ଦାଦାବଟି ମାଗିବା ଅଭିଯୋଗରେ ୬ ଗିରଫ: କାର, ବନ୍ଧୁକ, ଗୁଳି ଜବତ
କଟକ ଅଫିସ, ୧୪।୧୧- ଜଗତ୍ପୁର ଥାନା ଅଞ୍ଚଳର ଜନୈକ ବ୍ୟକ୍ତିଙ୍କୁ ମାରଣାସ୍ତ୍ର ଦେଖାଇ ଧମକ ଦେବା ଓ ଦାଦାବଟି ମାଗିବା ଅଭିଯୋଗରେ ପୋଲିସ ଏକ ଗ୍ୟାଙ୍ଗର ୬ ଜଣଙ୍କୁ ବୁଧବାର ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ଜଗତ୍ପୁର ଥାନା…
ପ୍ରସଙ୍ଗ ଏକ, ବିରୋଧୀ ଦୁଇଫାଳ: ସିବିଆଇ ତଦନ୍ତ ଦାବି ନେଇ ଭାଜପା ସଦସ୍ୟଙ୍କ ହଟ୍ଟଗୋଳ, ଦୁଇଥର ଗୃହ ମୁଲତବୀ
ଭୁବନେଶ୍ୱର, ୧୪।୧୧(ବ୍ୟୁରୋ)- ଇସ୍ୟୁ ଗୋଟିଏ। ମାତ୍ର ବିରୋଧୀ ଦୁଇଫାଳ। ଗତ ଅଧିବେଶନ ଭଳି ଚଳିତ ଅଧିବେଶନରେ ମଧ୍ୟ ମୁଖ୍ୟ ବିରୋଧୀ ଭାଜପା ଓ କଂଗ୍ରେସ ପୃଥକ୍ ଢଙ୍ଗରେ ସରକାରଙ୍କୁ ବିରୋଧ କରୁଛନ୍ତି। କଂଗ୍ରେସ ଆଲୋଚନା କରିବାକୁ ଚାହିଁବା ବେଳେ ଭାଜପା ହଟ୍ଟଗୋଳରେ…
ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା: ଓଡ଼ିଶା ମଣ୍ଡପ ଉଦ୍ଘାଟିତ
ଭୁବନେଶ୍ୱର,୧୪।୧୧(ବ୍ୟୁରୋ)- ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଅନୁଷ୍ଠିତ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଆକର୍ଷଣୀୟ ଓଡ଼ିଶା ମଣ୍ଡପ ଉଦ୍ଘାଟିତ ହୋଇଯାଇଛି। ରାଜ୍ୟ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ମେଳାର ଉଦ୍ଘାଟନ କରିଥିଲେ। ଏଥିରେ ରାଜ୍ୟ ସରକାରଙ୍କ ପରାମର୍ଶଦାତା (ଗଣମାଧ୍ୟମ ଓ…
ମହିମାନନ୍ଦ ମିଶ୍ରଙ୍କୁ ଜାମିନ: ତଳକୋର୍ଟ ନିର୍ଦ୍ଧାରଣ କରିବେ ଜାମିନ ସର୍ତ୍ତ
କଟକ ଅଫିସ, ୧୪ା୧୧- ପାରାଦୀପ ସିୱେଜ ଶିପିଙ୍ଗ କମ୍ପାନୀ ମ୍ୟାନେଜର ମହେନ୍ଦ୍ର ସ୍ବାଇଁ ହତ୍ୟା ମାମଲାରେ ଗିରଫ ହୋଇ ଜେଲ୍ରେ ଥିବା ଶିଳ୍ପପତି ମହିମାନନ୍ଦ ମିଶ୍ରଙ୍କୁ ହାଇକୋର୍ଟ ଗୁରୁବାର ଜାମିନ ପ୍ରଦାନ କରିଛନ୍ତି। ଏଥିସହ ତଳକୋର୍ଟ ଜାମିନ ସର୍ତ୍ତ ରଖିବେ ବୋଲି…
ବାଲୁକାକଳାରେ ଲତାଙ୍କ ଆରୋଗ୍ୟ କାମନା କଲେ ସୁଦର୍ଶନ
ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ଖ୍ୟାତନାମା ବାଲୁକାଶିଳ୍ପୀ ତଥା ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ଆରୋଗ୍ୟ କାମନା କରିିଛନ୍ତି। ସୁଦର୍ଶନ ନିଜ ବାଲୁକାକଳାରେ ଏନେଇ ବାର୍ତ୍ତା ଦେଇଛନ୍ତି। ୯୦ ବୟସ୍କ ମଙ୍ଗେସକର ସୋମବାର ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ…
ଟ୍ରାଫିକ ନିୟମ ଉଲ୍ଲଂଘନ: ଦୁଇ ମାସରେ ଆଦାୟ ହୋଇଛି ଦେଢ଼ କୋଟି ଟଙ୍କା
ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ରାଜ୍ୟରେ ଦେଢ଼ କୋଟିରୁ ଅଧିକ ଜରିମାନା ଆଦାୟ ହୋଇଛି। ସେପ୍ଟେମ୍ବର ୧ରୁ ନଭେମ୍ବର ୧ ମଧ୍ୟରେ ମୋଟ ୧ କୋଟି ୫୩ ଲକ୍ଷ ୩୪ ହଜାର ୭୬୦ କୋଟି ଟଙ୍କା…
ଜେଲ ଗଲେ ଗ୍ୟାଙ୍ଗ୍ଷ୍ଟର ରାଜା ଆଚାର୍ଯ୍ୟ
କଟକ ଅଫିସ/ଭୁବନେଶ୍ୱର, ୧୪।୧୧(ବ୍ୟୁରୋ): ଜେଲ ଗଲେ ଗ୍ୟାଙ୍ଗ୍ଷ୍ଟର ସନ୍ଦୀପ ଆଚାର୍ଯ୍ୟ ଓରଫ ରାଜା। କଟକ ସିଜେଏମ୍ କୋର୍ଟରେ ଗୁରୁବାର ହାଜର କରାଯିବା ପରେ ତାଙ୍କୁ ଜେଲ ପଠାଯାଇଛି। ସୂଚନାଯୋଗ୍ୟ, ୨୦୦୪ରେ ଏକ ହତ୍ୟା ଉଦ୍ୟମ ଅଭିଯୋଗ ନେଇ ରାଜାଙ୍କ ନାମରେ ମାଲଗୋଦାମ…
ବିରୋଧୀଙ୍କ ହଟ୍ଟଗୋଳ ପରେ ବିଧାନସଭାରେ ଉତ୍ତର ରଖିଲେ ମନ୍ତ୍ରୀ: ଆତ୍ମହତ୍ୟା କରିଛନ୍ତି ସ୍ମିତାରାଣୀ
ଭୁବନେଶ୍ୱର, ୧୪।୧୧(ବ୍ୟୁରୋ): ଷୋଡ଼ଶ ବିଧାନସଭାର ଦ୍ୱିତୀୟ ଦିନ ଗୁରୁବାର ପୁଣି ଥରେ ବିଧାନସଭାରେ ବିରେଧୀମାନେ ହଟ୍ଟଗୋଳ କରିଛନ୍ତି। ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧୀମାନେ ଗୃହ ମଧ୍ୟଭାଗରେ ପ୍ଲାକାର୍ଡ ଦେଖାଇ ଯାଜପୁର ଜିଲା ହରିଦାସପୁରର ପିଇଓ ସ୍ମିତାରାଣୀ ବିଶ୍ୱାଳ ମୃତ୍ୟୁ ଘଟଣାର…
ଆୟୁର୍ବେଦର ସୁବର୍ଣ୍ଣ ଯୁଗ ଆସୁଛି
ବ୍ରହ୍ମପୁର ନିକଟ ଆଙ୍କୁଶପୁର କବିରାଜ ଅନନ୍ତ ତ୍ରିପାଠୀ ଶର୍ମା ଆୟୁର୍ବେଦ ମହାବିଦ୍ୟାଳୟର ଶିଶୁରୋଗ ବିଶେଷଜ୍ଞ ତଥା ଅଧ୍ୟାପକ ଡା. ବିମଳ କୁମାର ପଣ୍ଡାଙ୍କ ଇଚ୍ଛାଶକ୍ତି ତାଙ୍କ ପାଇଁ ଆଣିଦେଇଛି ସଫଳତା। ରୋଗ ପ୍ରତିରୋଧକ ଶକ୍ତି, ମେଧାଶକ୍ତି ଓ ସ୍ମରଣ ଶକ୍ତି ବୃଦ୍ଧି…
ବିଜେଡି ବିଧାୟକ ଦଳ ବୈଠକରେ ନବୀନଙ୍କ ନିର୍ଦ୍ଦେଶ: ଅଧିବେଶନ ସମୟରେ ଶୃଙ୍ଖଳିତ, ସମୟାନୁବର୍ତ୍ତୀ ହୁଅ
ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ଅଧିବେଶନରେ ବିଧାୟକମାନଙ୍କ ସକାରାତ୍ମକ ଉପସ୍ଥିତି ନେଇ ମତ ରଖିଛନ୍ତି। ଏନେଇ ନିଜର ଆଭିମୁଖ୍ୟକୁ ଅଧିକ ସ୍ପଷ୍ଟ କରିବା ସହ ତାହାର ଅନୁପାଳନ ପାଇଁ ବିଧାୟକମାନଙ୍କୁ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ବିଧାନସଭାର…
ଆପଣମାନେ ଖୁସି ତ, ମୁଁ ବି ଖୁସି
ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ଆପଣମାନେ ଖୁସି ତ। ମୁଁ ବି ଖୁସି। କଂଗ୍ରେସ ଦଳ ନେତା ତାରାପ୍ରସାଦ ବାହିନୀପତିଙ୍କ ଏହି ଡାଇଲଗ୍କୁ ନେଇ ବୁଧବାର ଗୃହକାର୍ଯ୍ୟ ଆରମ୍ଭ ହେବା ପୂର୍ବରୁ ବିଧାନସଭାରେ ଏକ ହାସ୍ୟରୋଳ ପରିସ୍ଥିତି ସୃଷ୍ଟି ହୋଇଥିଲା। ଷୋଡ଼ଶ ବିଧାନସଭା ଦ୍ୱିତୀୟ ଅଧିବେଶନ…
ବୁଲ୍ବୁଲ୍ କ୍ଷୟକ୍ଷତି ଆକଳନ: ଆଜି ଆସୁଛନ୍ତି କେନ୍ଦ୍ରୀୟ ଟିମ୍
ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ସାମୁଦ୍ରିକ ଝଡ଼ ବୁଲ୍ବୁଲ ଯୋଗୁ କେତେ କ୍ଷୟକ୍ଷତି ହୋଇଛି ତା’ର ଆକଳନ କରିବା ଲାଗି କେନ୍ଦ୍ର ସରକାରଙ୍କ ଆନ୍ତଃ-ମନ୍ତ୍ରଣାଳୟର ଏକ ପ୍ରତିନିଧି ଦଳ ଆସନ୍ତା ୧୪ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା…
Archives


