ମେଟ୍ରୋ

ସଂସ୍କୃତି ମନ୍ତ୍ରୀଙ୍କ ନାମରେ ସଙ୍ଗୀନ ଅଭିଯୋଗ ଆଣିଲା କଂଗ୍ରେସ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ନାମରେ ସଙ୍ଗୀନ ଅଭିଯୋଗ ଆଣିଛି କଂଗ୍ରେସ। ସେ ମନ୍ତ୍ରୀପଦର ଅପବ୍ୟବହାର କରିଥିବା ନେଇ ବୁଧବାର କଂଗ୍ରେସ ଭବନରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ନେତା ସତ୍ୟପ୍ରକାଶ ନାୟକ ପାଣିଗ୍ରାହୀ ଅଭିଯୋଗ ଆଣିଛନ୍ତି। ସତ୍ୟପ୍ରକାଶଙ୍କ ଅଭିଯୋଗ…

ତଦନ୍ତକୁ ଦିଗହରା କରିବାକୁ ବି.କେ.ଙ୍କୁ ହଟାଗଲା: ଭାଜପା

ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ରାଜ୍ୟରେ ବଳାତ୍କାର ବଢ଼ିବାରେ ଲାଗିଛି। ଚଳିତବର୍ଷ ପ୍ରଥମ ୬ ମାସ ମଧ୍ୟରେ ମୋଟ ୧୧୪୯ ଜଣ ବଳାତ୍କାରର ଶିକାର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୦୪ ଜଣ ନାବାଳିକା ଅଛନ୍ତି ବୋଲି ଭାଜପା ଅଭିଯୋଗ କରିଛି। ଭାଜପା ରାଜ୍ୟ କାର୍ଯ୍ୟାଳୟ ଠାରେ ମଙ୍ଗଳବାର…

ନୂଆ ମୋଟର ଯାନ ଆଇନ:ଶେଷ ବେଳକୁ ଆର୍‌ଟିଓରେ ଅସମ୍ଭାଳ ଭିଡ଼

ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ରାଜ୍ୟ ସରକାର ଦେଇଥିବା ୩ ମାସର ଡେଡ୍‌ ଲାଇନ୍‌ ଆଉ ୪ଦିନରେ ସରୁଛି। ନୂଆ ମୋଟର ଯାନ ଆଇନକୁ କଡାକଡ଼ି ପାଳନ କରିବାକୁ ଟ୍ରାଫିକ ପୋଲିସ ଓ ଆର୍‌ଟିଓ ପୂରା ପ୍ରସ୍ତୁତ ରହିଛି। ହେଲେ ଏବେବି ବହୁ ଗାଡ଼ି ଚାଳକ ଡ୍ରାଇଭିଂ…

‘ମୋ ସାଇକେଲ’କୁ ବର୍ଷେ ପୂରିଲା

ଭୁବନେଶ୍ୱର, ୨୭-୧୧(ବ୍ୟୁରୋ):‘ମୋ ସାଇକେଲ’ ସେବାକୁ ବର୍ଷେ ପୂରିଛି। ଏହି ପରିପ୍ରେକ୍ଷୀରେ କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ) ପକ୍ଷରୁ ମଙ୍ଗଳବାର କ୍ରୁଟ କାର୍ଯ୍ୟାଳୟରୁ ରୋଟାରୀ ଭବନ ଯାଏ ଏକ ସାଇକ୍ଲୋଥନ୍‌ କରାଯିବା ସହ ୬ଜଣ ମୋ ସାଇକେଲ ଚାଳକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।…

ରାଜ୍ୟରେ ଗବେଷଣା ସଂସ୍କୃତି ପ୍ରତିଷ୍ଠା କରିବ ଉତ୍କଳ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୨୭-୧୧(ବ୍ୟୁରୋ):ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ଲାଟିନମ୍‌ ଜୁବିଲି ସମାରୋହର ମଙ୍ଗଳବାର ଥିଲା ଚତୁର୍ଥ ଦିବସ। ଏହି ଅବସରରେ ଆଞ୍ଚଳିକ ଗବେଷଣା ହବ୍‌ ଆନୁକୂଲ୍ୟରେ ପରିଜା ପାଠାଗାରଠାରେ ଗବେଷଣାରତ ଛାତ୍ରୀଛାତ୍ରଙ୍କ ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। କୁଳପତି ପ୍ରଫେସର ସୌମେନ୍ଦ୍ର ମୋହନ ପଟ୍ଟନାୟକ ସମ୍ମିଳନୀକୁ…

ଭୁବନେଶ୍ୱରରେ ଖୋଲିବ ସୋସିଆଲ ମିଡିଆ ମନିଟରିଂ ସେଲ୍‌

ଭୁବନେଶ୍ୱର,୨୭-୧୧(ବ୍ୟୁରୋ)/କଟକ(ଅଫିସ):ବଢ଼ି ଚାଲିଥିବା ସାଇବର ଅପରାଧ ଏବେ ପୋଲିସର ଚିନ୍ତା ବଢ଼ାଇଛି। ତେଣୁ ଖୁବ୍‌ଶୀଘ୍ର ଭୁବନେଶ୍ୱରରେ ସୋସିଆଲ ମିଡିଆ ମନିଂଟରିଂ ସେଲ୍‌ ଖୋଲିବାକୁ ଯାଉଛି। ସାରା ରାଜ୍ୟର ସୋସିଆଲ ମିଡିଆ ଉପରେ ଏହା ନଜର ରଖିବ। କୌଣସି ଗୁଜବ ଓ ଅନ୍ୟ ଆପରାଧିକ…

ସମ୍ବିଧାନ ପ୍ରଣୟନ ବିଶ୍ୱର ଏକ ପ୍ରମୁଖ ଘଟଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ବିଧାନସଭା ସମ୍ମିଳନୀ କକ୍ଷରେ ସମ୍ବିଧାନ ଦିବସ-୨୦୧୯ ମହାସମାରୋହରେ ପାଳନ କରାଯାଇଛି। ଏହି ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଆଜି ଏକ ଐତିହାସିକ ଦିବସ। ୧୯୪୯ ମସିହା ଆଜିର ଦିନରେ ଭାରତୀୟ ସମ୍ବିଧାନକୁ ସମ୍ବିଧାନ ସଭାଦ୍ବାରା ଗ୍ରହଣ କରାଯାଇଥିଲା। ଭାରତୀୟ…

ପ୍ରମୋଦ ସାହୁ ବରଖାସ୍ତ

ଭୁବନେଶ୍ୱର (ବ୍ୟୁରୋ)/ କେନ୍ଦ୍ରାପଡ଼ା ଅଫିସ, ୨୭-୧୧: କେନ୍ଦ୍ରାପଡ଼ା କ୍ରେଡିଟ୍‌ କୋ-ଅପରେଟିଭ ସୋସାଇଟି ଲିଃ ସଭାପତି ପଦରୁ ପ୍ରମୋଦ ସାହୁଙ୍କୁ ବରଖାସ୍ତ କରାଯାଇଛି। ଆଇଏଏସ୍‌ ଅଧିକାରୀ ତଥା ଆରସିଏସ୍‌ ବିଭୂତି ଭୂଷଣ ପଟ୍ଟନାୟକ ଓଡ଼ିଶା କୋ-ଅପରେଟିଭ ସୋସାଇଟି ଆକ୍ଟ-୧୯୬୨ ଅଧୀନ କ୍ଷମତା ବଳରେ…

ଆଧାରକରଣରେ ଓଡ଼ିଶା ଅଗ୍ରଣୀ ରାଜ୍ୟ

ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ଚଳିତ ବର୍ଷ ୪.୫୮ କୋଟି ସାବାଳକଙ୍କ ମଧ୍ୟରୁ ପ୍ରାୟ ୯୩.୧ ଶତକଡା ଲୋକଙ୍କ ଆଧାର ପ୍ରସ୍ତୁତ କରାଯାଇଛି। ୦-୫ ବର୍ଷ ବୟସ ମଧ୍ୟରେ ୧୮,୨୬,୦୩୮ ଶିଶୁଙ୍କ ପଞ୍ଜୀକରଣ କରାଯାଇ ୪୬% ଲକ୍ଷ୍ୟ ହାସଲ କରାଯାଇଛି। ୫-୧୮ ବର୍ଷ ବୟସ ମଧ୍ୟରେ ୯୫,୮୭,୧୮୬…

ରାଜ୍ୟରେ ଜଙ୍ଗଲ ପରିମାଣ ୫୧, ୩୪୫ ବର୍ଗ କି.ମି.

ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ଓଡ଼ିଶାରେ ସମ୍ପୂର୍ଣ୍ଣ ଜଙ୍ଗଲର ପରିସୀମା ୫୧ ହଜାର ୩୪୫ ବର୍ଗ କି.ମି. ରହିଛି। ୨୦୧୪ ମସିହା ପୂର୍ବରୁ ଏହା ୫୦ ହଜାର ୩୪୭ ବର୍ଗ କି.ମି. ରହିଥିଲା। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମଙ୍ଗଳବାର ବିଧାନସଭାରେ ଲିଖିତ…

ରାଷ୍ଟ୍ରପତିଙ୍କ ଗସ୍ତ ଚୂଡ଼ାନ୍ତ:୮ରେ ପାଇକ ସ୍ମାରକୀର ହେବ ଶିଳନ୍ୟାସ

ଖୋର୍ଦ୍ଧା ଅଫିସ,୨୭-୧୧:ଖୋର୍ଦ୍ଧାର ବରୁଣେଇ ପାହାଡ ପାଦଦେଶରେ ନିର୍ମାଣ ହେବାକୁ ଥିବା ପାଇକ ସ୍ମାରକୀର ଶିଳାନ୍ୟାସ ଡିସେମ୍ବର ୮ରେ ଅନୁଷ୍ଠିତ ହେବ। ଏହି ଶିଳାନ୍ୟାସ ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ କରିବେ। ଏଥିପାଇଁ ରାଷ୍ଟ୍ରପତିଙ୍କ ବରୁଣେଇ ଗସ୍ତ ଚୂଡାନ୍ତ ହୋଇଛି। ସୁରକ୍ଷା ଦୃଷ୍ଟିରୁ…

ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟ:୧୬ ବିଭାଗରେ ନିଯୁକ୍ତ ହେବେ ୨୮୯ ଅଧ୍ୟାପକ

ଭୁବନେଶ୍ୱର, ୨୭-୧୧(ବ୍ୟୁରୋ):ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟଗୁଡ଼ିକରେ ଖାଲିଥିବା ଅଧ୍ୟାପକ ପଦବୀ ପୂରଣ ଦିଗରେ ସରକାର ପଦକ୍ଷେପ ନେଇଛନ୍ତି। ଏଥିପାଇଁ ବିଭାଗ ଦ୍ୱାରା ରାଜ୍ୟ ସିଲେକ୍‌ଶନ୍‌ ବୋର୍ଡକୁ ୮୩୩ ଅଧ୍ୟାପକ ପଦବୀ ପୂରଣ ନିମନ୍ତେ ପଦକ୍ଷେପ ନେବାକୁ ଅନୁରୋଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?