ସହଜରେ ବିମାନ ବନ୍ଦରରୁ ମିଳିପାରିବ ହଜିଯାଇଥିବା ସାମଗ୍ରୀ
ଭୁବନେଶ୍ୱର, ୬।୮(ବ୍ୟୁରୋ): ବିମାନ ବନ୍ଦରରେ ଛାଡ଼ି ଚାଲି ଆସିଥିବା ବା ହଜିଯାଇଥିବା ଜିନିଷପତ୍ର ଅତି ସହଜରେ ପାଇପାରିବେ ଯାତ୍ରୀ। ଏଥିପାଇଁ ଭାରତୀୟ ବିମାନ ବନ୍ଦର ପ୍ରାଧିକରଣ (ଏଏଆଇ) ପଦକ୍ଷେପ ଗ୍ରହଣ କରିଛି। ହଜି ଯାଇଥିବା ଜିନିଷପତ୍ରର ଫଟୋ ସହ ତଥ୍ୟ...
ରାଜ୍ୟରେ ଶିଳ୍ପ ବନ୍ଦର ପ୍ରଭାବ: ୮ବର୍ଷରେ ୯୩୯୦ଜଣ ଚାକିରି ହରାଇଛନ୍ତି
ଭୁବନେଶ୍ୱର,୬ା୮(ବ୍ୟୁରୋ): ରାଜ୍ୟର ଅନୂ୍ୟନ ୧୭ ଶିଳ୍ପ ୨୦୧୦ରୁ ୨୦୧୮ ମଧ୍ୟରେ ବନ୍ଦ ହୋଇଯିବା କାରଣରୁ ୯,୩୯୦ ଲୋକ ଚାକିରି ହରାଇଛନ୍ତି। ରାଜ୍ୟ ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ବିଧାନସଭାରେ ଏକ ଲିଖିତ ଉତ୍ତରରେ ଏହା ଦର୍ଶାଇଛନ୍ତି। ସେ ସୂଚନା ଦେଇଛନ୍ତି ଯେ,...
ଉତ୍କଳ ସମ୍ମିଳନୀ ପକ୍ଷରୁ ପଣ୍ଡିତ ନୀଳକଣ୍ଠ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ
ଭୁବନେଶ୍ୱର,୫।୮(ବ୍ୟୁରୋ): ଉତ୍କଳ ସମ୍ମିଳନୀ ପକ୍ଷରୁ ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ଉତ୍କଳ ସମ୍ମିଳନୀର ପୂର୍ବତନ ସଭାପତି ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜନ୍ମ ଦିବସ ଅବସରରେ ସୋମବାର ପୂର୍ବାହ୍ନରେ ପିଏମ୍ଜି ଛକସ୍ଥିତ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। ଉତ୍କଳ ସମ୍ମିଳନୀ ପକ୍ଷରୁ...
ଛୁରାମାଡ଼ କରି ଲୁଟ୍ ଉଦ୍ୟମ, ଅଭିଯୁକ୍ତ ଗିରଫ
ଭୁବନେଶ୍ୱର, ୫ା୮(ବ୍ୟୁରୋ): ରାଜମହଲ ଛକରେ ଜଣେ ବ୍ୟକ୍ତିଙ୍କ ଗୋଡକୁ ଛୁରାମାଡ କରି ଲୁଟ ଉଦ୍ୟମ କରୁଥିବା ଅଭିଯୁକ୍ତଙ୍କୁ କ୍ୟାପିଟାଲ ଥାନା ପୋଲିସ ରବିବାର ଗିରଫ କରିଥିବାବେଳେ ୨ଜଣ ଫେରାର ଅଛନ୍ତି। ସେ ହେଲେ ଅଶୋକ ନଗର ଅଞ୍ଚଳର ରାକେଶ ବେହେରା।...
ଡକାୟତି ଯୋଜନା : ୨ ଗିରଫ
ପୁରୁଣା ଭୁବନେଶ୍ୱର,୫ା୮(ଡି.ଏନ୍.ଏ.): ଡକାୟତି ପାଇଁ ଯୋଜନା କରୁଥିବା ବେଳେ ଶ୍ରୀଲିଙ୍ଗରାଜ ଥାନା ପୋଲିସ ୨ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ସ୍ଥାନୀୟ ହରଚଣ୍ଡୀ ସାହିର ଚନ୍ଦନ କୁମାର ମହାପାତ୍ର ଓରଫ ବାପୁନି, ଏୟାରପୋର୍ଟ ଥାନା...
ବଦନାମରୁ ମୁକୁଳିବାକୁ ଏନ୍କାଉଣ୍ଟର ପରେ ଏନ୍କାଉଣ୍ଟର
ଭୁବନେଶ୍ୱର,୫ା୮(ବ୍ୟୁରୋ): ରାଜଧାନୀରେ ବଢ଼ି ଚାଲିଛି ଅପରାଧ। ସକାଳୁ ରାତି ମାତୁଛନ୍ତି ଅପରାଧୀ। କମିଶନରେଟ ପୋଲିସର ନିଷ୍କ୍ରିୟତାର ସୁଯୋଗ ନେଇ ଗତ କିଛିଦିନ ହେବ ସହରରେ ବଡ଼ ବଡ଼ ଅପରାଧୀ ଗ୍ୟାଙ୍ଗ୍ ସକ୍ରିୟ ହୋଇଉଠିଛନ୍ତି। ସହରବାସୀ ରାସ୍ତାକୁ ଓହ୍ଲାଇବା ପରେ ବଦନାମ...
ଜୁଆଡ଼ିଙ୍କୁ ଧରାଇଲା ସୋସିଆଲ ମିଡିଆ
ଭୁବନେଶ୍ୱର,୫ା୮(ବ୍ୟୁରୋ) : ସୋସିଆଲ ମିଡିଆ ଧରାଇଛି ଅଭିଯୁକ୍ତ। ଜଣେ ବ୍ୟକ୍ତି ନିଜର ଟୁଇଟ୍ରରେ ଅଭିଯୋଗ କରିବା ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଇଛି। ଭୁବନେଶ୍ୱର ରେଳ ଷ୍ଟେଶନଠାରେ ଥିବା ପିଙ୍କ୍ ଅଟୋ ଷ୍ଟାଣ୍ଡ ପଛରେ ରବିବାର ଖୁଲମଖୁଲା ଜୁଆ ଖେଳ ହେଉଥିଲା।...
ରେଳଷ୍ଟେଶନ ଛାତରେ ବେଧଡ଼କ ନିଶା ସେବନ : ଆଖିବୁଜି ଦେଇଛି ଆର୍ପିଏଫ୍, ଜିଆର୍ପି
ଭୁବନେଶ୍ୱର,୫ା୮(ବ୍ୟୁରୋ) : ରେଳ ଷ୍ଟେଶନ ଭିତରେ ନିଶାଦ୍ରବ୍ୟ ସେବନ କରିବା ଦଣ୍ଡନୀୟ ଅପରାଧ। ଭୁବନେଶ୍ୱର ଷ୍ଟେଶନର ଚତୁଃପାର୍ଶ୍ୱକୁ ସିସିଟିଭି ମାଧ୍ୟମରେ ନଜର ରଖାଯାଇଛି। ଏହାସହ ରେଳ ସୁରକ୍ଷା ବଳ ଓ ସରକାରୀ ରେଳବାଇ ଥାନା ମିଳିତ ଭାବେ ଷ୍ଟେଶନର ସୁରକ୍ଷାକୁ...
କୁନ୍ଦୁଲି ବଳାତ୍କାର ଘଟଣା : କମିଶନଙ୍କ ରିପୋର୍ଟ ନେଇ ବିରୋଧୀ ଗରମ
ଭୁବନେଶ୍ୱର,୫ା୮(ବ୍ୟୁରୋ): କୁନ୍ଦୁଲି ରିପୋର୍ଟ ବିଧାନସଭାରେ ଉପସ୍ଥାପିତ ହେବାପରେ ବିରୋଧୀଙ୍କ ଟାର୍ଗେଟରେ ରାଜ୍ୟ ସରକାର। କାହାକୁ ସୁରକ୍ଷା ଦେବାକୁ ଏଭଳି ରିପୋର୍ଟ ପ୍ରସ୍ତୁତ କରାଯାଇଛି ବୋଲି ବିରୋଧୀ ପ୍ରଶ୍ନ କରିଥିଲେ। ତଦନ୍ତ କମିଶନ ଗତ ସରକାରଙ୍କୁ ଦେଇଥିବା ରିପୋର୍ଟ ଅନୁଯାୟୀ, କୁନ୍ଦୁଲି...
ରାଜଧାନୀରେ ପୋଲିସ-ଅପରାଧୀ ମୁହାଁମୁହିଁ : ୨୯ ଘଣ୍ଟାରେ ୫ ଏନ୍କାଉଣ୍ଟର
ଭୁବନେଶ୍ୱର,୫ା୮(ବ୍ୟୁରୋ) : ମଞ୍ଚେଶ୍ୱର ଥାନାଞ୍ଚଳରେ ସିରିଜ୍ ଲୁଟ୍ ପରେ କମିଶନରେଟ ପୋଲିସ ଆରମ୍ଭ କରିଛି ଅପରେଶନ ଏନ୍କାଉଣ୍ଟର। ୨୯ ଘଣ୍ଟାରେ ୫ ଏନ୍କାଉଣ୍ଟର କରିିଛି। ଶନିବାର ଭୋର୍ ୪ଟାରେ ବାଲିଅନ୍ତା ଥାନା ଅନ୍ତର୍ଗତ ଟଙ୍କପାଣି ସେତୁ ନିକଟରେ ପୋଲିସ ଗୁଳିରେ...
ପାଣି ପାଇଁ ଦୁଇ ଗ୍ରାମ ମଧ୍ୟରେ ସଂଘର୍ଷ: ତୀରମାଡ଼ରେ ଯୁବକ ମୃତ
ନରସିଂହପୁର, ୫ା୮(ଡି.ଏନ.ଏ./ସ୍ବ.ପ୍ର.): କଟକ ଜିଲା ନରସିଂହପୁର ଥାନା ଅଧୀନ ସାଗର ଏବଂ ପାଞ୍ଚଗୋଚ୍ଛିଆ ଗ୍ରାମବାସୀଙ୍କ ମଧ୍ୟରେ ରବିବାର ପାଣି ପାଇଁ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ତୀର ମାଡ଼ରେ ସାଗର ଗ୍ରାମର ଶ୍ରୀଧର ସାମଲ(୪୦)ଙ୍କ ମୃତ୍ୟୁ ଘଟିଥିବାବେଳେ ୧୫ରୁ ଊର୍ଦ୍ଧ୍ୱ...
ମେଟ୍ଲ ମିଟ୍-୨୦୧୯: ସିନିୟର ଗ୍ରୁପ୍ରେ ଆଇଜିଆଇଟି ସରାଙ୍ଗ ଚାମ୍ପିଅନ୍, ଜୁନିୟରରେ ପୁଣି ବାଜି ମାରିଲା ମଦର୍ସ ପବ୍ଲିକ ସ୍କୁଲ
ଭୁବନେଶ୍ୱର,୪।୮(ବ୍ୟୁରୋ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ମେଗା କୁଇଜ୍ ଇଭେଣ୍ଟ ‘ମେଟଲ୍ ମିଟ୍-୨୦୧୯’ ଶେଷ ହୋଇଛି। ଏହାର ସିନିୟର ଗ୍ରୁପ୍ର ଆଇଜିଆଇଟି(ସରାଙ୍ଗ) ବାଜି ମାରିଥିବା ବେଳେ ଜୁନିୟର ବର୍ଗରେ ଗତ ବର୍ଷର ବିଜେତା ମଦର୍ସ ପବ୍ଲିକ୍...
Archives


