ମେଟ୍ରୋ

ଧାରଣାରତ ଶିକ୍ଷକଙ୍କୁ ପୋଲିସର ଗୋଇଠା: ସୋସିଆଲ ମିଡିଆରେ ଭାଇରାଲ ପରେ ବଢୁଛି ବିବାଦ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଗଣତାନ୍ତ୍ରିକ ପଦ୍ଧତିରେ ନିଜର ଦାବି ନେଇ କମ୍ପ୍ୟୁଟର ଶିକ୍ଷକମାନେ ଲୋୟର ପିଏମ୍‌ଜିରେ ଦୀର୍ଘଦିନ ହେବ ଧାରଣା ଦେଇଛନ୍ତି। ସେମାନେ ଦାବି ଜଣାଇବା ପାଇଁ ଶନିବାର ଗଣଶିକ୍ଷା ମନ୍ତ୍ରୀଙ୍କ ବାସଭବନକୁ ଯାଇଥିଲେ। ହେଲେ ସେଠାରେ ପୋଲିସ ସେମାନଙ୍କୁ ଗୋଇଠା ମାରିବା ସହ…

ମୁକ୍ତ ହେଲେ ୫ କଏଦୀ

ବାରଙ୍ଗ,୨୫।୧୧(ଡି.ଏନ.ଏ): ଜାମୁଝରିସ୍ଥିତ ବିଜୁ ପଟ୍ଟନାୟକ ମୁକ୍ତାକାଶ କାରାଶ୍ରମରୁ ତିନିଦିନ ମଧ୍ୟରେ ୫ଜଣ କଏଦୀ ମୁକ୍ତ ହୋଇଛନ୍ତି। ଭୁବନେଶ୍ୱର ସ୍ବତନ୍ତ୍ର ଜେଲରୁ ୨୦୧୦ରେ ଏଠାକୁ ଆସିଥିବା ଦୀପକ କୁମାର ସାହୁ ଓ ଚୌଦ୍ୱାର ସର୍କଲ ଜେଲ୍‌ରୁ ୨୦୧୨ରେ ଆସିଥିବା ଅସଗର୍‌ ଖାଁକୁ ଗୁରୁବାର…

ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍‌କୁ ନେଇ ପ୍ରଶ୍ନୋତ୍ତର

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଏକ ପ୍ରାକୃତିକ ମନୋରମ ଫଟୋକୁ ଟୁଇଟ୍‌ କରିଥିଲେ। ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ସେ ଅନେକ ସ୍ଥାନ ଭ୍ରମଣ କରିଛନ୍ତି। ହେଲେ ଓଡ଼ିଶାର ପ୍ରାକୃତିକ ସୌନ୍ଦର୍ଯ୍ୟ ତାଙ୍କୁ ଅଧିକ ଆକର୍ଷିତ କରିଥାଏ। ଫଟୋରେ ଦେଖାଯାଉଥିବା…

୮ରେ ଉତ୍କଳ ବିଶ୍ୱବିଦ୍ୟାଳୟ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍‌ ଜୁବିଲି ସମାରୋହ ଉପଲକ୍ଷେ ଡିସେମ୍ବର ୮ରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଯୋଗଦେବେ। ଉକ୍ତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ…

ପ୍ରାକୃତିକ ବିପତ୍ତି: ୪ ବର୍ଷରେ ଗଲାଣି ୬୨୨୮ ଜୀବନ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ବିଭିନ୍ନ ସମୟରେ ପ୍ରାକୃତିକ ବିପତ୍ତି ଯୋଗୁ ବହୁମୂଲ୍ୟ ଜୀବନ ହରାଇବାକୁ ପଡୁଛି। ଗତ ୪ ବର୍ଷ ମଧ୍ୟରେ ବଜ୍ରପାତ, ଅଂଶୁଘାତ, ଅଗ୍ନିକାଣ୍ଡ, ବାତ୍ୟା, ଘୂର୍ଣ୍ଣିଝଡ଼, ବନ୍ୟା, ଡଙ୍ଗାବୁଡ଼ି, ସାପ କାମୁଡ଼ା, ଭୂସ୍ଖଳନ ଓ ପାଣିରେ ବୁଡ଼ି ୬୨୨୮ ଜଣଙ୍କ ଜୀବନ…

ହୀରାକୁଦରେ ହେବ ନୂତନ ସ୍ପିଲଓ୍ବେ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ହୀରାକୁଦ ବନ୍ଧର ଦୀର୍ଘ ମିଆଦୀ ନିରାପତ୍ତା ପାଇଁ ରାଜ୍ୟ ସରକାର ସ୍ପିଲଓ୍ବେ ନିର୍ମାଣ କରୁଛନ୍ତି। ସମାନଭାବେ ଆଉ ଏକ ସ୍ପିଲଓ୍ବେ ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ କରି ହୀରାକୁଦ ବନ୍ଧର ନିରାପତ୍ତା ଉପରେ ଗୁରୁତ୍ୱ ଦେବାକୁ ବିଶ୍ୱ ବ୍ୟାଙ୍କ ରାଜ୍ୟ ସରକାରଙ୍କୁ…

କମିବ ପିଆଜ ଦର

ଭୁବନେଶ୍ୱର,୨୪ା୧୧(ବ୍ୟୁରୋ)- ଅତ୍ୟାବଶ୍ୟକ ସାମଗ୍ରୀ ପିଆଜ ଦର ବୃଦ୍ଧି ଗରିବ, ନିମ୍ନ ମଧ୍ୟବିତ୍ତ ପରିବାର ମୁଣ୍ଡରେ ଚଡ଼କ ପକାଇଛି। ପ୍ରତ୍ୟେକ ଦିନ ଦର ବଢ଼ି ବଢ଼ି ଚାଲଛି । ବଜାରରେ ଏହାର ଖୁଚୁରା ଦର ୯୦ରୁ ୧୦୦ ଟଙ୍କା ଛୁଇଁଲାଣି। ଘରଖର୍ଚ୍ଚ ପାଇଁ…

ହଜିବାକୁ ବସିଲାଣି କଟକର ତାରକସି: ଦୁର୍ଦ୍ଦିନରେ ତାରକସି କାରିଗର

ହଜାରହଜାର ବର୍ଷର ସହର କଟକ। ଐତିହ୍ୟ ଓ ପରମ୍ପରା ଭିତରେ ବଞ୍ଚିଛି ଏଠାକାର ଲୋକଙ୍କ ମାନ ଆଉ ସ୍ବାଭିମାନ। ଏହା କେବଳ ଗୋଟିଏ ସହରର ନାଁ ନୁହେଁ, ବରଂ ଭାରତ ଭୂଖଣ୍ଡରେ ଓଡ଼ିଶାର ସ୍ବତନ୍ତ୍ର ପରିଚୟକୁ ବହନ କରୁଥିବା ଏକ କଳାର…

ବିଧାନସଭା ଶୀତ ଅଧିବେଶନ: ବିରୋଧୀଙ୍କ ରହୁନି ତାଳମେଳ

ଭୁବନେଶ୍ୱର,୨୪।୧୧: ଚଳିତ ମାସ ୧୩ ତାରିଖରୁ ଆରମ୍ଭ ହୋଇଛି ଷୋଡ଼ଶ ବିଧାନସଭାର ଶୀତ ଅଧିବେଶନ। ଦୀର୍ଘ ଏକ ମାସ ଧରି ଚାଲିବାକୁ ଥିବା ଏହି ଅଧିବେଶନ ଆରମ୍ଭରୁ ହୋଇଛି ବେଶ୍‌ ସରଗରମ। ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ସମ୍ପ୍ରସାରଣ…

ଇଲେକ୍ଟୋରାଲ ବଣ୍ଡ୍‌ ଏକ ବଡ଼ ଦୁର୍ନୀତି: ଦୀପା

ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ଇଲେକ୍ଟୋରାଲ ବଣ୍ଡକୁ ବିରୋଧ କରି ଦୁଇଦିନ ଧରି ପାର୍ଲାମେଣ୍ଟର ଉଭୟ ଗୃହରେ କଂଗ୍ରେସ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିଥିଲେ। ଇଲେକ୍ଟୋରାଲ ବଣ୍ଡ୍‌ ଏକ ବଡ଼ ଦୁର୍ନୀତି ବୋଲି କଂଗ୍ରେସ ଅଭିଯୋଗ କରୁଥିଲା ବେଳେ ଓଡିଶାରେ ମଧ୍ୟ ଦଳ ପକ୍ଷରୁ…

ରାଜ୍ୟରୁ ନିଶା ବନ୍ଦ ଦାବିରେ ନବୀନ ନିବାସ ଘେରାଉ ଉଦ୍ୟମ: ପୋଲିସ-ଆନ୍ଦୋଳନକାରୀ ଧସ୍ତାଧସ୍ତି, ୩୦ ଗିରଫ

ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ରାଜ୍ୟରେ ନିଶା ବନ୍ଦ ଦାବିରେ ମିଳିତ ଓଡ଼ିଶା ନିଶା ନିବାରଣ ଅଭିଯାନ ତା’ର ଆନ୍ଦୋଳନକୁ ଜୋର୍‌ଦାର କରିଛି। ସଙ୍ଗଠନ ପକ୍ଷରୁ ଲୋୟର ପିଏମ୍‌ଜିଠାରେ ଧାରଣା ଚାଲିଥିବାବେଳେ ଶନିବାର ନବୀନ ନିବାସ ଘେରାଉ ଉଦ୍ୟମ କରାଯାଇଥିଲା। ସଭାପତି ପଦ୍ମଚରଣ ନାୟକଙ୍କ…

ଆରମ୍ଭ ହେଲା ଇ-ବସ୍‌ ‘ଡେମୋ ରନ୍‌’

ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ଭୁବନେଶ୍ୱରରେ ଶନିବାରଠାରୁ ଇ-ବସ୍‌ର ଡେମୋ ରନ୍‌ ଆରମ୍ଭ ହୋଇଛି। କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ ଲିମିଟେଡ୍‌ (କ୍ରୁଟ) ଏହି ବସ୍‌ ସେବା ଯୋଗାଇବାକୁ ଥିବାବେଳେ ଏହା ପୂର୍ବରୁ ହାଇଦ୍ରାବାଦର ଜଣେ ବିଡ଼ର ଦ୍ୱାରା ପ୍ରଥମେ ଆସିଥିବା ଇ-ବସ୍‌ ଡେମୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?