ମେଟ୍ରୋ

ଦୁଇ କିଡନୀ ହରାଇଛନ୍ତି ସାମ୍ବାଦିକ: ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ଦେଲେ ୨ ଲକ୍ଷ ଟଙ୍କାର ସହାୟତା

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ସାମ୍ବାଦିକଙ୍କ ସ୍ବାସ୍ଥ୍ୟ ପାଇଁ ସ୍ବତନ୍ତ୍ର ସହାୟତା ପ୍ରଦାନ କରାଯାଉଛି। ଏହି କ୍ରମରେ ଶୁକ୍ରବାର ଢେଙ୍କାନାଳ ଜିଲାର ଜଣେ କର୍ମଜୀବୀ ସାମ୍ବାଦିକଙ୍କ କିଡନୀ ପ୍ରତିରୋପଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ପ୍ରାରମ୍ଭିକ ସହାୟତା ଭାବେ ୨ ଲକ୍ଷ ଟଙ୍କା…

ମନୋଜ ରଥଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବ ଆଣିଲେ ନରସିଂହ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ପୁରୀ ଗୋବର୍ଦ୍ଧନ ପୀଠର ମୁଖପାତ୍ର ବୋଲାଉଥିବା ମନୋଜ ରଥଙ୍କ ବିରୋଧରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ବିଧାନସଭାରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବ ଆଣିଛନ୍ତି। ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ନରସିଂହ କହିଥିଲେ ଯେ, ରଥ ମୋ ବିରୋଧରେ…

ଧାନ କିଣା ଟୋକନ ବ୍ୟବସ୍ଥାକୁ ନେଇ ଗୃହରେ ହଟ୍ଟଗୋଳ: ସୋମବାର ବିବୃତି ଦେବାକୁ ଯୋଗାଣ ମନ୍ତ୍ରୀଙ୍କୁ ବାଚସ୍ପତିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୨୨।୧୧(ବ୍ୟୁରୋ): ଧାନ କିଣିବା ପାଇଁ ଚାଷୀଙ୍କୁ କି’ ପ୍ରତିଶ୍ରୁତି ଦେଲ। ଟୋକନ୍‌ ନ ଥିବା ଚାଷୀଙ୍କଠାରୁ କେତେ ଧାନ କିଣାଯିବ। ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଓ ସରକାରୀ ଦଳ ଉପମୁଖ୍ୟ ସଚେତକ ଧାନ କିଣିବା ନେଇ ଚାଷୀଙ୍କୁ କି ପ୍ରତିଶ୍ରୁତି…

ଅପରେଶନ ସଫଳ: ପରିଜା ଲାଇବ୍ରେରୀ ଛାତ ଉପରେ ଚଢ଼ି ଆତ୍ମହତ୍ୟା ଧମକ ଦେଉଥିବା ବ୍ୟକ୍ତି ଉଦ୍ଧାର, କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଥିବା ପରିଜା ଲାଇବ୍ରେରୀ ଛାତରେ ଚଢ଼ି ଆତ୍ମହତ୍ୟା କରିବାକୁ ଧମକ ଦେଉଥିବା ବ୍ୟକ୍ତି ଦୀର୍ଘ ତିନି ଘଣ୍ଟାର ମାରାଥନ ଅପରେଶନ ପରେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ଅଗ୍ନିଶମ ବିଭାଗର ବ୍ରୁଣ୍ଟୋ ସାଏ ଲିଫ୍ଟ ଟିମ୍‌…

ଉତ୍କଳ ବିଶ୍ୱବିଦ୍ୟାଳୟ ପରିଜା ଲାଇବ୍ରେରୀ ଛାତ ଉପରେ ଚଢ଼ି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଥିବା ପରିଜା ଲାଇବ୍ରେରୀ ଛାତ ଉପରେ ଚଢ଼ି ଜଣେ ଯୁବକ ଶୁକ୍ରବାର ଆତ୍ମହତ୍ୟା ଉଦ୍ୟମ କରୁଥିବା ସୂଚନା ମିଳିଛି। ତାଙ୍କର ପରିଚୟ ମିଳି ନ ଥିବା ବେଳେ ଘଟଣାସ୍ଥଳରେ ପୋଲିସ ଏବଂ ଅଗ୍ନିଶମବାହିନୀ ପହଞ୍ଚି ଉଦ୍ଧାର…

ମହଙ୍ଗା ପଡ଼ିଲା ଖାକି ବର୍ଦ୍ଦିରେ ନିଶା କାରବାର: କନଷ୍ଟେବଳ ଜାନକୀବଲ୍ଲଭ ବହିଷ୍କୃତ

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ପୋଲିସ ବିଭାଗରେ ଚାକିରି କରି ବ୍ରାଉନସୁଗାର ବେପାର କରିବା ଶେଷରେ ମହଙ୍ଗା ପଡ଼ିଛି। କିଛିଦିନ ତଳେ ଗିରଫ ହୋଇଥିବା କନଷ୍ଟେବଳ ଜାନକୀବଲ୍ଲଭ ଭାରିମଲ୍ଲଙ୍କୁ ଚାକିରିରୁ ବିଦା କରାଯାଇଛି। ଏକାଧିକ ଅପରାଧରେ ସମ୍ପୃକ୍ତ ଥିବାରୁ ତାଙ୍କୁ ଭୁବନେଶ୍ୱର ଡିସିପି ଅନୁପ କୁମାର…

ଗୋତି ଶ୍ରମିକ ମୁକ୍ତି ମାମଲା: ସଂଶୋଧିତ ଆବେଦନକୁ ଗ୍ରହଣ କଲେ ହାଇକୋର୍ଟ

କଟକ ଅଫିସ,୨୨ା୧୧: ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳର ୧୪ ଜଣ ଗୋତି ଶ୍ରମିକଙ୍କ ମୁକ୍ତି ପାଇଁ ଆଣ୍ଟି ସ୍ଲାଭେରୀ ଇଣ୍ଡିଆ ସଂସ୍ଥାର ମୁଖ୍ୟ ତଥା ମାନବାଧିକାର କର୍ମୀ ବାଘାମ୍ବର ପଟ୍ଟନାୟକଙ୍କ ପକ୍ଷରୁ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଛି। ଏହି ମାମଲାରେ…

୫ହଜାର ଲାଞ୍ଚ: ସେକ୍ସନ ଅଫିସର ଗିରଫ

କଟକ ଅଫିସ,୨୨ା୧୧: ଭୁବନେଶ୍ୱର ମୃତ୍ତିକା ସଂରକ୍ଷଣ ନିର୍ଦ୍ଦେଶାଳୟର ସେକ୍ସନ ଅଫିସର ଗୀତା ଖାଡିଆ ୫ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଗୁରୁବାର ଏହି ଲାଞ୍ଚ ସୀମାଞ୍ଚଳ ନାୟକଙ୍କଠାରୁ ଗ୍ରହଣ କରୁଥିଲେ। ସୀମାଞ୍ଚଳ ଉକ୍ତ କାର୍ଯ୍ୟାଳୟରେ ପୂର୍ବରୁ ପ୍ରୋଜେକ୍ଟ ଡାଇରେକ୍ଟର…

ଚେକ ବାଉନ୍ସ ମାମଲାରେ ଜଣେ ଗିରଫ

ପୁରୁଣା ଭୁବନେଶ୍ୱର,୨୨ା୧୧(ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ଥାନା ଅଧୀନ ଶ୍ରୀରାମନଗରର ଜଣେ ମହିଳାଙ୍କଠାରୁ ଧାର ଟଙ୍କା ନେଇ ଚେକ୍‌ ଦେବା ଏବଂ ପରବର୍ତ୍ତୀ ସମୟରେ ୩ଟି ଚେକ୍‌ ବାଉନ୍ସ ହେବା ମାମଲାରେ ପୋଲିସ ଗୁରୁବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ…

ଭାଜପାରେ ମିଶିଲେ ପାଟଣାଗଡ଼ ବିଜେଡିର ବହୁ ନେତା

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ବଲାଙ୍ଗୀର ଜିଲା ପାଟଣାଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀର ବହୁ ବିଜେଡି ନେତା ଦଳଛାଡି ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ପୂର୍ବତନ ମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଏବଂ ଅନ୍ୟ ନେତୃବୃନ୍ଦଙ୍କ ଉପସ୍ଥିତିରେ ବଲାଙ୍ଗୀର ଜିଲା ବିଜେଡି ସମ୍ପାଦକ ପ୍ରଦୀପ ପୁରୋହିତ, ପାଟଣାଗଡ଼ ବ୍ଲକ…

୨୩ରୁ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍‌ ଜୁବିଲି: ଯୋଗଦେବେ ୧୦ ହଜାର ପୁରାତନ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ଆସନ୍ତା ୨୩ରୁ ୨୭ତାରିଖ ପର୍ଯ୍ୟନ୍ତ ୫ଦିନ ଧରି ଉତ୍କଳ ବିଶ୍ୱବିଦ୍ୟାଳୟର ୭୫ବର୍ଷ ପୂର୍ତ୍ତି ଉପଲକ୍ଷେ ପ୍ଲାଟିନମ ଜୁବିଲି ପାଳନ କରାଯିବ। ଏ ନେଇ ବିଶ୍ୱବିଦ୍ୟାଳୟ ପକ୍ଷରୁ କାର୍ଯ୍ୟସୂଚୀ ନିର୍ଦ୍ଧାରଣ ହୋଇଛି। ଉକତ୍ଳ ବିଶ୍ୱବିଦ୍ୟାଳୟ ପରିସରସ୍ଥ ବିଜୁ ପଟ୍ଟନାୟକ ଖେଳପଡ଼ିିଆରେ ୨୩…

ଆଜି ବିଧାନସଭା ଘେରିବେ ୫୦ ହଜାର ବସ୍ତିବାସିନ୍ଦା

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ) : ଗୌଡ ବସ୍ତି, ବୀରବସ ବସ୍ତି, ଲକ୍ଷ୍ମୀପୁର ବସ୍ତି ଓ ଶ୍ରୀକ୍ରିଷ୍ଣ ନଗର ବସ୍ତିରେ ଥିବା ୫୦ ହଜାରରୁ ଊର୍ଦ୍ଧ୍ୱ ବସ୍ତିବାସିନ୍ଦା ଶୁକ୍ରବାର ଗୋଟିଏ ଦାବି ନେଇ ବିଧାନସଭା ଘେରାଉ କରିବେ ବୋଲି ଜଣାପଡ଼ିଛି। ସମାନ୍ତରାଳ ରାସ୍ତା କରିବା ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?