ର଼୍ୟାଗିଂକୁ ନେଇ ଓଏଚ୍ଆର୍ସିଙ୍କ ଉଦ୍ବେଗ: ୫ ବିଭାଗକୁ ରିପୋର୍ଟ ତଲବ
ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ଥିବା ଶିକ୍ଷାନୁଷ୍ଠାନଗୁଡିକରେ ର଼୍ୟାଗିଂ ମୁଖ୍ୟ ସମସ୍ୟା ଭାବେ ଦେଖା ଦେଇଛି। ନିକଟରେ ସମ୍ବଲପୁରଠାରେ ଏକ ଘରୋଇ କଲେଜରେ ଜଣେ ଛାତ୍ରଙ୍କୁ ସହପାଠୀମାନେ ର଼୍ୟାଗିଂ କରିବା ଘଟଣା ସୋସିଆଲ ମିଡିଆରେ ପ୍ରକାଶ ପାଇବା ପରେ ଓଡ଼ିଶା ମାନବାଧିକାର କମିଶନ(ଓଏଚ୍ଆରସି) ଗଭୀର…
ନଭେମ୍ବର ୧ରୁ ଧାନ ସଂଗ୍ରହ
ଭୁବନେଶ୍ୱର,୧୯ା୯(ବ୍ୟୁରୋ): ଆସନ୍ତା ନଭେମ୍ବର ୧ରୁ ଖରିଫ ଧାନ ସଂଗ୍ରହ ହେବ। ଧାନ ବିକ୍ରି କରିବାକୁ ଚଳିତବର୍ଷ ୧୧ ଲକ୍ଷ ୫୪ ହଜାର ୧୩୦ ଜଣ ଚାଷୀ ନାମ ପଞ୍ଜୀକୃତ କରିଛନ୍ତି। ଆସନ୍ତା ୨୨ ତାରିଖ ସୁଦ୍ଧା ସମସ୍ତ ଡାଟା ଏଣ୍ଟ୍ରି ଶେଷ…
ସୁରକ୍ଷିତ ଶୈଶବ, ପୂର୍ଣ୍ଣ ବିକାଶ ଉପରେ ଗୁରୁତ୍ୱାରୋପ
ଭୁବନେଶ୍ୱର, ୧୮ା୯(ବ୍ୟୁରୋ): ଶିଶୁଙ୍କ ସୁରକ୍ଷିତ ଶୈଶବ ଓ ପୂର୍ଣ୍ଣ ବିକାଶକୁ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ରାଜ୍ୟରେ ଅନାଥ ଓ ଏକକ ଅଭିଭାବକ ଥିବା ଶିଶୁଙ୍କୁ ଚିହ୍ନଟ କରାଯିବ। ଏଥିପାଇଁ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ସହାୟତାରେ ସ୍ବତନ୍ତ୍ର ସର୍ଭେ ଆରମ୍ଭ ହେବ। ଏ ସଂକ୍ରାନ୍ତରେ…
ସବୁ ବର୍ଗର ସ୍କୁଲ୍ ପିଲାଙ୍କୁ ମିଳିବ ଡ୍ରେସ୍, ଜୋତା
ଭୁବନେଶ୍ୱର, ୧୮ା୯(ବ୍ୟୁରୋ): ସରକାରୀ ସ୍କୁଲଗୁଡ଼ିକରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ୁଥିବା ସମସ୍ତ ଛାତ୍ରୀଛାତ୍ରଙ୍କ ମିଳିବ ଡ୍ରେସ୍ ଓ ଜୋତା। ରାଜ୍ୟ ସରକାର ଏହି ବଡ଼ ନିଷ୍ପତ୍ତି ନେଇଛନ୍ତି। ବୁଧବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏ…
ବିଜେପୁର ଉପନିର୍ବାଚନ: କମିଟି ଗଠନ କଲା ବିଜେଡି
ଭୁବନେଶ୍ୱର,୧୮।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ବିଜେଡି ଏକ ସମନ୍ବୟ କମିଟି ଗଠନ କରିଛି। ଏଥିରେ ନିରଞ୍ଜନ ପୂଜାରୀ, ସୁଶାନ୍ତ ସିଂହ, କଳିକେଶ ସିଂଦେଓ ଓ ସଞ୍ଜୟ ଦାସବର୍ମା ରହିଛନ୍ତି। ଏମାନେ ବିଭିନ୍ନ ସ୍ଥାନରେ ନେତାଙ୍କୁ ଦାୟିତ୍ୱ ଦେବା ସହ ପୂରା ନିର୍ବାଚନରେ…
ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ହେଲେ ସୁବାସ
ଭୁବନେଶ୍ୱର,୧୮ା୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁବାସ ଚୌହାନଙ୍କୁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ(ଡବ୍ଲ୍ୟୁଓଡିସି)ର ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍ଓ) ପକ୍ଷରୁ ବୁଧବାର ଏନେଇ ଗଣମାଧ୍ୟମକୁ ସୂଚନା ଦିଆଯାଇଛି। ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ସୁବାସ ବିଜେଡିରେ ଯୋଗଦେଇଥିଲେ।
ଆକ୍ସନ ମୋଡ୍ରେ ଗଣଶିକ୍ଷା ମନ୍ତ୍ରୀ: ବାଲିଅନ୍ତା ବିଇଓ ଅଫିସ, ସ୍କୁଲକୁ ଅଚାନକ ଗସ୍ତ; ଅନୁପସ୍ଥିତ କର୍ମଚାରୀଙ୍କ ଗୋଟିଏ ଦିନର ଦରମା ବନ୍ଦ
ବାଳକାଟି,୧୮।୯(ଡି.ଏନ୍.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିରେ ଗଣଶିକ୍ଷା ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ସମୀର ଦାସ। ଏହା ପରଠାରୁ ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଲାଗି ସେ ବିଭିନ୍ନ ଯୋଜନା ହାତକୁ ନେଉଛନ୍ତି। ଏପରିକି ବିଭିନ୍ନ ସମୟରେ…
କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର: ଭୁବନେଶ୍ୱରରୁ ଦୁବାଇକୁ ବିମାନ ଚଳାଚଳ ଲାଗି ଅନୁରୋଧ
ଭୁବନେଶ୍ୱର,୧୮।୯(ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇ ବିମାନ ସେବା ଆରମ୍ଭ କରିବା ଲାଗି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍ ସିଂ ପୁରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିଠି ଲେଖିଛନ୍ତି। ତେବେ ଭୁବନେଶ୍ୱରରୁ ଦୁବାଇ ଯାଉଥିବା ଓଡ଼ିଶା ଯାତ୍ରୀଙ୍କ ସୁବିଧା ତଥା ରାଜ୍ୟର…
ଏସ୍ଟିଏଫ୍ ହାତରେ ଲେଡି ବ୍ରାଉନ୍ସୁଗାର ବ୍ୟବସାୟୀ: ଅନ୍ତର୍ଜାତୀୟ ଡ୍ରଗ୍ସ ମାଫିଆଙ୍କ ସହ ରହିଛି ସମ୍ପୃକ୍ତି
ଭୁବନେଶ୍ୱର, ୧୮।୯(ବ୍ୟୁରୋ): ଭୁବନେଶ୍ବରର ହଳଦୀପଡ଼ିଆ ବସ୍ତିରୁ ବୁଧବାର ଜନୈକ ଲେଡ଼ି ବ୍ରାଉନ୍ସୁଗାର ବ୍ୟବସାୟୀଙ୍କୁ ବୁଧବାର କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଗିରଫ କରିଛି। ସେ ହେଲେ ମୀନା ଓରଫ ହସିନାରା ଖାତୁନ। ଅନ୍ତର୍ଜାତୀୟ ଡ୍ରଗ ୍ସମାଫିଆ ଶେଖ ରାଜାଙ୍କ ସହ ତାଙ୍କର ସମ୍ପୃକ୍ତି ଥିବା…
କାଳିଆ ଯୋଜନାରେ ଅଯୋଗ୍ୟ ହିତାଧିକାରୀ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀ କହିଲେ‘ ଟଙ୍କା ଫେରସ୍ତ ପାଇଁ ବ୍ୟବସ୍ଥା କରାଯାଉଛି’
ଭୁବନେଶ୍ୱର,୧୮।୯(ବ୍ୟୁରୋ): ରାଜ୍ୟରେ ପ୍ରାୟ ୩ ଲକ୍ଷ ୪୧ ହଜାର ଅଯୋଗ୍ୟ ହିତାଧିକାରୀ ଥିବା ନେଇ ପ୍ରଥମେ ତଥ୍ୟ ପ୍ରକାଶ ପାଇବା ପରେ ଏବେ ଏହା ମାତ୍ର ୩୨ହଜାର ବୋଲି ଜଣାପଡ଼ିଛି। ତେବେ ବୁଧବାର ଦିଲ୍ଲୀ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
କାଳିଆ ଯୋଜନାରେ ଅଯୋଗ୍ୟ ହିତାଧିକାରୀ କେଁ: ୩ ଲକ୍ଷ ୪୧ ହଜାର ନୁହେଁ କେବଳ ୩୨ ହଜାର ଥିବା କହିଲେ ପ୍ରତାପ
ଭୁବନେଶ୍ୱର,୧୮।୯(ବ୍ୟୁରୋ): ରାଜ୍ୟର କୃଷକମାନଙ୍କୁ ସହାୟତା ପ୍ରଦାନ ଉଦ୍ଦେଶ୍ୟରେ ସରକାରଙ୍କ ପକ୍ଷରୁ କାଳିଆ ଯୋଜନା ଆରମ୍ଭ କରାଯାଇଥିଲା। ହେଲେ ଦିନକୁ ଦିନ କାଳିଆକୁ ନେଇ କେଁ ବଢ଼ିବାରେ ଲାଗିଛି। ମଙ୍ଗଳବାର ରାଜ୍ୟର ପ୍ରାୟ ୩ ଲକ୍ଷ ୪୧ ହଜାର ଅଯୋଗ୍ୟ ହିତାଧିକାରୀ କାଳିଆ…
ବଦଳିଲା ସମୟ: ଏଣିକି ୯ଟାରୁ ସାଢ଼େ ୪ଟା ଯାଏ ସ୍କୁଲରେ ରହିବେ ଶିକ୍ଷୟିତ୍ରୀ-ଶିକ୍ଷକ
ଭୁବନେଶ୍ୱର,୧୮।୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ସ୍କୁଲ ସମୟରେ ପରିବର୍ତ୍ତନ କରାଯାଇଛି। ଏଥିସହ ବଦଳିଛି ଶିକ୍ଷକ ଏବଂ ଶିକ୍ଷୟିତ୍ରୀଙ୍କ କାର୍ଯ୍ୟ ସମୟ। ପୂର୍ବରୁ ୧୦ଟାରୁ ୪ଟା ଯାଏ ସେମାନେ ସ୍କୁଲରେ ରହୁଥିବା ବେଳେ ଏବେ ସେମାନେ ୯ଟାରୁ ସାଢ଼େ ୪ଟା ପର୍ଯ୍ୟନ୍ତ ରହିବେ।…
Archives


