୭ ଖଣି ନିଲାମ ପାଇଁ ବିଜ୍ଞପ୍ତି: ଖଣି ହାତେଇବାକୁ ଦୌଡ଼
ଭୁବନେଶ୍ୱର,୧।୮(ବ୍ୟୁରୋ): ରାଜ୍ୟର ୭ଟି ଖଣିର ନିଲାମୀ ପାଇଁ ବୁଧବାର ଖଣି ନିର୍ଦ୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହା ମଧ୍ୟରେ ୪ଟି ଚୂନ ପଥର ଖଣି. ୨ଟି କ୍ରୋମାଇଟ୍ ଏବଂ ଗୋଟିଏ ଗ୍ରାଫାଇଟ୍ ଖଣି ରହିଛି। ସବୁ ଖଣିକୁ ଇ-ଅକ୍ସନ...
କୋମାରେ କମିଶନରେଟ୍ ପୋଲିସ
ଭୁବନେଶ୍ୱର, ୧ା୮(ବ୍ୟୁରୋ): କୋମା ସ୍ଥିତିକୁ ଚାଲିଗଲାଣି କମିଶନରେଟ ପୋଲିସ। ରାଜଧାନୀ ଭୁବନେଶ୍ୱରରେ ଲୁଟେରା ରାଜ୍ କଲେଣି। ସକାଳୁ ରାତି ପର୍ଯ୍ୟନ୍ତ ଫୁଟୁଛି ଗୁଳି, ବୁଲୁଛି ଖଣ୍ଡା ଭୁଜାଲି। ସହରରେ ପ୍ରତିଦିନ ଘଟିଚାଲିଛି ଲୁଟ୍ପାଟ ଓ ଡକାୟତି। ମଙ୍ଗଳବାର ଗୋଟିଏ ଥାନାଞ୍ଚଳରେ...
ମହାପ୍ରଭୁଙ୍କୁ ଦର୍ଶନ କଲେ ନେପାଳ ରାଜଗୁରୁ
ପୁରୀ ଅଫିସ, ୩୧ା୭: ନେପାଳର ରାଜଗୁରୁ ତଥା ବୌଦ୍ଧିକ ସାଧକ ଅର୍ଜୁନ ପ୍ରସାଦ ବାସ୍ତୋଲା ବୁଧବାର ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପୂର୍ବାହ୍ନ ପ୍ରାୟ ୧୦ଟାରେ ବାସ୍ତୋଲା ତାଙ୍କ ସହଯୋଗୀମାନଙ୍କ ସହ ଆସି ସିଂହଦ୍ୱାରରେ ପହଞ୍ଚତ୍ବା ପରେ ଓଡ଼ିଶା ଇଣ୍ଟରନ୍ୟାଶନାଲ ସେଣ୍ଟର(ଓଆଇସି)...
ରାଜ୍ୟରେ ଭାଜପା-ବିଜେଡି ସରକାର ଚାଲିଛି: ତାରା
ଭୁବନେଶ୍ୱର,୩୧।୭(ବ୍ୟୁରୋ): କେନ୍ଦ୍ର ସରକାର ମଙ୍ଗଳବାର ପାର୍ଲାମେଣ୍ଟରେ ‘ତିନି ତଲାକ୍ ବିଲ୍’ ପାସ୍ କରିଛନ୍ତି। ଏହି ବିଲ୍କୁ ସମର୍ଥନ କରିବା ପାଇଁ ବିଜେଡି ହୁଇପ୍ ଜାରି କରିଥିଲା। ଏଠାରେ ଭାଜପା-ବିଜେଡି ସରକାର ଚାଲିଛି ନା କ’ଣ ସେ ବିଷୟରେ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ...
ରାଜ୍ୟକୁ କମିଲା କିରୋସିନ କୋଟା: ଅଗଷ୍ଟରୁ ମିଳିବ ୨ ଲିଟର
ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟର ୪ଟି ଜିଲା କଟକ, ଖୋର୍ଦ୍ଧା, ସମ୍ବଲପୁର ଓ ସୁନ୍ଦରଗଡ଼କୁ ଅଣ-ସବ୍ସିଡି କିରୋସିନ ଯୋଗାଇ ଦିଆଯାଉଛି। ଅନ୍ୟ ଜିଲାଗୁଡ଼ିକରେ କେତେ ଅଣ-ସବ୍ସିଡି କିରୋସିନ ଦରକାର ସେନେଇ ଏକ ତାଲିକା ଦେବା ଲାଗି ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। କେନ୍ଦ୍ର ସରକାର...
୪୪୧ ସ୍କୁଲରେ ଛାତ୍ରୀ, ୧୪୮୫ ସ୍କୁଲରେ ଛାତ୍ରଙ୍କ ପାଇଁ ଶୌଚାଳୟ ନାହିଁ
ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟରେ ୪୪୧ଟି ବାଳିକା ବିଦ୍ୟାଳୟ ଏବଂ ୧୪୮୫ଟି ସ୍କୁଲରେ ଛାତ୍ରଙ୍କ ପାଇଁ ଶୌଚାଳୟ ନାହିଁ। ୨୦୧୭-୧୮ ତଥ୍ୟ ଅନୁଯାୟୀ, ରାଜ୍ୟରେ ମୋଟ ୫୪,୨୯୮ଟି ସରକାରୀ ସ୍କୁଲ ମଧ୍ୟରୁ ୫୩,୭୬୩ ସ୍କୁଲରେ ବାଳିକା ଶୌଚାଳୟ ଏବଂ ୫୨,୫୨୧ ସ୍କୁଲରେ ବାଳକ...
ତୃପ୍ତି ହୋଟେଲ ମାଲିକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିବା ଘଟଣା: ପ୍ରତିଶ୍ରୁତି ପରେ ହଟିଲା ରାସ୍ତା ଅବରୋଧ
ଭୁବନେଶ୍ୱର,୩୧।୭(ବ୍ୟୁରୋ): ରସୁଲଗୁଡ଼ସ୍ଥିତ ତୃପ୍ତି ହୋଟେଲ ମାଲିକ ବୁଲୁ ସାମନ୍ତରାୟଙ୍କୁ ମଙ୍ଗଳବାର ରାତିରେ ଆକ୍ରମଣ କରି ସୁନାଚେନ୍, ବ୍ରେସଲେଟ୍ ଓ ଟଙ୍କା ଲୁଟି ନେଇଥିଲେ ଦୁର୍ବୃତ୍ତ। ଏହାର ପ୍ରତିବାଦ ସହ ଅଭିଯୁକ୍ତଙ୍କ ଗିରଫ ଦାବିରେ ବୁଧବାର ପୂର୍ବାହ୍ନରେ ସ୍ଥାନୀୟ ବାସିନ୍ଦା ଟାୟାର...
ଶ୍ରୀମନ୍ଦିର ସୂଚନା କେନ୍ଦ୍ର ହେବ ଯାତ୍ରୀ ସହାୟତା କେନ୍ଦ୍ର
ପୁରୀ ଅଫିସ, ୩୧ା୭: ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରତିଦିନ ଶ୍ରୀମନ୍ଦିରକୁ ହଜାର ହଜାର ଶ୍ରଦ୍ଧାଳୁ ଆସିଥାନ୍ତି। ତେବେ ଶ୍ରୀମନ୍ଦିର ସମେତ ପୁରୀ ସହରର ଆଖପାଖ ଏବଂ ଜିଲାର ଅନ୍ୟ କେତେକ ଦର୍ଶନୀୟସ୍ଥଳ ସମ୍ପର୍କରେ ଜାଣିବାକୁ ଚାହିଁଥାନ୍ତି। ସେମାନେ ଘରୋଇ ଟୁର୍...
ତୃପ୍ତି ହୋଟେଲ ମାଲିକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିବା ଘଟଣା : ପ୍ରତିବାଦରେ ଟାୟାର ଜାଳି ରାସ୍ତା ଅବରୋଧ, ଯାତାୟାତ ବାଧାପ୍ରାପ୍ତ
ଭୁବନେଶ୍ୱର,୩୧।୭(ବ୍ୟୁରୋ): ରସୁଲଗୁଡ଼ସ୍ଥିତ ତୃପ୍ତି ହୋଟେଲ ମାଲିକ ବୁଲୁ ସାମନ୍ତରାୟଙ୍କୁ ମଙ୍ଗଳବାର ରାତିରେ ଆକ୍ରମଣ କରି ସୁନାଚେନ୍, ବ୍ରେସଲେଟ୍ ଓ ଟଙ୍କା ଲୁଟି ନେଇଥିଲେ ଦୁର୍ବୃତ୍ତ। ଏହାର ପ୍ରତିବାଦ ସହ ଅଭିଯୁକ୍ତଙ୍କ ଗିରଫ ଦାବିରେ ବୁଧବାର ପୂର୍ବାହ୍ନରେ ସ୍ଥାନୀୟ ବାସିନ୍ଦା ଟାୟାର...
ସତ ହେଲା ଧରିତ୍ରୀ ଆଶଙ୍କା: ୬ ଡିଏସ୍ପିଙ୍କ ବଦଳି, ଭୁବନେଶ୍ୱର ଫେରିଲେ ଅନୁପ
ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଗତ ନିର୍ବାଚନକୁ ଆଖି ଆଗରେ ରଖି ଓ ଆଇନ ସୁରକ୍ଷାକୁ ନଜର କରି ରାଜ୍ୟ ସରକାର କେତେକ ପୋଲିସ ଅଧିକାରଙ୍କୁ ଅଚାନକ ବଦଳି କରି ଦେଇଥିଲେ। ନିର୍ବାଚନ ଶେଷ ହେବା ପରେ ବଦଳିଥିବା ଅଧିକାରୀମାନେ ପୁଣି ସେହି ଅଞ୍ଚଳକୁ...
ମଞ୍ଚେଶ୍ୱର ଥାନାଞ୍ଚଳ ପାଲଟିଛି ଲୁଟେରାଙ୍କ ସୁରକ୍ଷିତ ଜୋନ୍:୧୬ ଘଣ୍ଟାରେ ୩ ବଡ଼ ଲୁଟ୍, ଡକାୟତି
ରାଜଧାନୀରେ ପୁଣି ମାତିଲେ ଲୁଟେରା। ଏଥର ମଞ୍ଚେଶ୍ୱର ଥାନାଞ୍ଚଳରେ ଦିନ ତମାମ ଖେଳାଇଛନ୍ତି ଆତଙ୍କ। କମିଶନରେଟ ପୋଲିସକୁ ଚ୍ୟାଲେଞ୍ଜ କରି ୧୬ ଘଣ୍ଟାରେ ଘଟାଇଛନ୍ତି ୩ ବଡ଼ ଲୁଟ୍ ଓ ଡକାୟତି। ଦୁଇଟି ଘଟଣା ଭୋର୍ ସମୟରେ ଘଟିଥିବାବେଳେ ପୋଲିସ...
କଟକରେ ୩ଜଣଙ୍କୁ ଗଳାକାଟି ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଗିରଫ ପାଇଁ ମିଳୁନି ଦୃଢ଼ ପ୍ରମାଣ
କଟକ ଅଫିସ,୩୧।୭: ଗୋଟିଏ ଦିନରେ ୩ଜଣଙ୍କୁ ଗଳାକାଟି ହତ୍ୟା ଘଟଣାର ସନ୍ଦିଗ୍ଧ ଅଭିଯୁକ୍ତ ଏବେ ପୋଲିସ କବ୍ଜାରେ ରହିଛନ୍ତି। ସୋମବାର ପୂର୍ବାହ୍ନରେ ସନ୍ଦିଗ୍ଧ ନାରାୟଣ ସାହୁଙ୍କୁ ପୋଲିସ ଉଠାଇ ଆଣିଥିଲା। ହେଲେ ଏଯାଏ ତାଙ୍କୁ ଗିରଫ କରିବା ପାଇଁ ଠୋସ...
Archives


