ଶକ୍ତି ବିଭାଗ ଖର୍ଚ୍ଚଦାବି ଆଲୋଚନା : ରାଜଧାନୀରେ ଅପଚୟ, ଦୁର୍ଗମ ଅଞ୍ଚଳରେ ମିଳୁନି
ଭୁବନେଶ୍ୱର,୩୧।୭(ବ୍ୟୁରୋ) ରାଜ୍ୟର ବହୁ ପାହାଡ଼ିଆ ଅଞ୍ଚଳରେ ବିଦ୍ୟୁତ ଏ ପର୍ଯ୍ୟନ୍ତ ପହଞ୍ଚି ପାରିନାହିଁ। ହେଲେ ରାଜଧାନୀର ସଚିବାଳୟରେ ଶକ୍ତି ଅପଚୟ ହେଉଥିବା ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି କହିଛନ୍ତି। ବିଧାନସଭାର ମଙ୍ଗଳବାର ଦ୍ୱିତୀୟାର୍ଦ୍ଧରେ ହୋଇଥିବା ଶକ୍ତି ବିଭାଗ...
ଚଳିତ ବର୍ଷ ୩୮ ଜେଏମ୍ଏଫ୍ସି କୋର୍ଟ ଖୋଲିବ
ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟରେ ଆଉ ୬୦ଟି ସ୍ଥାନରେ କୋର୍ଟ ଖୋଲିବ। ତେବେ ଚଳିତବର୍ଷ ୩୮ଟି ସ୍ଥାନରେ ଜେଏମ୍ଏଫ୍ସି କୋର୍ଟ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ମଙ୍ଗଳବାର ପ୍ରଶ୍ନୋତ୍ତର ବେଳେ ଆଇନ ମନ୍ତ୍ରୀ ପ୍ରତାପ ଜେନା ଏହି ସୂଚନା ଦେଇଛନ୍ତି। ବିଜେଡି ସଭ୍ୟ...
ଆଉ ନୂଆ ୧୭ ଏନ୍ଏସି ଗଠନ ହେବ
ଭୁବନେଶ୍ୱର, ୩୧।୭(ବ୍ୟୁରୋ): ରାଜ୍ୟରେ ଆଉ ୧୭ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍ଏସି) ଗଠନ ହେବ। କେବଳ ଜନସଂଖ୍ୟା ନୁହେଁ, ସେଠାକାର ଭୌଗୋଳିକ ପରିସ୍ଥିତି, ରାଜସ୍ବ ଆୟ ଓ ଅନ୍ୟାନ୍ୟ ଦିଗକୁ ଦେଖି ନୂତନ ଏନ୍ଏସି ଗଠନକୁ ଅନୁମତି ଦିଆଯାଇଥାଏ। ମଙ୍ଗଳବାର...
ନାଥୁରାମଙ୍କୁ ନେଇ ପୁଣି କଂଗ୍ରେସ-ଭାଜପା ମୁହାଁମୁହିଁ
ଭୁବନେଶ୍ୱର, ୩୧।୭(ବ୍ୟୁରୋ): ସୋମବାର ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀକୁ ନେଇ ଉଭୟ କଂଗ୍ରେସ ଏବଂ ଭାଜପା ମୁହାଁମୁହିଁ ହୋଇଥିଲେ। କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡ୍ସେଙ୍କ ପ୍ରସଙ୍ଗ ଉଠାଇ ପରୋକ୍ଷରେ ଭାଜପା...
ଫନୀ ପ୍ରଭାବିତ ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରଥମ ପର୍ଯ୍ୟାୟରେ ୩.୮୯ ଲକ୍ଷ ଘର ଅନୁମୋଦନ
ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ବାତ୍ୟା ଫନୀ ପ୍ରଭାବରେ ଭାଙ୍ଗିଯାଇଥିବା ଲୋକଙ୍କୁ ଘର ଯୋଗାଇଦେବାକୁ ସରକାର ଘୋଷଣା କରିଥିଲେ। ସେହି ଅନୁଯାୟୀ ରାଜ୍ୟ ସରକାର ପ୍ରଥମ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୩.୮୯ଲକ୍ଷ ଘର ଦେବାକୁ ଅନୁମୋଦନ ପ୍ରଦାନ କରିଛନ୍ତି। ପ୍ରାୟ ୪୦ଲକ୍ଷ...
ସଂସ୍କୃତି ମନ୍ତ୍ରଣାଳୟ ଫେଲୋଶିପ୍ରେ ୨ ନୂଆ ଭାଷା ସାମିଲ: ସାନ୍ତାଳୀ ଭାଷାରେ ମିଳିବ ଫେଲୋଶିପ୍
ଭୁବନେଶ୍ୱର,୩୧ା୭(ବ୍ୟୁରୋ):କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ଏଣିକି ସାନ୍ତାଳୀ ଓ ନେପାଳୀ ଭାଷାରେ ଫେଲୋଶିପ୍ ତଥା ସ୍କଲାରଶିପ୍ ପ୍ରଦାନ କରିବ। ମଙ୍ଗଳବାର କେନ୍ଦ୍ର ସଂସ୍କୃତି ରାଷ୍ଟ୍ରମନ୍ତ୍ରୀ ପ୍ରହଲାଦ ସିଂ ପଟେଲ ଏନେଇ ଘୋଷଣା କରିଛନ୍ତି। ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ପ୍ରଦାନ କରାଯାଉଥିବା ଫେଲୋଶିପ୍...
ଏନ୍ପିସିଡିସିଏସ୍ର ପ୍ରଥମ ଟାସ୍କଫୋର୍ସ ବୈଠକ: ୨୦୨୧ ସୁଦ୍ଧା ସବୁ ଜିଲାରେ ଆଇସିୟୁ ସେବା
ଭୁବନେଶ୍ୱର, ୩୧ା୭(ବ୍ୟୁରୋ): କର୍କଟ, ମଧୁମେହ, କାର୍ଡିଓ ଭାସ୍କୁଲାର ଏବଂ ହୃଦ୍ଘାତର ନିରାକରଣ ଓ ନିୟନ୍ତ୍ରଣ ପାଇଁ କାର୍ଯ୍ୟକାରୀ ହେଉଥିବା ଜାତୀୟ ଯୋଜନା (ଏନ୍ପିସିଡିସିଏସ୍) ଟାସ୍କଫୋର୍ସର ପ୍ରଥମ ରାଜ୍ୟସ୍ତରୀୟ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଟାସ୍କଫୋର୍ସ ଅଧ୍ୟକ୍ଷ ତଥା ସ୍ବାସ୍ଥ୍ୟ ଓ...
ଏମିତି ଚାଲିଛି ସୂଚନା ଅଧିକାର ଆଇନ: ୧୨ବର୍ଷ ପରେ ଅଧା ତଥ୍ୟ ଦେଲା କ୍ରାଇମ୍ବ୍ରାଞ୍ଚ
ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ରାଜ୍ୟରେ ଘଟିଥିବା ହାଜତ ମୃତ୍ୟୁ ତଥ୍ୟକୁ ୧୨ବର୍ଷ ହେବ ଦେଉ ନ ଥିଲା କ୍ରାଇମବ୍ରାଞ୍ଚ। ଏହା ସୂଚନା ଅଧିକାର ପରିସରଭୁକ୍ତ ନୁହେଁ ବୋଲି କହି କ୍ରାଇମବ୍ରାଞ୍ଚ ଏଡ଼ାଇ ଯାଇଥିଲା। ପରବର୍ତ୍ତୀ ସମୟରେ ଓଡିଶା ସୂଚନା କମିଶନଙ୍କ ନିର୍ଦ୍ଦେଶକୁ...
୩ ବର୍ଷରେ ୧୦୬ ହରିଣ ଶିକାର
ଭୁବନେଶ୍ୱର, ୩୧।୭(ବ୍ୟୁରୋ): ରାଜ୍ୟରେ ହରିଣ ଶିକାର ଦ୍ରୁତ ଗତିରେ ବଢୁଛି। ଗତ ୩ ବର୍ଷ ମଧ୍ୟରେ ବିଭିନ୍ନ ପ୍ରଜାତିର ୧୦୬ ହରିଣଙ୍କୁ ଶିକାର କରାଯାଇଛି। ମଙ୍ଗଳବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ବିକ୍ରମ...
ଟାର୍ଗେଟରେ ଟିକସ ଫାଙ୍କୁଥିବା ଖଣି ମାଲିକ, ସହଯୋଗୀ : ଓଡ଼ିଶା, କଲିକତାର ୧୧ ସ୍ଥାନରେ ଆୟକର ବିଭାଗ ଚଢ଼ାଉ
ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ଦୀର୍ଘଦିନ ଧରି ଟିକସ ଫାଙ୍କୁଥିବା ଖଣି ମାଲିକ ଓ ସହଯୋଗୀଙ୍କୁ ଟାର୍ଗେଟ କରିଛି ଆୟକର ବିଭାଗ। ମଙ୍ଗଳବାର ସେମାନଙ୍କ କାର୍ଯ୍ୟାଳୟ ଓ ବାସଭବନରେ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଭୁବନେଶ୍ୱରର ୪, ରାଉରକେଲାର ୩ ଓ କଲିକତାର...
ଆରମ୍ଭ ହେବ ମୋ କଲେଜ ଯୋଜନା
ଭୁବନେଶ୍ୱର,୩୧।୭(ବ୍ୟୁରୋ): ‘ମୋ ସ୍କୁଲ’ଭଳି ଖୁବ୍ଶୀଘ୍ର ‘ମୋ କଲେଜ’ କାର୍ଯ୍ୟକ୍ରମ ଆରମ୍ଭ ହେବ। ପୁରାତନ ଛାତ୍ରମାନଙ୍କୁ ଏଥିରେ ସାମିଲ କରାଯିବ। କଲେଜର ବିକାଶ ତଥା ଗୁଣାତ୍ମକ ଶିକ୍ଷା ଦିଗରେ ସେମାନଙ୍କଠାରୁ ମତାମତ ସଂଗ୍ରହ କରାଯିବ। ଏଥିସହିତ ସେମାନଙ୍କ ଅନୁଦାନରେ କଲେଜର ଭିତ୍ତିଭୂମି...
କେଳୁଣୀ ମୁହାଁଣ ବନ୍ଦ ଯୋଗୁ ପ୍ରାଚୀ, କାଦୁଆରେ କୃତ୍ରିମ ବନ୍ୟା: ପାଣି ଘେରରେ ୫ ଗାଁ, ରାସ୍ତରେ ୪ଫୁଟର ପାଣି
କାକଟପୁର, ୩୦।୭(ଡି.ଏନ୍.ଏ.)-ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ତଣ୍ଡାହାର ଗ୍ରାମ ନିକଟରେ ରହିଛି କେଳୁଣୀ ମୁହାଁଣ। ଏଠାରେ ପ୍ରାଚୀ ଓ କାଦୁଆ ନଦୀ ସମୁଦ୍ରରେ ମିଶିଛନ୍ତି। ପ୍ରାଚୀ ଓ କାଦୁଆ ନଦୀରେ ବର୍ଷା ଯୋଗୁ ଜଳ ବୃଦ୍ଧି ଏବଂ କେଳୁଣୀ ମୁହାଁଣ...
Archives


