ସୁଦର୍ଶନ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କଲେ ମନ୍ତ୍ରୀ
ଭୁବନେଶ୍ୱର,୧।୮(ବ୍ୟୁରୋ): ଆମେରିକାର ବୋଷ୍ଟନ୍ ସହରରେ ଗତ ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଆୟୋଜିତ ଆନ୍ତର୍ଜାତିକ ବାଲୁକା କଳା ମହୋତ୍ସବରେ ଭାଗନେଇ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ‘ପିପୁଲ୍ସ ଚଏସ୍ ଆୱାର୍ଡ’ ଲାଭ କରିଛନ୍ତି। ଭାରତ ସହ ସମଗ୍ର ଏସିଆ ମହାଦେଶରୁ...
ବିଏମ୍ସି କାର୍ଯ୍ୟାଳୟ ସମ୍ମୁଖରେ ଭାଜପାର ଧାରଣା: ଲୋକଙ୍କୁ ମୌଳିକ ସୁବିଧା ଯୋଗାଇବାକୁ ଦାବି
ଭୁବନେଶ୍ୱର,୧।୮(ବ୍ୟୁରୋ): ରାଜଧାନୀବାସୀ ମୌଳିକ ସୁବିଧାରୁ ବଞ୍ଚତ୍ତ ହେଉଛନ୍ତି। ଏହାର ପ୍ରତିବାଦରେ ବୁଧବାର ଭାରତୀୟ ଜନତା ପାର୍ଟି ଭୁବନେଶ୍ୱର ଜିଲା ପକ୍ଷରୁ ଜିଲା ସଭାପତି ହରେକୃଷ୍ଣ ଖୁଣ୍ଟିଆଙ୍କ ନେତୃତ୍ୱରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) କାର୍ଯ୍ୟାଳୟ ସମ୍ମୁଖରେ ଏକ ଶାନ୍ତିପୂର୍ଣ୍ଣ ଧାରଣା...
ଭିଲ୍ଲା ଛକ ଖୋଲା ଡ୍ରେନ୍ରେ ଭାସି ବୃଦ୍ଧାଙ୍କ ମୃତ୍ୟୁ ଘଟଣା: ସ୍ଲାବ୍ ପକାଇଲା ବିଏମ୍ସି
ଭୁବନେଶ୍ୱର,୧।୮(ବ୍ୟୁରୋ): ଜୟଦେବ ବିହାର ଭିଲ୍ଲା ଛକ ନିକଟ ଡ୍ରେନ୍ରେ ଗତ ଗୁରୁବାର ଭାସିଯାଇ ସାଲିଆସାହି ଆଦିବାସୀ ଗାଁର ଟି. ଆକାମ୍ମାଙ୍କ ମୃତ୍ୟୁ ଘଟିଥିଲା। ବୁଧବାର ଉକ୍ତ ଡ୍ରେନରେ ସ୍ଲାବ୍ ପଡ଼ିଛି। ଡ୍ରେନର ଚତୁଃପାର୍ଶ୍ୱରେ ବାଉଁଶ ବନ୍ଧାଯିବା ନେଇ ଖବର ପ୍ରକାଶ...
ଶ୍ରୀଲିଙ୍ଗରାଜଙ୍କ ଜମିରେ ବେଆଇନ ନିର୍ମାଣ: ୧୪୪ ଧାରାରେ କାର୍ଯ୍ୟ ବନ୍ଦ କଲା ପୋଲିସ
ପୁରୁଣା ଭୁବନେଶ୍ୱର,୧।୮(ଡି.ଏନ.ଏ): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମାଲିକାନାରେ ନୂଆଗଁ। ମୌଜାରେ ଥିବା ୨.୦୭୦ ଏକର ଜମିରେ ବେଆଇନ ନିର୍ମାଣ କାର୍ଯ୍ୟ ଚାଲୁଥିଲା। କିଛି ବ୍ୟକ୍ତି ସେଠାରେ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ କରିବାକୁ ଯୋଜନା କରିଥିଲେ। ହେଲେ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ...
ଲୋକଙ୍କ ସମସ୍ୟା ସମାଧାନ ପାଇଁ ସ୍ବାସ୍ଥ୍ୟ ବିଭାଗର ପଦକ୍ଷେପ: ଫେସ୍ବୁକ, ଟୁଇଟରରେ କରିପାରିବେ ଅଭିଯୋଗ
ଭୁବନେଶ୍ୱର,୧।୮(ବ୍ୟୁରୋ): ଜନସାଧାରଣଙ୍କୁ ଏବେ ସ୍ବାସ୍ଥ୍ୟଜନିତ ସମସ୍ୟା ଜଣାଇବାକୁ ଏଣେତେଣେ ବୁଲିବାକୁ ପଡିବନି। ଏଣିକି ସୋସିଆଲ ମିଡିଆରେ ସ୍ବାସ୍ଥ୍ୟ ସମ୍ପର୍କିତ ଅଭିଯୋଗ ହୋଇପାରିବ। ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତର କରିବା ପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କେତେକ ସ୍ବାସ୍ଥ୍ୟ...
ଉବୁଟୁବୁ ସ୍ମାର୍ଟ ସିଟି ରାସ୍ତା: ଲହଡ଼ି ଭାଙ୍ଗୁଛି ବର୍ଷାପାଣି
ଭୁବନେଶ୍ୱର, ୧।୮(ବ୍ୟୁରୋ): ସ୍ମାର୍ଟ ସିଟି ରାଜଧାନୀରେ ଡ୍ରେନେଜ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି। ଏବେ ସହରବାସୀଙ୍କୁ ବର୍ଷାର ଭୟ ଘାରିଛି। ବୁଧବାର ଅସରାଏ ବର୍ଷାରେ ରାସ୍ତାରେ ଆଣ୍ଠୁଏ ପାଣି ଲହଡି ଭାଙ୍ଗୁଥିଲା। ସହରରେ ୬୭ଟି ଓ୍ବାର୍ଡରେ ମୋଟ ୬୫୦ କିମିର ଆଭ୍ୟନ୍ତରୀଣ...
ଚେକିଂ: ପଲ୍ସର ଯାତ୍ରୀ ହଟହଟା
ଚୋରଗଲା ପରେ ବୁଦ୍ଧି ପଶେ। ଲୁଟ୍ ଘଟଣାକୁ ନେଇ ଲୋକେ ତାତିବା ପରେ ପୋଲିସ ବାଉଳା ହୋଇ ବୁଧବାର ଅପରାହ୍ନରୁ ବିଭିନ୍ନ ସ୍ଥାନରେ ଚେକିଂକୁ କଡାକଡି କରିଛି। ଲୁଟେରାମାନେ ପଲ୍ସରରେ ଲୁଟ୍ପାଟ କରୁଥିବାରୁ ପୋଲିସ ପଲ୍ସର ଗାଡି ଦେଖିଲେ ମାଡ଼ି...
ଲୁଟେରା, ନିଶା ମାଫିଆଙ୍କୁ ଧରାଇବେ ସ୍ଥାନୀୟ ଯୁବକ
୪ ଲୁଟ୍ ଓ ଡକାୟତି ଘଟଣାକୁ ନେଇ ଲୋକେ ରାସ୍ତାକୁ ଓହ୍ଲାଇବା ପରେ କମିଶନରେଟ ପୋଲିସର ନିଦ ହଜିଛି। ରସୁଲଗଡ଼ରେ ରାସ୍ତାରୋକୋ ଓ ପୋଡ଼ାଜଳାସ୍ଥଳରେ ପହଞ୍ଚତ୍ ପୋଲିସ କମିଶନର ସତ୍ୟଜିତ୍ ମହାନ୍ତି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଇବା ସହ ଆଲୋଚନା ପାଇଁ...
ଆତଙ୍କର ସହର ଭୁବନେଶ୍ୱର
କମିଶନରେଟ ପୋଲିସ ଇଲାକାରେ ରହିଛି ରାଜଧାନୀ ଭୁବନେଶ୍ୱର। ଏଠି ସୁରକ୍ଷା ଅପହଞ୍ଚ, ଅପରାଧୀଙ୍କୁ ଛାଡ଼ି ପୋଲିସ ହେଲ୍ମେଟ୍ରେ ବ୍ୟସ୍ତ। ଉନ୍ନତ ଟେକ୍ନୋଲୋଜି, ଦକ୍ଷ ଅଧିକାରୀ ରହିଥିବା ସତ୍ତ୍ୱେ ସହରରେ ବଢ଼ି ଚାଲିଛି ହତ୍ୟା, ଲୁଟ୍ ପରି ଅପରାଧ। ବିଶେଷକରି ଲୁଟେରା...
ଏଚ୍ସିଜିର ନୂଆ ଡେ କ୍ୟାନସର କେୟାର ସେଣ୍ଟର
ଭୁବନେଶ୍ୱର,୧।୮(ବ୍ୟୁରୋ): ଏଚ୍ସିଜି ସୁପର ସ୍ପେଶିଆଲିଷ୍ଟ କ୍ୟାନସର ନିରାକରଣ ହସ୍ପିଟାଲ ପକ୍ଷରୁ ଭୁବନେଶ୍ୱର ଜୟଦେବ ବିହାରଠାରେ ନୂଆ ଡେ କ୍ୟାନସର କେୟାର ସେଣ୍ଟର ସ୍ଥାପନ କରାଯାଇଛି। କ୍ୟାନସର ରୋଗର ନିରାକରଣ ଲାଗି ଚିକିତ୍ସା ସୁବିଧା ସହଜରେ ଉପଲବ୍ଧ କରାଇବା ଲାଗି ଏଭଳି...
ସିସିଡି ପ୍ରତିଷ୍ଠାତାଙ୍କ ଓଡ଼ିଶା ଲିଙ୍କ୍: ଏମ୍ସିଏଲ୍ର ୨ ଖଣିରେ କାମ କରୁଛି ଲଜିଷ୍ଟିକ୍ କମ୍ପାନୀ
ଭୁବନେଶ୍ୱର,୧ା୮ (ବ୍ୟୁରୋ): ଋଣ ଚାପରେ ଆତ୍ମହତ୍ୟା କରିଥିବା କ୍ୟାଫେ କଫି ଡେ (ସିସିଡି) ମାଲିକ ଭି.ଜି.ସିଦ୍ଧାର୍ଥଙ୍କ ଓଡିଶା ଲିଙ୍କ୍ ରହିଛି। ତାଙ୍କର ସିକାଲ ଲଜିଷ୍ଟିକ କମ୍ପାନୀ ରାଜ୍ୟର ମହାନଦୀ କୋଲ୍ ଫିଲ୍ଡସ ଲିମିଟେଡ(ଏମ୍ସିଏଲ୍)ର ୨ ଖଣିରେ ଏବେ କାର୍ଯ୍ୟ କରୁଛି।...
ନଦୀ ଜଳ ବିବାଦ ବିଚାର ପାଇଁ ବିଲ୍ ଲୋକ ସଭାରେ ଗୃହୀତ ଗୋଟିଏ ଟ୍ରିବ୍ୟୁନାଲରେ ସମାଧାନ
ନୂଆଦିଲ୍ଲୀ,୧ା୮ (ପି.ଟି./ଆଇଏଏନ୍ଏସ୍) ଆନ୍ତଃ ରାଜ୍ୟ ନଦୀଜଳ ବିବାଦର ବିଚାରକୁ ସରଳ ଓ ସୁସଙ୍ଗତ କରିବା ପାଇଁ ଉଦ୍ଦିଷ୍ଟ ଇଣ୍ଟର ଷ୍ଟେଟ୍ ରିଭର ଓ୍ବାଟର ଡିସ୍ପ୍ୟୁଟ୍ (ଆମେଣ୍ଡମେଣ୍ଟ) ବିଲ୍, ୨୦୧୯ ବିଲ୍ ବୁଧବାର ଲୋକ ସଭାରେ ଗୃହୀତ ହୋଇଛି। ଏହି ବିଧେୟକରେ...
Archives


