ରାଜ୍ୟରେ ଅବକ୍ଷୟମୁଖୀ ଚିନିକଳ ଶିଳ୍ପ
ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ରାଜ୍ୟରେ ଚିନି କଳ ବ୍ୟବସାୟ ଲାଭଜନକ ନୁହେଁ। ଉତ୍ପାଦନ ଖର୍ଚ୍ଚର ଅହେତୁକ ବୃଦ୍ଧି ଘଟିଛି। ହେଲେ ସମାନୁପାତିକ ମୂଲ୍ୟରେ ବିକ୍ରି କରାଯାଉନାହିଁ। କେତେକ କାରଖାନା ପାଇଁ ଉପଯୁକ୍ତ ପରିମାଣର କଞ୍ଚାମାଲ ଅଭାବ ମଧ୍ୟ ରହୁଛି। ରାଜ୍ୟର ବିଭିନ୍ନ ଚିନି କାରଖାନା…
ପାକିସ୍ତାନ ଲିଙ୍କ୍ ଅଭିଯୋଗ: ବିଧାନସଭାରେ କେୟାର ହସ୍ପିଟାଲ ପ୍ରସଙ୍ଗ ଉଠାଇଲେ ବିରୋଧୀ
ଭୁବନେଶ୍ୱର, ୨୮ା୧୧(ବ୍ୟୁରୋ): ଭୁବନେଶ୍ୱରସ୍ଥିତ କେୟାର ହସ୍ପିଟାଲର ପାକିସ୍ତାନ ସହ ଲିଙ୍କ୍ ଥିବାନେଇ ବିଧାନସଭାରେ ବିରୋଧୀ ଆପତ୍ତି ଉଠାଇଛନ୍ତି। ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ପ୍ରମୁଖ ଏହି ପ୍ରସଙ୍ଗ ଉଠାଇ ସରକାରଙ୍କଠାରୁ ସ୍ପଷ୍ଟୀକରଣ ମାଗିଥିଲେ। ବୁଧବାର…
ମାହାଙ୍ଗା ରାସ୍ତା ନିର୍ମାଣରେ ଦୁର୍ନୀତି ଅଭିଯୋଗ: ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଦେଲେ ଲୋକାୟୁକ୍ତ
ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): କଟକ ପୂର୍ତ୍ତ ଡିଭିଜନ-୨ ଅନ୍ତର୍ଗତ ସାଲେପୁର ସବ୍ଡିଭିଜନର ମାହାଙ୍ଗା ସେକ୍ସନରେ ହୋଇଥିବା ରାସ୍ତା ନିର୍ମାଣ ଟେଣ୍ଡର ଦୁର୍ନୀତିର ତଦନ୍ତ କରିବାକୁ ଲୋକାୟୁକ୍ତ ବୁଧବାର ଭିଜିଲାନ୍ସକୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୬ ମାସ ମଧ୍ୟରେ ତଦନ୍ତ ସାରି ରିପୋର୍ଟ ଦାଖଲ କରିବାକୁ…
ଶିଳ୍ପସଂସ୍ଥାରେ ସ୍ଥାନୀୟ ନିଯୁକ୍ତିକୁ ଅଣଦେଖା: ଦଳମତ ନିର୍ବିଶେଷରେ ବିଧାୟକଙ୍କ ଅଭିଯୋଗ
ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ରାଜ୍ୟର ଜମି, ଜଳ, ଜଙ୍ଗଲକୁ ବ୍ୟବହାର କରି ସଂଖ୍ୟାଧିକ କମ୍ପାନୀ ଶିଳ୍ପ ସମୃଦ୍ଧ ହୋଇଛନ୍ତି। ହେଲେ ସେହି ପରିମାଣରେ ରାଜ୍ୟର ମାନବ ସମ୍ବଳକୁ ନିଯୁକ୍ତି ଦେବାରେ ବିଫଳ ହୋଇଛନ୍ତି। ଦଳମତ ନିର୍ବିଶେଷରେ ବିଧାୟକମାନେ ଶୂନ୍ୟକାଳରେ ବୁଧବାର ବିଧାନସଭାରେ ଏହି ପ୍ରସଙ୍ଗ…
ମହିଳାଙ୍କୁ ସୁରକ୍ଷା ଯୋଗାଇବାରେ ସରକାର ବିଫଳ
ଭୁବନେଶ୍ୱର, ୨୭।୧୧(ବ୍ୟୁରୋ): ରାଜ୍ୟ ସରକାର ମହିଳାମାନଙ୍କୁ ସୁରକ୍ଷା ଯୋଗାଇ ଦେବାରେ ବିଫଳ ହୋଇଥିବା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଅଭିଯୋଗ କରିଛନ୍ତି। ବୁଧବାର ବିଧାନସଭାର ଶୂନ୍ୟକାଳରେ ପ୍ରଦୀପ୍ତ ଏହିସବୁ ପ୍ରସଙ୍ଗ ଉପସ୍ଥାପନ କରିଥିଲେ। ପ୍ରଦୀପ୍ତ କହିଥିଲେ ଯେ, ସ୍ମିତାରାଣୀ ହତ୍ୟାକାଣ୍ଡ…
ଓଡ଼ିଶାରେ ହ୍ରାସ ପାଉଛି ଦୁର୍ନୀତି
ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଏକଦା ଦେଶର ଭୋକର ଭୂଗୋଳ ଥିବା ଓଡ଼ିଶା ଅନ୍ୟତମ ପ୍ରମୁଖ ଧାନ ଉତ୍ପାଦନକାରୀ ରାଜ୍ୟ ଭାବେ ଉଭା ହୋଇଛି। ସାରା ଭାରତବର୍ଷରେ ପୁଞ୍ଜିନିବେଶ ପାଇଁ ନିବେଶକମାନେ ଏତେଟା ଇଚ୍ଛା ପ୍ରକାଶ କରୁନାହାନ୍ତି। ଅପରପକ୍ଷରେ ସମାନ ସମୟରେ ସଂଖ୍ୟାଧିକ ନୂଆ ପୁଞ୍ଜି…
ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲେ ବିରୋଧୀ
ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ)ରେ ବ୍ୟାପକ ଅନିୟମିତତା ଅଭିଯୋଗ ନେଇ ବୁଧବାର ବିଧାନସଭାରେ ସରଗରମ ଆଲୋଚନା ହୋଇଥିଲା। ଏହି ପ୍ରସଙ୍ଗରେ ସରକାରଙ୍କୁ ଅକଳରେ ପକାଇବା ପାଇଁ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି, ସନାତନ ବିଜୁଳି, ମୁକେଶ ମହାଲିଙ୍ଗ ଏବଂ…
କେବଳ ପ୍ରଚାରରେ ସଫଳତା
ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଭାଜପା ନେତୃତ୍ୱାଧୀନ କେନ୍ଦ୍ରର ଏନ୍ଡିଏ ସରକାର ୨୦୧୬ ମେ ୧ ତାରିଖରେ ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା (ପିଏମ୍ୟୁଓ୍ବାଇ)ର ଶୁଭାରମ୍ଭ କରିଥିଲେ। ଏହା ପରଠାରୁ ଦେଶର ସବୁଆଡ଼େ ଏହି ଯୋଜନାର ବ୍ୟାପକ ପ୍ରଚାର ଚାଲିଛି। ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା କେନ୍ଦ୍ରର ସବୁଠାରୁ…
ଟୋକନ ବ୍ୟବସ୍ଥାକୁ ନେଇ ଉଦ୍ବେଗ
ଭୁବନେଶ୍ୱର, ୨୮ା୧୧(ବ୍ୟୁରୋ): ଟୋକନ ବ୍ୟବସ୍ଥାକୁ ନେଇ ଚାଷୀମାନେ ଅସନ୍ତୋଷ ପ୍ରକାଶ କରୁଥିବା ବେଳେ ବୁଧବାର ବିଧାନସଭାରେ ଶାସକ ଦଳର ସଦସ୍ୟମାନେ ମଧ୍ୟ ଏହି ବ୍ୟବସ୍ଥା ଯୋଗୁ ଧାନ କିଣାରେ ବିଳମ୍ବ ହେଉଥିବା ନେଇ ଉଦ୍ବେଗ ପ୍ରକାଶ କରିଥିଲେ। ବିଧାନସଭା ପ୍ରଶ୍ନୋତ୍ତର ବେଳେ…
ଭୁବନେଶ୍ୱର ରେଳ ଷ୍ଟେଶନକୁ ମିଳିବ ଆଇଏସ୍ଓ ସାର୍ଟିଫିକେଟ୍
ଭୁବନେଶ୍ୱର, ୨୭ା୧୧(ବ୍ୟୁରୋ): ବିଶାଖାପାଟଣା ପରେ ଏବେ ଭୁବନେଶ୍ୱର ରେଳ ଷ୍ଟେଶନକୁ ମିଳିବାକୁ ଯାଉଛି ଇଣ୍ଟରନ୍ୟାଶନାଲ ଅର୍ଗାନାଇଜେଶନ ଫର୍ ଷ୍ଟାଣ୍ଡାର୍ଡାଇଜେଶନ(ଆଇଏସ୍ଓ) ସାର୍ଟିଫିକେଟ୍। ସେହିଭଳି କଟକ ଷ୍ଟେଶନ ମଧ୍ୟ ଏହି ଦୌଡ଼ରେ ରହିଛି। ଏଥିପାଇଁ ମଙ୍ଗଳବାର ଭୁବନେଶ୍ୱର ଓ କଟକ ରେଳ ଷ୍ଟେଶନରେ ଆଇଏସ୍ଓ…
ବିଜେଡିକୁ ଫେରିବାକୁ ମନ ବଳାଇଲେଣି ଦାମ: କହିଲେ ‘ଦଳରେ ରହିବାକୁ ଚାହେଁ, ହେଲେ ପଦପଦବୀ ନେବି ନାହିଁ ନା ନିର୍ବାଚନ ଲଢ଼ିବି’
ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ବିଜେଡି ଫେରିବାକୁ ମନ ବଳାଇଲେଣି ବରିଷ୍ଠ ନେତା ଡା. ଦାମୋଦର ରାଉତ। ବୁଧବାର ସେ ଖୋଲାଖୋଲି ନିଜ ମନକଥା କହିଛନ୍ତି। ସାମ୍ବାଦିକଙ୍କ ସହ ଆଲୋଚନା ସମୟରେ ଦାମ କହିଛନ୍ତି, ବିଜେଡି ମୋତେ ବହିଷ୍କାର କଲା ପରେ ଭାଜପା ପ୍ରଲୋଭିତ କରି…
କେୟାର ହସ୍ପିଟାଲ ମାଲିକ ପାକିସ୍ତାନୀ ବୋଲି ଅଭିଯୋଗ ଆଣିଲେ ବିରୋଧୀ: ତଦନ୍ତ ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ବିଧାନସଭା ଶୂନ୍ୟକାଳରେ କେୟାର ହସ୍ପିଟାଲକୁ ନେଇ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ପ୍ରଶ୍ନ କରିବା ସହ ମାଲିକାନାକୁ ନେଇ ଅଭିଯୋଗ ଆଣିଥିଲେ। ଏହାକୁ ନେଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ। ମନ୍ତ୍ରୀ କହିଛନ୍ତି, ‘ବିରୋଧୀଙ୍କ ଅଭିଯୋଗ…

