ମେଟ୍ରୋ

‘ହଜାରେ ଜରିମାନା ଦେଇଛି, ହେଲମେଟ୍‌ ନ ପିନ୍ଧି ବୁଲିବି’

ଭୁବନେଶ୍ୱର,୨।୧୨(ବ୍ୟୁରୋ): ଯାଞ୍ଚବେଳେ କଟକ ଭଳି ଭୁବନେଶ୍ୱରରେ ମଧ୍ୟ କେତେଜଣ ନିୟମ ଉଲ୍ଲଂଘନକାରୀ ପୋଲିସ ସହ ଅଜବ ଯୁକ୍ତି କରିଥିଲେ। ରାଜମହଲ ଛକରେ ଫୋର୍ସ ଉପସ୍ଥିତିରେ ପୋଲିସ ଯାଞ୍ଚବେଳେ ହେଲ୍‌ମେଟ୍‌ ନ ପିନ୍ଧି ବାଇକ୍‌ ଚଳାଇ ଯାଉଥିବା ଜଣେ ଯୁବକ ଧରାପଡିଥିଲେ। ପୋଲିସ…

ସାଢ଼େ ୫ବର୍ଷରେ ସରକାର ଋଣ ନେଇଛନ୍ତି ୬୧୨୨୯.୫୮ କୋଟି ଟଙ୍କା

ଭୁବନେଶ୍ୱର,୨।୧୨(ବ୍ୟୁରୋ): ୨୦୧୯ ସେପ୍ଟେମ୍ବର ସୁଦ୍ଧା ରାଜ୍ୟ ସରକାର ମୋଟ ୮୩,୩୦୭.୧୯କୋଟି ଟଙ୍କା ଋଣ ନେଇଛନ୍ତି। ୨୦୧୪-୧୫ ଆର୍ଥିକ ବର୍ଷରୁ ୨୦୧୯-୨୦ ସେପ୍ଟେମ୍ବର ଶେଷସୁଦ୍ଧା ନେଇଥିବା ଋଣ ପରିଶୋଧ ପାଇଁ ବିଭିନ୍ନ ପଦକ୍ଷେପ ନେଉଥିବା ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି। ବିଜେଡି ସଦସ୍ୟ…

ଶିଳ୍ପ ସଂସ୍ଥା ଉପରେ ୩୨୨୫ କୋଟି ଜଳକର ବାକି: ଅଦାଲତରେ ଗଡୁଛି ମାମଲା

ଭୁବନେଶ୍ୱର,୨।୧୨(ବ୍ୟୁରୋ): ରାଜ୍ୟରେ ଗଢି ଉଠିଥିବା ଶିଳ୍ପ ସଂସ୍ଥାଗୁଡିକ ଦୈନିକ କେତେ ଜଳ ବ୍ୟବହାର କରିବେ, ସେଥିପାଇଁ ନିର୍ଦ୍ଦିଷ୍ଟ ନିୟମ ରହିଛି। ଶିଳ୍ପ ସଂସ୍ଥାର ଆବଶ୍ୟକତା ଦେଖି ଜଳ ବ୍ୟବହାର କରିବାକୁ ଜଳସମ୍ପଦ ବିଭାଗ ଏବଂ ସମୃକ୍ତ ଶିଳ୍ପସଂସ୍ଥା ମଧ୍ୟରେ ଚୁକ୍ତି ହୋଇଥାଏ।…

ସୁନ୍ଦରମ୍‌ ଫାଇନାନ୍ସରୁ ୧.୪୩ କୋଟି ଋଣ ଠକେଇ: ସଂସ୍ଥାର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ, ସାନଭାଇ ଗିରଫ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ଜାଲ କାଗଜପତ୍ରରେ ସୁନ୍ଦରମ ଫାଇନାନ୍ସ ଲିମିଟେଡ୍‌ରୁ ୧ କୋଟି ୪୩ ଲକ୍ଷ ଟଙ୍କା ଋଣ ଠକେଇରେ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ ଶନିବାର ଗିରଫ କରିଛି। ସେମାନେ ହେଲେ ଉକ୍ତ ସଂସ୍ଥାର ବାଲେଶ୍ୱର ଶାଖାର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ…

ରାଜଧାନୀର ୨୩ ଛକରେ ଟ୍ରାଫିକ ଯାଞ୍ଚ: ଉଲ୍ଲଂଘନକାରୀଙ୍କୁ ଗୋଡ଼ାଇ ଧରିଲା ପୋଲିସ

ଭୁବନେଶ୍ୱର,୨।୧୨(ବ୍ୟୁରୋ): କଡ଼ାକଡ଼ି ହୋଇଛି ନୂଆ ମୋଟର ଯାନ ଆଇନ। ଆର୍‌ଟିଓ ସଂକ୍ରାନ୍ତ କାଗଜପତ୍ରକୁ ଛାଡ଼ି ଦେଲେ ୧୦ ଟ୍ରାଫିକ ନିୟମ ଉଲ୍ଲଂଘନକୁ ଗୁରୁତ୍ୱ ଦିଆଯାଇଛି। ତେବେ ୩ ମାସର କୋହଳ ଓ ଚକୋଲେଟ, ଫୁଲତୋଡ଼ା ଦେଇ ସଚେତନ କରିବା ପରେ ବି…

ଟ୍ରାଫିକ ନିୟମ ଭାଙ୍ଗିଲେ ନାବାଳକ: ୬ହଜାର ଜରିମାନା ଦେଲେ ବାପା

କଟକ ଅଫିସ,୨।୧୨: ପୁଣି ଥରେ ଆରମ୍ଭ ହୋଇଛି ସଂଶୋଧିତ ମୋଟର ଯାନ ଆଇନର ୧୦ଟି ନିୟମ। ଏ ନେଇ କଟକରେ ଜୋରଦାର ଧରପଗଡ ଆରମ୍ଭ ହୋଇଛି। ତେବେ ମଧୁପାଟଣା ନିକଟରେ ରବିବାର ଗାଡିମୋଟର ଯାଞ୍ଚବେଳେ ଜଣେ ନାବାଳକ ବାଇକ ଚଳାଇ ଧରାପଡିଥିବା…

ଆରମ୍ଭ ହେଲା ଧରପଗଡ଼: ଯାଞ୍ଚବେଳେ ପୋଲିସ-ଜନତା ମୁହାଁମୁହିଁ

କଟକ ଅଫିସ,୨।୧୨: ଡିସେମ୍ବର ପହିଲାରୁ ଟ୍ରାଫିକ ଚେକିଂ ଜୋର୍‌ଦାର ହେବ ବୋଲି ପୂର୍ବରୁ ଘୋଷଣା ହୋଇଥିଲା। ସରକାର ଗାଡ଼ି କାଗଜପତ୍ର ଯାଞ୍ଚ ଉପରେ ୩ମାସ କୋହଳ ଘୋଷଣା କରିଥିଲେ ସୁଦ୍ଧା ୧୦ଟି ନିର୍ଦ୍ଦିଷ୍ଟ ନିୟମ ଉପରେ କଟକଣା ବଳବତ୍ତର ରଖିଛନ୍ତି। ଏହି…

କୋଣାର୍କ ମହୋତ୍ସବ ଆରମ୍ଭ: ରାଜ୍ୟପାଳ କଲେ ଉଦ୍‌ଘାଟନ

କୋଣାର୍କ, ୧।୧୨: ପ୍ରସିଦ୍ଧ କୋଣାର୍କ ମହୋତ୍ସବ ରବିବାରଠାରୁ ଆରମ୍ଭ ହୋଇଛି। ପର୍ଯ୍ୟଟନ ବିଭାଗ ପକ୍ଷରୁ ଆୟୋଜିତ ହୋଇଥିବା ୩୦ତମ କୋଣାର୍କ ମହୋତ୍ସବକୁ ଉଦ୍‌ଘାଟନ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। ଏହି ଅବସରରେ ଓଡ଼ିଶୀ ଓ କଥକର ଶିଳ୍ପୀମାନେ ଶାସ୍ତ୍ରୀୟ ନୃତ୍ୟକୁ…

ହୋଟେଲରୁ ସେକ୍ସ ର଼୍ୟାକେଟ ଠାବ: ୨ ଦଲାଲ ସହ ହୋଟେଲ ମ୍ୟାନେଜର ଗିରଫ, ଅନଲାଇନରେ ହେଉଥିଲା ବୁକିଂ

ଭୁବନେଶ୍ୱର,୧।୧୨(ବ୍ୟୁରୋ): ଖଣ୍ଡଗିରି ଥାନା ଏମ୍‌ସ ନଗରରେ ଥିବା ସନସିପ୍‌ ହୋଟେଲରେ ପୋଲିସ ଚଢାଉ କରି ଏକ ସେକ୍ସ ର଼୍ୟାକେଟ ଠାବ କରିଛି। ଚଢାଉ ସମୟରେ ପୋଲିସ ଉକ୍ତ ହୋଟେଲରୁ ୬ ଜଣ ବଙ୍ଗୀୟ ଯୁବତୀଙ୍କୁ ଅସଞ୍ଜତ ଅବସ୍ଥାେରେ ଉଦ୍ଧାର କରିବା ସହ…

ଓଡ଼ିଶାର ହସ୍ତଶିଳ୍ପୀ, ବୁଣାକାରଙ୍କ ପାଇଁ କାର୍ଯ୍ୟ କରିବ ‘ଫ୍ଲିପ୍‌କାର୍ଟ ସମର୍ଥ’

ଭୁବନେଶ୍ୱର, ୧ା୧୨(ବ୍ୟୁରୋ): ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଓ କମର୍ସ ମଞ୍ଚ ଫ୍ଲିପ୍‌କାର୍ଟ ମଧ୍ୟରେ ଶନିବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ରାଜ୍ୟର ବୁଣାକାର ଓ ହସ୍ତଶିଳ୍ପୀ କାରିଗରଙ୍କ ପାଇଁ ବ୍ୟବସାୟିକ ତଥା ବାଣିଜି୍ୟକ ସୁବିଧାର ପରିବୃଦ୍ଧି…

ମହିଳାଙ୍କ ସୁରକ୍ଷିତ ଯାତ୍ରା ପାଇଁ ଜାରିହେଲା ଆଡ୍‌ଭାଇଜରି: ତୁରନ୍ତ ଟୋଲ୍‌ ଫ୍ରି ନଂ.୧୦୦କୁ ଫୋନ୍‌ କରି ପୋଲିସକୁ ଜଣାନ୍ତୁ

ଭୁବନେଶ୍ୱର,୧ା୧୨(ବ୍ୟୁରୋ): ତେଲେଙ୍ଗାନା ରାଜଧାନୀ ହାଇଦ୍ରାବାଦରେ ଜଣେ ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଅପହରଣ କରି ଗଣବଳାତ୍କାର ପରେ ହତ୍ୟା ଘଟଣା ଦେଶରେ ଆଲୋଡନ ସୃଷ୍ଟି କରିଛି। ଏଭଳି ସ୍ପର୍ଶକାତର ଘଟଣାର ଯେପରି ପୁନରାବୃତ୍ତି ନ ହୁଏ ସେଥିଲାଗି ଗୃହ ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ…

ଓଡ଼ିଆ ମ୍ୟୁଜିକ୍‌ ଏକ୍ସିଲେନ୍ସି ଆୱାର୍ଡ-୨୦୧୯: ସମ୍ବର୍ଦ୍ଧିତ ହେଲେ ୨୫ ପ୍ରତିଭା

କଟକ ଅଫିସ,୧ା୧୨: ଶହୀଦ ଭବନଠାରେ ହ୍ବାଇଟ କାନଭାସ, ହେରାଲଡ ଓ ଦି ମେସେଞ୍ଜର୍ସର ମିଳିତ ଆନୁକୂଲ୍ୟରେ ରୁଚି ପ୍ରଥମ ଓଡ଼ିଆ ମ୍ୟୁଜିକ ଏକ୍ସିଲେନ୍ସି ଆୱାର୍ଡ-୧୯ ଶନିବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ବିଧାୟକ ମହମ୍ମଦ ମୋକିମ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବା ସହ ସଙ୍ଗୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?