ମେଟ୍ରୋ

ହକି ସମ୍ପର୍କିତ ସଂକଳ୍ପକୁ ସମର୍ଥନ: ମୁଖ୍ୟମନ୍ତ୍ରୀଙ୍କୁ ସବୁ ଦଳ ସଦସ୍ୟଙ୍କ ପ୍ରଶଂସା

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ୨୦୨୩ରେ ରାଜ୍ୟରେ ଦ୍ୱିତୀୟ ଥର ଲାଗି ହକି ବିଶ୍ୱକପ୍‌ ଅନୁଷ୍ଠିତ ହେବ। ଏହାର ସଫଳତା କାମନା କରି ବିଧାନସଭାରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଏକ ସଂକଳ୍ପ ଆଣିଥିଲେ। ଏହି ଅବସରରେ ନରସିଂହ କହିଛନ୍ତି, ହକି ହେଉଛି…

ଜିଲା ପରିଷଦ, ସମିତି ସଭ୍ୟ, ସରପଞ୍ଚ ଉପନିର୍ବାଚନ: ୪ ଜିଲା ପରିଷଦ ଅକ୍ତିଆର କଲା ବିଜେଡି

ଭୁବନେଶ୍ୱର,୨୯-୧୧(ବ୍ୟୁରୋ):ରାଜ୍ୟର ବିଭିନ୍ନ ଜିଲାରେ ଖାଲିପଡ଼ିଥିବା ୪ ଜିଲାପରିଷଦ ଆସନ, ୨୧ ସମିତି ସଭ୍ୟ, ୧୭ ସରପଞ୍ଚ ଓ ୩୦୩ ଓ୍ବାର୍ଡମେମ୍ବର ପଦ ପାଇଁ ବୁଧବାର ହୋଇଥିବା ଉପନିର୍ବାଚନର ଫଳାଫଳ ଗୁରୁବାର ପ୍ରକାଶ ପାଇଛି। ସମସ୍ତ ୪ ଜିଲା ପରିଷଦ ଜୋନ୍‌ରେ ବିଜେଡି…

ଆଗୁଆ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୨୯-୧୧(ବ୍ୟୁରୋ):ଷୋଡ଼ଶ ବିଧାନସଭାର ଶୀତକାଳୀନ ଅଧିବେଶନ ଆଗୁଆ ଶେଷ ହୋଇଛି। ସରକାରଙ୍କ ଆଉ କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟ କିମ୍ବା ବିଲ୍‌ ନ ଥିବାରୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୁରୁବାର ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ଲାଗି ମୁଲତବୀ ଘୋଷଣା କରିଛନ୍ତି। ଏହାକୁ ବିରୋଧ କରି…

‘ମୋ ସରକାର’ କାର୍ଯ୍ୟକ୍ରମର ସମୀକ୍ଷା କଲେ ଅନ୍ତରୀଣ ଡିଜିପି: ୯୦ ପ୍ରତିଶତରୁ ଉର୍ଦ୍ଧ୍ୱ ଅଭିଯୋଗକାରୀ ସନ୍ତୁଷ୍ଟ

ଭୁବନେଶ୍ୱର, ୨୮ା୧୧(ବ୍ୟୁରୋ)-‘ହ୍ୟାଲୋ ମୁଁ ଡିଜିପି ସତ୍ୟଜିତ ମହାନ୍ତି କହୁଛି। ଆପଣ ଥାନାକୁ ଯାଇ ଅଭିଯୋଗ କରିଥିଲେ, ପୋଲିସ ଠିକ୍‌ କାର୍ଯ୍ୟାନୁଷ୍ଠାନ ନେଇଛି କି? ଥାନା ଅଧିକାରୀ ଓ କର୍ମଚାରୀଙ୍କ ବ୍ୟବହାର ଆପଣଙ୍କ ପ୍ରତି କିଭଳି ଥିଲା? ପୋଲିସର କାର୍ଯ୍ୟ ଉପରେ ଆପଣ…

ଏଣିକି ଏସ୍‌ଏଚ୍‌ଜି ଗ୍ରୁପ୍‌କୁ ଦିଆଯିବ ମଧ୍ୟାହ୍ନ ଭୋଜନ ଦାୟିତ୍ୱ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ଏଣିକି ସ୍କୁଲ ମଧ୍ୟାହ୍ନଭୋଜନ ଦାୟିତ୍ୱ ବୁଝିବେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ। ମିଶନ ଶକ୍ତି ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ନିଷ୍ପତ୍ତି ନିଆଯାଇଛି। ପ୍ରାଥମିକ ଭାବେ ଶହେରୁ ଅଧିକ ପିଲା ଥିବା ସ୍କୁଲର ଖାଦ୍ୟ ଦାୟିତ୍ୱ ଏସ୍‌ଏଚ୍‌ଜି ଗ୍ରୁପ୍‌…

ଶାସକ ସଭ୍ୟଙ୍କ ଅଭିଯୋଗ: ଡିଏମ୍‌ଏଫ୍‌ ପାଣ୍ଠି ଅନ୍ୟ ଅଞ୍ଚଳରେ ଖର୍ଚ୍ଚ ହେଉଛି

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ଡିଷ୍ଟ୍ରିକ୍ଟ ମିନେରାଲ ଫଣ୍ଡ(ଡିଏମ୍‌ଏଫ୍‌) ଟଙ୍କା ଖଣି ପ୍ରଭାବିତ ଅଞ୍ଚଳରେ ଖର୍ଚ୍ଚ ହେଉନାହିଁ। ଜିଲାପାଳମାନେ ମନଇଚ୍ଛା ଏହି ଅର୍ଥ ଖର୍ଚ୍ଚ କରୁଛନ୍ତି। ଏଥିଯୋଗୁ ପ୍ରଭାବିତ ଅଞ୍ଚଳର ବିକାଶ ହୋଇପାରୁନାହିଁ। ଏହାକୁ ନେଇ ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ଗୁରୁବାର…

ପୁଣି କୋହଳ ହେଲା ଗାଡ଼ି କାଗଜପତ୍ର ଯାଞ୍ଚ ନିୟମ: ଆଉ ତିନି ମାସ ଘୁଞ୍ଚିଲା ଡେଡ୍‌ଲାଇନ୍‌

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ପୁଣି ଘୁଞ୍ଚିଲା ଡେଡ୍‌ଲାଇନ୍‌। ଡିସେମ୍ବର ପହିଲାରୁ ସଂଶୋଧିତ ମୋଟର ଯାନ ଆଇନ ୨୦୧୯ ଲାଗୁ ପାଇଁ ଯେଉଁ ଘୋଷଣା କରାଯାଇଥିଲା ତାହା ଘୁଞ୍ଚିଛି। ଏହାକୁ ଆଉ ତିନି ମାସ କୋହଳ କରାଯାଇଛି। ଏନେଇ ବିଧାନସଭାରେ ଗୁରୁବାର ପରିବହନ ମନ୍ତ୍ରୀ ପଦ୍ମନାଭ…

ତାଲିମ ପାଇଥିବା ସତ୍ତ୍ୱେ ନିଯୁକ୍ତି ନାହିଁ: ରାସ୍ତା ଉପରେ ମାଣ ବସାଇ ପ୍ରତିବାଦ କଲେ ସ୍ବାସ୍ଥ୍ୟକର୍ମୀ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ରାଜଧାନୀର ଲୋୟର ପିଏମ୍‌ଜି ଛକରେ ଓଡ଼ିଶା ଅଣନିଯୁକ୍ତି ତାଲିମପ୍ରାପ୍ତ ମହିଳା ସ୍ବାସ୍ଥ୍ୟକର୍ମୀ ସଂଘ ପକ୍ଷରୁ ଅଭିନବ ପ୍ରତିବାଦ। ମାର୍ଗଶୀର ମାସ ଗୁରୁବାର ହୋଇଥିବାରୁ ରାସ୍ତା ଉପରେ ମାଣବସା କରି ପ୍ରତିବାଦ ଜଣାଇଛନ୍ତି ସ୍ବାସ୍ଥ୍ୟକର୍ମୀ। ମହିଳା ସଶକ୍ତିକରଣ ନାମରେ ରାଜ୍ୟ ସରକାର…

ଡିସେମ୍ବର ପହିଲାରୁ କଡ଼ାକଡ଼ି ହେବ ଯାନବାହନ ଯାଞ୍ଚ: ବିଧାନସଭାରେ କୋହଳ ଅବଧିକୁ ଆଉ ତିନି ମାସ ବଢ଼ାଇବାକୁ ଦାବି

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ସମଗ୍ର ଦେଶରେ ସଂଶୋଧିତ ମୋଟର ଯାନ ଆଇନ ୨୦୧୯ ଲାଗୁ ହୋଇଛି। ସେପ୍ଟେମ୍ବର ପହିଲାରୁ ଏହି ଆଇନ ରାଜ୍ୟରେ ଲାଗୁ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ପୂର୍ଣ୍ଣମାତ୍ରାରେ କାର୍ଯ୍ୟକାରୀ କରାଯାଇନାହିଁ। ଡ୍ରାଇଭିଂ ଲାଇସେନ୍ସ , ପଲ୍ୟୁଶନ ଅଣ୍ଡର କଣ୍ଟ୍ରୋଲ(ପିୟୁସି) ଏବଂ ଅନ୍ୟାନ୍ୟ…

ହାଇଦ୍ରାବାଦକୁ ପର୍ଯ୍ୟଟନ ମନ୍ତ୍ରୀ ମହିଳାଙ୍କୁୁ ନେବା ପ୍ରସଙ୍ଗ: ବିଧାନସଭାରେ କଂଗ୍ରେସର ହଟ୍ଟଗୋଳ, ଗୃହ ମୁଲତବୀ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ରାଜ୍ୟ ସରକାରଙ୍କ ଦ୍ୱାରା ହାଇଦ୍ରାବାଦରେ ଆୟୋଜିତ ରୋଡ ଶୋ’କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଦୁଇଜଣ ମହିଳାଙ୍କୁ ସାଙ୍ଗରେ ନେଇଥିଲେ। ସରକାରୀ ଅର୍ଥରେ ଉକ୍ତ ଦୁଇ ମହିଳାଙ୍କୁ ହାଇଦ୍ରାବାଦ କାହିଁକି ନିଆଯାଇଥିଲା। କେନ୍ଦ୍ରାପଡ଼ାର…

ମତାନ୍ତର ଭୁଲି ଏକତାସୂତ୍ରରେ ବାନ୍ଧି ହୁଅ: ନିରଞ୍ଜନ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ତୃଣମୂଳସ୍ତରରେ କଂଗ୍ରେସ ସଙ୍ଗଠନକୁ ସୁଦୃଢ଼ କରିବା ପାଇଁ ଦଳର ୩୩ ସାଙ୍ଗଠନିକ ଜିଲାରୁ କ୍ୟାଡର ସୃଷ୍ଟି କରିବା ପାଇଁ କଂଗ୍ରେସ ଭବନଠାରେ ଦୁଇଦିନିଆ ଚୟନ ପ୍ରକ୍ରିୟା ବୁଧବାର ଶେଷ ହୋଇଛି। ଏହି ଉପଲକ୍ଷେ ନିଖିଳ ଭାରତ କଂଗ୍ରେସ ପ୍ରଶିକ୍ଷଣ ଇନଚାର୍ଜ…

ଇକୋ-ଟୁରିଜମ ସ୍ଥଳୀ ଭାବେ ବିକଶିତ ହେବ ୭ ସ୍ଥାନ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଚାନ୍ଦିପୁର, ଚିତ୍ରକୋଣ୍ଡା, ସତୀଗୁଡା, କୋରାପୁଟ, ଟେନ୍‌ସା, ନୂଆପଡ଼ାର ପାତ୍ରୋଡା ଡ୍ୟାମ୍‌ ଏବଂ ବରଗଡ଼ର ନୃସିଂହନାଥ ଆଦି ୭ଟି ସ୍ଥାନକୁ ନୂଆ ଇକୋ-ଟୁରିଜମ ସ୍ଥଳୀଭାବେ ବିକଶିତ କରାଯିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହିସବୁ ସ୍ଥାନକୁ ପ୍ଲାଷ୍ଟିକ ମୁକ୍ତ ରଖିବା ଏବଂ ସେଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?