ମେଟ୍ରୋ

ରାଜ୍ୟରେ ରହିଛି ୬୩ କୃଷି, ୮୫ ଉଦ୍ୟାନ କୃଷି ଫାର୍ମ: ଆଧୁନିକୀକରଣ ପାଇଁ ଖର୍ଚ୍ଚ ହୋଇଛି ୧୨୬୨ଲକ୍ଷ ଟଙ୍କା

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟରେ ୬୩ଟି କୃଷି ଫାର୍ମ ଏବଂ ୮୫ଟି ଉଦ୍ୟାନ କୃଷି ଫାର୍ମ ରହିଛି। ସେଥିରୁ ୪ଟି କୃଷି ଫାର୍ମ ଓ ୫ଟି ଉଦ୍ୟାନ କୃଷି ଫାର୍ମ ବନ୍ଦ ହୋଇଯାଇଛି। ସେଗୁଡ଼ିକ ପୁନଃଉଦ୍ଧାର କରିବା ଅବସ୍ଥାରେ ନାହିଁ। କୃଷି ଓ କୃଷକ…

ପୁଣି ଚଳଚଞ୍ଚଳ ହେଲା ଆର୍‌ଟିଓ କାର୍ଯ୍ୟାଳୟ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କିଛିଦିନର ବ୍ୟବଧାନ ପରେ ପୁଣି ରାଜଧାନୀର ୨ଟି ଆରଟିଓ କାଯର୍ର୍‌ୟାଳୟ ଚଳଚଞ୍ଚଳ ହୋଇଉଠିଛି। ଡିସେମ୍ବର ୧ରୁ ଆର୍‌ଟିଓ ନିୟମ କଡ଼ାକଡ଼ି କରାଯିବ ବୋଲି ଖବର ପ୍ରକାଶ ପାଇବା ପରେ ଲୋକେ ଡ୍ରାଇଭିଂ ଲାଇସେନ୍ସ, ଗାଡ଼ି ଫିଟ୍‌ନେସ୍‌, କାଗଜପତ୍ର ପାଇଁ ବୁଧବାର…

ଶ୍ୱଶୁରଘରୁ ବାଇକ୍‌ ଚୋରି ମାମଲାରେ ଜ୍ୱାଇଁ ଗଲେ ଜେଲ

ଭୁବନେଶ୍ୱର, ୨୦-୧୧(ବ୍ୟୁରୋ):ରାଜଧାନୀର ବିଭିନ୍ନ ତାରକା ହୋଟେଲରେ ଖାଇବା ପରେ ବିଲ୍‌ ପଇଠ ନ କରି ଫେରାର ହୋଇଯାଉଥିଲେ। ଶହୀଦନଗର ଥାନା ଅଞ୍ଚଳରେ ଅଭିଯୁକ୍ତଙ୍କୁ ହୋଟେଲ କର୍ମଚାରୀମାନେ କାବୁ କରି ପୋଲିସ ଜିମା ଦେଇଥିଲେ। ପୋଲିସ ଅଭିଯୁକ୍ତଙ୍କ ଆପରାଧିକ ରେକର୍ଡ ଯାଞ୍ଚ କରିବା…

ମାଗଣା ହୋଇପାରେ ‘ମୋ ସାଇକେଲ’

ଭୁବନେଶ୍ୱର, ୨୦-୧୧(ବ୍ୟୁରୋ):ଆସନ୍ତା ୨୬ ତାରିଖରେ ‘ମୋ ସାଇକେଲ ଯୋଜନା’କୁ ବର୍ଷେ ପୂରିବ। ମୋ ବସ୍‌ ଭଳି ମୋ ସାଇକେଲ ସଫଳ ହୋଇ ନ ଥିବାରୁ କିପରି ଅଧିକ ଆଦୃତ ହୋଇପାରିବ ସେନେଇ ନୂଆ କିଛି ଚିନ୍ତା କରାଯାଉଛି। ବାର୍ଷିକ ଉତ୍ସବରୁ ମୋ…

ଶୁକ୍ରବାରଠାରୁ ଇ-ବସ୍‌ ‘ଡେମୋ ରନ୍‌’

ଭୁବନେଶ୍ୱର, ୨୦-୧୧(ବ୍ୟୁରୋ):କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ ଲିମିଟେଡ୍‌ (କ୍ରୁଟ) ଦ୍ୱାରା ପରିଚାଳିତ ‘ମୋ ବସ୍‌’ ସେବା ସାରା ଦେଶରେ ଆଦୃତ୍ତ ହୋଇଛି। ଦେଶର ଶ୍ରେଷ୍ଠ ସିଟି ବସ୍‌ ସେବା ପୁରସ୍କାର ପାଇଛି। ତେଣୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ମିଳିବାକୁ ଥିବା ଇ-ବସ୍‌ଗୁଡ଼ିକର…

ସରକାରଙ୍କୁ ବିରୋଧୀଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୨୦-୧୧(ବ୍ୟୁରୋ):ଚାଷୀ ଅମଳ କରି ଧାନ ବସ୍ତା ଧରି ରହିଛି। ହେଲେ କିଣିବାକୁ କେହି ନାହିଁ। ଖରା, ବର୍ଷା, ଶୀତ କାକରରେ ଧାନ ସେମିତି ପଡି ରହୁଛି। ଯେଉଁ ବ୍ୟବସ୍ଥାରେ କ୍ରୟ କରାଯିବ, ସେହି ବ୍ୟବସ୍ଥାରେ ଚାଷୀ ନିଜକୁ ଖାପ ଖୁଆଇ ପାରୁନାହିଁ।…

୧୧ବର୍ଷରେ ବିଦ୍ୟୁତ୍‌ ସଂସ୍ପର୍ଶରେ ମରିଛନ୍ତି ୧୧୯ ହାତୀ

ଭୁବନେଶ୍ୱର, ୨୦-୧୧(ବ୍ୟୁରୋ):ରାଜ୍ୟରେ ଗତ ୧୧ବର୍ଷରେ ୧୧୯ ହାତୀଙ୍କ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ମୃତ୍ୟୁ ଘଟିଛିିି। ୨୦୦୯-୧୦ଠାରୁ ୨୦୧୯-୨୦ ମଧ୍ୟରେ ଘଟିଥିବା ଏହି ହାତୀ ମୃତ୍ୟୁରେ କେନ୍ଦୁଝର ଜିଲାର ମୋଟ ୧୧ ହାତୀ ମରିଛନ୍ତି। ଏଥିପାଇଁ ୧୪୮ଙ୍କୁ ଦାୟୀ କରାଯାଇ ସେମାନଙ୍କ ବିରୋଧରେ…

ଆବାସ ଦୁର୍ନୀତି ନେଇ ଭାଜପାର ଟାର୍ଗେଟ

ଭୁବନେଶ୍ୱର,୨୦-୧୧(ବ୍ୟୁରୋ):ମାହାଙ୍ଗା ଆବାସ କେଳାଙ୍କାରୀ କରିଥିବା ଜଣେ ଅଫିସର ବର୍ତ୍ତମାନ ମନ୍ତ୍ରୀଙ୍କ ଓଏସଡି ଭାବେ ଦାୟିତ୍ୱ ପାଇଛନ୍ତି। ସରକାରଙ୍କ ଏହି ନିଷ୍ପତ୍ତି ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ଭାଜପା କହିଛି। ଭାଜପା ରାଜ୍ୟ କାର୍ଯ୍ୟାଳୟ ଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଭାଜପା ଉପସଭାପତି…

ଚୋରା ପଥର ଚାଲାଣ ର଼୍ୟାକେଟରେ ପୋଲିସ ବାବୁ:ଇନ୍ସପେକ୍ଟର ରଞ୍ଜିତ ସାହୁ ନିଲମ୍ବିତ

ଭୁବନେଶ୍ୱର, ୨୦-୧୧(ବ୍ୟୁରୋ):ଖୋର୍ଦ୍ଧା ପଥର ଚାଲାଣରେ ସଂପୃକ୍ତଥିବା ଦୁଇ ଇନ୍ସପେକ୍ଟର ବିକ୍ରମ କେଶରୀ ଜେନା ଏବଂ ରଞ୍ଜିତ ସାହୁଙ୍କୁ ଏସ୍‌ଟିଏଫ ଗିରଫ କରିବା ପାଇଁ ବାଟ ଫିଟିଛି। ଗତ ୧୬ ତାରିଖରେ ଇନ୍ସପେକ୍ଟର ବିକ୍ରମଙ୍କୁ ନିଲମ୍ବିତ କରାଯାଇଥିବାବେଳେ ମଙ୍ଗଳବାର ରଞ୍ଜିତଙ୍କୁ ନିଲମ୍ବନ କରିଛନ୍ତି…

ଖରିଫ ଧାନ ସଂଗ୍ରହ ୨୦୧୯-୨୦:ଆଗୁଆ ହେବ ଟୋକନ୍‌ ବ୍ୟବସ୍ଥା

ଭୁବନେଶ୍ୱର,୨୦-୧୧(ବ୍ୟୁରୋ):ଚଳିତ ଆର୍ଥିକ ବର୍ଷ(୨୦୧୮-୧୯)ରେ ଧାନ ସଂଗ୍ରହ ପାଇଁ ଆଗୁଆ ଟୋକନ୍‌ ବ୍ୟବସ୍ଥାକୁ ଗୁରୁତ୍ୱ ଦିଆଯାଇଛି। ଧାନ ସଂଗ୍ରହ କାର୍ଯ୍ୟକୁ ସ୍ବଚ୍ଛତା, ଶୃଙ୍ଖଳା ଓ ପାରଦର୍ଶିତା ସହ ସମ୍ପାଦନ କରିବା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ। ଏଥିପାଇଁ ସମ୍ପୃକ୍ତ ଜିଲା ପ୍ରଶାସନ…

ଧାନ କିଣାରେ ମଧ୍ୟସ୍ଥ ଉଚ୍ଛେଦ

ଭୁବନେଶ୍ୱର,୨୦-୧୧(ବ୍ୟୁରୋ):ପଶ୍ଚିମ ଓଡ଼ିଶାର ୭ଟି ଜିଲାର ୮୫୧ ପ୍ୟାଡି ପ୍ରୋକ୍ୟୁରମେଣ୍ଟ ସେଣ୍ଟର(ପିପିସି) ମଧ୍ୟରୁ ୩୪୭ଟି କେନ୍ଦ୍ରରୁ ଧାନ କ୍ରୟ ପାଇଁ ଟୋକନ୍‌ ଦିଆଯାଇସାରିଛି। ଏହିପରି ଭାବେ ଚଳିତ ମାସ ୧୯(ମଙ୍ଗଳବାର) ସୁଦ୍ଧା ଚାଷୀଙ୍କୁ ୨୬,୫୪୩ ଟୋକନ୍‌ ଦିଆଯାଇସାରିଛି। ୧୫,୫୪,୦୧୭ କୁଇଣ୍ଟାଲ ଧାନ କ୍ରୟ…

ରାଜ୍ୟରେ ୧୯ଟି ନଦୀ ପ୍ରଦୂଷିତ

ଭୁବନେଶ୍ୱର,୨୦-୧୧(ବ୍ୟୁରୋ):ରାଜ୍ୟରେ ପ୍ରବାହିତ ନଦୀଗୁଡିକ ମଧ୍ୟରୁ ୧୯ଟି ନଦୀରେ ସହରାଞ୍ଚଳର ନାଳନର୍ଦ୍ଦମା ପାଣି ମିଶିବା ଯୋଗୁ ଏହା ପ୍ରଦୂଷିତ ହୋଇଥିବା ସରକାରଙ୍କ ପକ୍ଷରୁ ଚିହ୍ନଟ କରାଯାଇଛି। ଭୁବନେଶ୍ୱରର ଗଙ୍ଗୁଆ ଓ ଦୟା ନଦୀ, ରାଉରକେଲାରୁ ବିରିତୋଲ ଯାଇଥିବା ବ୍ରାହ୍ମଣୀ ନଦୀ, ଗୁରାଡିହ ନଳା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?