ମେଟ୍ରୋ

ଇଭେଣ୍ଟ ମ୍ୟାନେଜରଙ୍କୁ ଅପହରଣ ପରେ ମୁଣ୍ଡଜାମିନ: ମାଷ୍ଟରମାଇଣ୍ଡ ଗିରଫ, ଜଣେ ଫେରାର

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ଜଣେ ଇଭେଣ୍ଟ ମ୍ୟାନେଜରଙ୍କୁ ଅପହରଣ ପରେ ମୁଣ୍ଡଜାମିନ କରି ସାଢେ ୩ଲକ୍ଷ ନେବା ଅଭିଯୋଗରେ ନୟାପଲ୍ଲୀ ପୋଲିସ ରବିବାର ମାଷ୍ଟରମାଇଣ୍ଡଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଖାରବେଳ ନଗର ବ୍ଲକ-ଡି ଶିଳ୍ପାଞ୍ଚଳରେ ରହୁଥିବା ଅକ୍ଷୟ କୁମାର ମହାରଣା।…

ନାବାଳିକାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ: କଲେଜ ଛାତ୍ର ଗିରଫ

ପୁରୁଣା ଭୁବନେଶ୍ୱର/ପିପିଲି,୧୮ା୧୧(ଡି.ଏନ.ଏ.): ପିପିଲି ଥାନା ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରିବା ଅଭିଯୋଗରେ ପୋଲିସ ଜଣେ କଲେଜ ଛାତ୍ରଙ୍କୁ ରବିବାର ଗିରଫ କରିଛି। କଲେଜ ଛାତ୍ରଙ୍କ ଘର ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅଞ୍ଚଳରେ। ପୋଲିସ ସୂଚନା…

ଡ୍ରେନ୍‌ ଜଗିବ ବିଏମ୍‌ସି ସ୍କ୍ବାଡ୍‌

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ୫୦ରୁ ଊର୍ଦ୍ଧ୍ୱ ଘରୋଇ ସେସ୍‌ପୁଲ ଗାଡ଼ି ରହିଛି। କିନ୍ତୁ ସେଗୁଡ଼ିକ ମଧ୍ୟରୁ ଅନେକ ସହରର ସ୍ବଚ୍ଛତାକୁ ଅଣଦେଖା କରି ଏଣେତେଣେ ମଳ ପକାଉଛି। ଏ ସମ୍ପର୍କରେ ବିଭିନ୍ନ ଅଞ୍ଚଳରୁ ପ୍ରତିକ୍ରିୟା ପ୍ରକାଶ ପାଇବା ପରେ ଭୁବନେଶ୍ୱର ମହାନଗର…

ମୋ ସରକାର କାର୍ଯ୍ୟକ୍ରମରେ ସାମିଲ ହେବ ୬ ବିଭାଗ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ପୋଲିସ ପ୍ରଶାସନ ଏବଂ ସ୍ବାସ୍ଥ୍ୟ ବିଭାଗରେ ମୋ ସରକାର କାର୍ଯ୍ୟକ୍ରମ ହାତକୁ ନିଆଯିବା ପରେ ଅନେକ ସୁଫଳ ମିଳିଛି। ତେଣୁ ସରକାର ନିୟମିତ ବ୍ୟବଧାନରେ ସମସ୍ତ ବିଭାଗକୁ ମୋ ସରକାର ଅଧୀନକୁ ନେବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଆସନ୍ତା…

ଚୋରା ମଦକୁ ବିରୋଧ କରିବାରୁ ମାଫିଆଙ୍କ ଆତଙ୍କ: ଘରେ ପଶି ବନ୍ଧୁକ ଦେଖାଇ ଅଟୋ ପୋଡ଼ିଲେ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): କ୍ୟାପିଟାଲ ଥାନା ପୋଲିସ ଅଭିଯୁକ୍ତଙ୍କୁ ଗିରଫ ନ କରିବାରୁ ୪ଜଣିଆ ଗ୍ୟାଙ୍ଗ୍‌ ପୁଣି ଶନିବାର ରାତିରେ ରାଜମହଲ ନିକଟ ଫାଳିକିଆବସ୍ତିରେ ଆତଙ୍କ ଖେଳାଇଛନ୍ତି। ବସ୍ତିରେ ଚୋରା ମଦ ବେପାରକୁ ବିରୋଧ କରୁଥିବା ସୀମା ସେଠୀ ନାମକ ଜଣେ ବ୍ୟକ୍ତିଙ୍କ ଘରେ…

‘ମୋ ବସ୍‌’କୁ ଦେଶର ଶ୍ରେଷ୍ଠ ସିଟି ବସ୍‌ ସେବା ସମ୍ମାନ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ‘ମୋ ବସ୍‌’ ଭାରତର ଶ୍ରେଷ୍ଠ ସିଟି ବସ୍‌ ସେବା ଭାବେ ପୁରସ୍କୃତ ହୋଇଛି। ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ଚାଲିଥିବା ଅର୍ବାନ ମୋବିଲିଟି ଇଣ୍ଡିଆ (ୟୁଏମ୍‌ଆଇ) କନଫରେନ୍ସର ଦ୍ୱିତୀୟ ଦିନରେ ମୋ ବସ୍‌କୁ ଏହି ପୁରସ୍କାର ମିଳିଛି। ବସ୍‌ ସେବା ଯୋଗାଉଥିବା…

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ ରୋଡ,୧୮ା୧୧(ଡି.ଏନ୍‌.ଏ.): ବଡ଼ଗଡ଼ ଥାନା ପୋଲିସ ରବିବାର ସନ୍ଧ୍ୟାରେ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଯାଜପୁର ଜିଲା ଅଞ୍ଚଳର ଉଷାରାଣୀ ଦାସ(୩୦)। ପୋଲିସ ସୂଚନା ଅନୁଯାୟୀ, ଉଷାରାଣୀ ଗତ କିଛିଦିନ ଧରି ଏହି ଥାନା ଅଧୀନ…

ପାର୍ଲାମେଣ୍ଟ ଶୀତ ଅଧିବେଶନ ପାଇଁ ବିଜେଡିର ରଣନୀତି: କେନ୍ଦ୍ରୀୟ ଅନୁଦାନ, ପର୍ଯ୍ୟଟନ ଭିତ୍ତିଭୂମି ବିକାଶକୁ ଗୁରୁତ୍ୱ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ସୋମବାରଠାରୁ ଆରମ୍ଭ ହେଉଛି। ଏହି ଅଧିବେଶନରେ ଦଳ କେଉଁ କେଉଁ ପ୍ରସଙ୍ଗ ଉପସ୍ଥାପନ କରିବ, ସେନେଇ ବିଜେଡି ପକ୍ଷରୁ ରବିବାର ସୂଚନା ଦିଆଯାଇଛି। ରାଜ୍ୟ ସଭା ସଦସ୍ୟ ତଥା ବିଜେଡି ଗଣମାଧ୍ୟମ ସଂଯୋଜକ ସସ୍ମିତ୍‌ ପାତ୍ର…

ବିଜେଡି ଫୋକସ୍‌ରେ ବିଧାନ ପରିଷଦ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ରାଜ୍ୟରେ ବିଧାନ ପରିଷଦ ଗଠନ ନେଇ ଓଡ଼ିଶା ବିଧାନସଭାରେ ପୂର୍ବରୁ ସର୍ବସମ୍ମତ ପ୍ରସ୍ତାବ ଗୃହୀତ ହୋଇଛି। ହେଲେ ଏଥିପାଇଁ ପାର୍ଲାମେଣ୍ଟରେ ବିଧେୟକ ଆସି ଗୃହୀତ ହେବା ସହ ରାଷ୍ଟ୍ରପତିଙ୍କ ଅନୁମୋଦନର ଆବଶ୍ୟକତା ରହିଛି। ତେଣୁ ଚଳିତ ଶୀତ ଅଧିବେଶନର ସଂସଦୀୟ…

ଚୋରା ପଥର ଚାଲାଣରେ ଦୁଇ ପୋଲିସ ଅଧିକାରୀ: ଇନ୍ସପେକ୍ଟର ବିକ୍ରମ ଜେନା ନିଲମ୍ବିତ

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ)/ ଖୋର୍ଦ୍ଧା(ଡି.ଏନ୍‌.ଏ.): ଚୋରା ପଥର ଚାଲାଣ ର଼୍ୟାକେଟରେ ପୋଲିସ ଅଧିକାରୀ। କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌ ସ୍କାନରରେ ଥିବା ଦୁଇ ଥାନା ଇନ୍ସପେକ୍ଟର ବିକ୍ରମ କେଶରୀ ଜେନା ଓ ରଞ୍ଜିତ ସାହୁଙ୍କ ଉପରେ ଆରମ୍ଭ ହୋଇଛି ପଦକ୍ଷେପ। ଉଭୟଙ୍କୁ ଖୋର୍ଦ୍ଧାରେ ବେଆଇନ ପଥର…

ବିଏସ୍‌ସିଏଲ୍‌ ଦ୍ୱାରା ଦୁଇଦିନିଆ ‘ସିଟି ଲାବ ସେଣ୍ଟର’: ୯ କଲେଜର ୨୦ ମଡେଲ ପ୍ରଦର୍ଶିତ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଭୁବନେଶ୍ୱରର ସୌନ୍ଦର୍ଯ୍ୟ ବଜାୟ ରଖିବା ସହ ବିକାଶର ନୂଆ ଢାଞ୍ଚା ପାଇଁ ନକ୍ସା ଦେଖାଇଛନ୍ତି ଛାତ୍ରୀଛାତ୍ର। ଭୁବନେଶ୍ୱରର ୯ଟି କଲେଜ ଯଥା କଲେଜ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି (ସିଇଟି), ସେଣ୍ଟ୍ରାଲ ଟୁଲ୍‌ ରୁମ୍‌ ଟ୍ରେନିଂ ସେଣ୍ଟର (ସିଟିଟିସି), ସିଲିକନ୍‌…

ବ୍ରାଉନସୁଗାର କାରବାର: ଖୁବ୍‌ଶୀଘ୍ର ଚାକିରିରୁ ବିଦା ହେବେ କନଷ୍ଟେବଳ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ପୋଲିସ ବିଭାଗରେ ଥାଇ କରୁଥିଲେ ବ୍ରାଉନସୁଗାର ବେପାର। କ୍ୟୁଏଟି ଓ ନୟାପଲ୍ଲୀ ଥାନା ପୋଲିସ ଦ୍ୱାରା ଏହା ଧରାପଡ଼ିବା ପରେ ଗିରଫ ହୋଇଛନ୍ତି ଭୁବନେଶ୍ୱର ରିଜର୍ଭ ପୋଲିସରେ କାର୍ଯ୍ୟରତ କନଷ୍ଟେବଳ ଜେ. ଭାରିମଲ। ଏହାପରେ ତାଙ୍କ ଆପରାଧିକ ପେଡି ଖୋଲିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?