ମେଟ୍ରୋ

୮ ଜିଲାରୁ ୧,୭୫,୫୫୮ କୁଇଣ୍ଟାଲ ଧାନ ସଂଗୃହୀତ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ସାରା ରାଜ୍ୟରେ ଖରିଫ ଧାନ ସଂଗ୍ରହ ଆରମ୍ଭ ହୋଇଛି। ବରଗଡ, ସମ୍ବଲପୁର, କଳାହାଣ୍ଡି, ସୁବର୍ଣ୍ଣପୁର, ନୂଆପଡା, ବଲାଙ୍ଗୀର, ମାଲକାନଗିରି ଏବଂ କୋରାପୁଟ ଆଦି ଜିଲାରୁ ଧାନ କ୍ରୟ ଆରମ୍ଭ ହୋଇଛି। ଚଳିତ ମାସ ୨୫ ତାରିଖ ତଥା ସୋମବାର ସୁଦ୍ଧା…

ରାୟଗଡ଼ା ନିର୍ବାଚନ ମାମଲା: ୬ ସପ୍ତାହ ସମୟ ନେଲେ ବିଧାୟକ

କଟକ ଅଫିସ, ୨୬ା୧୧: ରାୟଗଡ଼ା ବିଧାନସଭା ନିର୍ବାଚନକୁ ନେଇ ହାଇକୋର୍ଟରେ ରୁଜୁ ମାମଲାରେ ବିଧାୟକ ମକରନ୍ଦ ମୁଦୁଲି ନିଜ ଓକିଲଙ୍କ ଜରିଆରେ ସୋମବାର ହାଜର ହୋଇଛନ୍ତି। ତେବେ ଜବାବ ରଖିବା ପାଇଁ ବିଧାୟକଙ୍କ ଓକିଲ ଗୋପାଳ ଅଗ୍ରୱାଲ ୬ ସପ୍ତାହ ସମୟ…

ମନୋଜ ଛାବ୍ରାଙ୍କୁ ସ୍ପେଶାଲ ଜେଲ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ୧୯୮୮ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇପିଏସ୍‌ ଅଫିସର ମନୋଜ ଛାବ୍ରାଙ୍କୁ ସ୍ପେଶାଲ ଜେଲ୍‌ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ମନୋଜ ବର୍ତ୍ତମାନ ଓଏସ୍‌ଏପିର ସ୍ବତନ୍ତ୍ର…

ଠିକାଦାର ମହାସଂଘର ଆମରଣ ଅନଶନ ଆରମ୍ଭ

ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ଓଡ଼ିଶା ଠିକାଦାର ମହାସଂଘ ପକ୍ଷରୁ ବିଧାନସଭା ସମ୍ମୁଖରେ ସୋମବାରଠାରୁ ଆମରଣ ଅନଶନ ଆରମ୍ଭ ହୋଇଛି। ରାଜ୍ୟର ୫ ହଜାରରୁ ଊର୍ଦ୍ଧ୍ୱ ଠିକାଦାର ବିଧାନସଭା ଘେରାଉ କରିବା ସହ ୧୦ ଦଫା ଦାବି ନେଇ ଧାରଣାରେ ବସିଛନ୍ତି। ବିଭାଗୀୟ କର୍ତ୍ତୃପକ୍ଷଙ୍କ…

୧୦ ସୁଦ୍ଧା କମିବ ପିଆଜ ଦର

ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ଆସନ୍ତା ଡିସେମ୍ବର ୧୦ରୁ ପିଆଜ ଦର କମିବା ସମ୍ଭାବନା ରହିଛି। କାରଣ ଇଜିପ୍ଟରୁ ସରକାର ପ୍ରାୟ ୧ ଲକ୍ଷ ୨୦ ହଜାର ଟନ୍‌ ପିଆଜ ଆମଦାନୀ କରିଛନ୍ତି। ଏହା ରବିବାର ଦେଶରେ ପହଞ୍ଚତ୍ ସାରିଛି। ଖୁବ୍‌ଶୀଘ୍ର ସାରା ଦେଶର…

ବଳାତ୍କାର ପ୍ରସଙ୍ଗରେ ଗୃହରେ ଝଡ଼

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଜଗତ୍‌ସିଂହପୁର ଜିଲା ନାଉଗାଁ ଥାନା ଅଧୀନ ତିରୁନା ଗ୍ରାମପଞ୍ଚାୟତର ତେନ୍ତୋଇ ଗ୍ରାମର ଜଣେ ଅନୁସୂଚିତ ଜାତି(ଏସ୍‌ସି) ଝିଅର ଆତ୍ମହତ୍ୟା ଘଟଣାକୁ ନେଇ ସୋମବାର ବିଧାନସଭାର ଶୂନ୍ୟକାଳରେ ହୋ ହଲ୍ଲା ଦେଖିବାକୁ ମିଳିଥିଲା। ନିକଟରେ ଇଂଲିଶ ଦୈନିକରେ ପ୍ରକାଶିତ ଏକ ଖବରକୁ…

ବାଚସ୍ପତିଙ୍କ ରୁଲିଂ ଦାବି କଲେ ବିରୋଧୀ

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ଜଗତସିଂହପୁର ଜିଲା ନୂଆଗାଁ ଅଞ୍ଚଳର ଏକ ଗ୍ରାମରେ ଜଣେ ଅନୁସୂଚିତ ଜାତି ଝିଅକୁ ଗଣବଳାତ୍କାର ହୋଇଥିବା ଖବର ଚର୍ଚ୍ଚାର କାରଣ ହୋଇଛି। ସୋମବାର ଏହାକୁ ନେଇ ବିରୋଧୀ ବିଧାନସଭାରେ ହଙ୍ଗାମା କରିଛନ୍ତି। କଂଗ୍ରେସ ବିଧାୟକ ଦଳର ନେତା ନରସିଂହ…

ନୂଆ ମୋଟର ଯାନ ଆଇନ-୨୦୧୯: ଆଉ ୬ଦିନ, କଡ଼ାକଡ଼ି ଯାଞ୍ଚ ପାଇଁ ପ୍ରସ୍ତୁତି ଜୋର୍‌ଦାର

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ରାଜ୍ୟ ସରକାର ଦେଇଥିବା ୩ମାସର ମହଲତ ସରିବାକୁ ଆଉ ମାତ୍ର ୬ ଦିନ ବାକି। ଡିସେମ୍ବର ୧ରୁ ନୂଆ ମୋଟର ଯାନ ଆଇନକୁ କଡ଼ାକଡ଼ି କରିବା ପାଇଁ ଆର୍‌ଟିଓ ଏବଂ ପୋଲିସ ପ୍ରସ୍ତୁତିକୁ ଜୋର୍‌ଦାର କରିଛି। ଏଣିକି ଆଉ କୌଣସି…

ଓଏସ୍‌ସିଏଚ୍‌ସି ନିର୍ଦ୍ଦେଶକ ପଦରୁ କାନନ, ଦିଲୀପଙ୍କ ଇସ୍ତଫା

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଓଡ଼ିଶା ରାଜ୍ୟ ସମବାୟ ଗୃହ ନିର୍ମାଣ ନିଗମ(ଓଏସ୍‌ସିଏଚ୍‌ସି) ଲିମିଟେଡ ଭୁବନେଶ୍ୱର ପରିଚାଳନା କମିଟି ନିର୍ଦ୍ଦେଶକ ପଦରୁ କାନନ ବିହାରୀ ପତି ଏବଂ ଦିଲୀପ କୁମାର ବିଶ୍ୱାଳ ରବିବାର ଇସ୍ତଫା ଦେଇଛନ୍ତି। ନିଗମରେ ଦୀର୍ଘ ଦିନ ଧରି ଚାଲିଆସିଥିବା ଅନିୟମିତତାକୁ ବିରୋଧ…

୨୦୨୦ରେ ଭୁବନେଶ୍ୱର ଆର୍ଟ ସମିଟ୍‌

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଖ୍ୟାତିଅଜର୍ର୍ନ କରିଥିବା କଳାକାରମାନଙ୍କ ଚିତ୍ରକଳାକୁ ନେଇ ଭୁବନେଶ୍ୱର ‘ଆର୍ଟ ସମିଟ୍‌ ୨୦୧୯’ର ପ୍ରି-ଶୋ ଓଡ଼ିଶା ମଡର୍ନ ଆର୍ଟ ଗ୍ୟାଲେରି ପରିସରରେ ଆୟୋଜିତ ହୋଇଛି। ଭୁବନେଶ୍ୱର ଆର୍ଟ କାଉନ୍‌ସିଲ୍‌ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମ ଶନିବାରଠାରୁ ଆରମ୍ଭ…

ଫେବୃୟାରୀ ୮ରୁ ଓଡ଼ିଆ ଚଳଚ୍ଚିତ୍ର ଓ ଦୂରଦର୍ଶନ ସମ୍ମାନ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ‘ୱିନିଙ୍ଗ୍‌ ସ୍ପୋର୍ଟିଙ୍ଗ’ ଆନୁକୂଲ୍ୟରେ ୧୫ତମ ଓଡ଼ିଆ ଚଳଚ୍ଚିତ୍ର ଓ ଦୂରଦର୍ଶନ ସମ୍ମାନ ‘ଶୋ ଟାଇମ୍‌-୨୦୨୦’ ଆସନ୍ତା ଫେବୃୟାରୀ ୮ ଓ ୯ରେ ପୁରୀ ବେଳାଭୂମିରେ ଆୟୋଜିତ ହେବ। ଏଥିରେ ଓଡ଼ିଆ ଫିଲ୍ମର ବିଭିନ୍ନ ବିଭାଗରେ ମୋଟ ୬୦ ପୁରସ୍କାର ପ୍ରଦାନ…

ଝାରସୁଗୁଡ଼ା-ବେଙ୍ଗାଲୁରୁ ବିମାନ ସେବା ଆଶା ମଉଳିଲା

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଝାରସୁଗୁଡ଼ା-ବେଙ୍ଗାଲୁରୁ ବିମାନ ସେବାକୁ ନେଇ ଅନିଶ୍ଚିତତା ଦେଖାଦେଇଛି। ଚଳିତ ମାସ ତୃତୀୟ ସପ୍ତାହରେ ବିମାନ ଉଡ଼ାଣ କରିବ ବୋଲି ଯେଉଁ ଆଶା ରହିଥିଲା ତାହା ମଉଳି ଯାଇଛି। ବର୍ତ୍ତମାନ ଏହି ସେବାକୁ ନେଇ କୌଣସି ବି ସୂଚନା ମିଳିପାରୁନି। ସୂଚନାଯୋଗ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?