ମେଟ୍ରୋ

ବମ୍ବେ କ୍ୟାଣ୍ଟିନ୍‌ରେ ଓଡ଼ିଆ ମେନୁ: ମାଛ ହଳଦୀପାଣିରୁ ଆମ୍ବୁଲ ବିୟର୍‌

ଭୁବନେଶ୍ୱର,୧ା୧୨: ‘ଏ ଫିଷ୍ଟ୍‌ ଫ୍ରମ୍‌ ଦି ଇଷ୍ଟ୍‌’। ପୂର୍ବ ଉପକୂଳର ପାରମ୍ପରିକ ଖାଦ୍ୟ ପହଞ୍ଚତ୍ଛି ପଶ୍ଚିମ ଉପକୂଳର ଲୋକପ୍ରିୟ ସହର ବମ୍ବେରେ। ବମ୍ବେର ଲୋକପ୍ରିୟ ଚେନ୍‌ ରେସ୍ତୋରଁା ‘ବମ୍ବେ କ୍ୟାଣ୍ଟିନ୍‌’ରେ ମିଳୁଛି ଖାଣ୍ଟି ଓଡ଼ିଆ ଖାଦ୍ୟ। ଓଡ଼ିଶାର କୋଣାନୁକୋଣରୁ ବଛାବଛା ଲୋକପ୍ରିୟ…

୭୫% ଉପସ୍ଥାନ ନ ଥିଲେ ପରୀକ୍ଷା ମନା

ଭୁବନେଶ୍ୱର, ୧ା୧୨ (ବ୍ୟୁରୋ): ଏଣିକି ୭୫ ପ୍ରତିଶତ ଉପସ୍ଥାନ ନ ଥିଲେ ପରୀକ୍ଷା ଦେଇପାରିବେନି କଲେଜ ଛାତ୍ରୀଛାତ୍ର। ରାଜ୍ୟର ସମସ୍ତ କଲେଜରେ ୭୫ ପ୍ରତିଶତ ଉପସ୍ଥାନ ଥିବା ଛାତ୍ରୀଛାତ୍ର ହିଁ ପରୀକ୍ଷା ଦେବା ଲାଗି ଯୋଗ୍ୟ ବିବେଚିତ ହେବେ। ଏ ନେଇ…

୨ରୁ ମିଶନ ଇନ୍ଦ୍ରଧନୁଷ: ଶତ ପ୍ରତିଶତ ଟିକାକରଣ ନିର୍ଦ୍ଦେଶ

ଭୁବନେଶ୍ୱର, ୧ା୧୨(ବ୍ୟୁରୋ): ଆସନ୍ତା ୨ ତାରିଖରୁ ସାର୍ବଜନୀନ ଟିକାକରଣ କାର୍ଯ୍ୟକ୍ରମ ‘ମିଶନ ଇନ୍ଦ୍ରଧନୁଷ୍‌-୨’ର ପ୍ରଥମ ପର୍ଯ୍ୟାୟ ଆରମ୍ଭ ହେବ। ୬ ଜିଲା ଯଥା ଗଜପତି, କନ୍ଧମାଳ, କୋରାପୁଟ, ମାଲକାନଗିରି, ଢେଙ୍କାନାଳ ଓ ରାୟଗଡ଼ାରେ ଟିକାକରଣ କରାଯିବ। ଏ ନେଇ ଶନିବାର ସ୍ବାସ୍ଥ୍ୟ…

ଗ୍ରାହକଙ୍କୁ ଠକୁଛନ୍ତି ସୁନା ଦୋକାନୀ: ସବୁ ସୁନାରେ ଏବେ ବିଆଇଏସ୍‌ କିମ୍ବା ହଲ୍‌ମାର୍କ ରହିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧ା୧୨(ବ୍ୟୁରୋ): ସୁନା କିଣିବା ବେଳେ ଏହା ବିଆଇଏସ୍‌ କିମ୍ବା ହଲମାର୍କ କି ନୁହେଁ ତାହା ଉପରେ ଗ୍ରାହକଙ୍କର ନଜର ନ ଥାଏ। ପସନ୍ଦ ହୋଇଥିବା ସୁନା କେତେ ଶୁଦ୍ଧ ତାହା ମଧ୍ୟ ଗ୍ରାହକ ଜାଣିିବା କଷ୍ଟକର। ଏହାର ଫାଇଦା ଉଠାଇ ଗ୍ରାହକଙ୍କ…

ନୂଆ ମୋଟର ଯାନ ଆଇନ: ଆଜିଠୁ କଡ଼ାକଡ଼ି ଯାଞ୍ଚ, ଖସିପାରିବେନି ଉଲ୍ଲଂଘନକାରୀ

ଭୁବନେଶ୍ୱର,୧ା୧୨(ବ୍ୟୁରୋ): ରବିବାରଠାରୁ ରାଜ୍ୟରେ କଡ଼ାକଡ଼ି ଲାଗୁହେବ ନୂଆ ମୋଟର ଯାନ ଆଇନ। କେବଳ ଗାଡ଼ି କାଗଜପତ୍ର ଯାଞ୍ଚକୁ ୩ ମାସ କୋହଳ କରାଯାଇଥିବାବେଳେ ଅନ୍ୟ ୧୦ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କଠାରୁ ବହୁଗୁଣା ଜରିମାନା ଆଦାୟ ହେବ। ଏ ନେଇ ପରିବହନ ବିଭାଗ…

ଥାନା ଅଧିକାରୀଙ୍କ ଅନୁଭୂତି: ଅଭିଯୁକ୍ତଙ୍କୁ ଧରାଇଲା ସରପଞ୍ଚଙ୍କ ଫୋନ କଲ୍‌

କେବଳ ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ନୁହେଁ, ଅପରାଧ ରୋକିବା ଏବଂ ଠିକ୍‌ ଢଙ୍ଗରେ ତଦନ୍ତ ଚଳାଇ ଅପରାଧୀଙ୍କୁ ଧରିବା ପୋଲିସର ପ୍ରମୁଖ ଦାୟିତ୍ୱ। ଏହି ଗୁରୁ ଦାୟିତ୍ୱ ସମ୍ପାଦନ ବେଳର ଅନୁଭୂତି ଅନେକ ପୋଲିସ ଅଧିକାରୀଙ୍କ ପାଇଁ ଅପାସୋରା ହୋଇ ରହିଥାଏ।…

ବିଭିନ୍ନ ଯୋଜନାର ସମୀକ୍ଷା କଲେ ଏମ୍‌ପି

ଜଟଣୀ, ୧ା୧୨(ଡି.ଏନ୍‌.ଏ.) ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଜଟଣୀ ବ୍ଲକ ସଭାଗୃହରେ ଶନିବାର ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ଓ ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି। ଏହି ପରିପ୍ରେକ୍ଷୀରେ ପ୍ରକୃତ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରିବା, ବାତ୍ୟା ଫନୀରେ ଘର…

ସମାଜ ଗଠନରେ ଗଣମାଧ୍ୟମ ଭୂମିକା ଗୁରୁତ୍ୱପୂର୍ଣ୍ଣ

ବାଲୁଗଁ।, ୧ା୧୨(ଡି.ଏନ୍‌.ଏ.) ଏକ ଆଦର୍ଶ ଓ ପରିବର୍ତ୍ତନଶୀଳ ସମାଜ ଗଠନରେ ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ। ସାମ୍ବାଦିକଙ୍କ ସତ୍ୟ, ନିରପେକ୍ଷ ଏବଂ ନିର୍ଭୀକ ଲେଖନୀ ଚାଳନା ଦ୍ୱାରା ଏକ ଅନ୍ଧାରୀ ମୂଲକ ନିଶ୍ଚିତ ରୂପେ ଆଲୋକିତ ହୋଇପାରିବ। ବାଲୁଗଁାରେ ଶନିବାର ଆୟୋଜିତ ରାଷ୍ଟ୍ରୀୟ…

ଗିନିଜ୍‌ ବୁକ୍‌ରେ ସ୍ଥାନ ପାଇବା ଲକ୍ଷ୍ୟ ୧୦୬ ଦେଶର ୪୪୧୪ ଖବରକାଗଜ ପ୍ରଦର୍ଶିତ

ଭୁବନେଶ୍ୱର,୧ା୧୨ (ବ୍ୟୁରୋ) ଖବରକାଗଜ ସଂଗ୍ରହ କରିବା ତାଙ୍କର ଏକ ସଉକ। ଏପରିକି ଭିନ୍ନ ଭିନ୍ନ ଦେଶର ସବୁ ଖବରକାଗଜ ସଂଗ୍ରହ ତାଙ୍କର ଏବେ ନିଶା ପାଲଟିଯାଇଛି। ସେ ହେଉଛନ୍ତି ୪ଥର ଲିମ୍‌କା ବୁକ୍‌ ଅଫ୍‌ ରେକର୍ଡରେ ସ୍ଥାନ ପାଇଥିବା ପେରମ୍ୟାନ ଶଶାଙ୍କ…

ଦରବୃଦ୍ଧି ରୋକିବା ଦାବି କଲା ସିପିଆଇଏମ୍‌

ଭୁବନେଶ୍ୱର, ୧ା୧୨ (ବ୍ୟୁରୋ) ସିପିଆଇଏମ୍‌ ଭୁବନେଶ୍ୱର ଜିଲ୍ଲା କମିଟି ପକ୍ଷରୁ ଆକାଶଛୁଆଁ ଦରବୃଦ୍ଧି ରୋକିବା ଦାବିରେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ସଭା ଆୟୋଜିତ ହୋଇଯାଇଛି। କେନ୍ଦ୍ର ସରକାରଙ୍କ ଆର୍ଥିକ ନୀତି ଯୋଗୁ ଦେଶ ଘୋର ଆର୍ଥିକ ସଙ୍କଟର…

ଉଦୟଗିରି ପାଦଦେଶରେ ୯୪ତମ ଐତିହ୍ୟ ପଦଯାତ୍ରା ବିଦେଶୀ ପର୍ଯ୍ୟଟକଙ୍କ ମନଜିଣିଲା ଗୁମ୍ଫା କାହାଣୀ

ଭୁବନେଶ୍ୱର, ୧ା୧୨ (ବ୍ୟୁରୋ) ଐତିହ୍ୟ କ୍ଷେତ୍ରରେ ପଦଯାତ୍ରା ସହ କାହାଣୀର ଫ୍ୟୁଜନ୍‌। ଐତିହ୍ୟ କିର୍ତ୍ତିରାଜିର ସଂରକ୍ଷଣ ସହ ତାର ପୁରୁଣା ଇତିହାସକୁ ଲୋକଲୋଚନକୁ ଆଣିବାର ଏହି ପ୍ରୟାସ ବହୁତ ଭଲ ବୋଲି ଖଣ୍ଡଗିରି ଉଦୟଗିରି ପାଦଦେଶରେ ୯୪ତମ ଐତିହ୍ୟ ପଦଯାତ୍ରାରେ ଯୋଗ…

ବର୍ଜ୍ୟ ପରିଚାଳନା ପାଇଁ କରିବେ ସଚେତନ

ଭୁବନେଶ୍ୱର, ୧ା୧୨(ବ୍ୟୁରୋ) ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର (ଏମ୍‌ସିସି)ରେ ନିୟୋଜିତ ସ୍ବଚ୍ଛସାଥୀମାନଙ୍କୁ ଶୁକ୍ରବାର ବିଏମ୍‌ସି ଉତ୍ତର ଜୋନାଲ ଅଫିସ୍‌ରେ ତାଲିମ ଦିଆଯାଇଛି। ୧୧ଟି ଓ୍ବାର୍ଡରୁ ୩୮ ଜଣ ସ୍ବଚ୍ଛସାଥୀ ତାଲିମ ପାଇଛନ୍ତି। ଭୁବନେଶ୍ୱରକୁ ସ୍ବଚ୍ଛ ଓ ସବୁଜ ସୁନ୍ଦର କରିବା ପାଇଁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?