ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ନ୍ୟୁ ଇଣ୍ଡିଆ ଆସ୍ୟୁରାନ୍ସ ଦେଲା ୩ କୋଟି
ଭୁବନେଶ୍ୱର,୮ା୮: ନ୍ୟୁ ଇଣ୍ଡିଆ ଆସ୍ୟୁରାନ୍ସ କମ୍ପାନୀ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୩ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। କମ୍ପାନୀର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଅତୁଲ ସହାୟ, ମହାପ୍ରବନ୍ଧକ ଗୌରୀ ରାଜନ, ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ...
ଫେଲ୍ ମାରିବା ପରେ ବଦଳିଲା ସର୍ବକ୍ଷମା ଯୋଜନା: ଅଧିକ ଲୋକଙ୍କୁ ସାମିଲ କରିବାକୁ ଲକ୍ଷ୍ୟ
ଭୁବନେଶ୍ୱର, ୮ା୮(ବ୍ୟୁରୋ): ସହରରେ ଘର କରିବାକୁ ହେଲେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) କିମ୍ବା ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ଠାରୁ ଅନୁମତି ନେବାକୁ ପଡ଼ିବ। ଯଦି ଘରଟି ବେନିୟମ ଭାବେ ନିର୍ମିତ ହୋଇଥାଏ ତାହା ହେଲେ ପରବର୍ତ୍ତୀ ସମୟରେ ତାହାକୁ...
ପଞ୍ଚମ ଜାତୀୟ ହସ୍ତତନ୍ତ ଦିବସ: ବୁଣାକାରଙ୍କୁ ମିଳିଲା ପରିଚୟ ପତ୍ର
ଭୁବନେଶ୍ୱର,୮ା୮(ବ୍ୟୁରୋ): ହସ୍ତତନ୍ତର ଆଦିଭୂମି ଭାବେ ଓଡ଼ିଶା ବିଶ୍ୱପ୍ରସିଦ୍ଧ। ହସ୍ତତନ୍ତ ଆମ ରାଜ୍ୟର ପାରମ୍ପରିକ ତଥା କୌଳିକ ବୃତ୍ତି। ଓଡ଼ିଶାର ‘ଇକତ’, ବୋମକାଇ, ଖଣ୍ଡୁଆ, ମାଣିଆବନ୍ଧ, ହବାସ୍ପୁରୀ, କୋଟପାଡ଼ ଓ ଟସର ଶାଢ଼ି ସାରା ବିଶ୍ୱରେ ପ୍ରସିଦ୍ଧ। ହସ୍ତତନ୍ତର ଉତ୍କର୍ଷ ଓ...
ପ୍ରାଚୀନ ବୃଷଭ ପ୍ରତିମୂର୍ତ୍ତିକୁ ଫିଙ୍ଗିଦେଲେ
ପୁରୁଣା ଭୁବନେଶ୍ୱର, ୮ା୮(ଡି.ଏନ.ଏ.): ଏକାମ୍ର କ୍ଷେତ୍ରର ଐତିହ୍ୟ ଓ ପୂରାତନ ମନ୍ଦିରଗୁଡ଼ିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ପାଇଁ ସରକାର ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିଲେ ହେଁ କେତେଜଣଙ୍କ ପାଇଁ କୀର୍ତ୍ତିରାଜି କ୍ରମଶଃ ଧ୍ୱଂସ ହେବାରେ...
ପ୍ରତିବନ୍ଧକ ସାଜିଛି ପରିବର୍ତ୍ତିତ ପାଣିପାଗ: କୃଷିକ୍ଷେତ୍ରରେ ନୂଆ ପ୍ରଯୁକ୍ତିବିଦ୍ୟା ଉପଯୋଗ ଉପରେ ଗୁରୁତ୍ୱ ଦିଆଯାଉଛି; ମନ୍ତ୍ରୀ
ଭୁବନେଶ୍ୱର,୮ା୮(ବ୍ୟୁରୋ): ୨୦୨୨ ସୁଦ୍ଧା ରାଜ୍ୟରେ କୃଷକଙ୍କ ଆୟ ଦ୍ୱିଗୁଣିତ କରିବା ଲକ୍ଷରେ ‘ଅନନ୍ୟା’ ଏବଂ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ମିଳିତ ସହଯୋଗରେ ବୁଧବାର କୃଷି ବିଶେଷଜ୍ଞଙ୍କ ଏକ ମତବିନିମୟ କାର୍ଯ୍ୟକ୍ରମ ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି।...
ଆରମ୍ଭ ହେଲା ଅଦଳବଦଳ ପ୍ରକ୍ରିୟା: ନନ୍ଦନକାନନ ଆସିଲେ ୩ ନୂଆ ଅତିଥି
ବାରଙ୍ଗ,୮ା୮(ଡି.ଏନ୍.ଏ.): ଚଳିତବର୍ଷର ପଶୁପକ୍ଷୀ ଅଦଳବଦଳ ପ୍ରକ୍ରିୟା ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଆରମ୍ଭ ହୋଇଛି। ଅଗଷ୍ଟ ମାସରେ ୩ଟି ପର୍ଯ୍ୟାୟରେ ନନ୍ଦନକାନନକୁ ନୂଆ ଅତିଥି ଆସିବା ନେଇ ପୂର୍ବରୁ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ତେବେ ପ୍ରଥମ ପର୍ଯ୍ୟାୟକୁ ଛାଡି ଦ୍ୱିତୀୟ ପର୍ଯ୍ୟାୟ...
୫ ଜିଲାରେ ବନ୍ୟା ପରିସ୍ଥିତି
ଭୁବନେଶ୍ୱର, ୮ା୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ବାଲେଶ୍ୱର ଉପକୂଳଠାରୁ ୭୦ କିଲୋମିଟର ଦୂର ଦକ୍ଷିଣ-ପୂର୍ବ ଦିଗରେ ଏହା କେନ୍ଦ୍ରୀଭୂତ ହୋଇଛି। ଏହା କ୍ରମଶଃ ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗ ଆଡ଼କୁ ଗତି...
ସାରା ରାଜ୍ୟରେ ଲଗାଣ ବର୍ଷା: ୫ ଜିଲାରେ ବନ୍ୟା ପରିସ୍ଥିତି
ଭୁବନେଶ୍ୱର, ୭ା୮(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ବାଲେଶ୍ୱର ଉପକୂଳଠାରୁ ୭୦ କିଲୋମିଟର ଦୂର ଦକ୍ଷିଣ ପୂର୍ବ ଦିଗରେ ଏହା କେନ୍ଦ୍ରୀଭୂତ ହୋଇଛି। ଏହା କ୍ରମଶଃ ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗ...
ରାଜ୍ୟ ପ୍ରଶାସନରେ ଅଦଳବଦଳ: ଅସିତଙ୍କୁ କେବିକେ ପ୍ରଶାସନର ଅତିରିକ୍ତ ଦାୟିତ୍ୱ
ଭୁବନେଶ୍ୱର,୭।୮(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ରାଜ୍ୟ ଶୀର୍ଷସ୍ତରୀୟ ପ୍ରଶାସନରେ ବ୍ୟାପକ ଅଦଳବଦଳ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍ଓ)ର ଅନୁମୋଦନ କ୍ରମେ ସାଧାରଣ ପ୍ରଶାସନ(ଜିଏ) ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ(ଏସିଏସ୍)...
ଅବପାତରେ ପରିଣତ ହେଲା ଲଘୁଚାପ: ୧୧ଟି ଜିଲାରେ ରେଡ୍ ଆଲର୍ଟ
ଭୁବନେଶ୍ୱର,୭।୮: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ବର୍ତ୍ତମାନ ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିଯୋଗୁ ଦକ୍ଷିଣ ଆଭ୍ୟନ୍ତରୀଣ ଓ...
ବରିଷ୍ଠ ଆଇପିଏସ୍ ବି.କେ. ଶର୍ମାଙ୍କୁ ଇନ୍ଚାର୍ଜ ଡିଜିପି ଦାୟିତ୍ୱ
ଭୁବନେଶ୍ୱର, ୭।୮(ବ୍ୟୁରୋ): ୧୯୮୬ ବ୍ୟାଚର ବରିଷ୍ଠ ଆଇପିଏସ୍ ବିଜୟ କୁମାର ଶର୍ମାଙ୍କୁ ବୁଧବାର ଇନ୍ଚାର୍ଜ ଡିଜିପି ଭାବେ ନିଯୁକ୍ତି ଦିଆଯାଇଛି। ତେବେ ଡିଜିପି ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କୁ ନୂତନ ନିଯୁକ୍ତି ଦିଆଯିବା ହେତୁ ବିଜୟଙ୍କୁ ଭାରପ୍ରାପ୍ତ ଅଧିକାରୀ ଭାବେ ଦାୟିତ୍ୱ...
ହଂସରାଳି, ୧୦ ଛୁଆ ଉଦ୍ଧାର
ଭୁବନେଶ୍ୱର,୭।୮(ବ୍ୟୁରୋ): କଟକ ଜିଲା ବାଙ୍କୀ ଗଡ଼ର କୃଷ୍ଣଚନ୍ଦ୍ର ବେହେରାଙ୍କ ଘରୁ ଗୋଟିଏ ହଂସରାଳି ମା’ ଏବଂ ୧୦ଟି ଛୁଆକୁ ବୁଧବାର ସ୍ନେକ୍ ହେଲ୍ପ ଲାଇନ ସଦସ୍ୟ ଉଦ୍ଧାର କରିଛନ୍ତି। ସେମାନଙ୍କୁ ଅରାଚଣ୍ଡୀ ପାଟରେ ଛାଡ଼ି ଦିଆଯାଇଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ମଙ୍ଗଳବାର...
Archives


