କୃଷିଭବନକୁ ମନ୍ତ୍ରୀଙ୍କ ଅଚାନକ ଗସ୍ତ: ୫ ‘ଟି’ ସୂତ୍ର ଆଧାରରେ କାର୍ଯ୍ୟ କରିବାକୁ ଆହ୍ବାନ
ଭୁବନେଶ୍ୱର, ୨୭ା୭(ବ୍ୟୁରୋ): କୃଷିମନ୍ତ୍ରୀ ଅରୁଣ ସାହୁ ଶୁକ୍ରବାର କୃଷିଭବନକୁ ଅଚାନକ ଗସ୍ତ କରିଥିଲେ। ସେଠାରେ ପହଞ୍ଚିବା ପରେ ମୁଖ୍ୟ ଫାଟକ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ବିଳମ୍ବରେ ଆସୁଥିବା କର୍ମଚାରୀଙ୍କୁ ଭିତରକୁ ନ ଛାଡ଼ିବାକୁ କହିଥିଲେ। ଯେଉଁମାନେ ବିଳମ୍ବରେ ଅସିବେ...
ପ୍ରଥମ ମୁଖ୍ୟ ବିଚାରପତି ଜଷ୍ଟିସ ବୀରକିଶୋର ରାୟଙ୍କ ଶ୍ରାଦ୍ଧଦିବସ ପାଳିତ: ହାଇକୋର୍ଟ ପ୍ରତିଷ୍ଠାରେ ବୀରକିଶୋରଙ୍କ ଅବଦାନ ଅତୁଳନୀୟ
କଟକ ଅଫିସ,୨୭ା୭: ଓଡ଼ିଶା ହାଇକୋର୍ଟର ପ୍ରଥମ ମୁଖ୍ୟ ବିଚାରପତି ଜଷ୍ଟିସ ବୀରକିଶୋର ରାୟଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଶୁକ୍ରବାର ହାଇକୋର୍ଟ ବାର୍ କନଭେନଶନ ହଲ୍ରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି। ଜଷ୍ଟିସ ବୀରକିଶୋର ରାୟ ମେମୋରିଆଲ କମିଟି ଆନୁକୂଲ୍ୟରେ ଅନୁଷ୍ଠିତ ସଭାରେ...
ମିଠାଦୋକାନ ଉପରକୁ ବୋମାମାଡ଼ ଘଟଣା: ୪୮ ଘଣ୍ଟା ବିତିଲା, ଅଭିଯୁକ୍ତଙ୍କ ପତ୍ତା ପାଉନି ପୋଲିସ
କଟକ ଅଫିସ,୨୭ା୭: ବାଦାମବାଡି ଥାନା ଅନ୍ତର୍ଗତ ଖାନ୍ନଗର ଅଞ୍ଚଳରେ ଥିବା ନାଥସାହୁ ମିଠା ଦୋକାନ ଉପରେ ବୁଧବାର ବୋମାମାଡ ହୋଇଥିଲା। ଏହି ଘଟଣାକୁ ୪୮ ଘଣ୍ଟା ବିତିଯାଇଥିଲେ ମଧ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଫଳ ହୋଇଛି। ଏପରି ସ୍ଥଳେ...
୧୯ବର୍ଷ ହେଲା ତଣ୍ଡ ଗଣୁଛନ୍ତି ହିତାଧିକାରୀ
କଟକ ଅଫିସ,୨୭ା୭: ମର୍କତନଗର ସେକ୍ଟର-୧୩ରେ ଜମି କିଣିଥିବା ହିତାଧିକାରୀ ଏବେ ବି ତଣ୍ଡ ଗଣୁଛନ୍ତି। ଜମି କିଣିବାକୁ ଇତିମଧ୍ୟରେ ୧୯ବର୍ଷ ପୂରଣ ହେଲାଣି। ବର୍ଗଫୁଟ ୫୦ପଇସା ହିସାବରେ ହିତାଧିକାରୀମାନେ ନିଜସ୍ବ ଜମିର ମାପକୁ ନେଇ ୧୯ବର୍ଷ ଧରି ଗ୍ରାଉଣ୍ଡ ରେଣ୍ଟ...
କାର ଅଟକାଇ କାଚ ଭାଙ୍ଗିଲେ ଟ୍ରାଫିକ୍ କନଷ୍ଟେବଳ: ଯୁବ କଂଗ୍ରେସ ପକ୍ଷରୁ ଥାନା ଘେରାଉ
ଭୁବନେଶ୍ୱର,୨୭ା୭(ବ୍ୟୁରୋ): ରାଜଧାନୀରେ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୦ଟାରେ ଜୟଦେବ ବିହାର ଛକ ନିକଟରେ ଜଣେ ଟ୍ରାଫିକ୍ କନଷ୍ଟେବଳଙ୍କ ଦାଦାଗିରି ଦେଖିବାକୁ ମିଳିଛି। ୟୁନିଟ୍-୮ ବିପି କଲୋନୀରେ ରହୁଥିବା ବାଦଲ ମହାନ୍ତି ନାମକ ଯୁବକଙ୍କ ଗାଡିକୁ ଅଟକାଇଥିଲେ। ପରେ ଗାଡିର କାଚ...
ପ୍ରତିବର୍ଷ ହେପାଟାଇଟିସ୍ରେ ଆକ୍ରାନ୍ତ ହେଉଛନ୍ତି ରାଜ୍ୟର ୫ ହଜାର ଲୋକ
ଭୁବନେଶ୍ୱର,୨୭ା୭ (ବ୍ୟୁରୋ): ଓଡ଼ିଶାରେ ପ୍ରତିବର୍ଷ ୪ରୁ ୫ ହଜାର ଲୋକ ହେପାଟାଇଟିସ୍ରେ ଆକ୍ରାନ୍ତ ହେଉଛନ୍ତି। ରାଜ୍ୟର କେତେକ ଜନଜାତିଙ୍କଠାରେ ହେପାଟାଇଟିସ ‘ବି’ ମାତ୍ରା ଅଧିକ। ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଏହି ରୋଗ ନିରୂପଣ କରିବା କଷ୍ଟସାଧ୍ୟ। ରାଜ୍ୟରେ ହେପାଟାଇଟିସ୍ ‘ଏ’...
ଗୀତ ଗାଇବା ନଁ।ରେ ବାର୍ରେ ନୃତ୍ୟ ପ୍ରଦର୍ଶନ: ୧୦ ବାର୍ରେ ପୋଲିସ ଚଢ଼ାଉ, ୩୦ ଯୁବତୀ ଅଟକ
କଟକ ରୋଡ,୨୭ା୭(ଡି.ଏନ୍.ଏ.): ରାଜଧାନୀର ଅଧିକାଂଶ ବାରରେ ଯୁବତୀ ଗୀତ ଗାଇବା ପାଇଁ କେତେଜଣ ବାର ମାଲିକ ଅନୁମତି ପାଇଛନ୍ତି। କିନ୍ତୁ ଏଭଳିସ୍ଥଳେ ଗୀତ ଗାଇବା ନଁ।ରେ ବାରରେ ଯୁବତୀଙ୍କ ନୃତ୍ୟ ପ୍ରଦର୍ଶନ ଲୋକଙ୍କୁ ଚିନ୍ତାରେ ପକାଇଛି। ନିର୍ଦ୍ଦିଷ୍ଟ ସମୟସୀମାକୁ କେତେଜଣ...
ଆରମ୍ଭ ହେଲା ରଥ ଭଙ୍ଗା
ପୁରୀ ଅଫିସ, ୨୭ା୭: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ମଧ୍ୟରୁ ଶୁକ୍ରବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଭଙ୍ଗା ଆରମ୍ଭ ହୋଇଛିି। ଭୋଇ ସର୍ଦ୍ଦାର ରବି ଭୋଇଙ୍କ ନେତୃତ୍ୱରେ ଏହା ଭଙ୍ଗା ଯାଉଛି। ଏହି କାମରେ ୧୦ ଜଣ ଭୋଇ...
ଭାରତ୍ କୀ ଖୋଜ୍ ଅଭିଯାନରେ କେରଳ ଯୁବକ: ବାଇକ୍ରେ ବୁଲିବେ ୪ ଦେଶ
ପୁରୀ ଅଫିସ, ୨୭ା୭: ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ବହନ କରୁଛି ଭାରତ। ଏହାର କଳା, ସଂସ୍କୃତି, ଐତିହ୍ୟ, ପରମ୍ପରା, ଲୋକକଳା ବେଶ୍ ସମୃଦ୍ଧ। ଯିଏ ଏହାର ରହସ୍ୟକୁ ଭେଦ କରିପାରିଛି ସେ ହିଁ ବୁଝିପାରିଛି କାହିଁକି ଭାରତ ଶ୍ରେଷ୍ଠ।...
ଆକାଶ ଇଣ୍ଡିଆ ମଲ୍ଟି କମ୍ପ୍ଲେକ୍ସ ଚିଟ୍ଫଣ୍ଡ ଠକେଇ ମାମଲା: ୨ ନିର୍ଦ୍ଦେଶକଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ
ଭୁବନେଶ୍ୱର, ୨୭ା୭(ବ୍ୟୁରୋ): ଆକାଶ ଇଣ୍ଡିଆ ମଲ୍ଟି କମ୍ପ୍ଲେକ୍ସ ଚିଟ୍ଫଣ୍ଡ ସଂସ୍ଥା ଠକେଇ ମାମଲାରେ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଶୁକ୍ରବାର ୨ଜଣ ନିର୍ଦ୍ଦେଶକଙ୍କୁ ଗିରଫ କରିଛି। ସେମାନେ ହେଲେ ସଂସ୍ଥାର ଅନ୍ୟତମ ନିର୍ଦ୍ଦେଶକ ସୁରେଶ ଚନ୍ଦ୍ର ସାହୁ ଏବଂ ଆକାଶଦୀପ...
ଚେଇଁ ଶୋଇଛନ୍ତି ବିଏମ୍ସି ଡ୍ରେନେଜ ବିଭାଗ ଅଧିକାରୀ: ସହରର ୪୦% ଡ୍ରେନ୍ରେ ଢାଙ୍କୁଣି ନାହିଁ
ଭୁବନେଶ୍ୱର, ୨୭ା୭(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଅଧୀନ ୬୭ଟି ଓ୍ବାର୍ଡରେ ମୋଟ ୬୫୦କିମିର ଆଭ୍ୟନ୍ତରୀଣ ଡ୍ରେନ ଓ ୬୦ କିମିର ୧୦ଟି ମୁଖ୍ୟ ଡ୍ରେନ୍ ରହିଛି। ତନ୍ମଧ୍ୟରୁ ପୂର୍ତ୍ତ ବିଭାଗର କେତୋଟି ଡ୍ରେନକୁ ବାଦ୍ ଦେଲେ ବାକି ସବୁ ବିଏମ୍ସି...
ସୁଆର ମହାସୁଆର ନିଯୋଗ ନିର୍ବାଚନ: ପ୍ରାର୍ଥିପତ୍ର ଯାଞ୍ଚ ସରିଲା, ଆଜି ପ୍ରତ୍ୟାହାର
ପୁରୀ ଅଫିସ, ୨୭ା୭: ଆସନ୍ତା ଅଗଷ୍ଟ ୧୦ ତାରିଖରେ ଶ୍ରୀମନ୍ଦିରର ସୁଆର ମହାସୁଆର ନିଯୋଗ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଗତ ୨୧ ତାରିଖରେ ନାମାଙ୍କନପତ୍ର ଦାଖଲ କରାଯାଇଛିି। ମୋଟ ୩୭ ଜଣ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ଲାଗି ପ୍ରାର୍ଥିପତ୍ର...
Archives


