ମେଟ୍ରୋ

କମଲ ହାସନଙ୍କୁ ଡକ୍ଟରେଟ୍‌ ଉପାଧି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ଅଭିନେତା କମଲ ହାସନଙ୍କୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଡକ୍ଟରେଟ ଉପାଧି ପ୍ରଦାନ କରିଛନ୍ତି। ଚଳଚ୍ଚିତ୍ର କ୍ଷେତ୍ରରେ ଗତ ଛଅ ଦଶନ୍ଧି ଧରି ଉଲ୍ଲେଖନୀୟ ଅବଦାନକୁ ଲକ୍ଷ୍ୟରେ ରଖି ଏକ ଘରୋଇ ବିଶ୍ୱବିଦ୍ୟାଳୟ ପକ୍ଷରୁ ଏହି ଉପାଧି ପ୍ରଦାନ କରାଯାଇଛି।…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ: ଏଣିକି ଅଗ୍ନି ସୁରକ୍ଷା ପ୍ରମାଣପତ୍ର ଦେବେ କ୍ଷେତ୍ରୀୟ କର୍ମଚାରୀ, ୨୦୨୦ ଏପ୍ରିଲ ପହିଲାରୁ ଅନ୍‌ଲାଇନ୍‌ ହେବ ବ୍ୟବସ୍ଥା

ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ଏଣିକି ବିଭିନ୍ନ ବାସଗୃହ ଓ କୋଠା ପାଇଁ ଅଗ୍ନି ସୁରକ୍ଷା ପ୍ରମାଣପତ୍ର ଲାଗି ଅଗ୍ନିଶମ ସେବା ନିର୍ଦ୍ଦେଶାଳୟକୁ ଯିବାକୁ ପଡ଼ିବ ନାହିଁ। ବିଭାଗର କ୍ଷେତ୍ରୀୟ କର୍ମଚାରୀମାନେ ଏଥିପାଇଁ ଆବଶ୍ୟକ ଅନୁମୋଦନ ଓ ପ୍ରମାଣପତ୍ର ଦେଇପାରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ…

ଦୁର୍ନୀତି ଅଭିଯୋଗରେ ସ୍ପେଶାଲ ସ୍କ୍ବାଡ ଏଏସଆଇ ନିଲମ୍ବିତ

ଭୁବନେଶର,୧୯।୧୧(ବ୍ୟୁରୋ): ଦୁର୍ନୀତି ଅଭିଯୋଗ ପ୍ରମାଣ ମିଳିବା ପରେ ସ୍ପେଶାଲ ସ୍କ୍ବାଡ ଏଏସଆଇ ଅର୍ଜୁନ କହଁର ନିଲମ୍ବିତ ହୋଇଛନ୍ତି। ଏ ସମ୍ପର୍କରେ କଟକ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଅର୍ଜୁନଙ୍କ ବିରୋଧରେ ଗତ କିଛିଦିନ ହେବ ଦୁର୍ନୀତି ଅଭିଯୋଗ ହୋଇଥିଲା। ଏହାପରେ…

ପିଇବା ପାଣି ଯୋଗାଣକୁ ନେଇ ବିଧାନସଭାରେ ଉଦ୍‌ବେଗ

ଭୁବନେଶ୍ୱର, ୧୯।୧୧(ବ୍ୟୁରୋ): ୨୦୨୦ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସମସ୍ତ ସହରାଞ୍ଚଳକୁ ପାଇପ୍‌ ଯୋଗେ ପିଇବା ପାଣି ଯୋଗାଇ ଦିଆଯିବ। ମଙ୍ଗଳବାର ପଶ୍ନୋତ୍ତରବେଳେ ଏହି ସୂଚନା ଦେଇଛନ୍ତି ପଞ୍ଜାୟତରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା। କଂଗ୍ରେସ ସଭ୍ୟ ତାରା ପ୍ରସାଦ…

ବାଚସ୍ପତି ନିରପେକ୍ଷ ହେବା ଜରୁରୀ: ବିରୋଧୀ ଦଳ ନେତା

ଭୁବନେଶ୍ୱର, ୧୯।୧୧(ବ୍ୟୁରୋ): ସୋମବାର ଅପରାହ୍ନଣରେ ଭାଜପା ଗୃହ କାର୍ଯ୍ୟରେ ସହଯୋଗ କରିଥିଲେ ମଧ୍ୟ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବକ୍ତବ୍ୟ ପାଇଁ ସୁଯୋଗ ଦେଇ ନ ଥିଲେ। ବିରୋଧୀ ଦଳ ନେତା ସ୍ମିତାରାଣୀ ପ୍ରସଙ୍ଗ…

ରାଜ୍ୟରେ ଗଞ୍ଜେଇ ଚାଷକୁ ଅନୁମତି ଦିଆଯିବ ନାହିଁ: ଅବକାରୀ ସଚିବ

ଭୁବନେଶ୍ୱର,୧୯୧୧(ବ୍ୟୁରୋ): ରାଜ୍ୟରେ ଗଞ୍ଜେଇ ଚାଷ କରିବାକୁ ଅନୁମତି ଦିଆଯିବ ନାହିଁ ବୋଲି ଅବକାରୀ ସଚିବ ସୁଶୀଲ କୁମାର ଲୋହାନି ସୂଚନା ଦେଇଛନ୍ତି। ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଆୟୋଜିତ ଏକ ବୈଠକ ଏଭଳି ନିଷ୍ପତ୍ତି ନିଆଯାଇଛି। ସଚିବ କହିଛନ୍ତି, ଗଞ୍ଜେଇରେ ଔଷଧୀୟ…

୨୩ ଦିନରେ ରାଜଧାନୀରେ ତୃତୀୟ ହତ୍ୟାକାଣ୍ଡ: ଅବସରପ୍ରାପ୍ତ ରେଲଓ୍ବେ କର୍ମଚାରୀଙ୍କ ତଣ୍ଟିକାଟି ହତ୍ୟା

କଟକରୋଡ୍‌ (ଡି.ଏନ୍‌.ଏ.)/ ଭୁବନେଶ୍ୱର, ୧୯ା୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ସୋମବାର ଜଣେ ଅବସରପ୍ରାପ୍ତ ରେଲଓ୍ବେ କର୍ମଚାରୀଙ୍କ ତଣ୍ଟିକାଟି ହତ୍ୟା କରାଯାଇଛି। ମୃତକ ହେଲେ ଖୋର୍ଦ୍ଧା ଜିଲା ଜଟଣୀ ଅଞ୍ଚଳରେ ରହୁଥିବା ଟି.ଭେଙ୍କଟ ରାଓ(୬୫)। ଖବର ପାଇ ଲକ୍ଷ୍ମୀସାଗର ଥାନା ଅଧିକାରୀ ଦୟାନିଧି ନାୟକ…

ଡ୍ରେନ୍‌ ସମ୍ପ୍ରସାରଣ ପାଇଁ ନକ୍‌ସା ପ୍ରସ୍ତୁତ ଅନୁଦାନ ଆସିଲେ ଜମି ଅଧିଗ୍ରହଣ ହେବ

ଭୁବନେଶ୍ୱର, ୧୯ା୧୧(ବ୍ୟୁରୋ): ଅସରାଏ ବର୍ଷା ହେଲେ ରାଜଧାନୀ ହୋଇଯାଏ ଜଳମଗ୍ନ। ଜଳ ନିଷ୍କାସନର ସୁବ୍ୟବସ୍ଥା ନ ଥିବାରୁ ପ୍ରତିବର୍ଷ ଜଳବନ୍ଦି ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି ରାଜଧାନୀବାସୀ। ତେବେ ଏହି ସମସ୍ୟାକୁ ଦୂର କରିବା ଲାଗି ବିଏମ୍‌ସି ପକ୍ଷରୁ ‘ଡ୍ରେନ୍‌ ବିକାଶ ଯୋଜନା’…

ଆଜି ସଙ୍ଗୀତ ପରିବେଷଣ କରିବେ କେକେ

କଟକ ଅଫିସ,୧୯ା୧୧ ବଲିଉଡ୍‌ର ଆଗଧାଡ଼ିର କଣ୍ଠଶିଳ୍ପୀ କ୍ରୀଷ୍ଣାକୁମାର କୁନାଥ(କେକେ) ବାଲିଯାତ୍ରାର ଗଣକବି ବୈଷ୍ଣବ ପାଣି ମଞ୍ଚରେ ମଙ୍ଗଳବାର ଦେଖିବାକୁ ମିଳିବେ। ସୋମବାର ସ୍ଥାନୀୟ ଅଞ୍ଚଳରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ କେକେ ବାଲିଯାତ୍ରାରେ କାର୍ଯ୍ୟକ୍ରମ ପରିବେଷଣ କରିବାକୁ ଅଧିକମାତ୍ରାରେ ଉତ୍ସୁକ ଥିବା…

ବାଲିଯାତ୍ରାରେ ସାହିତ୍ୟ, ସଂସ୍କୃତି, ବିଜ୍ଞାନକୁ ନେଇ ଚର୍ଚ୍ଚା

କଟକ ଅଫିସ, ୧୯ା୧୧: ଐତିହାସିକ ବାଲିଯାତ୍ରାର ସୋମବାର ଥିଲା ସପ୍ତମ ଦିବସ। ବାଲିଯାତ୍ରା ସରି ଆସୁଥିବାବେଳେ ଲୋକଙ୍କ ଭିଡ ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ସନ୍ଧ୍ୟାରେ ବାଲିଯାତ୍ରାରେ ଲୋକଙ୍କ ଗହଳି ଦେଖିବାକୁ ମିଳିଥିଲା। ଲୋକମାନେ ଚଟ୍‌ପଟି ଖାଦ୍ୟ ଖାଇବା ସାଙ୍ଗକୁ ବିଭିନ୍ନ…

ପଥର ଚୋରା ଚାଲାଣ ର଼୍ୟାକେଟରେ ପୋଲିସ ଲିଙ୍କ୍‌ ମାମଲା: ବଦଳିଲେ ଥାନା ଅଧିକାରୀ ରଞ୍ଜିତ ସାହୁ

ଭୁବନେଶ୍ୱର, ୧୯ା୧୧(ବ୍ୟୁରୋ): ଖୋର୍ଦ୍ଧା ଚୋରା ପଥର ଚାଲାଣ ର଼୍ୟାକେଟରେ ସମ୍ପୃକ୍ତ ଥିବା ଇନ୍ସପେକ୍ଟର ରଞ୍ଜିତ ସାହୁଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଖୋର୍ଦ୍ଧା ଟାଉନ ଥାନାରୁ ବାଲେଶ୍ୱର ବାଲିଆପାଳ ଥାନାକୁ ବଦଳି ପରେ ଛୁଟିରେ ଯାଇ ଆଉ ଫେରି ନ ଥିବାରୁ…

ବିକ୍ଷୋଭ, ଶୋଭାଯାତ୍ରାରେ କମ୍ପିଲା ଲୋୟର ପିଏମ୍‌ଜି

ଭୁବନେଶ୍ୱର,୧୯ା୧୧ (ବ୍ୟୁରୋ): ବୁଧବାରଠାରୁ ଆରମ୍ଭ ହୋଇଛି ବିଧାନସଭା ଶୀତ ଅଧିବେଶନ। ପୁଣି ଚଳଚଞ୍ଚଳ ହୋଇ ଉଠିଛି ବିଧାନସଭା ସମ୍ମୁଖ ଲୋୟର ପିଏମ୍‌ଜି। ସରକାରଙ୍କୁ ସମସ୍ୟା ତଥା ଦାବି ଜଣାଇବା ପାଇଁ ଏକାଠି ହୋଇଛନ୍ତି ଆନ୍ଦୋଳନକାରୀ। ଡେରା ପକାଇ ରହିବା ସହ ସକାଳୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?