଟିମ୍କୁ ଲୋକଙ୍କ ବିରୋଧ ପରେ ଅଧିକାରୀମାନଙ୍କୁ ଫେରିବାକୁ ପଡ଼ିଛି। ସୋମବାର ଏଭଳି ଏକ ଘଟଣା ଘଟିଛି ଲକ୍ଷ୍ମୀସାଗର ଅଞ୍ଚଳରେ। ସୂଚନାନୁଯାୟୀ, ଲକ୍ଷ୍ମୀସାଗର ହାଇସ୍କୁଲ ପାର୍ଶ୍ୱରେ ଦୀର୍ଘ ବର୍ଷ ଧରି ୨୦ରୁ ଊର୍ଦ୍ଧ୍ୱ ବ୍ୟବସାୟୀ…
ଦୁର୍ନୀତି କରିବା ପଡିଲା ମହଙ୍ଗା: ଜଣେ ବିଡିଓ, ୨ ସରପଞ୍ଚ ନିଲମ୍ବିତ
ଭୁବନେଶ୍ୱର, ୨।୧୨: ପିଏମ୍ଏୱାଇ ସମ୍ପର୍କରେ ଜାରି ମାର୍ଗଦର୍ଶିକା ପାଳନ ନ କରିବା ଏବଂ ଦୁର୍ନୀତିକୁ ପ୍ରୋତ୍ସାହିତ କରିବା ଅଭିଯୋଗରେ ଜଣେ ବିଡିଓ ଏବଂ ୨ ଜଣ ସରପଞ୍ଚଙ୍କୁ ରାcଜ୍ୟ ସରକାର ନିଲମ୍ବିତ କରାଯାଇଛି। ଏମାନେ ହେଲେ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ…
ଅଧ୍ୟାପିକା ଆତ୍ମହତ୍ୟା ମାମଲା: ଝାରପୋଖରିଆ ଆଇଆଇସି ନିଲମ୍ବିତ
ଭୁବନେଶ୍ୱର,୨।୧୨(ବ୍ୟୁରୋ): ମୟୁରଭଞ୍ଜ ଜିଲାରେ ବଳାତ୍କାରର ଶିକାର ହୋଇ ଜଣେ ଅଧ୍ୟାପିକା ପୋଲିସଠାରୁ ନ୍ୟାୟ ନ ପାଇ ଆତ୍ମହତ୍ୟା କରିବା ଭଳି ଘଟଣା ରାଜ୍ୟରେ ଆଲୋଡନ ସୃଷ୍ଟି କରିଛି। ଏହି ଘଟଣାରେ କାର୍ଯ୍ୟରେ ଅବହେଳା ଯୋଗୁ ଝାରପୋଖରିଆ ଆଇଆଇସିଙ୍କୁ ଶରତ ମହାଳିକଙ୍କୁ କାର୍ଯ୍ୟରୁ…
୪୦ ଟଙ୍କାରେ ପିଆଜ ବିକିଲା କଂଗ୍ରେସ
ଭୁବନେଶ୍ୱର, ୨।୧୨(ବ୍ୟୁରୋ): ପିଆଜ ଦରକୁ ନେଇ ସାରା ଦେଶରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ସର୍ବକାଳୀନ ରେକର୍ଡ ଭଙ୍ଗ କରି ଅନେକ ରାଜ୍ୟରେ ପିଆଜ କିଲୋ ପ୍ରତି ୮୦ରୁ ୧୨୦ ଟଙ୍କାରେ ପହଞ୍ଚିଛି। ତେଣୁ ପିଆଜ ମୂଲ୍ୟ ବୃଦ୍ଧିକୁ ରୋକିବା ପାଇଁ…
ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
ଭୁବନେଶ୍ୱର, ୨।୧୨(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଶ୍ରୀବିହାର ଅଞ୍ଚଳରୁ ଜଣେ ଡ୍ରାଇଭରଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ଜଣଙ୍କ ହେଲେ ପୁରୀ ବ୍ରହ୍ମଗିରି ଅଞ୍ଚଳ ସୁନୀଲ ସେଠୀ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ସ୍ଥାନୀୟ ଲୋକଙ୍କ ପଚରାଉଚରା କରିବା ସହ ତଦନ୍ତ ଜାରି…
ସ୍ବେଚ୍ଛାକୃତ ଅବସର ନେଲେ ବରିଷ୍ଠ ଆଇଏଏସ୍ ଗଗନ ଧଳ
ଭୁବନେଶ୍ୱର,୨।୧୨(ବ୍ୟୁରୋ): ଓଡ଼ିଶା ବନ ଉନ୍ନୟନ ନିଗମ ଲିଃ(ଓଏଫ୍ଡିସି) ତଥା ବରିଷ୍ଠ ଆଇଏଏସ୍ ଗଗନ ଧଳ ସୋମବାର ନିଜ ପଦବୀରୁ ସ୍ବେଚ୍ଛାକୃତ ଅବସର ନେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଭିଆରଏସ ପାଇଁ ଆବେଦନ କରିଥିଲେ। ଯାହାକୁ ସରକାର ଗ୍ରହଣ କରିଛନ୍ତି। ୧୯୮୫ ବ୍ୟାଚ୍ର…

