ଶସ୍ତ୍ର ଏଣ୍ଟରପ୍ରାଇଜର୍ସ ନିର୍ଦ୍ଦେଶକ ଗିରଫ
ଭୁବନେଶ୍ୱର, ୩୦ା୧୧(ବ୍ୟୁରୋ): ଜମାକାରୀଙ୍କଠାରୁ କୋଟି କୋଟି ଟଙ୍କା ଠକେଇ ଅଭିଯୋଗରେ ଶସ୍ତ୍ର ଏଣ୍ଟରପ୍ରାଇଜର୍ସ ସଂସ୍ଥାର ନିର୍ଦ୍ଦେଶକ ବାଲାରାଜୁ ମଲିକାର୍ଜୁନ ରାଜୁ(୫୪)ଙ୍କୁ ଇଓଡବ୍ଲ୍ୟୁ (ଅର୍ଥନୈତିକ ଅପରାଧ ଶାଖା) ଶୁକ୍ରବାର ଗିରଫ କରିଛି। ଇଓଡବ୍ଲ୍ୟୁର ଏକ ଟିମ୍ ଆନ୍ଧ୍ରପ୍ରଦେଶସ୍ଥିତ ତାଙ୍କ ଘରୁ ତାଙ୍କୁ ଗିରଫ…
ଲୋକ ସଭାରେ ଉଠିଲା ସ୍ମିତାରାଣୀ ପ୍ରସଙ୍ଗ
ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): କଂଗ୍ରେସ ଏମ୍ପି ସପ୍ତଗିରି ଉଲାକା ଯାଜପୁର ଜିଲା ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ପ୍ରସଙ୍ଗ ଲୋକ ସଭାରେ ଉଠାଇଛନ୍ତି। ଶୁକ୍ରବାର ଶୂନ୍ୟକାଳ ଚାଲିଥିବା ସମୟରେ ଏହି ପ୍ରସଙ୍ଗ ଉଠାଇ ସପ୍ତଗିରି କହିଥିଲେ ଯେ, ସ୍ମିତାରାଣୀଙ୍କ ମୃତ୍ୟୁ ରହସ୍ୟଜନକ। ସ୍ଥାନୀୟ…
ମାଡ଼ି ଆସୁଛି ପାଣି ସଙ୍କଟ
ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ଭୟଙ୍କର ବିପଦର ଆଭାସ ଦେଲାଣି। ପାଣିମୁନ୍ଦେ ପାଇଁ ଆଗାମୀ ଦୁଇ ଦଶନ୍ଧି ମଧ୍ୟରେ ଏକ ବିଷମ ପରିସ୍ଥିତି ସୃଷ୍ଟି ହେବା ନେଇ ଏବେଠାରୁ ଜଳ ଜଳ ହୋଇ ଦିଶିଲାଣି। ନଦୀ, ହ୍ରଦ ଜଳସ୍ତର ହ୍ରାସ ପାଉଥିବାବେଳେ ଭୂତଳ…
ଉଦ୍ଧବଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ
ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ଉଦ୍ଧବ ଠାକରେଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଶୁକ୍ରବାର ଟୁଇଟ୍ କରି ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବାରୁ ଉଦ୍ଧବଙ୍କୁ ଶୁଭେଚ୍ଛା। ତାଙ୍କ ନେତୃତ୍ୱ ଏବଂ…
ମାମୁ-ଭଣଜାଙ୍କ କଳି ପାଇଁ ବଳିପଡ଼ିିଲେ ଭଡ଼ାଟିଆ ଦୋକାନୀ: ଦୋକାନରେ ଭଙ୍ଗାରୁଜା ସହ ଔଷଧ ଫିଙ୍ଗିଲେ ମହିଳା
ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ମାମୁ ଓ ଭଣଜାଙ୍କ ମଧ୍ୟରେ ଜମି ବିବାଦ ପାଇଁ ବଳିପଡ଼ିିଲେ ଭଡ଼ାଟିଆ ଦୋକାନୀ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ନୟାପଲ୍ଲୀ ଥାନା ଅଧୀନ ଆଇଆରସି ଭିଲେଜ ଏନ୍-୫ ପ୍ଲଟ ନଂ-୫୪୦ରେ। ଶୁକ୍ରବାର ସକାଳୁ ଶତାଧିକ ମହିଳା ଶାବଳ ଏବଂ…
ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଓ ମିରାଣ୍ଡ ହାଉସ୍ ମହାବିଦ୍ୟାଳୟ ମଧ୍ୟରେ ଏମ୍ଓୟୁ
ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଓ ଦିଲ୍ଲୀର ମିରାଣ୍ଡ ହାଉସ୍ ମହାବିଦ୍ୟାଳୟ ମଧ୍ୟରେ ଶୁକ୍ରବାର ଏକ ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶାର ପ୍ରଥମ ବିଧାୟିକା, ପ୍ରଥମ ବାଚସ୍ପତି, ଜେଲ ଯାଇଥିବା ପ୍ରଥମ ମହିଳା ସ୍ବାଧୀନତା ସଂଗ୍ରାମୀ ସରଳା…
ଭଦ୍ରକ ଜିଲା ଚିକିତ୍ସାଳୟର ଏମ୍ସିଏଚ୍ ସମ୍ପ୍ରସାରଣ ହେବ
ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ଭଦ୍ରକ ଜିଲା ଚିକିତ୍ସାଳୟରେ ଥିବା ଏମ୍ସିଏଚ୍କୁ ସମ୍ପ୍ରସାରଣ କରାଯାଇ ୧୦୦ ଶଯ୍ୟାବିଶିଷ୍ଟରେ ପରିଣତ କରାଯିବ। ହସ୍ପିଟାଲ୍ର ଚାରିପାଖେ ପାଚେରି ଓ ରାସ୍ତା ନିର୍ମାଣ ଲାଗି ୬ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ…
ସ୍ପନ୍ଦନ ଷ୍ଟାର ଓଲିଉଡ୍ ଆୱାର୍ଡ ୨୦୧୯: ମିହିର ଦାସ ‘ଏଭରଗ୍ରୀନ୍ ଅଭିନେତା’
ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ରଙ୍ଗିଲା ଡ୍ୟାନ୍ସ ଇଣ୍ଟରନ୍ୟାଶନାଲ ସହଯୋଗରେ ସ୍ପନ୍ଦନ ଷ୍ଟାର୍ ଓଲିଉଡ୍ ଆୱାର୍ଡ ପକ୍ଷରୁ ସ୍ପନ୍ଦନ ଷ୍ଟାର୍ ଓଲିଉଡ୍ ଆୱାର୍ଡ-୨୦୧୯ ଶୁକ୍ରବାର ସୂଚନା ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ଲାଇଫ୍ ଟାଇମ୍ ଆଚିଭ୍ମେଣ୍ଟ ଆୱାର୍ଡ ପ୍ରଦାନ କରାଯାଇଥିବାବେଳେ…
କଳଙ୍କ ଲାଗିଯିବା ଭୟରେ ବିଧାନସଭା ବନ୍ଦ କରି ଦିଆଗଲା: କଂଗ୍ରେସ
ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କୁ ସରକାରଙ୍କ ପକ୍ଷରୁ କ୍ଲିନ୍ ଚିଟ୍ ଦିଆଯିବା ପ୍ରସଙ୍ଗ ସହ ୧୭ ଦିନ ପୂର୍ବରୁ ବିଧାନସଭା ଶୀତ ଅଧିବେଶନକୁ ବନ୍ଦ କରାଯିବାକୁ ନେଇ ରାଜ୍ୟ ରାଜନୀତିରେ ହଟଚମଟ ସୃଷ୍ଟି ହୋଇଛି। ଉଭୟ…
ଯୁବତୀଙ୍କ ଅଶ୍ଳିଳ ଭିଡିଓ କରି ବ୍ଲାକ୍ମେଲିଂ: ଧରାପଡ଼ିଲେ ହୋଟେଲର ଦୁଇ ଯୁବକ
ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ନୟାପଲ୍ଲୀ ଥାନା ଏନ୍-୧ରେ ଥିବା ଏକ ହୋଟେଲରେ ଏକ ପ୍ରେମୀଯୁଗଳଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ହୋଟେଲ କର୍ମଚାରୀ ଭାଇରାଲ କରିବାକୁ ଧମକ ଦେଇଥିବା ଅଭିଯୋଗ ହୋଇଛି। ଏପରିକି ହୋଟେଲ କର୍ମଚାରୀ ୫୦ହଜାର ଟଙ୍କା ମାଗୁଥିବା ଥାନାରେ ଯୁବତୀ ଅଭିଯୋଗ କରିଛନ୍ତି।…
ଭଙ୍ଗାଗଲା ଶ୍ରୀଲିଙ୍ଗରାଜ ମାର୍କେଟ କମ୍ଲେକ୍ସ
ପୁରୁଣା ଭୁବନେଶ୍ୱର,୨୯।୧୧(ଡି.ଏନ୍.ଏ.): ଦୀର୍ଘ ବର୍ଷ ପରେ ଶ୍ରୀ ଲିଙ୍ଗରାଜ ମାର୍କେଟ କମ୍ଲେକ୍ସକୁ ଶୁକ୍ରବାର ଭଙ୍ଗାଯାଇଛି। ପୂର୍ବାହ୍ନରେ ବିଡିଏ ଓ ବିଏମ୍ସିର ମିଳିତ ସ୍କ୍ବାର୍ଡ ଏବଂ ଏକ ପ୍ଲାଟୁନ୍ ପୋଲିସ ଫୋର୍ସ ଉପସ୍ଥିତିରେ ଏହି ବିଲ୍ଡିଂକୁ ଭଙ୍ଗାଯିବା କାର୍ଯ୍ୟ ଆରମ୍ଭ କରାଯାଇଥିବା ସୂଚନା…
ପ୍ରମିଳାଙ୍କ ତାତ୍ସଲ୍ୟ: କହିଲେ ‘କିଏ କାହା ବନ୍ଧୁବାନ୍ଧବଙ୍କୁ ନେଇ ଯିବା ବେଳେ କ’ଣ ଭାଜପାକୁ ପଚାରିବେ’
ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କ ସହ ମହିଳା ଯିବା ପ୍ରସଙ୍ଗରେ କ୍ଲିନ୍ଚିଟ୍ ମିଳିବାକୁ ନେଇ ଭାଜପା ସରକାରଙ୍କୁ କଟାକ୍ଷ କରିବାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ। କିଏ କାହା…

