ମେଟଲ୍ ମିଟ୍ ଗ୍ରାଣ୍ଡ ଫିନାଲେ ଜୁନିୟର ଗ୍ରୁପ୍ ରାଉଣ୍ଡ-୧: ଆଗରେ ମଦର୍ସ ପବ୍ଲିକ ସ୍କୁଲ
ଭୁବନେଶ୍ୱର,୪।୮(ବ୍ୟୁରୋ): ମେଟଲ୍ ମିଟ୍-୨୦୧୯ ଜୁନିୟର ଗ୍ରୁପ୍ ଗ୍ରାଣ୍ଡ ଫିନାଲେର ରାଉଣ୍ଡ-୧ ଏହା ମଧ୍ୟରେ ଶେଷ ହୋଇଛି। ଏହି ‘ଇନ୍ଫିନାଇଟ୍’ ରାଉଣ୍ଡରେ ୧୬ଟି ପ୍ରଶ୍ନ ରହିଥିବା ବେଳେ ଏଥିରେ ସର୍ବାଧିକ ୭୦ ସ୍କୋର୍ କରି ଆଗରେ ରହିଛି ଭୁବନେଶ୍ୱରର ମଦର୍ସ ପବ୍ଲିକ୍...
ଆଜି ଶ୍ରାଦ୍ଧବାର୍ଷିକୀ: ଉତ୍କଳ ସମ୍ମିଳନୀ ପକ୍ଷରୁ ନନ୍ଦିନୀ ଶତପଥୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ
ଭୁବନେଶ୍ୱର,୪।୮(ବ୍ୟୁରୋ): ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଉପଲକ୍ଷେ ଉତ୍କଳ ସମ୍ମିଳନୀ ପକ୍ଷରୁ ରାଜଭବନ ନିକଟସ୍ଥ ଏଲ୍ଆଇସି ଛକରେ ଥିବା ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। ମଞ୍ଚେଶ୍ୱର ଶିଳ୍ପାଞ୍ଚଳ ଶାଖା ସଭାପତି ଦିଲ୍ଲୀପ ଦାଶବର୍ମାଙ୍କ ସଭାପତିତ୍ୱରେ...
ମେଟଲ୍ ମିଟ୍-୨୦୧୯: ଗ୍ରାଣ୍ଡ ଫିନାଲେ ଆରମ୍ଭ
ଭୁବନେଶ୍ୱର,୪।୮(ବ୍ୟୁରୋ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ମେଗା କୁଇଜ୍ ଇଭେଣ୍ଟ ‘ମେଟଲ୍ ମିଟ୍-୨୦୧୯’ର ଗ୍ରାଣ୍ଡ ଫିନାଲେ ହୋଟେଲ ସ୍ବସ୍ତି ପ୍ରିମିୟମ୍ଠାରେ ରବିବାର ଆରମ୍ଭ ହୋଇଛି। ପ୍ରଥମେ ଜୁନିୟର ବିଭାଗର ଟପ୍-୮ଟି ଟିମ୍ ଫିନାଲେ ପ୍ରତିଯୋଗିତାରେ ଅବତୀର୍ଣ୍ଣ...
ଭୁଶୁଡ଼ି ପଡ଼ିଲାଣି ପ୍ରାଥମିକ ଶିକ୍ଷା
ଭୁବନେଶ୍ୱର, ୪ା୮(ବ୍ୟୁରୋ): ୫ମ ଶ୍ରେଣୀ ପିଲାଙ୍କୁ ମିଶାଣ ଫେଡାଣ, ହରଣ ଗୁଣନ ଜଣାନାହିଁ। ସେମାନେ ଦ୍ୱିତୀୟ ଶ୍ରେଣୀ ପାଠ ବିଷୟରେ କହିପାରୁ ନାହାନ୍ତି। ରାଜ୍ୟରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ଭୁଶୁଡି ପଡିଲାଣି। ଗୋଟିଏ ଜାତିର ମେରୁଦଣ୍ଡ ଭାଙ୍ଗିବାକୁ ହେଲେ ପ୍ରଥମେ...
କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ସହ ସାତଟି ବୁଝାମଣାପତ୍ର ସ୍ବାକ୍ଷରିତ: ‘ଓଡ଼ିଶା ହେବ କୃଷିରେ ବଳକା ରାଜ୍ୟ’
ଭୁବନେଶ୍ୱର, ୪ା୮(ବ୍ୟୁରୋ): କୃଷି କ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ଅନେକ ଦୀର୍ଘ ମିଆଦୀ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ଉନ୍ନତ ମାନର ବିହନ ସୃଷ୍ଟି ସହ କୃଷକମାନଙ୍କୁ ଅଧିକ ପରିମାଣରେ ଏହାକୁ ଦିଆଯିବାର ଲକ୍ଷ୍ୟ ରଖାଯାଇଛି ବୋଲି କୃଷି...
ବିଧାନସଭାରେ ୩ ବିଧେୟକ ଗୃହୀତ
ଭୁବନେଶ୍ୱର, ୪ା୮(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ବିଧାନସଭାରେ ଆଗତ ହୋଇଥିବା ୩ ଗୁରୁତ୍ୱପୂର୍ଣ୍ଣ ବିଧେୟକ ଶନିବାର ଗୃହୀତ ହୋଇଛି। ଏଥି ମଧ୍ୟରେ ଦୁଇଟି ସଂଶୋଧନ ଏବଂ ଗୋଟିଏ ବେସରକାରୀ ବିଶ୍ୱବିଦ୍ୟାଳୟ ସମ୍ପର୍କିତ ବିଧେୟକ ରହିଥିଲା। ଏଗୁଡ଼ିକ ହେଉଛି- ଓଡ଼ିଶା ଲୋକାୟୁକ୍ତ(ସଂଶୋଧନ)...
୫ ଦଫା ଦାବି ପୂରଣ ନେଇ ରାଜ୍ୟପାଳଙ୍କୁ ଭେଟିଲା ଭାଜପା: ଓବିସି କମିଶନ ଲାଗୁ ନ ହେଲେ ଆନ୍ଦୋଳନ ଚେତାବନୀ
ଭୁବନେଶ୍ୱର, ୪ା୮(ବ୍ୟୁରୋ):ରାଜ୍ୟରେ ଓବିସି କମିଶନ ଗଠନ, ପଛୁଆବର୍ଗ ଛାତ୍ରୀଛାତ୍ରଙ୍କୁ ବୃତ୍ତି ପ୍ରଦାନ, ଉଭୟ ସରକାରୀ ଓ ବେସରକାରୀ ନିଯୁକ୍ତି କ୍ଷେତ୍ରରେ ୨୭ପ୍ରତିଶତ ସଂରକ୍ଷଣ ବୃଦ୍ଧି, ଓବିସି ଫାଇନାନ୍ସ କର୍ପୋରେଶନ ମାଧ୍ୟମରେ ଋଣ ପ୍ରଦାନ ଏବଂ ସାମାଜିକ, ଶିକ୍ଷାଗତ ପଛୁଆବର୍ଗଙ୍କୁ(ଏସ୍ଇବିସି)ଙ୍କୁ ଓବିସି...
ଶିଶୁ ଓ ମହିଳାଙ୍କ ସୁରକ୍ଷାକୁ ନେଇ ଜାତୀୟ କର୍ମଶାଳା: ‘ପରୀ ପାଇଁ କଥାଟିଏ’ ସମାଜରେ ନୂଆ ଜାଗରଣ ସୃଷ୍ଟି କରିଛି
ଭୁବନେଶ୍ୱର, ୪ା୮(ବ୍ୟୁରୋ): ‘ପରୀ ପାଇଁ କଥାଟିଏ’ କାର୍ଯ୍ୟକ୍ରମ ସମାଜରେ ନୂଆ ଜାଗରଣ ସୃଷ୍ଟି କରିଛି। ନାବାଳିକାଙ୍କୁ ଉଦ୍ଧାର କରାଯାଇ ଠିକଣା ସ୍ଥାନରେ ପହଁଞ୍ଚାଇ ପାରିଛି ପୋଲିସ। ଏହି ଅଭିଯାନରେ ରାଜ୍ୟ ପୋଲିସ ଏକ ଗୁରୁଦାୟିତ୍ୱ ବହନ କରିଛି। ପୋଲିସ ନାଗରିକଙ୍କୁ...
ଗାନ୍ଧୀ ମାର୍ଗରେ ହୋଇ ନ ପାରେ ରାଜ୍ୟସ୍ତରୀୟ ପରେଡ୍: ୩ ସ୍ଥାନ ବୁଲି ଦେଖିଲେ ଡିଜିପି, ସିପି
ଭୁବନେଶ୍ୱର, ୪ା୮(ବ୍ୟୁରୋ): ରାଜ୍ୟରେ ୭୨ତମ ସ୍ବାଧୀନତା ଦିବସ ପାଳନ ପାଇଁ ଚାଲିଛି ପ୍ରସ୍ତୁତି। ସବୁଥର ପରି ଏଥର ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ଉତ୍ତୋଳନ କରିବେ। କିନ୍ତୁ କେତେକ କାରଣ ପାଇଁ ଚଳିତବର୍ଷ ଗାନ୍ଧୀମାର୍ଗରେ ରାଜ୍ୟସ୍ତରୀୟ ପରେଡ କରା...
ଦଳିତ ମହିଳାଙ୍କୁ ପୋଲିସ ଏସ୍ଆଇଙ୍କ ଅସଦାଚରଣ
ଭୁବନେଶ୍ୱର, ୪ା୮(ବ୍ୟୁରୋ): ସାଧାରଣ ଲୋକଙ୍କୁ ଉତ୍ତମ ବ୍ୟବହାର ଦେଖାଇବା ପାଇଁ ପୋଲିସ ଡିଜିଙ୍କଠାରୁ ଆରମ୍ଭ କରି ସିପି ପର୍ଯ୍ୟନ୍ତ ପୋଲିସ ଅଫିସରମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। କେତେଜଣ ପୋଲିସ ଅଫିସର ଏହି ନିର୍ଦ୍ଦେଶକୁ ମାନୁ ନ ଥିବା ଜଣାପଡିଛି। ଥାନାକୁ କେହି...
୫ ଜିଲାରେ ପ୍ରବଳ ବର୍ଷା:୪୮ ଘଣ୍ଟାରେ ଲଘୁଚାପ
ଭୁବନେଶ୍ୱର,୪।୮(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଏବଂ ନୂଆପଡା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ପାଣିପାଗ ବିଭାଗ ଅରେଞ୍ଜ ଓ୍ବାର୍ନିଂ ସତର୍କ ସୂଚନା...
ବନ୍ଧୁ ବିନା ଜୀବନ ରଙ୍ଗହୀନ
ଭୁବନେଶ୍ୱର, ୪ା୮(ବ୍ୟୁରୋ)/ କଟକ ଅଫିସ: ‘ବନ୍ଧୁ’ – ତୁମ ଖୁସିରେ ଯିଏ ଖୁସି ହୁଏ। ତୁମକୁ ସବୁ ବେଳେ ଆଗକୁ ବଢିବାରେ ପ୍ରେରଣା ଦିଏ। ଯିଏ ସବୁ ସମୟ, ସବୁ ପରିସ୍ଥିତିରେ ପାଖେ ପାଖେ ରହିଥାଏ ସେ ହିଁ ପ୍ରକୃତ...
Archives


