ମେଟ୍ରୋ

ଓଡ଼ିଶା ହେଉଛି କଳା, କାରୁକାର୍ଯ୍ୟର ମାଟି: ରାଜ୍ୟପାଳ

ଭୁବନେଶ୍ୱର,୨୨।୯ (ବ୍ୟୁରୋ): ବିକାଶର ନଭଶ୍ଚୁମ୍ବୀ ସୋପାନରେ ଆଜିବି କବି ଓ ସାହିତି୍ୟକଙ୍କ ଲେଖାର ମର୍ଯ୍ୟାଦା ରହିଛି। ବିଭିନ୍ନ ସମୟରେ ସେହି ଲେଖାଗୁଡିକ ବୈଜ୍ଞାନିକ ଅଭିସନ୍ଧିର ମୂଳକାରଣ। ଉଦ୍‌ଭାବନାର ନୂତନ ଦିଗଦର୍ଶନ କରିଥାଏ। ଓଡ଼ିଶା ହେଉଛି କଳା ଓ କାରୁକାର୍ଯ୍ୟର ମାଟି। ଏଠାରେ…

ଓସ୍କାର ଦୌଡ଼ ପାଇଁ ‘ଗଲିବୟ’ ମନୋନୀତ: ଭାରତର ଶ୍ରେଷ୍ଠ ୨୮ ଚଳଚ୍ଚିତ୍ର ତାଲିକାରେ ‘କଣ୍ଠୋ’

ଭୁବନେଶ୍ୱର, ୨୨।୯ (ବ୍ୟୁରୋ): ଚଳିତବର୍ଷ ଓସ୍କାର ପୁରସ୍କାର ଦୌଡ଼ରେ ସାମିଲ୍‌ ହେବାକୁ ପ୍ରଥମ ପର୍ଯ୍ୟାୟରେ ଭାରତର ୨୮ ଚଳଚ୍ଚିତ୍ରକୁ ବଛାଯାଇଥିଲା। ଏଥିମଧ୍ୟରେ ଅକ୍ଷୟ ପରିଜାଙ୍କ ବେଙ୍ଗଲୀ ଫିଲ୍ମ ‘କଣ୍ଠୋ’ ସ୍ଥାନ ପାଇଥିଲାବେଳେ ବଲିଉଡ୍‌ ଫିଲ୍ମ ‘ଗଲିବୟ’ ଚଳଚ୍ଚିତ୍ର ଓସ୍କାର ପାଇଁ ଚୟନ…

ବିଜେପୁର: ପ୍ରାର୍ଥୀ ଚୟନ ଉପରେ ନଜର, ବିଜେଡି ପାଇଁ ସମ୍ମାନର ପ୍ରଶ୍ନ, ଅସ୍ତିତ୍ୱ ପାଇଁ କଂଗ୍ରେସର ସଂଘର୍ଷ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ତାରିଖ ଘୋଷଣା ପରେ ରାଜନୈତିକ ଦଳଗୁଡିକ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି। ଏହି ଆସନକୁ ଶେଷ ୨ ନିର୍ବାଚନରେ ଜିତିଥିବା ବିଜେଡି ପକ୍ଷରୁ ଯଥେଷ୍ଟ ଗୁରୁତ୍ୱ ଦିଆଯାଇଛି। ଅନୁରୂପ ଭାବେ ଭାଜପା ମଧ୍ୟ ଉପନିର୍ବାଚନ ପାଇଁ…

ସାର ପାଇଁ ଆଧାର: ଚାଷୀଙ୍କ ଆକାଉଣ୍ଟକୁ ଯିବ ସବ୍‌ସିଡି ଟଙ୍କା; ଆସନ୍ତାବର୍ଷରୁ କାର୍ଯ୍ୟକାରୀ ହେବ ଡିବିଟି

ଭୁବନେଶ୍ୱର,୨୨। ୯(ବ୍ୟୁରୋ): ସାଧାରଣ ଖାଉଟି ବଣ୍ଟନ ବ୍ୟବସ୍ଥାରେ ଖାଦ୍ୟ ସାମଗ୍ରୀ ନେବା ଏବଂ ଧାନ ବିକିବା ପାଇଁ ଆଧାର କାର୍ଡ ସଂଯୋଗକୁ ବାଧ୍ୟତାମୂଳକ କରାଯାଇଥିବା ବେଳେ ଏବେ ଚାଷୀମାନେ କିଣୁଥିବା ସାର ରିହାତି ଲାଗି ଆଧାର ସଂଯୋଗ କରାଯିବ। ରାଜ୍ୟରେ ଆସନ୍ତାବର୍ଷରୁ…

ରାସ୍ତା ମଝିରେ କାରରଖି ହଙ୍ଗାମାକଲେ ୨ ବଙ୍ଗୀୟ ଯୁବତୀ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ରାସ୍ତା ମଝିରେ କାର୍‌ ରଖି ହଙ୍ଗାମା କଲେ ନିଶାସକ୍ତ ୨ ବଙ୍ଗୀୟ ଯୁବତୀ। ଶନିବାର ଏଭଳି ଘଟଣା ଦେଖିବାକୁ ମିଳିଛି ରାଜଧାନୀ ଭୁବନେଶ୍ୱରରେ। କମିଶନରେଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ୨ ଯୁବତୀଙ୍କୁ ଉଦ୍ଧାର କରିବା ସହିତ କାର୍‌କୁ ଜବତ କରିଛି।…

ନିର୍ବାଚନ ତାରିଖ ଘୋଷଣା ପରେ ଭାଜପାର ଦମ୍ଭୋକ୍ତି: ବିଜେପୁରରେ ବାଜିମାତ୍‌ କରିବୁ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ବାଜିଛି ବିଗୁଲ୍‌। ଆସନ୍ତା ଅକ୍ଟୋବର ୨୧ରେ ଭୋଟ ଗ୍ରହଣ ହେବା ନେଇ ଶନିବାର ଘୋଷଣା ହୋଇଛି। ଏହାପରେ ରାଜ୍ୟର ୩ ପ୍ରମୁଖ ଦଳ ପକ୍ଷରୁ ନିର୍ବାଚନ ଲାଗି ପ୍ରାର୍ଥୀ ଚୟନ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ…

୨୦୨୧ରେ ମହାକାଶକୁ ମଣିଷ ପଠାଇବ ଭାରତ: ଶିବନ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ଜୀବନରେ ରିସ୍କ ନିଅ। ରିକ୍ସ ନ ନେଲେ ଜୀବନରେ କିଛି କରିପାରିବନି। ଭୁବନେଶ୍ୱର ଆଇଆଇଟି ସମାବର୍ତ୍ତନ ଉତ୍ସବରେ ଶନିବାର ଯୋଗଦେଇ ଇସ୍ରୋ ଅଧ୍ୟକ୍ଷ କେ. ଶିବନ୍‌ ଏହା କହିଛନ୍ତି। ସେ କହିଛନ୍ତି ଯେ, ବୈଷୟିକ ଜ୍ଞାନକୌଶଳ ବୃଦ୍ଧିରେ ଆଇଆଇଟି ପ୍ରମୁଖ…

ବିଜେପୁର ନିର୍ବାଚନ ଲାଗି ବାଜିଲା ବିଗୁଲ୍‌; ୨୫ ସୁଦ୍ଧା ପ୍ରାର୍ଥୀ ଚୟନ କରିବ କଂଗ୍ରେସ: ନିରଞ୍ଜନ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ଘୋଷଣା ହୋଇଛି ତାରିଖ। ଅକ୍ଟୋବର ୨୧ରେ ଏଠାରେ ଭୋଟ ଗ୍ରହଣ ହେବାକୁ ଥିବା ବେଳେ ଦଳଗୁଡ଼ିକ ପାଇଁ ରହିଛି ମାତ୍ର ଏକ ମାସ ସମୟ। ଏପରିସ୍ଥଳେ ରାଜ୍ୟର ପ୍ରମୁଖ ରାଜନୈତିକ ଦଳ କସରତ ଆରମ୍ଭ କରିଛନ୍ତି।…

ରାଜ୍ୟ ସରକାରଙ୍କୁ ପ୍ରଶ୍ନ କଲେ ମାନବାଧିକାର କମିଶନ: ୩ ମାସ ମଧ୍ୟରେ ଦୁର୍ଘଟଣା ଘଟିଲେ କିଏ ଦାୟୀ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ୍‌ ଲାଗୁ ହେବା ପରେ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଫଳରେ ରାଜ୍ୟ ସରକାରଙ୍କ ପକ୍ଷରୁ ଟ୍ରାଫିକ୍‌ ଡକ୍ୟୁମେଣ୍ଟ ୩ ମାସ କୋହଳ କରାଯାଇଥିଲା। ଏହି ପ୍ରସଙ୍ଗକୁ ନେଇ ଶନିବାର ରାଜ୍ୟ ମାନବାଧିକାର କମିଶନ(ଓଏଚ୍‌ଆର୍‌ସି)…

୨୧ ଅକ୍ଟୋବରରେ ବିଜେପୁର ଉପନିର୍ବାଚନ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ଶନିବାର ତାରିଖ ଘୋଷଣା କରାଯାଇଛି। ଅକ୍ଟୋବର ୨୧ରେ ଏଠାରେ ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ଏ ନେଇ ସେପ୍ଟେମ୍ବର ୨୩ରେ ବିଜ୍ଞପ୍ତି ପ୍ରକାଶ ପାଇବ। ୩୦ରେ ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଧାର୍ଯ୍ୟ ହୋଇଥିବା…

ଗୋଟିଏ ଦେଶ, ଗୋଟିଏ ଭାଷା ସମ୍ଭବ ନୁହେଁ

ଭୁବନେଶ୍ୱର,୨୧ା୯: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ ଗତ ୧୪ ତାରିଖ ହିନ୍ଦୀ ଦିବସ ପାଳନ ଅବସରରେ ‘ଗୋଟିଏ ଦେଶ, ଗୋଟିଏ ଭାଷା’ ସପକ୍ଷରେ ମତ ଦେଇଥିଲେ। ଦେଶରେ ହିନ୍ଦୀକୁ ଜାତୀୟ ଭାଷା କରିବାକୁ ଶାହ ପ୍ରସ୍ତାବ ଦେଇଥିଲେ। ଏହାକୁ ନେଇ ବିଭିନ୍ନ…

ଏମ୍‌ସ ଡାକ୍ତରଙ୍କଠାରୁ ଅଧିକ ବେତନ ପାଉଛନ୍ତି ଓଡ଼ିଶା ଡାକ୍ତର

ଭୁବନେଶ୍ୱର, ୨୧ା୯ (ବ୍ୟୁରୋ): ଓଡ଼ିଶାର ଡାକ୍ତରମାନେ ଅନ୍ୟ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ଅଧୀନରେ କାର୍ଯ୍ୟ କରୁଥିବା ଡାକ୍ତରମାନଙ୍କଠାରୁ ଅଧିକ ବେତନ ପାଇଥାନ୍ତି। ଏପରିକି ରାଜ୍ୟ ସରକାରଙ୍କ ଅଧୀନରେ କାର୍ଯ୍ୟରତ ଚିକିତ୍ସକମାନେ ଏମ୍‌ସ ଚିକିତ୍ସକଙ୍କଠାରୁ ବି ଅଧିକ ବେତନ ପାଉଛନ୍ତି। ଉପାନ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri